ଦ୍ୱିତୀୟ ଆଶେସ ଟେଷ୍ଟ: ଇଂଲଣ୍ଡ ଦଳରୁ ମୋଇନ୍ ବାଦ୍
ଲଡର୍ସ,୧୦।୮- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଆଶେସ୍ ଟେଷ୍ଟ ମ୍ୟାଚ୍ ପାଇଁ ଇଂଲଣ୍ଡ ଏକ ୧୨ ଜଣିଆ ଦଳ ଘୋଷଣା କରିଛି। ଏହି ଦଳରୁ ଅଲରାଉଣ୍ଡର ମୋଇନ ଅଲିଙ୍କୁ ବାଦ୍ ଦିଆଯାଇଛି। ମୋଇନଙ୍କ ସମେତ ଅଭିଜ୍ଞ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଏବଂ…
ନାଡା ଅଧୀନକୁ ଆସିଲା ବିସିସିଆଇ: ଜାତୀୟ କ୍ରୀଡ଼ା ଫେଡେରେଶନ ହେବା ନେଇ ବାଟ ଫିଟିଲା
ନୂଆଦିଲ୍ଲୀ, ୧୦।୮(ପି.ଟି.)- ଦୀର୍ଘବର୍ଷ ଧରି ମନାକରି ଆସୁଥିଲେ ମଧ୍ୟ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶେଷରେ ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା) ଅଧୀନକୁ ଆସିବାକୁ ରାଜି ହୋଇଛି। ବୋର୍ଡର ଏହି ନିଷ୍ପତ୍ତି ଐତିହାସିକ ସାବ୍ୟସ୍ତ ହୋଇଛି। ଫଳରେ ଅର୍ଥନୈତିକ…
ଫର୍ମୁଲା ଓ୍ବାନ୍ ଆୟୋଜନରୁ ଓହରିବନି ମେକ୍ସିକୋ ସିଟି
ମେକ୍ସିକୋ ସିଟି, ୯ା୮ (ଏଏଫ୍ପି)- ମେକ୍ସିକୋ ସିଟି ୨୦୨୨ ପର୍ଯ୍ୟନ୍ତ ଫର୍ମୁଲା ଓ୍ବାନ କାର୍ ରେସ୍ ଗ୍ରାଁ ପ୍ରି ଆୟୋଜନ ଜାରି ରଖିବ। ଶୁକ୍ରବାର ଇଣ୍ଟରନ୍ୟାଶନାଲ ମୋଟରିଙ୍ଗ ଫେଡେରେଶନ (ଏଫ୍ଆଇଏ) ସହିତ ଏକ ଚୁକ୍ତି ସ୍ବାକ୍ଷର ହେବା ପରେ ଏହା ସ୍ପଷ୍ଟ…
ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ପୁନଃ ଅବସ୍ଥାପିତ
ହରାରେ, ୯ା୮ (ଏପି)-ଏକ ସରକାରୀ ପରିଷଦ ଦ୍ୱାରା ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ପୁନଃ ଅବସ୍ଥାପିତ ହୋଇଛି। କିନ୍ତୁ ବାହ୍ୟ ହସ୍ତକ୍ଷେପ ଯୋଗୁ ଦେଶ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ସସ୍ପେଣ୍ଡ ହୋଇଛି। ଗୁରୁବାର କୋର୍ଟରେ ବିବାଦର ମିମାଂସା ହେବାପରେ ସରକାରଙ୍କ…
୨୦୨୦ ଟୋକିଓ ନିର୍ମାଣ ଶ୍ରମିକଙ୍କ ମୃତ୍ୟୁ
ଟୋକିଓ,୯।୮(ଏଏଫ୍ପି): ଟୋକିଓ ୨୦୨୦ ଅଲିମ୍ପିକ୍ସ ନିର୍ମାଣାଧୀନ ଅଞ୍ଚଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତେବେ ଜାପାନର ରାଜଧାନୀରେ ଅତ୍ୟଧିକ ଗରମ ଯୋଗୁ ହୃଦ୍ଘାତରେ ଉକ୍ତ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ପ୍ରକାଶ ପାଇଛି। ୫୦ ବର୍ଷୀୟ ଶ୍ରମିକଙ୍କ ମୃତଦେହ ନିର୍ମାଣ ଅଞ୍ଚଳର…
ନାଡାରେ ସାମିଲ ହେଲା ବିସିସିଆଇ
ନୂଆଦିଲ୍ଲୀ,୯।୮- ଦୀର୍ଘଦିନ ଧରି ମନାକରିବା ପରେ ଦେଶରେ କ୍ରିକେଟର ପରିଚାଳନା କରୁଥିବା ବିସିସିଆଇ ଜାତୀୟ ଆଣ୍ଟି ଡୋପିଂ ସଂସ୍ଥା (ନାଡା) ପରିସର ଅନ୍ତର୍ଭୁକ୍ତ ହୋଇଛି। ଆର୍ଥିକ ଭାବେ ସ୍ବଚ୍ଛଳ ହେଲେ ମଧ୍ୟ ବିସିସିଆଇ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍ଏସ୍ଏଫ୍) ମାନ୍ୟତା ପାଇଛି।…
ମ୍ୟାକ୍କୁଲମ କେକେଆର ସହାୟକ କୋଚ୍
ନୂଆଦିଲ୍ଲୀ,୯।୮(ପିଟି): ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍କୁଲମ ଆଇପିଏଲ ଫ୍ରାଞ୍ଚାଇଜ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଦଳକୁ ଫେରିବାକୁ ଯାଉଛନ୍ତି। କିନ୍ତୁ ଜଣେ ଖେଳାଳି ଭାବେ ନୁହେଁ। ସହାୟକ କୋଚ୍ ପଦ ପାଇଁ ସେ ଦଳ ସହ ଚୁକ୍ତି କରିଥିବା ରିପୋର୍ଟ…
ଶୁବମନ ଗିଲ୍ଙ୍କ ରେକର୍ଡ ଦ୍ୱିଶତକ
ତରୌବ(ତ୍ରିନିଦାଦ ଆଣ୍ଡ୍ ଟବାଗୋ),୯।୮- ଶୁବମନ ଗିଲ୍ ଦେଶର ସର୍ବକନିଷ୍ଠ କ୍ରିକେଟର ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ୱିଶତକ ଲଗାଇଛନ୍ତି। ଅଧିନାୟକ ହନୁମା ବିହାରୀଙ୍କ ଶତକ ବଳରେ ଓ୍ବେଷ୍ଟଇଣ୍ଡିଜ ଏ’ ବିପକ୍ଷରେ ଏଠାରେ ଚାଲିଥିବା ତୃତୀୟ ଅନ୍ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଭାରତ ଏ’…
ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳିଲେ ଓ୍ବିଲିୟମସନ
କଲମ୍ବୋ,୯।୮- ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍ରେ ନ୍ୟୁଜିଲାଣ୍ଡ ଦଳକୁ ଫାଇନାଲରେ ପହଞ୍ଚାଇଥିବା ଅଧିନାୟକ କେନ୍ ଓ୍ବିଲିୟମସନଙ୍କ ପ୍ରଶଂସକଙ୍କ ସଂଖ୍ୟା ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି। ଓ୍ବିଲିୟମସନ ଗୁରୁବାର ୨୯ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ସେ ଶ୍ରୀଲଙ୍କା ପ୍ରଶଂସକଙ୍କ ସହ…
ବିବାହ କରି ମଧ୍ୟ ଏହି ଅଭିନେତ୍ରୀଙ୍କ ପାଇଁ ପାଗଳ ଥିଲେ ଗାଙ୍ଗୁଲି
ଟିମ୍ ଇଣ୍ଡିଆରେ ‘ଦାଦା’ ନାମରେ ଜଣାଶୁଣା ପୂର୍ବତନ କ୍ରିକେଟ ଖେଳାଳି ସୌରଭ ଗାଙ୍ଗୁଲି ପଡିଆରେ ଯେତିକି ପ୍ରଭାବୀ, ବ୍ୟକ୍ତିଗତ ଜୀବନରେ ମଧ୍ୟ ସେତିକି ଲୋକପ୍ରିୟ। ଫେବୃୟାରୀ ୨୧, ୧୯୯୭ରେ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଡୋନା ରାୟଙ୍କୁ ସେ ବିବାହ କରିଥିଲେ। କିନ୍ତୁ…
ଗ୍ରାଉଣ୍ଡରେ ନାଚିଲେ କୋହଲି
ଗୁୟାନା,୯।୮- ସ୍ଥାନୀୟ ବ୍ରାଏନ ଲାରା ଗ୍ରାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ମ୍ୟାଚ୍ରେ କେବଳ ୧୩ ଓଭର ଖେଳ ସମ୍ଭବ ହୋଇପାରିଥିଲା। କିନ୍ତୁ ଏହା ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ…
ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍
କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି। ପାକିସ୍ତାନର ଅନେକ କ୍ରିକେଟର୍ ନିଜ ସମ୍ପର୍କିୟ ଭଉଣୀଙ୍କୁ ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେହି…
Archives


