ଖେଳ

ସେମିରେ ବୋପାନ୍ନା-ଶାପୋଭାଲୋଭ

ମଣ୍ଟ୍ରିଲ,୧୦।୮(ପିଟି)- ଭାରତୀୟ ଟେନିସ ଷ୍ଟାର ରୋହନ ବୋପାନ୍ନା ଓ ତାଙ୍କ ସାଥୀ ଡେନିସ ଶାପୋଭାଲୋଭ ଏଠାରେ ଚାଲିଥିବା ଏଟିପି ମଣ୍ଟ୍ରିଲ ମାଷ୍ଟର୍ସର ପୁରୁଷ ଡବଲ୍ସ ବର୍ଗରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ସେମାନେ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବାଇ ପାଇ ଆଗକୁ…

ଚେଲ୍‌ସି ବିପକ୍ଷ ସୁପର କପ୍‌ ମ୍ୟାଚ୍‌ ଖେଳିପାରିବେ ନାହିଁ ଆଲିସନ

ଲିଭରପୁଲ,୧୦।୮(ଏଏଫ୍‌ପି)- ଲିଭରପୁଲ୍‌ ଗୋଲକିପର ଆଲିସନ ବେକର ବୁଧବାର ଚେଲ୍‌ସି ବିପକ୍ଷ ୟୁଫା ସୁପର କପ୍‌ ମ୍ୟାଚ୍‌ରେ ଖେଳିପାରିବେ ନାହିଁ। ତାଙ୍କ ଗୋଇଠିରେ ଆଘାତ ଲାଗିଛି। ୟୁରୋପ ଚାମ୍ପିୟନ ଲିଭରପୁଲ୍‌ ୪-୧ ଗୋଲରେ ନରଓ୍ବିଚକୁ ହରାଇ ସିଜନ ଆରମ୍ଭ କରିଛି। ମ୍ୟାଚ୍‌ର ପ୍ରଥମାର୍ଦ୍ଧ…

ବିଶ୍ୱର ସବୁଠୁ ଓଜନିଆ କ୍ରିକେଟର ହେବାର ରେକର୍ଡ ଅଧିକାରୀ ହୋଇପାରନ୍ତି କର୍ନଓ୍ବାଲ

ନୂଆଦିଲ୍ଲୀ,୧୦।୮-ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଲାଗି ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ ୧୩ ଜଣିଆ ଦଳ ଘୋଷଣା କରିଛି। ଏଥିରେ ସ୍ଥାନ ପାଇଛନ୍ତି ରକିମ କର୍ନଓ୍ବାଲ। ଭାରତ ବିପକ୍ଷରେ ପଦାର୍ପଣ କରିବାକୁ ସୁଯୋଗ ମିଳିଲେ, କର୍ନଓ୍ବାଲ ଅନ୍ତର୍ଜାତୀୟ କ୍ରିକେଟ…

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳ ଘୋଷିତ

ପୋର୍ଟ ଅଫ୍‌ ସ୍ପେନ,୧୦।୮- ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଶନିବାର ଜାସନ ହୋଲ୍ଡରଙ୍କ ନେତୃତ୍ୱରେ ୧୩ ଜଣିଆ ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଇଂଲଣ୍ଡକୁ ୨-୧ ବ୍ୟବଧାନରେ ପରାସ୍ତ କରିଥିବା ଓ୍ବେଷ୍ଟଇଣ୍ଡିଜ ଦଳରେ ବିଶେଷ ପରିବର୍ତ୍ତନ…

ଅନ୍‌ଅଫିସିଆଲ ୩ୟ ଟେଷ୍ଟ ଡ୍ର’

ତରୌବା,୧୦।୮- ବାମହାତୀ ସ୍ପିନର ଶାହାବାଜ ନଦିମ ୫ ଉଇକେଟ ଅକ୍ତିଆର କରିିବା ସତ୍ତ୍ୱେ ଭାରତ ଏ’ ବିପକ୍ଷ ତୃତୀୟ ତଥା ଅନ୍ତିମ ଅନ୍‌ଅଫିସିଆଲ ଟେଷ୍ଟକୁ ଓ୍ବେଷ୍ଟଇଣ୍ଡିଜ ଏ’ ଅମୀମାଂସିତ ରଖିବାକୁ ସକ୍ଷମ ହୋଇଛି। ମ୍ୟାଚ୍‌ର ପ୍ରଥମ ଇନିଂସରେ ଭାରତ ଏ’ ୨୦୧…

କାନାଡାରେ ଖେଳିବେ ପ୍ରତିଭାଶାଳୀ ଭାରତୀୟ ମହିଳା ଫୁଟ୍‌ବଲର

ନୂଆଦିଲ୍ଲୀ,୧୦।୮- ଚଳିତବର୍ଷର ସାଫ ମହିଳା ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଗୋଲ ପୋଷ୍ଟଠାରୁ ୪୦ ଫିଟ୍‌ ଦୂରରୁ ଫ୍ରି କିକ୍‌ ଜରିଆରେ ସ୍କୋର କରି ଡାଲିମା ଚିବର ସୋସିଆଲ ମିଡିଆରେ ସେନସେଶନ ପାଲଟିଥିଲେ। ଡେଭିଡ ବେକହାମଙ୍କ ସହ ତାଙ୍କୁ ତୁଳନା କରାଯାଉଥିଲା। ସେ ଫୁଟ୍‌ବଲରେ…

