ଖେଳ

ଏହି ଅଭିନେତ୍ରୀଙ୍କ ପଛରେ ପଡିଛନ୍ତି ଭାରତୀୟ କ୍ରିକେଟ ଦଳର କୋଚ ରବି ଶାସ୍ତ୍ରୀ

ଲଗାତର ଦ୍ୱିତୀୟଥର ପାଇଁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ ହୋଇଛନ୍ତି ରବି ଶାସ୍ତ୍ରୀ। ଏହି ପୂର୍ବତନ କ୍ରିକେଟର ନିଜ ପ୍ରେମକୁ ନେଇ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ପ୍ରଥମେ ବଲିଉଡ ଅଭିନେତ୍ର ଅମୃତା ସିଂଙ୍କ ସହ ତାଙ୍କ ସମ୍ପର୍କକୁ…

ସୋସିଆଲ ମିଡିଆର ‘କିଙ୍ଗ୍‌’ ହେଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କ୍ରିକେଟର ଭଗବାନ୍‌ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ରେକର୍ଡ ସେ ଖୁବଶୀଘ୍ର ଭାଙ୍ଗିବେ ବୋଲି କ୍ରିକେଟ ପଣ୍ଡିତମାନେ ଭବିଷ୍ୟବାଣୀ କଲେଣି। ତେବେ ଖାଲି କ୍ରିକେଟରେ…

ଅନ୍ତର୍ଜାତୀୟ କ୍ରିକେଟରେ କୋହଲିଙ୍କୁ ପୂରିଲା ୧୧ ବର୍ଷ

ନୂଆଦିଲ୍ଲୀ,୧୯।୮: ଭାରତୀୟ କ୍ରିକେଟ ଆଇକନ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ସୋମବାର ୧୧ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍‌ ୧୧ ବର୍ଷ ତଳେ ଦିଲ୍ଲୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ଏବେ ସେ ବିଶ୍ୱର ଶ୍ରେଷ୍ଠ ଓ ଲୋକପ୍ରିୟ…

କୋଟଲାରେ ଶୀଘ୍ର ହେବ କୋହଲି ଷ୍ଟାଣ୍ଡ

ନୂଆଦିଲ୍ଲୀ,୧୯ା୮(ପିଟି): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ଦିଲ୍ଲୀ ଡିଷ୍ଟ୍ରିକ୍‌ କ୍ରିକେଟ ଆସୋସିଏଶନ (ଡିଡିସିଏ) ତାଙ୍କୁ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି। ଫିରୋଜ ଶାହ କୋଟଲା ଷ୍ଟାଡିୟମ୍‌ରେ ଏକ ଷ୍ଟାଣ୍ଡ କୋହଲିଙ୍କ ନାମରେ ନାମିତ କରାଯିବ। ପୂର୍ବରୁ ଦିଲ୍ଲୀ…

ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ନିରପେକ୍ଷ; ଭେନ୍ୟୁ କଥା ଉଠାଇବ ଏଆଇଟିଏ

ନୂଆଦିଲ୍ଲୀ, ୧୯ା୮(ପି.ଟି.)-ଇସ୍‌ଲାମାବାଦ୍‌ଠାରେ ଖେଳାଯିବାକୁଥିବା ପାକିସ୍ତାନ ବିପକ୍ଷ ଡେଭିସ୍‌ କପ୍‌ ମ୍ୟାଚକୁ ଏକ ନିରପେକ୍ଷ ଭେନ୍ୟୁରେ କରାଇବା କେତେ ଜରୁରି ତାହା ସର୍ବଭାରତୀୟ ଟେବୁଲ ଟେନିସ ଆସୋସିଏଶନ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ ମହାସଂଘ (ଆଇଟିଏଫ୍‌)କୁ ହୃଦ୍‌ବୋଧ କରିବା ଲାଗି ଚେଷ୍ଟା କରିବ। ଟିମ୍‌…

ସ୍ପୋଟର୍‌ସ କ୍ଲାଇମ୍ବିଂ ପ୍ରତି ଯୁବପିଢ଼ିଙ୍କ ଆକର୍ଷଣ ବଢ଼ୁଛି

ଭୁବନେଶ୍ୱର, ୧୯ା୮(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ସ୍ପୋଟର୍‌ସ କ୍ଲାଇମ୍ବିଂ ହାଇପରଫର୍ମାନ୍ସ ସେଣ୍ଟର (ଏଚ୍‌ପିସି)ରେ ଗତ ଜୁଲାଇ ୨୬ରୁ ଚାଲିଥିବା ଟ୍ରେନିଂ ପ୍ରତି ଯୁବପିଢ଼ି ଆକୃଷ୍ଟ ହେଉଥିବା ପରିଲକ୍ଷିତ ହୋଇଛି। କମ୍‌ ଦିନ ମଧ୍ୟରେ ୩ ଡଜନରୁ ଅଧିକ ବାଳିକା…

କୋଥାଜିତ୍‌ ଖେଳିଲେ ୨୦୦ତମ ମ୍ୟାଚ୍‌

ନୂଆଦିଲ୍ଲୀ, ୧୯ା୮- ଜାପାନର ଟୋକିଓଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ରବିବାର କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଭାରତର କୋଥାଜିତ୍‌ ସିଂ ଖାଡାଙ୍ଗବାମ୍‌। ୨୦୧୨ ମସିହାରୁ ଭାରତୀୟ ସିନିୟର ଦଳରୁ ଖେଳିଆସୁଥିବା ଏହି ମଣିପୁରୀ…

ଅଭ୍ୟାସ ମ୍ୟାଚ୍‌: ୨୯୭/୫ରେ ଭାରତର ଇନିଂସ୍‌ ଘୋଷଣା ଓ୍ବେଷ୍ଟଇଣ୍ଡିଜ ‘ଏ’ ୧୮୧ରେ ସୀମିତ

ଆଣ୍ଟିଗୁଆ,୧୯ା୮- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଏ’ ପ୍ରଥମ ଇନିଂସ୍‌ରେ ୧୮୧ ରନ୍‌ କରି ଅଲ୍‌ଆଉଟ ହୋଇଛି। ଫଳରେ ଭାରତ ୧୧୬ ରନ୍‌ରେ ଅଗ୍ରଣୀଲାଭ କରିଛି। ଭାରତ ଏହାର ପ୍ରଥମ ଇନିଂସ୍‌କୁ ୨୯୭/୫ରେ…

ଅନ୍ତିମ ଦିବସରେ ଖେଳିପାରିଲେନି: ସ୍ମିଥ୍‌ ଟେଷ୍ଟ ଇତିହାସରେ ମାର୍ନସ ପ୍ରଥମ ବଦଳ ଖେଳାଳି

ଲଣ୍ଡନ, ୧୯ା୮(ଏଏଫ୍‌ପି)- ସ୍ଥାନୀୟ ଲଡର୍‌ସ ଗ୍ରାଉଣ୍ଡରେ ଘରୋଇ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ଆଶେସ ସିରିଜର ୨ୟ ଟେଷ୍ଟ ମ୍ୟାଚ୍‌ର ୫ମ ଦିନ ଖେଳରୁ ବରିଷ୍ଠ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ବାଦ୍‌ ଦିଆଯାଇଛି। ଶନିବାର ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୮୦ ରନ…

ଚୂଡ଼ାନ୍ତ କ୍ଲବ ତାଲିକା ବାଛିବ ୫ ଜଣିଆ କମିଟି ଓସିଏ ସଦସ୍ୟତା ନେଇ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୧୯ା୮ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ)ର ନିର୍ବାଚନ ଆସନ୍ତା ମାସରେ ହେବାକୁ ଥିବାବେଳେ ଏହାକୁ ନେଇ ଏବେ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟରେ ଥିବା ବିଭିନ୍ନ କ୍ଲବର ଭବିଷ୍ୟତ ନିର୍ଦ୍ଧାରଣ ପାଇଁ ରବିବାର ୫ ଜଣିଆ ଯାଞ୍ଚ…

ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଧମକରେ ସତ୍ୟତା ନାହିଁ

ଆଣ୍ଟିଗୁଆ,୧୯ା୮(ପିଟି): ଭାରତୀୟ କ୍ରିକେଟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଧମକ ଦିଆଯାଇଥିଲା। ହେଲେ ଏଥିରେ କୌଣସି ସତ୍ୟତା ନ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏ ସମ୍ପର୍କରେ ଆଣ୍ଟିଗୁଆସ୍ଥିତ ଭାରତୀୟ ହାଇକମିଶନଙ୍କୁ…

ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ କ୍ଲାସେନ

ଜୋହାନ୍ସବର୍ଗ, ୧୮।୮ (ପି.ଟି.)- ଟେଷ୍ଟ ସିରିଜ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳ ଆସନ୍ତା ଅକ୍ଟୋବରରେ ଭାରତ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ଗତ ୧୩ରେ ଅଭିଜ୍ଞ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ନେତୃତ୍ୱରେ ୧୫ ଜଣିଆ ଦକ୍ଷିଣ ଆଫ୍ରିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri