ଖେଳ

ରୋହିତଙ୍କ ରେକର୍ଡ

ନୂଆଦିଲ୍ଲୀ,୪।୧୧- ଭାରତୀୟ ଦଳର କାମଚଳା ଅଧିନାୟକ ରୋହିତ ଶର୍ମା ଟି୨୦ ଫର୍ମାଟରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହେବାର ରେକର୍ଡର ଅଧିକାରୀ ହୋଇଛନ୍ତି। ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ ପୂର୍ବରୁ ରୋହିତ ସର୍ବାଧିକ…

ରୋନାଲ୍ଡୋଙ୍କ ଦେହରେ ନାହିଁ ଟାଟୁ

ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ୟ ପ୍ରସିଦ୍ଧ ଖେଳାଳିଙ୍କ ଭଳି ଦେହରେ ଟାଟୁ କରାଇ ନାହାନ୍ତି। ଏହା ପଛର କାରଣ ପ୍ରେରଣା ଦାୟକ। ପର୍ତ୍ତୁଗାଲର ଏହି ଷ୍ଟାର ଖେଳାଳି ନିୟମିତ ବ୍ୟବଧାନରେ ରକ୍ତ ଦାନ କରନ୍ତି। ଏଥିନେଇ…

ଚାଲିଥିଲା ଭାରତ-ବାଂଲାଦେଶ ମ୍ୟାଚ୍‌, ଅଚାନକ ଷ୍ଟାଡିୟମରେ ଲାଗିଲା ଧୋନୀ..ଧୋନୀ ନାରା ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୪।୧୧: ମୁଶଫିକର ରହିମଙ୍କ ଲୁଆ ଅର୍ଦ୍ଧଶତକ ବଳରେ ବାଂଲାଦେଶ ପ୍ରଥମ ଟି-୨୦ ମ୍ୟାଚରେ ଭାରତକୁ ୭ ଉଇକେଟରେ ହରାଇ ଐତିହାସିକ ବିଜୟ ହାସଲ କରିଛି। ଭାରତ ବିପକ୍ଷରେ ବାଂଲାଦେଶର ଏହା ପ୍ରଥମ ଟି-୨୦ ବିଜୟ। ଏହି ବିଜୟ ସହ ବାଂଲାଦେଶ ତିନିମ୍ୟାଚ…

ଜନ୍ମଦିନ ପୂର୍ବରୁ ପଡୋଶୀ ଦେଶ ଭ୍ରମଣରେ ଗଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳ ଏବେ ବାଂଲାଦେଶ ସହ ଟି-୨୦ ସିରିଜ୍‌ ଖେଳିବାରେ ବ୍ୟସ୍ତ ଅଛି। ଅଧିନାୟକ ବିରାଟ କୋହଲି ଏହି ସିରିଜରୁ ବିଶ୍ରାମ ନେଇ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ପଡୋଶୀ ଦେଶ ଭୂଟାନ ଗସ୍ତରେ ଯାଇଛନ୍ତି। ବିରାଟଙ୍କ ଜନ୍ମଦିନ ନଭେମ୍ବର…

ଜୋକୋଭିଚ୍‌ଙ୍କୁ ପଞ୍ଚମ ପ୍ୟାରିସ ମାଷ୍ଟର୍ସ ଟାଇଟଲ

ପ୍ୟାରିସ୍‌,୪।୧୧(ଏଏଫ୍‌ପି)- ସର୍ବିୟାର ଅଭିଜ୍ଞ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ରେକର୍ଡ ପଞ୍ଚମଥର ପାଇଁ ପ୍ୟାରିସ ମାଷ୍ଟର୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ୩୨ ବର୍ଷୀୟ ଜୋକୋଭିଚ୍‌ ୬-୩, ୬-୪ ସେଟରେ କାନାଡ଼ାର ଡେନିସ ଶାପୋଭାଲୋଭଙ୍କୁ ହରାଇ…

ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ: ଭିଏତ୍‌ନାମଠାରୁ ହାରିଲା ଭାରତ

ନୂଆଦିଲ୍ଲୀ, ୪।୧୧(ପି.ଟି.)- ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ୦-୩ ଗୋଲ ବ୍ୟବଧାନରେ ଭିଏତ୍‌ନାମଠାରୁ ପରାସ୍ତ ହୋଇଛି। ରବିବାର ଭିଏତ୍‌ନାମ ରାଜଧାନୀ ହାନୋଇରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଆୟୋଜକ ଭିଏତ୍‌ନାମ ସମ୍ପୂର୍ଣ୍ଣରୂପେ ଆଧିପତ୍ୟ ବିସ୍ତାର…

ଜୁନିୟର ମହିଳା କ୍ୟାମ୍ପ୍‌ରେ ଓଡ଼ିଶାରୁ ୩ ଖେଳାଳି

ନୂଆଦିଲ୍ଲୀ, ୪।୧୧ (ପି.ଟି.)- ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଭାରତୀୟ ଜୁନିୟର ମହିଳା ହକି ଦଳର କ୍ୟାମ୍ପ୍‌ ଲାଗି ୩୯ ଜଣିଆ କୋର୍‌ ଗ୍ରୁପ୍‌ ତାଲିକା ପ୍ରକାଶ କରିଛି। ବେଙ୍ଗାଲୁରୁସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) କେନ୍ଦ୍ରରେ କୋଚ୍‌ ବଲ୍‌ଜିତ୍‌ ସିଂ…

ଭାରତ ବିପକ୍ଷରେ ବାଂଲାଦେଶ ପ୍ରଥମ ଟି୨୦ ବିଜୟ

ନୂଆଦିଲ୍ଲୀ,୪।୧୧(ପି.ଟି.)- ଭାରତ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶ ୩ଟି ବଲ୍‌ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ସ୍ଥାନୀୟ ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି…

ଲକ୍ଷ୍ୟ ସେନ୍‌ଙ୍କୁ ଟାଇଟଲ

ସାର୍‌ବ୍ରକେନ (ଜର୍ମାନୀ), ୪ା୧୧(ପି.ଟି.)-ଭାରତର ଲକ୍ଷ୍ୟ ସେନ୍‌ କ୍ରମାଗତ ଦ୍ୱିତୀୟ ଥର ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସୁପର ୧୦୦ ଟାଇଟଲ ଜିତିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ସାର୍‌ଲର୍‌ଲକ୍ସ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ରୋମାଞ୍ଚକ ଫାଇନାଲରେ ସେ ଚାଇନାର ଓ୍ବେଙ୍ଗ୍‌ ହଙ୍ଗ୍‌ ୟାଙ୍ଗ୍‌ଙ୍କୁ୧୭-୨୧, ୨୧-୧୮,…

ବେଙ୍ଗାଲୁରୁ-ଜାମସେଦପୁର ମ୍ୟାଚ ଡ୍ର

ଜାମସେଦପୁର, ୪।୧୧ (ପି.ଟି.)- ସ୍ଥାନୀୟ ଜେଆର୍‌ଡି ଟାଟା ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଡିଫେଣ୍ଡିଂ ଚାମ୍ପିଅନ ବେଙ୍ଗାଲୁରୁ ଏଫ୍‌ସି ଏବଂ ଘରୋଇ ଜାମସେଦପୁର ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଡ୍ର’ ରହିଛି l ଘରୋଇ…

ବାଂଲାଦେଶକୁ ୧୪୯ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ନୂଆଦିଲ୍ଲୀ,୩।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ବିଜୟ ପାଇଁ ୧୪୯ ରନ ଟାର୍ଗେଟ ଦେଇଛି ଭାରତ। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ…

ଡବ୍ଲ୍ୟୁଟିଏ ଫାଇନାଲ୍ସ: ଟାଇଟଲ ଜିତିଲେ ବାର୍ଟି

ଶେନଝେନ, ୩।୧୧- ବିଶ୍ୱର ୧ନମ୍ବର ମହିଳା ଟେନିସ ଖେଳାଳି ଅଷ୍ଟ୍ରେଲିଆର ଆସେଲେ ବାର୍ଟି ଏକ ବଡ଼ ଧରଣର ସଫଳତା ହାସଲ କରିଛନ୍ତି। ବାର୍ଟି ଏଠାରେ ଖେଳାଯାଇଥିବା ଡବ୍ଲ୍ୟୁଟିଏ ଫାଇନାଲ୍ସର ଟାଇଟଲ ଜିତିଛନ୍ତି। ସ୍ଥାନୀୟ ଶେନ୍‌ଝେନ ବେ ସ୍ପୋଟର୍‌ସ ସେଣ୍ଟରରେ ରବିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?