ଖେଳ

ପ୍ୟାରିସ ମାଷ୍ଟର୍ସ ଟେନିସ: ଓ୍ବାରିଙ୍କାଙ୍କୁ ହରାଇଲେ ନାଡାଲ

ପ୍ୟାରିସ, ୧।୧୧(ଏପି)- କିମ୍ବଦନ୍ତୀ ସ୍ପାନିଶ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ପ୍ୟାରିସ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେ ପ୍ରିକ୍ୱାର୍ଟର ଫାଇନାଲରେ ସୁଇଜରଲାଣ୍ଡ ଷ୍ଟାନ ଓ୍ବାରିଙ୍କାଙ୍କୁ ୬-୪, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ୩ ଥର…

ଭାରତୀୟ କ୍ରିକେଟ ଦଳର ସଙ୍କଟମୋଚକ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ଭେରି ଭେରି ସ୍ପେଶାଲ ବ୍ୟାଟ୍ସମ୍ୟାନ୍‌ ଭିଭିଏସ୍‌ ଲକ୍ଷ୍ମଣ ଆଜି ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ମସିହା ନଭେମ୍ବର ୧ ତାରିଖରେ ସେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପୂରା ନାମ ହେଉଛି ଭାଙ୍ଗିପୁରପୁ ଭେଙ୍କଟ ସାଇ…

ଗାଙ୍ଗୁଲିଙ୍କ ସେଲ୍‌ଫି ଭାଇରାଲ

ବେଙ୍ଗାଲୁରୁ,୧।୧୧- ପୂର୍ବତନ ଭାରତୀୟ ଅଧିନାୟକ ତଥା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ସଭାପତି ସୌରଭ ଗାଙ୍ଗୁଲି ବେଙ୍ଗାଲୁରୁ ବିମାନ ବନ୍ଦରରେ ନେଇଥିବା ସେଲ୍‌ଫି ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏଠାକୁ ଗାଙ୍ଗୁଲି ବୁଧବାର ଆସିଥିଲେ। ବିମାନବନ୍ଦରରେ ଉପସ୍ଥିତ…

ଚକିତ କଲା ଜର୍ଜ ବେଲିଙ୍କ ନୂଆ ବ୍ୟାଟିଂ ଷ୍ଟାନ୍ସ

ହାବର୍ଟ,୧।୧୧- ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଜର୍ଜ ବେଲି ପୁଣି ଥରେ ବ୍ୟାଟିଂ ଷ୍ଟାନ୍ସରେ ପ୍ରୟୋଗ କରିଛନ୍ତି। ଅଷ୍ଟ୍ରେଲିଆର ଘରୋଇ କ୍ରିକେଟ ଶେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟରେ ଟାସ୍‌ମାନିଆ ଓ ଭିକ୍ଟୋରିଆ ମଧ୍ୟରେ ହାବର୍ଟଠାରେ ଅନୁଷ୍ଠିତ ମ୍ୟାଚ୍‌ରେ ଭେଟେରାନ ବ୍ୟାଟ୍ସମ୍ୟାନ ବେଲିଙ୍କ ଅସାଧାରଣ ବ୍ୟାଟିଂ…

ଅନୁଷ୍କାଙ୍କୁ କ୍ଷମା ମାଗିଲେ ଫାରୁକ୍‌ ଇଞ୍ଜିନିୟର

ନୂଆଦିଲ୍ଲୀ,୧।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ କ୍ଷମା ମାଗିଛନ୍ତି ଫାରୁକ୍‌ ଇଞ୍ଜିନିୟର। ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପରେ ଭାରତୀୟ ଦଳର ଅନୁଷ୍କାଙ୍କୁ ଚୟନକର୍ତ୍ତା ଚା’ ପରଷି ଥିବା ଭଳି ଗୁରୁତର ଅଭିଯୋଗ ଆଣିଥିଲେ ପୂର୍ବତନ…

ପ୍ରଥମ ଟି୨୦; ବାୟୁ ପ୍ରଦୂଷଣ ନେଇ ସମସ୍ୟା ନାହିଁ: ରୋହିତ

ନୂଆଦିଲ୍ଲୀ, ୧।୧୧ (ପି.ଟି.)- ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିଛି ଓ ଏନେଇ ଗଣମାଧ୍ୟମଗୁଡିକରେ ବେଶ୍‌ ଚର୍ଚ୍ଚା ଚାଲିଛି। ଆସନ୍ତା ୩ ତାରିଖରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି୨୦…

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ: ୧୨ରେ ହାଜର ହେବାକୁ ଡ୍ରାଭିଡଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୧୧(ପି.ଟି.)- ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପୂର୍ବତନ କ୍ରିକେଟର ତଥା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଡ୍ରାଭିଡଙ୍କ ପିଛା ଛାଡୁନାହିଁ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନ ତାଙ୍କୁ ଏ ସଂକ୍ରାନ୍ତରେ ଆସନ୍ତା ୧୨…

ରବି ଶାସ୍ତ୍ରୀ ଏନ୍‌ସିଏ ସହିତ ସମ୍ପୃକ୍ତ ରହିବେ

କୋଲକାତା, ୧ା୧୧ (ପି.ଟି.)-ରବି ଶାସ୍ତ୍ରୀଙ୍କୁ ସିନିୟର ଦଳର କୋଚ ଦାୟିତ୍ୱ ତୁଲାଇବା ବ୍ୟତୀତ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ) ସହିତ ସମ୍ପୃକ୍ତ ହେବାକୁ ପଡ଼ିବ ବୋଲି ଜାତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ପ୍ରକାଶ କରିଛନ୍ତି। ଶାସ୍ତ୍ରୀଙ୍କ…

ଇଣ୍ଡିଆନ ସୁପରଲିଗ୍‌: ଓଡିଶା ଏଫ୍‌ସିର ପ୍ରଥମ ବିଜୟ

ଭୁବନେଶ୍ୱର, ୧।୧୧(କ୍ରୀଡ଼ା ପ୍ରତିନିଧି)-ଚଳିତ ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ରେ ଓଡ଼ିଶା ଏଫସି ଗୁରୁବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ମୁମ୍ବାଇ ଫୁଟବଲ ଏରେନାରେ ଅନୁଷ୍ଠିତ ଲିଗର ଦ୍ୱାଦଶ ମ୍ୟାଚରେ ଘରୋଇ ମୁମ୍ବାଇ ସିଟି ଏଫସିକୁ ୪-୨ ଗୋଲରେ ହରାଇ ନବାଗତ ଓଡ଼ିଶା ଏଫସି…

ପାରାଲିସିସ୍‌ରେ ପୀଡ଼ିତ ୩ ଥର ଅଲିମ୍ପିକ୍‌ ରୋଇଂ ଚାମ୍ପିୟନ

ଲଣ୍ଡନ,୧।୧୧(ଏଏଫ୍‌ପି)- ଟ୍ରିପଲ ଅଲିମ୍ପିକ୍‌ ରୋଇଂ (ନୌଚାଳନା) ଚାମ୍ପିୟନ ପିଟ ରିଡ୍‌ ପକ୍ଷାଘାତରେ ପୀଡ଼ିତ ହୋଇଛନ୍ତି। ମେରୁଦଣ୍ଡରେ ଷ୍ଟ୍ରୋକ୍‌ ଯୋଗୁ ତାଙ୍କ ଛାତି ତଳ ସମ୍ପୂର୍ଣ୍ଣ ଅକ୍ଷମ ହୋଇଯାଇଥିବା ସେ ଘୋଷଣା କରିଛନ୍ତି। ରୟାଲ ନେଭିରେ ଲ୍ୟୁଟ୍‌ନାଣ୍ଟ କମାଣ୍ଡର ଭାବେ କାର୍ଯ୍ୟରତ ୩୮…

ଇଞ୍ଜିନିୟରଙ୍କ ଅଭିଯୋଗକୁ ଅନୁଷ୍କାଙ୍କ ଖଣ୍ଡନ

ନୂଆଦିଲ୍ଲୀ,୧।୧୧(ପି.ଟି.)- ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପ୍‌ବେଳେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କୁ ଚୟନକର୍ତ୍ତା ଚା’ ପରଷି ଥିବା ଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ପୂର୍ବତନ ଉଇକେଟକିପର ଫାରୁକ୍‌ ଇଞ୍ଜିନିୟର। ବଲିଉଡ ଅଭିନେତ୍ରୀ ଅନୁଷ୍କା ଏହାକୁ ଖଣ୍ଡନ କରିବା…

ଭାରତୀୟ କ୍ରିକେଟର୍ସଙ୍କ ଅନ୍ଧବିଶ୍ୱାସ:କେମିତି ବାଛନ୍ତି ଜର୍ସି ନଂ ଜାଣନ୍ତୁ

କେବଳ ଭାରତୀୟମାନେ ନୁହେଁ, ଦେଶର କ୍ରିକେଟ ଖେଲାଳିମାନେ ମଧ୍ୟ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇଥାନ୍ତି। ଏହାର ନମୁନା ମଧ୍ୟ ଅନେକ ସମୟରେ ଦେଖିବାକୁ ମିଳେ। କେତେବେଳେ ଖେଳାଳିମାନେ ମ୍ୟାଚ୍‌ ଜିତିବା ପୂର୍ବରୁ ଖାଲି ପାଦରେ ବସିଥାନ୍ତି ତ ଆଉ କିଛି ଖେଳାଳି ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?