ଖେଳ

କୋଟ୍‌ଲା ଟି୨୦ ବାତିଲ ହେବନାହିଁ: ଗାଙ୍ଗୁଲି

କୋଲକାତା, ୩୧ା୧୦ (ପି.ଟି.)- ରାଜଧାନୀ ଦିଲ୍ଲୀ ବାୟୁମଣ୍ଡଳରମାନ ଖରାପ ଆଡକୁ ଗତି କରିଥିଲେହେଁ ବାଂଲାଦେଶ ବିପକ୍ଷ ଓପନିଂ ଟି୨୦ ମ୍ୟାଚ ଶେଷ ମୁହୂର୍ତ୍ତରେ ବାତିଲ ହେବ ନାହିଁ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ ଭବିଷ୍ୟତରେ…

ମାସାକାଡ୍‌ଜା ଜିମ୍ବାଓ୍ବେ କ୍ରିକେଟ୍‌ର ପ୍ରଥମ ଡିଓସି

ହରାରେ,୩୧।୧୦-ନିକଟରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିସାରିଥିବା ଜିମ୍ବାଓ୍ବେ ବ୍ୟାଟ୍ସମ୍ୟାନ ହାମିଲଟନ ମାସାକାଡ୍‌ଜାଙ୍କୁ ନୂଆ ଭୂମିକାରେ ଦେଖିବାକୁ ମିଳିବ। ତାଙ୍କୁ ଜିମ୍ବାଓ୍ବେର ଡିରେକ୍ଟର ଅଫ୍‌ କ୍ରିକେଟ୍‌ (ଡିଓସି) ଭାବେ ନିଯୁକ୍ତ କରାଯାଇଛି। ଏଥିସହ ଜିମ୍ବାଓ୍ବେର ପ୍ରଥମ ଡିଓସି ହେବାର ସୌଭାଗ୍ୟ ଲାଭ…

ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ରେ ରବୀନ୍ଦରଙ୍କୁ ରୌପ୍ୟ

ବୁଦାପେଷ୍ଟ, ୩୧।୧୦ (ପି.ଟି.)- ଭାରତୀୟ କୁସ୍ତିଯୋଦ୍ଧା ରବୀନ୍ଦର ଏଠାରେ ଅନୁଷ୍ଠିତ ୨୩ ବର୍ଷରୁ କମ୍‌ ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ହାସଲ କରିଛନ୍ତି। ପୁରୁଷ ୬୩ କିଗ୍ରା ବିଭାଗ ଫାଇନାଲରେ ରବୀନ୍ଦର ୩-୫ରେ ଏସିଆନ ଚାମ୍ପିୟନ କିର୍ଗିଜସ୍ତାନର ଉଲୁକବେକ ଝୋଲଡୋଶବେକୋଭଙ୍କ…

ଅଲମ୍ପିକ୍‌ ଟେଷ୍ଟ ଇଭେଣ୍ଟ: ଶିବ ଥାପ୍ପା, ପୂଜାଙ୍କୁ ସ୍ବର୍ଣ୍ଣ

ଟୋକିଓ, ୩୧।୧୦ (ପି.ଟି.)- ଦୁଇ ଭାରତୀୟ ବକ୍ସର ଶିବ ଥାପ୍ପା ଓ ପୂଜାରାଣୀ ଏଠାରେ ଚାଲିଥିବା ଅଲିମ୍ପିକ ଟେଷ୍ଟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଅନ୍ୟତମ ବକ୍ସର ଆଶିଷଙ୍କୁ କିନ୍ତୁ ରୌପ୍ୟରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ପୁରୁଷ ୬୩ କିଗ୍ରା ଫାଇନାଲରେ…

୨୦୨୦ ଅଲିମ୍ପିକ୍ସ: ବକ୍ସିଂ ଆଥ୍‌ଲେଟ୍‌ ଆମ୍ବାସାଡର ଗ୍ରୁପ୍‌ରେ ମେରୀକମ୍‌

ନୂଆଦିଲ୍ଲୀ, ୩୧।୧୦ (ପି.ଟି.)- ଆସନ୍ତା ବର୍ଷ ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ସରେ ବକ୍ସିଂରୁ ପ୍ରତିନିଧିତ୍ୱ ପାଇଁ ଆଇଓସି ପକ୍ଷରୁ ଗଠିତ ୧୦ ଜଣିଆ ଆଥ୍‌ଲେଟ୍‌ ଆମ୍ବାସାଡର ଗ୍ରୁପ୍‌ରେ ଛ’ଥର ବିଶ୍ୱ ବିଜୟିନୀ ଷ୍ଟାର୍‌ ଭାରତୀୟ ବକ୍ସର ଏମ୍‌.ସି. ମେରୀକମ୍‌ଙ୍କୁ ସାମିଲ କରାଯାଇଛି।…

ବିଶ୍ୱକପ୍‌ବେଳେ ଅନୁଷ୍କାଙ୍କୁ ଚା’ ଆଣି ଦେଉଥିଲେ ଚୟନକର୍ତ୍ତା

ପୁଣେ,୩୧।୧୦:ଭାରତୀୟ ଦଳର ପୂର୍ବତନ ଉଇକେଟ୍‌କିପର୍‌ ଫାରୁଖ ଇଞ୍ଜିନିୟର ଚୟନକର୍ତ୍ତାଙ୍କ ଉପରେ ବର୍ଷିଛନ୍ତି। ବର୍ତ୍ତମାନ ନିଯୁକ୍ତ ଚୟନ ସମିତିରେ ସେ ସନ୍ତୁଷ୍ଟ ନାହାନ୍ତି ବୋଲି କହିଛନ୍ତି। ଆମ ପାଖରେ ମିକି ମାଉସ ଭଳି ଚୟନ ସମିତି ରହିଛି। ଯେଉଁଥିରେ ଅଧିନାୟକ ବିରାଟ କୋହଲିଙ୍କ…

କ୍ରିକେଟରୁ ସାମୟିକ ବିରତି ନେଲେ ମ୍ୟାକ୍ସଓ୍ବେଲ୍‌

ମେଲବୋର୍ନ, ୩୧।୧୦ (ପି.ଟି.)- ଅଷ୍ଟ୍ରେଲିଆ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗ୍ଲେନ ମ୍ୟାକ୍ସଓ୍ବେଲ ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧ କାରଣ ଲାଗି ‘ସାମୟିକ’ ସମୟ ପାଇଁ କ୍ରିକେଟରୁ ବିରତି ନେଇଛନ୍ତି। ଫଳରେ ଭ୍ରମଣକାରୀ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଟି୨୦ ସିରିଜର ବଳକା ମ୍ୟାଚ୍‌ ଲାଗି…

ଗମ୍ଭୀରଙ୍କ ସହ ବିଶେଷ ମୁହୂର୍ତ୍ତ ଅପାସୋରା

ରାଜ୍ୟ କ୍ରିକେଟ୍‌ରେ କ୍ରିଷ୍ଣା ପଲାଇ ଜଣେ ନବାଗତ ଚେହେରା। ରାଉରକେଲାରେ ତାଙ୍କର ଜନ୍ମ୍ମ। ସ୍ପିନ୍‌ ବୋଲର ଭାବେ ସେ ଓଡ଼ିଶା ପକ୍ଷରୁ ପ୍ରତିନିିଧିତ୍ୱ କରନ୍ତି। ପିତା ଅଭିମନ୍ୟୁ ପଲାଇ ଓ ମା’ ଘୋଷାମଣି ପଲାଇଙ୍କ ପୁଅ କ୍ରିଷ୍ଣାଙ୍କ ଅନୁଭୂତିରୁ କିଛି… ଆଜି…

ପ୍ୟାରିସ ମାଷ୍ଟର୍ସ: ପ୍ରି-କ୍ୱାର୍ଟରରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ, ୩୧।୧୦ (ଏଏଫ୍‌ପି)- ଦୁଇ କିମ୍ବଦନ୍ତୀ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ରାଫାଲ ନାଡାଲ ଏଠାରେ ଚାଲିଥିବା ପ୍ୟାରିସ ମାଷ୍ଟର୍ସର ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରାଉଣ୍ଡ-୩୨ର ଏକ ମ୍ୟାଚ୍‌ରେ ଟପ୍‌ ସିଡ୍‌ ସର୍ବିୟାର ଜୋକୋଭିଚ୍‌ ୭-୬ (୭/୨), ୬-୪…

ଟି୨୦ ବିଶ୍ୱକପ୍‌ : ଅନ୍ତିମ ଦୁଇ ଦଳ ଭାବେ ଓମାନ, ସ୍କଟ୍‌ଲାଣ୍ଡର ଯୋଗ୍ୟତା

ଦୁବାଇ, ୩୧।୧୦ (ଏଏଫ୍‌ପି)- ଓମାନ ଓ ସ୍କଟ୍‌ଲାଣ୍ଡ ଅନ୍ତିମ ଦୁଇ ଦଳ ଭାବେ ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୦ ଆଇସିସି ଟି୨୦ ବିଶ୍ୱକପ୍‌କୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ଓମାନ ୧୨ ରନରେ ହଂକଂକୁ ଏବଂ…

ଏହି ଟିମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ସନି ଲିଓନି

ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍‌ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁ ଫ୍ରାଞ୍ଚାଇଜ୍‌ ନିଜ ଦଳର ପାଇଁ ପ୍ରଚାରପ୍ରସାର ଆରମ୍ଭ କରିଦେଇଛନ୍ତି।…

ଭାରତ ପକ୍ଷରୁ ଖେଳିବା ପାଇଁ ଅନ୍ୟ ଦେଶର ଅଧିନାୟକ ପଦ ଛାଡିଲେ, ଏବେ ରଣଜୀ ଟ୍ରଫିରେ ଦେଖାଇବେ ଜଲଓ୍ବା

ନୂଆଦିଲ୍ଲୀ,୩୧।୧୦:୨୦୧୮ ଦୁବାଇରେ ଖେଳାଯାଇଥିବା ଏସିଆ କପରେ ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଥିବା ଖେଳାଳି ଅଶୁଂମାନ ରଥ ଏବେ ଭାରତ ପାଇଁ ରଣଜୀ ଖେଳିବାକୁ ଯାଉଛନ୍ତି। ଏଥିପାଇଁ ସେ ହଂକଂ ଦଳର ଅଧିନାୟକ ପଦ ଛାଡିଛନ୍ତି। ରଣଜୀରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?