ଖେଳ

କ୍ରିକେଟ୍‌ରେ ନୂଆ ସ୍ମାର୍ଟ ବଲ୍‌

ଓ୍ବେଲିଂଟନ, ୧୩।୮- ଆଧୁନିକ କ୍ରିକେଟ୍‌ରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିସାରିଛି। ଏବେ କ୍ରିକେଟ୍‌ ଖେଳରେ ଆଉ ଏକ ନୂଆ ଟେକ୍ସନୋଲୋଜିର ପ୍ରୟୋଗ ଦେଖିବାକୁ ମିଳିବ। ଏଥର ବଲ୍‌ ଉପରେ ଏହାର ପ୍ରୟୋଗ କରାଯିବାକୁ ଯାଉଛି। ଆଗାମୀ ଦିନରେ ବଲ୍‌ରେ…

ନବୋଦୟ ବିଦ୍ୟାଳୟ ସମିତି ଜାତୀୟ ହକି ମିଟ୍‌:ପାଟନା କ୍ଷେତ୍ର ଚାମ୍ପିୟନ୍‌

ସୁନ୍ଦରଗଡ, ୧୩।୮ (ଡି.ଏନ୍‌.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଜିଙ୍କ୍‌ନଗରସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ଖେଳପଡିଆରେ ଚାଲିଥିବା ୨୯ତମ ଜାତୀୟ ଜବାହର ନବୋଦୟ ବିଦ୍ୟାଳୟ ସମିତି ହକି ମିଟ୍‌-୨୦୧୯ ରବିବାର ଉଦ୍‌ଯାପିତ ହୋଇଯାଇଛି। ଜବାହର ନବୋଦୟ ବିଦ୍ୟାଳୟ ଭୋପାଳ କ୍ଷେତ୍ର ଆନୁକୂଲ୍ୟରେ…

ପ୍ରୋ-କବାଡ଼ି ଲିଗ୍‌:ଓ୍ବାରିୟର୍ସ-ଟାଇଟାନ୍ସ ମ୍ୟାଚ ଡ୍ର, ଯୋଦ୍ଧା ବିଜୟୀ

ଅହମ୍ମଦାବାଦ, ୧୩।୮(ପି.ଟି.)- ପ୍ରୋ-କବାଡ଼ି ଲିଗ୍‌ରେ ସୋମବାର ବେଙ୍ଗଲ ଓ୍ବାରିୟର୍ସ ଓ ତେଲ୍‌ଗୁ ଟାଇଟାନ୍ସ ମ୍ୟାଚ ୨୯-୨୯ ପଏଣ୍ଟରେ ଡ୍ର ରହିଛି। ଉଭୟ ଦଳ ମଧ୍ୟରେ ଏହା ୫ମ ଡ୍ର। ଲିଗ୍‌ ଇତିହାସରେ ଏହା ଏକ ରେକର୍ଡ ମଧ୍ୟ। ଅନ୍ୟ ଏକ ସଂଘର୍ଷପୂର୍ଣ୍ଣ…

ରାଜ୍ୟ ସିନିୟର ମହିଳା ହକି ଚାମ୍ପିୟନଶିପ ଉଦ୍‌ଯାପିତ:ଖୋର୍ଦ୍ଧା-ପାନପୋଷ କ୍ରୀଡ଼ା ଛାତ୍ରାବାସ ଯୁଗ୍ମ ଚାମ୍ପିୟନ

ରାଉରକେଲା ଅଫିସ,୧୩।୮- ରାଉରକେଲା ପାନପୋଷ କ୍ରୀଡ଼ା ଛାତ୍ରାବାସ ଷ୍ଟାଡିୟମରେ ଗତ ୯ ତାରିଖରୁ ଆରମ୍ଭ ହୋଇଥିବା ସିନିୟର ମହିଳା ହକି ଚାମ୍ପିୟନଶିପ ସୋମବାର ଉଦ୍‌ଯାପିତ ହୋଇଛି। ପୂର୍ବାହ୍ନରେ ପାନପୋଷ କ୍ରୀଡ଼ା ଛାତ୍ରାବାସ ଓ ଓଡ଼ିଶା ପୋଲିସ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌…

ନିର୍ବାଚନକୁ ନେଇ ଦ୍ୱନ୍ଦ୍ୱରେ ଓସିଏ

କଟକ ଅଫିସ,୧୩ା୮- ଦ୍ୱନ୍ଦ୍ୱ ଭିତରେ ରହିଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ । ଓସିଏ ପକ୍ଷରୁ ଘୋଷଣା ହେଉଛି ଯେ, ନିର୍ବାଚନ ଅଧିକାରୀ ନିଯୁକ୍ତ କରି ନିର୍ବାଚନ ପ୍ରକ୍ରିୟାକୁ ଓହ୍ଲାଇବା ପାଇଁ ସଂଘ ପ୍ରସ୍ତୁତ । ହେଲେ ନିର୍ବାଚନ ଅଧିକାରୀ…

ଐଶ୍ୱର୍ଯ୍ୟା ଜିତିଲେ ଏଫ୍‌ଆଇଏମ୍‌ ବିଶ୍ୱକପ୍‌

ଭାର୍ପାଲୋଟା (ହଙ୍ଗେରୀ), ୧୨ା୮ (ପି.ଟି.)- ଐଶ୍ୱର୍ଯ୍ୟା ପିସା ପ୍ରଥମ ଭାରତୀୟ ମହିଳା ଭାବେ ମୋଟର ସ୍ପୋଟର୍‌ସରେ ଏକ ବିଶ୍ୱ ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ଏଫ୍‌ଆଇଏମ୍‌ ଓ୍ବାଲର୍‌ଡ କପ୍‌ ମହିଳା କାଟେଗୋରିରେ ସେ ଚାମ୍ପିୟନ ହୋଇଛନ୍ତି। ବେଙ୍ଗାଲୁରୁର ଏହି ୨୪…

ଡବ୍ଲୁଟିଏ ର଼୍ୟାଙ୍କିଙ୍ଗ୍‌ ଶୀର୍ଷକୁ ଫେରିଲେ ଓସାକା

ପ୍ୟାରିସ,୧୨।୮(ଏଏଫ୍‌ପି)- ୟୁଏସ୍‌ ଓ ଅଷ୍ଟ୍ରେଲିଆନ ଓପନ ଚାମ୍ପିୟନ ନାଓମି ଓସାକା ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ ଶୀର୍ଷକୁ ଫେରିିଛନ୍ତି। ୨୧ ବର୍ଷୀୟ ଜାପାନିଜ ଖେଳାଳି ଗତ ସପ୍ତାହରେ ରୋଜର୍ସ କପ କ୍ୱାର୍ଟର ଫାଇନାଲରେ ସେରେନା ଓ୍ବିଲିୟମ୍ସଙ୍କଠାରୁ ହାରିଯାଇଥିଲେ। ହେଲେ ପୂର୍ବତନ ନଂ ୧ ଖେଳାଳି…

ଇଦ ଅବସରରେ ଶୁଭକାମନା ଜଣାଇଲା କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୧୨।୮- ପୂରା ଦେଶରେ ସୋମବାର ପବିତ୍ର ଇଦ୍‌-ଉଜ-ଜୁହା ପାଳନ କରାଯାଇଛି। ଏହି ଅବସରରେ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି କ୍ରିକେଟରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର, ଟେନିସ ତାରକା ସାନିଆ ମିର୍ଜାଙ୍କ ସମେତ ପର୍ଯ୍ୟନ୍ତ ବହୁ କ୍ରୀଡ଼ାବିତ୍‌ ଶୁଭକାମାନା…

ସଚିନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ କୋହଲି

ତ୍ରିନିଦାଦ,୧୨।୮- ସ୍ଥାନୀୟ ପୋର୍ଟ ଅଫ୍‌ ସ୍ପେନଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ୧୨୫ ବଲରୁ ୧୨୦ ରନ୍‌ର ଇନିଂସ ଖେଳିବା ଅବସରରେ କ୍ୟାରିୟରର ୪୨ତମ ଶତକ ହାସଲ କରିଛନ୍ତି। ଏହା ଥିଲା ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ…

ଭାରତୀୟ କ୍ରିକେଟ୍‌ରେ ଶାହରୁଖ-ସଲମାନ

ନୂଆଦିଲ୍ଲୀ,୧୨।୮- ଶାହରୁଖ ଖାନ୍‌ ଓ ସଲମାନ ଖାନ୍‌ ବଲିଉଡର ଦୁଇ ସପୁରଷ୍ଟାର। କିନ୍ତୁ ଦୁଇ ସୁପରଷ୍ଟାରଙ୍କ ନାମରେ ଦେଶରେ ଘରୋଇ କ୍ରିକେଟରେ ଦୁଇ କ୍ରିକେଟର ଅଛନ୍ତି। ସେମାନେ ଭିନ୍ନ ଭିନ୍ନ ରାଜ୍ୟ ପକ୍ଷରୁ ଖେଳୁଛନ୍ତି। ଏମାନଙ୍କ ସମ୍ପର୍କରେ କିଛି କୌତୂହଳପୂର୍ଣ୍ଣ କଥା…

ରାହାନେଙ୍କ ଲାଗି ଇଚ୍ଛୁକ ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୧୨।୮- ଅଜିଙ୍କ୍ୟ ରାହାନେ ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସର ଅନ୍ୟତମ ଦକ୍ଷ ଖେଳାଳି। ସେ ପରବର୍ତ୍ତୀ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପାଇଁ ଖେଳିପାରନ୍ତି। ଏଥିନେଇ ରାଜସ୍ଥାନ ଫ୍ରାଞ୍ଚାଇଜ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଦିଲ୍ଲୀକୁ ଗ୍ରହଣ କରିବାକୁ ପଡ଼ିବ ବୋଲି ସୂତ୍ରରୁ…

ସର୍ତ୍ତ ସହ ସାଲିସ କରିବାକୁ ରାଜି ନୁହନ୍ତି ହରେନ୍ଦ୍ର

ନୂଆଦିଲ୍ଲୀ,୧୨।୮(ପିଟି)- ହରେନ୍ଦ୍ର ସିଂ ଏବେ ମଧ୍ୟ ଭାରତୀୟ ଜୁନିୟର ହକି ଦଳର କୋଚ୍‌ ପଦ ଲାଗି ଇଚ୍ଛୁକ ଅଛନ୍ତି। କିନ୍ତୁ ନିଜ ଆଡ଼ୁ ରଖିଥିବା ସର୍ତ୍ତ ସହ କୌଣସି ସାଲିସ କରିବାକୁ ସେ ପ୍ରସ୍ତୁତ ନୁହନ୍ତି। ୨୦୧୬ ଜୁନିୟର ବିଶ୍ୱକପ୍‌ ଚାମ୍ପିୟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri