ଖେଳ

ଭାରତ ଅଧିନାୟକ ଭଳି ବିସିସିଆଇର ନେତୃତ୍ୱ ନେବି

ମୁମ୍ବାଇ,୨୩।୧୦(ପି.ଟି.): ଭାରତୀୟ ଦଳର ନେତୃତ୍ୱ ନେଇ ଯେଉଁଭଳି କାର୍ଯ୍ୟ କରିଥିଲି, ଠିକ୍‌ ସେହିପରି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ ସମ୍ପାଦନ କରିବି ବୋଲି ଦାୟିତ୍ୱ ଗ୍ରହଣ କରିବା ପରେ ସୌରଭ ଗାଙ୍ଗୁଲି କହିଛନ୍ତି। ଅଧିନାୟକ ଥିବା…

ଉଷୁରେ ପ୍ରବୀଣଙ୍କ କୃତିତ୍ୱ

ସାଂଘାଇ, ୨୩।୧୦ (ପି.ଟି.)- ପ୍ରଥମ ଭାରତୀୟ ପୁରୁଷ ଖେଳାଳି ଭାବେ ପ୍ରବୀଣ କୁମାର ବିଶ୍ୱ ଉଷୁ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିବାର କୀର୍ତ୍ତିମାନ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ଉଷୁ ଚାମ୍ପିୟନଶିପ୍‌ର ୧୫ତମ ସଂସ୍କରଣ ଅବସରରେ ପ୍ରବୀଣ ପୁରୁଷ ୪୮ କିଗ୍ରା…

କ୍ରିକେଟ୍‌କୁ ବାଏ ବାଏ କଲେ ଅଭିଷେକ ନାୟାର

ମୁମ୍ବାଇ, ୨୩।୧୦ (ପି.ଟି.)- ମୁମ୍ବାଇ ଦଳର ଭେଟେରାନ ଅଲ୍‌ରାଉଣ୍ଡର ଅଭିଷେକ ନାୟାର ବୁଧବାର କ୍ରିକେଟ୍‌ର ସମସ୍ତ ପ୍ରକାର ଫର୍ମାଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୬ ବର୍ଷୀୟ ଏହି ବାମହାତୀ ବ୍ୟାଟ୍ସମ୍ୟାନ ଓ ଡାହାଣହାତୀ ମଧ୍ୟଗତିର ବୋଲର ଭାରତ ପକ୍ଷରୁ ମଧ୍ୟ ୩ଟି…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ତୃତୀୟ ଭାରତୀୟ ଭାବେ ଟପ୍‌-୧୦ରେ ରୋହିତ୍‌

ଦୁବାଇ, ୨୩।୧୦ (ପି.ଟି.)- ବିରାଟ କୋହଲି ଓ ଗୌତମ ଗମ୍ଭୀରଙ୍କ ପରେ ତୃତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଷ୍ଟାର୍‌ କ୍ରିକେଟର୍‌ ରୋହିତ୍‌ ଶର୍ମା ଆଇସିସି ର଼୍ୟାଙ୍କିଙ୍ଗ୍‌ର ୩ଟି ଯାକ ଫର୍ମାଟ୍‌ରେ ଟପ୍‌-୧୦ରେ ପ୍ରବେଶ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରେ…

ଶାକାହାରୀ ହେଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍‌ରେ ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ ସେ…

ଆରମ୍ଭ ହେଲା ଦାଦାଙ୍କ ରାଜୁତି: ବିସିସିିଆଇ ଅଧ୍ୟକ୍ଷ ପଦ ସମ୍ଭାଳିଲେ

ମୁମ୍ବାଇ,୨୩।୧୦: ଭାରତର ସବୁଠାରୁ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି ବୁଧବାର ବାର୍ଷିକ ସାଧାରଣ ବୈଠକରେ ବିସିସିଆଇର ୩୯ତମ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଫଳରେ ସୁପ୍ରିମ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସନିକ କମିଟି (ସିଓଏ)ର ୩୩ମାସ ଧରି ଚାଲିଥିବା ଶାସନ ଶେଷ…

ମ୍ୟାଚ୍‌ ପୂର୍ବରୁ ଦେଶ ଛାଡି ପାକିସ୍ତାନ ପଳାଇଲେ ଏହି କ୍ରିକେଟର

ଆବୁଧାବି,୨୩।୧୦: ମ୍ୟାଚ୍‌ ଫିକ୍ସିଂ ଅଭିଯୋଗରେ ଦଳର ୪ ଖେଳାଳିଙ୍କ ଉପରେ କଟକଣା ଲାଗିବା ପରେ ଏବେ ୟୁଏଇ ଦଳକୁ ପୁଣି ଏକ ଝଟକା ଲାଗିଛି। ଦଳର ଉଇକେଟକିପର ଗୁଲାମ ସବର କେବଳ ନିଜ ଦଳ ନୁହେଁ, ଦେଶ ଛାଡି ପାକିସ୍ତାନ ପଳାଇଛନ୍ତି।…

ଖେଳାଳିଙ୍କ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଛି: ବିସିବି

ଢାକା, ୨୩ା୧୦ (ପି.ଟି.)-ଜାତୀୟ ଖେଳାଳିଙ୍କ ଅଦ୍ଭୁତପୂର୍ବ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଥିବା ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ସଭାପତି ନାଜିବୁଲ ହସନ ମଙ୍ଗଳବାର କହିିଛନ୍ତି। ଅନ୍ୟପକ୍ଷରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଭାରତ ଟୁର୍‌ରେ ବାଂଲାଦେଶ ଯିବ ବୋଲି ସେ ଆଶା ପ୍ରକାଶ…

ଇଦୁଲ୍‌ଜୀ, ରୟ ୩.୫ କୋଟି ଲେଖାଏଁ ପାଇବେ

ନୂଆଦିଲ୍ଲୀ, ୨୩ା୧୦ (ପି.ଟି.)- ପ୍ରଶାସକ କମିଟି (ସିଇଓ) ମୁଖ୍ୟ ବିନୋଦ ରୟ ଏବଂ ପ୍ୟାନେଲର ସଦସ୍ୟା ଡାଏନା ଇଦୁଲ୍‌ଜୀ ସେମାନଙ୍କ ୩୩ ବର୍ଷର କାର୍ଯ୍ୟକାଳ ପାଇଁ ୩.୫ କୋଟି ଲେଖାଁଏ ପାଇବେ। ବୁଧବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ…

ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌: ଜୁନିୟର ବର୍ଗରେ ଝିଲିଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୩।୧୦(କ୍ରୀଡ଼ା ପ୍ରତିନିଧି)-ରାଜ୍ୟର ଭାରୋତ୍ତୋଳନ ପ୍ରତିଭା ଝିଲ୍ଲୀ ଦଳବେହେରା କ୍ୟାରିୟରରେ ଆଉ ଏକ ଅନ୍ତର୍ଜାତୀୟ ପଦକ ହାସଲ କରିଛନ୍ତି। ଦକ୍ଷିଣ କୋରିଆରେ ଚାଲିଥିବା ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ଜୁନିୟର ବାଳିକା ୪୫ କେଜି ବର୍ଗରେ ସେ ବ୍ରୋଞ୍ଜ ପଦକ ପାଇଛନ୍ତି। ଭୁବନେଶ୍ୱର…

ଅନୁରାଧାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର, ୨୩।୧୦(କ୍ରୀଡ଼ା ପ୍ରତିନିଧି)-ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ମିଳିଛି ଆଉ ଏକ ଗୁରୁଦାୟିତ୍ୱ। ଓଏନଜିସି ପକ୍ଷରୁ ଏହି ଜାତୀୟ ରେକର୍ଡଧାରୀ ହର୍ଡଲ୍ସ ତାରକାଙ୍କୁ ସର୍ବଭାରତୀୟ ପବ୍ଲିକ୍‌ ସେକ୍ଟର ସ୍ପୋଟର୍‌ସ ପ୍ରମୋଶନ ବୋର୍ଡ (ଏଆଇପିଏସଏସପିବି)ର ଜାତୀୟ କ୍ରୀଡ଼ା ସଂଯୋଜକ ନିଯୁକ୍ତ କରାଯାଇଛି। ଜାତୀୟ ସ୍ତରରେ…

ଇଣ୍ଡିଆନ ସୁପର ଲିଗ୍‌: ପରାଜୟରୁ ଓଡ଼ିଶା ଏଫ୍‌ସିର ଅଭିଯାନ

ଜାମସେଦପୁର,୨୩।୧୦: ଚଳିତ ହିରୋ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ)ରେ ଓଡ଼ିଶା ଏଫ୍‌ସି ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଲିଗ୍‌ରେ ଓଡ଼ିଶା ତା’ର ପ୍ରଥମ ମ୍ୟାଚ୍‌ରେ ଜାମସେଦପୁର ଏଫସି ଠାରୁ ପରାସ୍ତ ହୋଇଛି। ଜେଆରଡି ସ୍ପୋଟର୍‌ସ କମ୍ପ୍ଲେକ୍ସ ଠାରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?