ଖେଳ

ଫ୍ରେଞ୍ଚ ଓପନ ଫାଇନାଲରେ ହାରିଲେ ସ୍ବସ୍ତିକ-ଚିରାଗ

ପ୍ୟାରିସ୍‌,୨୮।୧୦- ଭାରତୀୟ ପୁରୁଷ ଡବଲ୍ସ ଖେଳାଳି ସ୍ବସ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କ ଯୋଡ଼ିକୁ ଏଠାରେ ଚାଲିଥିବା ଫ୍ରେଞ୍ଚ ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଉପବିଜେତା ଭାବେ ସନ୍ତୁଷ୍ଟ ରହିବାକୁ ପଡ଼ିଛି। ସେମାନଙ୍କୁ ଟପ୍‌ ସିଡ୍‌ ଇଣ୍ଡୋନେସିଆର ମାର୍କସ ଫର୍ନାଲ୍ଡି…

ଦ୍ୱିତୀୟ ଟି୨୦ ଖେଳିବେ ନାହିଁ ମିଚେଲ ଷ୍ଟାର୍କ

ଆଡିଲେଡ୍‌,୨୮।୧୦- ଆସନ୍ତା ୩୦ ତାରିଖରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି୨୦ ଖେଳାଯିବ। ଏହି ମ୍ୟାଚ୍‌ରେ ବାମହାତୀ ପେସର ମିଚେଲ ଷ୍ଟାର୍କ ଖେଳିବେ ନାହିଁ। ବୁଧବାର ତାଙ୍କ ଭାଇର ବିବାହ ଉତ୍ସବରେ ସେ ଯୋଗଦେବେ। ଷ୍ଟାର୍କଙ୍କ ଅନୁପସ୍ଥିତିରେ ବିଲି…

ଟେଷ୍ଟ କ୍ରିକେଟ୍‌ରେ ସବୁଠୁ ଅଧିକ ବଲ୍‌ର ସମ୍ମୁଖୀନ ହୋଇଥିବା ଖେଳାଳି ଜଣଙ୍କ କିଏ ଜାଣନ୍ତି

କ୍ରିକେଟ୍‌ରେ ଅନେକ ରେକର୍ଡ ସୃଷ୍ଟି ଏବଂ ଭାଙ୍ଗେ। କିନ୍ତୁ ଏମିତି କିଛି ରେକର୍ଡ ରହିଛି ଯାହା ଭାଙ୍ଗିବା କୌଣସି ଖେଳାଳିଙ୍କ ପାଇଁ କଷ୍ଟକର। ସେମିତି ଏକ ରେକର୍ଡ ରହିଛି ଭାରତୀୟ ଦଳର ‘ଦ ଓ୍ବାଲ୍‌’ କୁହାଯାଉଥିବା ରାହୁଲ ଦ୍ରାବିଡଙ୍କ ନାଁରେ। ଟେଷ୍ଟ…

ଭାରତ ବିପକ୍ଷ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ମହିଳା କ୍ରିକେଟ ଦଳ ଘୋଷିତ

ସେଣ୍ଟ ଜନ୍ସ(ଆଣ୍ଟିଗୁଆ), ୨୭।୧୦(ପି.ଟି.) : ଆସନ୍ତା ମାସରେ ହେବାକୁଥିବା ଭାରତ ବିପକ୍ଷ ଦିନିକିଆ କ୍ରିକେଟ ସିରିଜ ପାଇଁ ରବିବାର ଓ୍ବେଷ୍ଟଇଣ୍ଡିଜ ମହିଳା କ୍ରିକେଟ ଦଳ ଘୋଷିତ ହୋଇଛି। ଦଳକୁ ଅଭିଜ୍ଞ ଶେମାଇନ କ୍ୟାମ୍ପବେଲ ଓ ଚିଡିଅନ ନେସନଙ୍କୁ ଡାକରା ଦିଆଯାଇଛି। ଏହି…

ପୋର୍ତା ଜିତିଲେ ମୋଟୋ୩ ବିଶ୍ୱ ଟାଇଟଲ

ଫିଲିପ୍‌ ଆଇସଲାଣ୍ଡ(ଅଷ୍ଟ୍ରେଲିଆ), ୨୭।୧୦(ଏଏଫପି): ଇଟାଲୀର ହୋଣ୍ଡା ରାଇଡର ଲରେଞ୍ଜୋ ଡେଲା ପୋର୍ତା ଅଷ୍ଟ୍ରେଲିଆନ ଗ୍ରାଁ ପ୍ରି ଜିତିବା ସହ ମୋଟୋ୩ ବିଶ୍ୱ ଚାମ୍ପିୟନ ହେବାର ସୌଭାଗ୍ୟ ପାଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଆରନ କାନେଟ ଦୁର୍ଘଟଣାର ସମ୍ମୁଖୀନ ହେବାରୁ ପୋର୍ତା ଟାଇଟଲ…

ଆୟର୍ଲାଣ୍ଡ, ନେଦରଲାଣ୍ଡ୍ସ ବିଶ୍ୱ ଟି୨୦ ଫାଇନାଲ୍ସର ନିକଟତର

ଦୁବାଇ, ୨୭।୧୦(ଏଏଫପି): ଆୟର୍ଲାଣ୍ଡ, ନେଦରଲାଣ୍ଡ୍ସ ବିଶ୍ୱ ଟି୨୦ ଫାଇନାଲ୍ସର ନିକଟତର ହୋଇଛନ୍ତି। ଏହି ଦୁଇଦଳ ଯଥାକ୍ରମେ ନାଇଜେରିଆ ଓ ବର୍ମୁଡାକୁ ହରାଇ ପ୍ଲେ-ଅଫ୍‌ରେ ପ୍ରବେଶ କରିଛନ୍ତି। ଆୟର୍ଲାଣ୍ଡ ୮ ଉଇକେଟରେ ନାଇଜେରିଆକୁ ପରାସ୍ତ କରିଥିଲା। ପ୍ରଥମେ ବ୍ୟାଟିଂ କରିଥିବା ନାଇଜେରିଆ ୨୦…

ଫ୍ରେଞ୍ଚ୍‌ ଓପନ ବ୍ୟାଡ୍‌ମିଣ୍ଟନ ଫାଇନାଲରେ ସ୍ବସ୍ତିକ-ଚିରାଗ

ପ୍ୟାରିସ, ୨୭।୧୦(ପି.ଟି.): ଭାରତର ପୁରୁଷ ଡବଲ୍ସ ଯୋଡ଼ି ସ୍ବସ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଚମତ୍କାର ପ୍ରଦର୍ଶନ ଅବ୍ୟାହତ ରଖି ଫ୍ରେଞ୍ଚ୍‌ ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ସେମିଫାଇନାଲରେ ଏହି ଯୋଡ଼ି ଜାପାନର…

ଜନ୍ମ ଦିନରେ ଶତକ ସହ ଅଷ୍ଟ୍ରେଲିଆକୁ ବିଜୟୀ କଲେ ଓ୍ବାର୍ନର

ଆଡିଲେଡ, ୨୭।୧୦(ଏଏଫପି) : ୩୩ତମ ଜନ୍ମଦିନରେ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର। ତାଙ୍କର ଏହି ଶତକ ବଳରେ ଅଷ୍ଟ୍ରେଲିଆ ସିରିଜର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କାକୁ ୧୩୪ ରନରେ ପରାସ୍ତ କରିଛି। ଟି୨୦ରେ ଏହାଥିଲା ଓ୍ବାର୍ନରଙ୍କ ପ୍ରଥମ ଶତକ।…

ମିଲିଟାରୀ ୱାର୍ଲଡ ଗେମ୍ସ: ଦୀପକ ରୌପ୍ୟ, ବାଲାଜୀ ବ୍ରୋଞ୍ଜ୍‌ ଜିତିଲେ

ଉହାନ୍‌ (ଚାଇନା), ୨୭ା୧୦(ପି.ଟି.)-ଏଠାରେ ଚାଲିଥିବା ୭ମ ମିଲିଟାରୀ ୱାର୍ଲଡ ଗେମ୍ସରେ ଭାରତୀୟ ବକ୍ସର ଦୀପକ ଏକ ରୌପ୍ୟ ଜିତିଥିବାବେଳେ ଟେନିସ ଖେଳାଳି ଏନ୍‌. ଶ୍ରୀରାମ ବାଲାଜୀ ଏକ ବ୍ରୋଞ୍ଜ ଜିତିଛନ୍ତି। ୪୬-୪୯ କେଜି କାଟେଗୋରି ପୁରୁଷ ଲାଇଟ୍‌ ଫ୍ଲାଇଓ୍ବେଟ କାଟେଗୋରି ଫାଇନାଲରେ…

ଦିଲ୍ଲୀ ବାୟୁ ପ୍ରଦୂଷଣ ଯୋଗୁ ଆଶଙ୍କାରେ ପ୍ରଥମ ଟି୨୦

ନୂଆଦିଲ୍ଲୀ, ୨୭।୧୦(ପି.ଟି)- ଦୀପାବଳି ପରେ ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣରେ ଅବନତୀ ହେବାର ସମ୍ଭାବନା ଥିଲେ ମଧ୍ୟ ଚିନ୍ତାଜନକ ରହିବ। ତେଣୁ ନଭେମ୍ବର ୩ ତାରିଖରେ ସ୍ଥାନୀୟ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ଭାରତ ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା…

ଫ୍ରେଞ୍ଚ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ: ସିନ୍ଧୁ ଆଉଟ

ପ୍ୟାରିସ, ୨୭।୧୦ (ପି.ଟି.)- ଏଠାରେ ଚାଲିଥିବା ୭ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଫ୍ରେଞ୍ଚ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଆଉ ଜଣେ ଭାରତୀୟ ମହିଳା ତାରକା ବିଦାୟ ନେଇଛନ୍ତି। ସାଇନା ନେହ୍ବାଲଙ୍କ ପରେ ପି.ଭି. ସିନ୍ଧୁ ମଧ୍ୟ ବିଦାୟ ନେଇଛନ୍ତି। ଅଲିମ୍ପିକ୍ସ…

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସିର କ୍ରମାଗତ ଦ୍ୱିତୀୟ ପରାଜୟ

ଗୁଆହାଟୀ, ୨୭।୧୦(ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଷଷ୍ଠ ସଂସ୍କରଣରେ ପଦାର୍ପଣ କରିଥିବା ଓଡ଼ିଶା ଏଫ୍‌ସି ଦଳ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି। ଓଡ଼ିଶା ତା’ର ପ୍ରଥମ ମ୍ୟାଚ୍‌ରେ ଜାମସେଦପୁର ଏଫ୍‌ସିଠାରୁ ୨-୧ ଗୋଲରେ ହାତଛଡ଼ା କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?