ଖେଳ

ପ୍ରଥମ ଦିନିକିଆ ପୂର୍ବରୁ ଅନୁଷ୍କାଙ୍କ ସହ ବୁଲିଲେ କୋହଲି

ଗୁଆନା, ୮।୮: ବିଶ୍ୱକପ ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। ଟି୨୦ ସିରିଜରେ ୩-୦ରେ କ୍ଲିନ…

ଗୋଥାମ୍‌ଙ୍କ ହ୍ୟାଟ୍ରିକ: ଓ୍ବେଷ୍ଟଇଣ୍ଡିଜ-ଏ ୧୯୪ରେ ସୀମିତ

ତରୌବା (ତ୍ରିନିଦାଦ ଆଣ୍ଡ୍‌ ଟବାଗୋ), ୮।୮ (ପି.ଟି.)- ଅଫ୍‌-ସ୍ପିନର କ୍ରିଷ୍ଣାପ୍ପା ଗୋଥାମଙ୍କ ହ୍ୟାଟ୍ରିକ ଉଇକେଟ୍‌ ସଫଳତା ବଳରେ ଭାରତ-ଏ ଏଠାରେ ଚାଲିଥିବା ଅନ୍ତିମ ତଥା ୩ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ’କୁ ପ୍ରଥମ ଇନିଂସରେ ୧୯୪ ରନରେ ସୀମିତ ରଖି…

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା ପାଇଁ ଗଞ୍ଜାମ ଦଳରୁ ୬ ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଆହ୍ବାନ…

ଏକରମ୍ୟାନଙ୍କ ନାମରେ ଟି୨୦ ବିଶ୍ୱ ରେକର୍ଡ

ଲଣ୍ଡନ, ୮।୮ (ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ସ୍ପିନର କଲିନ୍‌ ଏକରମ୍ୟାନ ଟି୨୦ କ୍ରିକେଟ୍‌ର ଶ୍ରେଷ୍ଠ ବୋଲିଂ ଫିଗର୍‌ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଚାଲିଥିବା ଟି୨୦ ବ୍ଲାଷ୍ଟର ଏକ ମ୍ୟାଚ୍‌ରେ ସେ ୧୮ ରନ୍‌ ବିନିମୟରେ ୭ ଉଇକେଟ୍‌…

ଏହି ଖେଳାଳିଙ୍କ ହାତ ଧରିବାକୁ ଯାଉଛନ୍ତି ବଜରଙ୍ଗ ପୁନିଆ

ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆ। ସେ ଭାରତର ଲୋକପ୍ରିୟ ମହିଳା କୁସ୍ତି ଯୋଦ୍ଧା ସଙ୍ଗୀତା ଫୋଗଟ୍‌ଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ତାରିଖ ଏପର୍ଯ୍ୟନ୍ତ ନିର୍ଘଣ୍ଟ ହୋଇ ନ ଥିଲେ ମଧ୍ୟ ଉଭୟଙ୍କ…

ମଣ୍ଟ୍ରେଲ ମାଷ୍ଟର୍ସ: ନାଡାଲ, ଥିଏମ୍‌ଙ୍କ ଅଗ୍ରଣୀ

ମଣ୍ଟ୍ରେଲ, ୮।୮ (ଏଏଫ୍‌ପି)- କାନାଡାରେ ଚାଲିଥିବା ଏଟିପି ମଣ୍ଟ୍ରେଲ ମାଷ୍ଟର୍ସ ଟେନିସ ପ୍ରତିଯୋଗିତାରେ ସ୍ପାନିଶ ତାରକା ରାଫାଲ ନାଡାଲ ଓ ଅଷ୍ଟ୍ରିଆର ଡୋମିନିକ୍‌ ଥିଏମ୍‌ ୩ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରତିଯୋଗିତାର ଟପ୍‌ ସିଡ୍‌ ନାଡାଲ ବର୍ଷା ବାଧାପ୍ରାପ୍ତ ୨ୟ ରାଉଣ୍ଡ…

ରିଷଭ ପନ୍ତଙ୍କୁ କ୍ଷମା ମାଗିଲେ ରୋହିତ

ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ଏହି ମ୍ୟାଚରେ ଓ୍ବିକେଟକିପର ରିଷଭ ପନ୍ତ ୬୫ ରନର ବିଜୟୀ ଇନିଂସ ଖେଳିଥିଲେ। ମ୍ୟାଚ୍‌ ପରେ ବିସିସିଆଇ ଟିଭିରେ ରିଷଭଙ୍କ ଏକ ସାକ୍ଷାତକାର ନେଇଥିଲେ ଭାରତୀୟ…

ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ

ପ୍ରୋଭିଡେନ୍ସ (ଗୁୟାନା),୮।୮(ପି.ଟି.)- ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡଠାରୁ ସେମିଫାଇନାଲରେ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ୍‌ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ…

ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆର ୩୧ ଲକ୍ଷ ଟଙ୍କା ସାହାଯ୍ୟ

ଭୁବନେଶ୍ୱର,୮।୮(ସ୍ପୋଟ୍ସ ବ୍ୟୁରୋ)- ପ୍ରଳୟଙ୍କାରୀ ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆ ତରଫରୁ ଓଡ଼ିଶା ସରକାରଙ୍କୁ ଅର୍ଥ ପ୍ରଦାନ କରାଯାଇଛି। ହକି ଇଣ୍ଡିଆ ଏଥିପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ହକି ଇଣ୍ଡିଆ ଅଧ୍ୟକ୍ଷ ମୁସ୍ତାକ ଅହମ୍ମଦ…

ମନସୁରଙ୍କ ବିରୋଧରେ ଫିକ୍ସିଂ ଅଭିଯୋଗ ଆଣିଲେ ଉମର

କରାଚୀ,୮।୮- ବିବାଦୀୟ ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ଆଉ ଏକ ମହା ଅଭିଯୋଗ ଆଣି ହଇଚଇ ସୃଷ୍ଟି କରିଛନ୍ତି। ଚଳିତ ଗ୍ଲୋବାଲ ଟି୨୦ କାନାଡ଼ାରେ ପୂର୍ବତନ ଟେଷ୍ଟ କ୍ରିକେଟର ମନସୁର ଅକ୍ତାର ଦୁର୍ନୀତିମୂଳକ ପ୍ରସ୍ତାବ ଦେଇଥିଲେ ବୋଲି ସେ ଅଭିଯୋଗ କରିଛନ୍ତି।…

ମିଳିମିଶି କାର୍ଯ୍ୟ କରିବାକୁ ଆଇ-ଲିଗ୍‌ କ୍ଲବ୍‌ଗୁଡିକୁ ଫିଫାର ପରାମର୍ଶ

ନୂଆଦିଲ୍ଲୀ,୮।୮(ପି.ଟି.)- ସବୁ ପ୍ରକାର ସମସ୍ୟାର ସମାଧାନ ପାଇଁ ମିଳିମିଶି କାର୍ଯ୍ୟ କରିବାକୁ ବିଦ୍ରୋହ କରିଥିବା ଆଇ- ଲିଗ୍‌ କ୍ଲବଗୁଡିକୁ ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ପରାମର୍ଶ ଦେଇଛି। କିଛି ବିବାଦ ପାଇଁ ଫୁଟବଲ ଭାରତରେ ସଂଘର୍ଷ କରୁଛି। ଏପରିସ୍ଥଳେ…

ନ୍ୟାଶନାଲ୍‌ ମୋଟର ରେସିଂରେ ହୋଣ୍ଡାର ଡବଲ୍‌ ବିଜୟ

ଭୁବନେଶ୍ୱର, ୮।୮(ସ୍ପୋଟର୍‌ସ ବ୍ୟୁରୋ)- ଚେନ୍ନାଇଠାରେ ଚାଲିଥିବା ଇଣ୍ଡିଆନ ନ୍ୟାଶନାଲ ମୋଟର ରେସିଂ ଚାମ୍ପିୟନଶିପର ତୃତୀୟ ରାଉଣ୍ଡରେ ଆଇଡିମିତ୍‌ସୁ ହୋଣ୍ଡା ରେସିଂ ଇଣ୍ଡିଆର ଚାଳକମାନେ ସର୍ବାଧିକ ୧୦ ପୋଡିୟମ୍‌ ଫିନିସ୍‌ କରିଛନ୍ତି। କ୍ରମାଗତ ଚତୁର୍ଥ ବିଜୟ ସହ ରାଜୀବ ସେଥୁ ପ୍ରୋଷ୍ଟକ ୧୬୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri