ଖେଳ

୨୩ ବର୍ଷରୁ କମ୍‌ କ୍ରିକେଟ୍‌: ଭାରତ-ବାଂଲାଦେଶ ସିରିଜ ଭେନ୍ୟୁ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୯ (ପି.ଟି.)- ଘରୋଇ ଭାରତ ଓ ବାଂଲାଦେଶ ୨୩ ବର୍ଷରୁ କମ୍‌ କ୍ରିକେଟ୍‌ ଦଳ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜର ଭେନ୍ୟୁରେ ପରିବର୍ତ୍ତନ ହୋଇଛି। ଖରାପ ପାଣିପାଗ ଲାଗି ଭାରତୀୟ କ୍ରିlକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହି ୫…

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଦଳ ଘୋଷଣା: ରାହୁଲଙ୍କୁ ନେଇ ଦ୍ୱନ୍ଦ୍ୱ, ରୋହିତ ଫେରିବା ସମ୍ଭାବନା, ଈଶ୍ୱରନ ଡାର୍କ ହର୍ସ

ନୂଆଦିଲ୍ଲୀ,୧୨।୯ (ପି.ଟି.)- ଆସନ୍ତାମାସ ଠାରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଗୁରୁବାର ଭାରତୀୟ ଘୋଷଣା ହେବ। ଚୟନକର୍ତ୍ତାମାନେ ବୈଠକରେ ବସି ଏହି ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ ପାଇଁ ଦଳ ଚୟନ କରିବେ। ଦୁର୍ବଳ…

ଆଶେସ ପଞ୍ଚମ ଟେଷ୍ଟ : ସିରିଜ୍‌ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଲଣ୍ଡନ,୧୨।୯(ଏଏଫ୍‌ପି)- ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚଳିତ ଆଶେସର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍‌ ଆରମ୍ଭ ହେବ। ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ…

ରୋନାଲ୍ଡୋଙ୍କ ଏକାଧିକ କିର୍ତ୍ତୀମାନ

ଲିସବନ (ପର୍ତ୍ତୁଗାଲ), ୧୨।୯- ୟୁରୋ ୨୦୨୦ ପ୍ରତିଯୋଗିତାର ଏକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ତାରକା ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଦମ୍‌ଦାର ପ୍ରଦର୍ଶନ ବଳର ପର୍ତ୍ତୁଗାଲ ୫-୧ ଗୋଲରେ ଲିଥୁଆନିଆକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଏକାକୀ ୪ ଗୋଲସ୍କୋର କରି ରୋନାଲ୍ଡୋ…

୨୦୨୦ ଟୋକିଓ ଅଲିମ୍ପିକ୍ସ : ଏଫଆଇଏଚ୍‌ ମେଡିକାଲ ଅଫିସର ପ୍ୟାନେଲରେ ଓଡ଼ିଶାର ବିଭୂ

ଭୁବନେଶ୍ୱର, ୧୨।୯(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ କ୍ରୀଡ଼ାର ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣ ଜାପାନର ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମେଗା ଇଭେଣ୍ଟ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌) ପକ୍ଷରୁ ପ୍ରକାଶିତ ଅଫିଆସିଲ…

ଇଷ୍ଟ ଜୋନ୍‌ ସ୍ନୁକର: ବିପର୍ଯ୍ୟୟ ଘଟାଇଲେ ସୌଭାଗ୍ୟ କ୍ୱାର୍ଟର ଫାଇନାଲ ଚୂଡାନ୍ତ

ଭୁବନେଶ୍ୱର,୧୨।୯(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଫାଲ୍‌କନ ଚିଲିକା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ବୁଧବାର ସପ୍ତମ ଦିବସରେ ପହଞ୍ଚିଛି। ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲ ଲାଇନ୍‌ଅପ୍‌ ଚୂଡାନ୍ତ ହୋଇଛି। କ୍ୱାର୍ଟର ଫାଇନାଲରେ ପଶ୍ଚିମବଙ୍ଗର ମନୀଷ ଜୈନ ଓ ଓଡ଼ିଶାର…

ଟ୍ରାକ୍‌ ଏସିଆ କପ୍‌ : ସାଇକ୍ଲିଂ ଜାତୀୟ ରେକର୍ଡ ସହ ବ୍ରୋଞ୍ଜ ଜିତିଲେ ସ୍ବସ୍ତି

କଟକ ଅଫିସ, ୧୨ା୯-  ଓଡ଼ିଶାର ସ୍ବସ୍ତି ସିଂ ଟ୍ରାକ୍‌ ଏସିଆ ଅନ୍ତର୍ଜାତୀୟ ସାଇକ୍ଲିଂ ପ୍ରତିଯୋଗିତାରେ ନୂଆ ଜାତୀୟ ରେକର୍ଡ଼ ପ୍ରତିଷ୍ଠା କରିବା ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡ଼ିୟମରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର…

କୋହଲି ଏବେ ନିରାମିଷାଶୀ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ନେଇ ଦେଶ ତଥା ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ପରିଚିତ। ଏଥି ଲାଗି ସେ ବ୍ରେକ୍‌ଫାଷ୍ଟଠାରୁ ଆରମ୍ଭ କରି ରାତ୍ର ଭୋଜନ ପର୍ଯ୍ୟନ୍ତ ନିୟମିତ ଆମିଷ ଖାଉଥିଲେ। ହେଲେ ଏବେ ସେ…

ଥିରିମାନେ, ସନକାଙ୍କୁ ପାକିସ୍ତାନ ଗସ୍ତର ନେତୃତ୍ୱ

କଲମ୍ବୋ, ୧୧।୯ (ଏଏଫ୍‌ପି): ବହୁଚର୍ଚ୍ଚିତ ପାକିସ୍ତାନ ଗସ୍ତ ଲାଗି ବୁଧବାର ଶ୍ରୀଲଙ୍କା ସୀମିତ ଓଭର କ୍ରିକେଟ ଦଳ ଘୋଷଣା କରାଯାଇଛି। ଲାହିରୁ ଥିରିମାନେଙ୍କୁ ଦିନିକିଆ ଓ ଦସୁନ ସନକାଙ୍କୁ ଟି୨୦ ଦଳର ନେତୃତ୍ୱ ପ୍ରଦାନ କରାଯାଇଛି। ଲସିଥ୍‌ ମାଲିଙ୍ଗା ଓ ଦିମୁଥ…

୨୦୨୨ ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ: କଳିଙ୍ଗରେ ଭାରତ-କାତାର ମ୍ୟାଚ ସମ୍ଭାବନା

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି): ଭାରତର ଅଘୋଷିତ କ୍ରୀଡ଼ା ରାଜଧାନୀଭାବେ ବିବେଚିତ ହେଉଥିବା ଭୁବନେଶ୍ୱରକୁ ଆସିବାରେ ଲାଗିଛି ଗୋଟିଏ ପରେ ଗୋଟିଏ ବଡ଼ ମ୍ୟାଚ। ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମୀ ପାଇଁ ଏଠାରେ ହକି ବିଶ୍ୱକପଠାରୁ ଆରମ୍ଭ କରି ଅନେକ ଜାତୀୟ/ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ସଫଳତାର…

କ୍ରୁନାଲଙ୍କୁ କ୍ଷମା ପ୍ରାର୍ଥନା କଲେ ହାର୍ଦ୍ଦିକ

ମୁମ୍ବାଇ,୧୧।୯: ହାର୍ଦ୍ଦିକ ପାଣ୍ଡ୍ୟା ଓ କ୍ରୁନାଲ ପାଣ୍ଡ୍ୟାଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍‌ରେ ବ୍ଲୁ ଜର୍ସିରେ ଦେଖିବାକୁ ମିଳିବ। ବୁଧବାର ପାଣ୍ଡ୍ୟା ବ୍ରଦର୍ସ ଅଭ୍ୟାସ କରୁଥିବାବେଳେ ଏକ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ନେଟ୍ସରେ କ୍ରୁନାଲଙ୍କ ବୋଲିଂରେ ହାର୍ଦ୍ଦିକ ହେଲିକାପ୍ଟର ଶଟ୍‌…

ପୁଣି ବର ବେଶରେ ସଜେଇ ହେଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଓ୍ବେଷ୍ଟଇଣ୍ଡିଜ୍‌ ସିରିଜକୁ କ୍ଲିନ୍‌ସୁଇପ୍‌ କରିବା ପରେ ବିରାଟ ବାହିନୀ ଏବେ ଦକ୍ଷିଣ ଆଫ୍ରିକା ସିରିଜ୍‌ ପାଇଁ ପ୍ରସ୍ତୁତି ଚଳାଇଛି। ଏହା ପୂର୍ବରୁ ସ୍ତ୍ରୀ ଅନୁଷ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri