ଖେଳ

ଅଲିମ୍ପିକ ଚାମ୍ପିୟନ ଜ୍ୟାକ୍ସଙ୍କ ପରଲୋକ

ପ୍ୟାରିସ, ୫।୧୧ (ଏଏଫ୍‌ପି)- ଫ୍ରେଞ୍ଚ୍‌ ସାଇକ୍ଲିଷ୍ଟ ତଥା ୧୯୪୮ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତା ଜ୍ୟାକ୍ସ ଡୁପୋଣ୍ଟଙ୍କ ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ବୋଲି ତାଙ୍କ ପରିବାର ପକ୍ଷରୁ କୁହାଯାଇଛି। ସେ ଫ୍ରାନ୍ସର ସାଉଥ୍‌-ଓ୍ବେଷ୍ଟ ଲେଜାଟ୍‌…

ବ୍ରୋଞ୍ଜ ସହ ଶୁଟର୍‌ ଦୀପକଙ୍କୁ ଅଲିମ୍ପିକ ଯୋଗ୍ୟତା

ଦୋହା, ୫।୧୧ (ପି.ଟି.)- ଏଠାରେ ଚାଲିଥିବା ୧୪ତମ ଏସିଆନ ଚାମ୍ପିୟନଶିପ୍‌ ଶୁଟିଂ ପ୍ରତିଯୋଗିତାର ପୁରୁଷ ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ଭାରତର ଦୀପକ କୁମାର ବ୍ରୋଞ୍ଜ ପଦକ ଜିତିଛନ୍ତି। ଦୀପକ ଏଥିସହ ଆସନ୍ତା ବର୍ଷ ଟୋକିଓରେ ଖେଳାଯିବାକୁ ଥିବା କ୍ରୀଡ଼ାର…

ଦିନେ ପିତାଙ୍କ ସ୍କୁଟରରେ ବସି କ୍ରିକେଟ ଖେଳିବାକୁ ଯାଉଥିଲେ, ଆଜି ଘର ଆଗରେ କୋଟି କୋଟି ଟଙ୍କାର କାର୍‌

ଆଜି କ୍ରିକେଟ ଜଗତର ସବୁଠୁ ଲୋକପ୍ରିୟ ନାଁ ହେଉଛି ବିରାଟ କୋହଲି। ବ୍ୟାଟିଂ ପାଇଁ ପଡିଆରେ ପାଦ ଦେବା ମାତ୍ରେ ବୋଲର୍‌ ଭୟଭୀତ ହୋଇଯାନ୍ତି। ପ୍ରତି ମ୍ୟାଚ୍‌ରେ ସେ କିଛି ରେକର୍ଡ ଭାଙ୍ଗିବା ସହ ଆଉ କିଛି ରେକର୍ଡ କରିଥାନ୍ତି। ତାଙ୍କ…

ପୁଣି ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ସିନ୍ଧୁ

ଫୁଝୋଉ (ଚାଇନା), ୫।୧୧ (ପି.ଟି.)- ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ପୁଣିଥରେ ଆଉ ଏକ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୭ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ର ପ୍ରଥମ ରାଉଣ୍ଡରେ…

ପ୍ରଥମ ଦେଖାରେ ଅନୁଷ୍କାଙ୍କୁ ଏମିତି କହିଥିଲେ ବିରାଟ

ଭାରତର ରନ ମେସିନ ବିରାଟ କୋହଲି ନିଜର ୩୧ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ବହୁ ପ୍ରତିଷ୍ଠିତ କ୍ରିକେଟର୍‌ ଓ ବଲିଉଡ କଳକାର ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। କୋହଲି ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ସହ…

ତୃତୀୟ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ନେଲସନ, ୫।୧୧- ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚକୁ ନ୍ୟୁଜିଲାଣ୍ଡ ୧୪ ରନରେ ଜିତିନେଇଛି। ଏଥିସହ ୫ ମ୍ୟାଚ୍‌ବିଶିଷ୍ଟ ସିରିଜରେ ଘରୋଇ ନ୍ୟୁଜିଲାଣ୍ଡ ୨-୧ରେ ଅଗ୍ରଣୀ ଲାଭ କରିଛି। ପୂର୍ବରୁ ସିରିଜର ପ୍ରଥମ ମ୍ୟାଚ୍‌କୁ ଇଂଲଣ୍ଡ…

ଜନ୍ମଦିନରେ ନିଜକୁ ଏକ ହୃଦୟସ୍ପର୍ଶୀ ଚିଠି ଲେଖିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ନିଜ ଟୁଇଟରରେ ଏକ ହାତ ଲେଖା ହୃଦୟସ୍ପର୍ଶୀ ଚିଠି ପୋଷ୍ଟ କରିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସବୁଠୁ ରୋଚକ…

ସେଦିନ କୋହଲିଙ୍କ ପରିବାର ନେଇଥିଲେ ବଡ ନିଷ୍ପତ୍ତି, ନହେଲେ ଆଜି ପାକିସ୍ତାନ ପାଇଁ ଖେଳୁଥାନ୍ତେ ବିରାଟ

ନୂଆଦିଲ୍ଲୀ,୫।୧୧: ବିରାଟ କୋହଲି, ବିଶ୍ୱକ୍ରିକେଟର ଏକ ଜଣାଶୁଣା ନାଁ। ଆଜି ସେ ନିଜର ୩୧ତମ ଜନ୍ମଦିବସ ପାଳନ କରୁଛନ୍ତି। କେବଳ ଭାରତରେ ନୁହେଁ, ବିଶ୍ୱ କ୍ରିକେଟରେ ସେ ଆଧିପତ୍ୟ ବିସ୍ତାର କରିଛନ୍ତି। ଟେଷ୍ଟ ମ୍ୟାଚ୍‌ ହେଉ କି ଏକଦିବସୀୟ, ଟି-୨୦ କ୍ରିକେଟର…

କୋହଲି କ୍ରିକେଟର ଆଉ ଏକ ‘ବିରାଟ’ ତାରକା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଆଜି ୩୧ତମ ଜନ୍ମଦିବସ। ଏହି ଦିନକୁ ଖାସ୍‌ କରିବା ପାଇଁ ସ୍ତ୍ରୀ ଅନୁଷ୍କା ସହ ଭୂଟାନରେ ପହଞ୍ଚିଛନ୍ତି କୋହଲି। ଏବେ ବିଶ୍ୱକ୍ରିକେଟରେ ରାଜ୍‌ କରୁଥିବା କୋହଲି ଅନେକ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟର…

ଆଇପିଏଲ୍‌ ଗଭର୍ନିଂ କାଉନସିଲ ବୈଠକ: ଖେଳାଳି ବଦଳ ନିୟମ ନେଇ ଆଲୋଚନା ହେବ

ନୂଆଦିଲ୍ଲୀ,୫।୧୧(ପି.ଟି.)- ମୁମ୍ବାଇରେ ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଗଭର୍ନିଂ କାଉନସିଲ ବୈଠକ ବୁଧବାର ବସିବାକୁ ଯାଉଛି। ଆଇପିଏଲକୁ ଅଧିକ ରୋମାଞ୍ଚକ କରିବା ପାଇଁ ଏକ ନୂଆ ନିୟମ ଲାଗୁ କରିବା ନେଇ ଏହି ବୈଠକରେ ଆଲୋଚନା ହେବ। ଖେଳାଳି ବଦଳ…

‘ମହା’ ବାତ୍ୟା: ଦ୍ୱିତୀୟ ଟି୨୦ରେ ବର୍ଷା ଆଶଙ୍କା

ରାଜକୋଟ,୫।୧୧- ଏଠାରେ ଭାରତ ଓ ଭ୍ରମଣକାରୀ ବାଂଲାଦେଶ ମଧ୍ୟରେ ଗୁରୁବାର ଆୟୋଜନ ହେବାକୁ ଯାଉଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ପ୍ରଦୂଷଣ ଯୋଗୁ ଦିଲ୍ଲୀରେ ପ୍ରଥମ ଟି୨୦ ଖେଳାଯାବା ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ତେବେ ଏହି…

ନଂ ୧ ସ୍ଥାନକୁ ଫେରିଲେ ନାଡାଲ

ପ୍ୟାରିସ୍‌,୫।୧୧ – ସ୍ପେନ୍‌ ଅଭିଜ୍ଞ ଟେନିସ ଖେଳାଳି ରାଫାଲ ନାଡାଲ ଦୀର୍ଘ ଏକ ବର୍ଷ ପରେ ଏଟିପି ର଼୍ୟାଙ୍କିଙ୍ଗ୍‌ର ଏକ ନମ୍ବର ସ୍ଥାନକୁ ଫେରିଛନ୍ତି। ପ୍ୟାରିସ ମାଷ୍ଟର୍ସ ସେମିଫାଇନାଲରେ ପ୍ରବେଶ କରି ସେ ସୋମବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନକୁ ଉଠିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?