ଗେଲ୍‌ଙ୍କ ପ୍ରତି ନାହିଁ ସହାନୁଭୂତି

ପୋର୍ଟ ଅଫ୍‌ ସ୍ପେନ,୧୦।୮- ଗତ ବିଶ୍ୱକପ୍‌ରେ ଭାରତ ବିପକ୍ଷ ଟେଷ୍ଟ ସିରିଜରୁ ଅବସର ନେବେ ବୋଲି ଘୋଷଣା କରିଥିଲେ ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌। ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ଗେଲ୍‌ଙ୍କ ଜନ୍ମସ୍ଥାନ ଜାମାଇକାର…

ରାଇନାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର

ଆମଷ୍ଟରଡାମ୍‌, ୧୦ା୮ (ପି.ଟି.)-ନେଦରଲାଣ୍ଡ୍ସର ଆମଷ୍ଟରଡାମ୍‌ରେ ଶୁକ୍ରବାର ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କର ଆଣ୍ଠୁରେ ସଫଳତାର ସହିତ ଅସ୍ତ୍ରୋପଚାର ହୋଇଛି। ତାଙ୍କୁ ଫିଟ୍‌ ହେବାଲାଗି ୪ରୁ ୬ ସପ୍ତାହ ସମୟ ଲାଗିବ। ଫଳରେ ଚଳିତ ମାସ ପରବର୍ତ୍ତୀ ଭାଗରେ ଆରମ୍ଭ ହେବାକୁଥିବା ଭାରତର…

ବିପଦ ସଙ୍କୁଳ ଅବସ୍ଥାରେ ବାରବାଟୀ: ଖସୁଛି ପ୍ଲାଷ୍ଟର, ମହୁମାଛି ଆତଙ୍କ

କଟକ ଅଫିସ,୧୦ା୮- ଫନୀ ଝଡ଼ ପରେ ରକ୍ଷଣାବେକ୍ଷଣ ଅଭାବରୁ ବାରବାଟୀ ଷ୍ଟାଡିୟମ ବିପଦ ସଙ୍କୁଳ ଅବସ୍ଥାକୁ ଆସିଲାଣି । କିଛି ଦିନ ହେବ ବାରବାଟୀ ଷ୍ଟାଡିୟମ ପରିସରରେ ଛିଡ଼ା ହେବା ବି ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଛି । ବୁଧବାର ଦିନ…

ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି: କୁମ୍ବଲେ

ପଣଜୀ,୯।୮(ପି.ଟି.)- ଆଜିକାଲି ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି ବୋଲି ପୂର୍ବତନ ଭାରତୀୟ ଅଧିନାୟକ ତଥା କୋଚ୍‌ ଅନିଲ କୁମ୍ବଲେ କହିଛନ୍ତି। ଏବେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗର ଶିକାର ହୋଇଛନ୍ତି କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଭିଭିଏସ୍‌ ଲକ୍ଷ୍ମଣ,…

ପ୍ରତ୍ୟାବର୍ତ୍ତନରେ ସୁଶୀଲ ବିଫଳ

ନୂଆଦିଲ୍ଲୀ,୧୦।୮(ପି.ଟି.)- ଅଭିଜ୍ଞ ରେସଲର ଦୀର୍ଘ ଏକ ବର୍ଷ ପରେ ପ୍ରତ୍ୟାବର୍ତ୍ତନ କରି ବିଫଳତାର ସମ୍ମୁଖୀନ ହୋଇଛନ୍ତି। ବେଲାରୁଷର ମିନସ୍କଠାରେ ଅନୁଷ୍ଠିତ ମେଡଭେଡ ରେସଲିଂ ଟୁର୍ନାମେଣ୍ଟରେ ସେ ୭୪ କେ.ଜି. ବର୍ଗ ପ୍ରତିଯୋଗିତାରେ ବିଶ୍ୱର ୫ ନମ୍ବର ରେସଲର ଉଜ୍‌ବେକିସ୍ତାନର ବେକଜୋଡ ଅବଡୁରାଖମୋନୋଭଙ୍କଠାରୁ…

ଦୂତୀଙ୍କୁ ମିଳିଲା ଭିଜା

ନୂଆଦିଲ୍ଲୀ,୧୦।୮(ପି.ଟି.)- ଦେଶର ଦ୍ରୁତତମ ମହିଳା ଧାବିକା ଦୂତୀ ଚାନ୍ଦଙ୍କୁ ୟୁରୋପ୍‌ ଗସ୍ତ ପାଇଁ ଶେଷରେ ଭିଜା ମିଳିଛି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ ୟୁରୋପ୍‌ ଗସ୍ତରେ ଯାଇ ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିଲା। ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri