ଖେଳ

ସିଓଏ କାର୍ଯ୍ୟକାଳ ଶେଷ: ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ଦାୟିତ୍ୱ ନେବେ

ମୁମ୍ବାଇ, ୨୩।୧୦(ପି.ଟି.)- ଭାରତର ଅନ୍ୟତମ ସଫଳତମ ଅଧିନାୟକ ବିବେଚିତ ହେଉଥିବା ସୌରଭ ଗାଙ୍ଗୁଲି ବୁଧବାର ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ପଦର ଦାୟିତ୍ୱ ହାତକୁ ନେବେ। ସେ ୩୯ତମ ଅଧ୍ୟକ୍ଷ ଭାବେ…

କ୍ରିକେଟରେ ‘ଦ ହଣ୍ଡ୍ରେଡ’ ପ୍ରତିଯୋଗିତା: ଜାଣନ୍ତୁ କେମିତି ଖେଳାଯିବ

ନୂଆଦିଲ୍ଲୀ,୨୨।୧୦: କ୍ରିକେଟକୁ ଅଧିକ ରୋମାଞ୍ଚକ କରିବା ପାଇଁ ବିଭିନ୍ନ ଉପାୟ ଆପଣାଯାଉଛି। ଟି-୨୦ଠାରୁ ଆରମ୍ଭ କରି ୧୦ ଓଭର ବିଶିଷ୍ଟ ମ୍ୟାଚ ମଧ୍ୟ ଆୟୋଜନ କରାଯାଉଛି। ଏବେ ‘ଦି ହଣ୍ଡ୍ରେଡ’ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି। ୧୦୦ ବଲ ବିଶିଷ୍ଟ ଏହି…

ବିନୋଦଙ୍କ ପ୍ରତି ଆକ୍ରୋଶ ନ ଥିଲା: ଇଦୁଲ୍‌ଜୀ

ମୁମ୍ବାଇ,୨୨ା୧୦ (ପି.ଟି.)-ଦୀର୍ଘ ୩୩ମାସ ଧରି ଭାରତୀୟ କ୍ରିକେଟ ପରିଚାଳନା ଦାୟିତ୍ୱରେ ରହିଥିବା ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)ର ଅନ୍ତିମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ସିଓଏର ଅନ୍ୟତମ ସଦସ୍ୟା ଡାଏନା ଇଦୁଲ୍‌ଜୀ…

ଭାରତର କ୍ଲିନ୍‌ ସୁଇପ୍‌: ଦକ୍ଷିଣ ଆଫ୍ରିକାର ଇନିଂସ ପରାଜୟ; ରୋହିତ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ

ରାଞ୍ଚି,୨୨।୧୦(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଦଳ ଆଉ ୨ ଉଇକେଟ ହାସଲ କରି ଶେଷରେ ବିଜୟର ଔପଚାରିକତା ପୂରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ମଙ୍ଗଳବାର ଚତୁର୍ଥ ଦିବସରେ ଏକ…

ରାଜ୍ୟସ୍ତରୀୟ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା: ମୟୂରଭଞ୍ଜରୁ ୨୦ ଖେଳାଳି

ବାରିପଦା ଅଫିସ,୨୨ା୧୦- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳକ ଓ ବାଳିକା ବର୍ଗର ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ଜିଲା ଅନ୍ତର୍ଗତ ଚନ୍ଦ୍ରଶେଖର ବେହେରା ଜିଲା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହେବ। ଏହି…

ଏହି କ୍ରିକେଟରଙ୍କ ଭାଇ ବି କ୍ରିକେଟରେ ଜଲଓ୍ବା ଦେଖାଇବାକୁ ଯାଉଛନ୍ତି

କୋଲକାତା,୨୨।୧୦: ଭାରତୀୟ ଦଳର ପେସ୍‌ ବୋଲର ମହମ୍ମଦ ସାମି ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ରେ ଭଲ ପ୍ରଦର୍ଶନ କରିଛନ୍ତି। ସାମିଙ୍କ ପରି ତାଙ୍କ ସାନ ଭାଇ ମହମ୍ମଦ କୈଫ ମଧ୍ୟ କ୍ରିକେଟରେ ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଚଢି…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଶୀର୍ଷ ସ୍ଥାନ ଦୃଢ଼ କଲା ଭାରତ

ଦୁବାଇ, ୨୨।୧୦ (ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ୍‌ ଦଳ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଅନୁଷ୍ଠିତ ୩ୟ ଟେଷ୍ଟ ମ୍ୟାଚ୍‌କୁ ଇନିଂସ ଓ ୨୦୨ ରନର ବୃହତ୍‌ ବ୍ୟବଧାନରେ ଜିତିନେଇଛି। ଏଥିସହ ଭାରତ ସିରିଜକୁ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି।…

୧୫୦୦ତମ ମ୍ୟାଚ୍‌ରେ ଫେଡରରଙ୍କ ବିଜୟ

ବାସେଲ, ୨୨।୧୦ (ଏଏଫ୍‌ପି)- ସୁଇଜରଲାଣ୍ଡର କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ନିଜ କ୍ୟାରିୟରର ୧୫୦୦ତମ ମ୍ୟାଚ୍‌ ଖେଳିଛନ୍ତି। ସୁଇସ୍‌ ଇନ୍‌ଡୋର୍ସ ପ୍ରତିଯୋଗିତା ଅବସରରେ ଫେଡରର ଏହି ମାଇଲଖୁଣ୍ଟ ସ୍ପର୍ଶ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏହି ମ୍ୟାଚ୍‌ରେ ବିଜୟ ଲାଭ…

ବିଶ୍ୱକପ୍‌ ପରେ ପ୍ରଥମଥର ପାଇଁ ଭାରତୀୟ ଡେସିଂ ରୁମ୍‌ରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୨।୧୦: ବିଶ୍ୱକପ୍‌ ପରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରଥମଥର ପାଇଁ ଭାରତୀୟ ଦଳର ଡ୍ରେସିଂ ରୁମରେ ଦେଖିବାକୁ ମିଳିଛି। ରାଞ୍ଚି ଟେଷ୍ଟର ଚତୁର୍ଥ ଦିବସରେ ଧୋନୀ ଡ୍ରେସିଂ ରୁମ୍‌ରେ ଝାଡଖଣ୍ଡ ବୋଲର୍‌ ତଥା ଦକ୍ଷିଣ…

ବାହା ହେବେ ହାର୍ଦ୍ଦିକ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡିଛି। ସେ ଅଭିନେତ୍ରୀ ନତାଶା ଷ୍ଟାନକୋବିଚଙ୍କୁ ବିବାହ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। କେବଳ ଏତିକି ନୁହେଁ, ସେ କୁଆଡେ ନତାଶାଙ୍କୁ ନିଜ…

ଧୋନୀଙ୍କୁ ମନେପକାଇଲେ ପାକିସ୍ତାନ କ୍ରିକେଟରଙ୍କ ସ୍ତ୍ରୀ

କରାଚି,୨୨।୧୦: ପାକିସ୍ତାନ କ୍ରିକେଟ ଟିମର କ୍ୟାପଟେନ ସରଫରାଜ ଅହମ୍ମଦଙ୍କୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଟେଷ୍ଟ ଓ ଟି-୨୦ ଅନ୍ତର୍ଜାତୀୟ ଟିମର କ୍ୟାପଟେନ ପଦରୁ ବହିଷ୍କାର କରିଛି। ତାଙ୍କ ସ୍ଥାନରେ ଆଝାର ଅଲୀଙ୍କୁ ଟେଷ୍ଟ ଏବଂ ବାବର ଆଜମଙ୍କୁ ଟି-୨୦ ଦଳର…

ରାଞ୍ଚି ଟେଷ୍ଟ ହାତେଇ ୩-୦ ସିରିଜ୍‌ କ୍ଲିନ୍‌ ସୁଇପ୍‌ କଲା ଭାରତ

ରାଞ୍ଚି,୨୨।୧୦: ଆଉ ଏକ ବୃହତ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ। ଝାଡଖଣ୍ଡ କ୍ରିକେଟ ଆସୋସିଏସନ (ଜେଏସସିଏ) ଷ୍ଟାଡିୟମରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିବସରେ ଭାରତ ଭ୍ରମଣକାରୀ ଦଳକୁ ଇନିଂଶ ଏବଂ ୨୦୨ ରନ୍‌ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?