ପ୍ରଥମ ଟି୨୦: ବର୍ଷା ପାକିସ୍ତାନକୁ ରକ୍ଷା କଲା
ସିଡ୍ନୀ,୩।୧୧(ଏଏଫ୍ପି)- ବର୍ଷା ଯୋଗୁ ପାକିସ୍ତାନ ଏକ ନିଶ୍ଚିତ ପରାଜୟରୁ ରକ୍ଷା ପାଇଛି। ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ ଲଗାତର ବର୍ଷା କାରଣରୁ ବିନା ଫଳାଫଳରେ ଶେଷ ହୋଇଛି। ୩…
ପ୍ରଥମ ଟି-୨୦: ବାଂଲାଦେଶ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବ ଭାରତ
ନୂଆଦିଲ୍ଲୀ,୩।୧୧: ଭୟଙ୍କର ଓ ବିଷାକ୍ତ ପ୍ରଦୂଷଣ ଭିତରେ ଦିଲ୍ଲୀର ଜେଟଲୀ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆରମ୍ଭ ହୋଇଛି। ବାଂଲାଦେଶ ଅଧିନାୟକ ମହମୁଦୁଲ୍ଲା ରିୟାଦ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍ରେ…
ପଡିଆରେ ପାକିସ୍ତାନ ଖେଳାଳିଙ୍କ ପାଇଁ ଗୀତ ଗାଉଥିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍
‘କୌନ ବନେଗା କରୋଡପତି’ ଶୋ’ର ଏକ ଏପିସୋଡ ଭାରତୀୟ ଖେଳାଳିଙ୍କ ନାଁରେ ରହିଛି। ଏହି ଏପିସୋଡରେ ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହ୍ବାଗ, ଦୁଇ ଭାରତୀୟ ଆଥ୍ଲେଟ ହିମା ଦାସ ଏବଂ ଦୂତି ଚାନ୍ଦ ଯୋଗ ଦେଇଥିଲେ। ଶୋ’ର ହୋଷ୍ଟ…
ଓଡ଼ିଆ ଝିଅ ଚେଲ୍ସିଙ୍କୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର, ସୋନା ମହାପାତ୍ର କହିଲେ ଏମିତି କଥା
ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ ଆଇଡଲ-୧୧ରେ ନଜର ଆସିଛନ୍ତି ପୁଣି ଜଣେ ଓଡିଆ ଝିଅ। ସେ ହେଉଛନ୍ତି ଚେଲ୍ସି ବେଉରା। ଇଶକ୍ଜାଦେ ଫିଲ୍ମର ‘ମେଁ ପରେଶାନ..’ ଗୀତ ଗାଇ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନିଜ ପ୍ରତିଭା ଜରିଆରେ…
ଧୋନୀଙ୍କୁ ମିସ୍ କରୁଛନ୍ତି ପାଣ୍ଡ୍ୟା
ନୂଆଦିଲ୍ଲୀ,୩।୧୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ କେବଳ ତାଙ୍କ ପ୍ରଶଂସକ ନୁହେଁ, ସାଥୀ ଖେଳାଳିମାନେ ମିସ୍ କରୁଛନ୍ତି। ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଧୋନୀଙ୍କୁ ମନେ ପକାଇ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁ…
ଦିନେ ଥିଲେ ଆଇପିଏଲରେ ସେନସେଶନ ଏବେ କରୁଛନ୍ତି ଚାଷ
ଭିନ୍ନ ଧରଣ ବୋଲିଂ ଆକଶନ ପାଇଁ ଦିନେ ଆଇପିଏଲରେ ଥିଲେ। ଆଇପିଏଲ ୨୦୦୯ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିଲେ ଉତ୍ତର ପ୍ରଦେଶ ବାମହାତୀ ମଧ୍ୟଗତିର ବୋଲର କ୍ରିକେଟର କମରାନ ଖାଁ। ଛୋଟିଆ କ୍ୟାରିୟରରେ ଦଳ ପାଇଁ ବେଶ୍ ଉପଯୋଗୀ ସାବ୍ୟସ୍ତ…
ପାକିସ୍ତାନ ପକ୍ଷରୁ ଖେଳିବାରେ ଇର୍ଫାନ ବୟୋଜେଷ୍ଠ ପେସର
ସିଡ୍ନୀ,୩।୧୧- ୧୯୯୨ରେ ଇମ୍ରାନ ଖାଁଙ୍କ ପରେ ବୟୋଜେଷ୍ଠ ପେସର ଭାବେ ମହମ୍ମଦ ଇର୍ଫାନ ପାକିସ୍ତାନ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି। ଏଠାରେ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ପ୍ରଥମ ଟି୨୦ ମ୍ୟାଚ୍ରେ ସେ ଏହି ସଫଳତା ପାଇଛନ୍ତି।…
ସ୍ବାମୀ-ସ୍ତ୍ରୀଙ୍କ ଜଲଓ୍ବା:ସ୍ବାମୀ ଦ୍ୱିତୀୟ ବଲରେ ନେଲେ ଉଇକେଟ, ସେପଟେ ସ୍ତ୍ରୀ ୫୩ଟି ବଲରୁ କଲେ ୧୦୬ ରନ୍
ସିଡନୀ,୩।୧୧:ଅଷ୍ଟ୍ରେଲିଆ ପେସ୍ ବୋଲର୍ ମିଚେଲ୍ ଷ୍ଟାର୍କ ଏବଂ ତାଙ୍କ ସ୍ତ୍ରୀ ଏଲିସା ହିଲି ମ୍ୟାଚ୍ ବିଜେତା ଭାବେ ଜଣାଶୁଣା। ଉଭୟ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ଥାନ୍ତି। ରବିବାର ଏମିତି ଏକ ମ୍ୟାଚ୍ ଦେଖିବାକୁ ମିଳିଥିଲା, ଯେଉଁ ମ୍ୟାଚ୍ରେ ଉଭୟ ନିଜ…
ରୋହିତ, ଧାଓ୍ବନଙ୍କୁ ଚକିତ କଲେ ୧୯ ବର୍ଷୀୟ ଲୋକାଲ ପେସର
ନୂଆଦିଲ୍ଲୀ,୩।୧୧- ବାଂଲାଦେଶ ବିପକ୍ଷ ପ୍ରଥମ ମ୍ୟାଚ୍ ପୂର୍ବରୁ ୧୯ ବର୍ଷୀୟ ଲୋକାଲ ପେସର କେଶବ ଦବସ ଭାରତୀୟ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କୁ ଚକିତ କରିଦେଇଛନ୍ତି। ସେ ନିଜର ଦକ୍ଷ ବୋଲିଂରେ ରୋହିତଙ୍କୁ ଆଉଟ କରିବା ପରେ ଧାଓ୍ବନଙ୍କୁ…
ଧୋନୀଙ୍କୁ ପଛରେ ପକାଇବେ ରୋହିତ
ନୂଆଦିଲ୍ଲୀ,୩।୧୧- ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ରବିବାର ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍ରେ କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ଦ୍ଧ ଯୋଡ଼ିବେ। ଭାରତ ପାଇଁ ସର୍ବାଧିକ ଟି୨୦ ମ୍ୟାଚ୍…
ଫାଇନାଲରେ ଲକ୍ଷ୍ୟ
ସାରବ୍ରୁକେନ(ଜର୍ମାନୀ),୩।୧୧- ଦେଶର ଉଦୀୟମାନ ବ୍ୟାଡ୍ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍ ଅନ୍ୟ ଭାରତୀୟ ଖେଳାଳି କିରେନ ଜର୍ଜଙ୍କୁ ୨୧-୧୩, ୧୪-୨୧, ୨୧-୯ ଗେମ୍ରେ ହରାଇ ଏଠାରେ ଚାଲିଥିବା ସାରଲରଲକ୍ସ ଓପନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୮ମ ସିଡ୍ ଲକ୍ଷ୍ୟଙ୍କୁ ମ୍ୟାଚ୍ ଜିତିବା…
ଲଙ୍ଗ୍ ଜମ୍ପ୍ରେ ମନୀଷାଙ୍କୁ ରୌପ୍ୟ
ଭୁବନେଶ୍ୱର, ୩।୧୧(ସ୍ପୋଟର୍ସ ବ୍ୟୁରୋ)- ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଚାଲିଥିବା ୩୫ତମ ଜାତୀୟ ଜୁନିୟର ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ର ପ୍ରଥମ ଦିନରେ ଓଡ଼ିଶାକୁ ସଫଳତା ମିଳିଛି। ୨୦ ବର୍ଷରୁ କମ୍ ବାଳିକା ଲଙ୍ଗ୍ ଜମ୍ପ୍ରେ ଓଡ଼ିଶାର ମନୀଷା ମେରେଲ ରୌପ୍ୟ ପଦକ ଜିତିଛନ୍ତି। ମନୀଷା…

