ଖେଳ

ରିୟଲ- କଶ୍ମୀର ଖେଳାଳି ପରିବାରକୁ ନେଇ ଚିନ୍ତିତ

କଲ୍ୟାଣୀ(ପଶ୍ଚିମବଙ୍ଗ),୬।୮(ପି.ଟି.)- ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କାଶ୍ମୀରରେ ସୃଷ୍ଟି ହୋଇଥିବା ପରିସ୍ଥିତି ନେଇ ଫୁଟବଲ କ୍ଲବ ରିୟଲ କଶ୍ମୀରର ଖେଳାଳିମାନେ ଚିନ୍ତିତ ରହିଛନ୍ତି। ଖାସ୍‌ କରି ନିଜ ପରିବାର ନେଇ ଏମାନେ ଚିନ୍ତା ପ୍ରକଟ କରିଛନ୍ତି। ଏହା ସତ୍ତ୍ୱେ ଖେଳାଳିମାନେ…

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ ପରେ ୬୭ ବର୍ଷୀୟା ସ୍ବରାଜଙ୍କ ମୃତ୍ୟୁ ଘଟିଥିଲା। ହଠାତ୍‌ ତାଙ୍କ ବିୟୋଗ ପରେ ବହୁ…

ସୁଷମାଙ୍କ ବିୟୋଗରେ କୋହଲିଙ୍କ ଶୋକ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।…

‘ଭିଜି’ ଟ୍ରଫି :ମୁମ୍ବାଇ ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ, ୭ା୮ (ପି.ଟି.)-ଆଗାମୀ ‘ଭିଜି’ ଟ୍ରଫି ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ୧୫ ଜଣିଆ ମୁମ୍ବାଇ ଦଳରେ ସ୍ଥାନ ପାଇଛନ୍ତି। ଭିଜି ଟ୍ରଫି ଆନ୍ଧ୍ର ପ୍ରଦେଶରେ ଅଗଷ୍ଟ ୨୨ରୁ ଖେଳାଯିବ। ଅର୍ଜୁନ ହେଉଛନ୍ତି ଜଣେ ବାମହାତୀ…

ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ

ଜୋହାନ୍ସ ବର୍ଗ, ୭ା୮(ଏଏଫ୍‌ପି)-ଅକ୍ଟୋବରରେ ଖେଳାଯିବାକୁଥିବା ଭାରତ ବିପକ୍ଷ ଟେଷ୍ଟ ସିରିଜରେ ଫାଫ୍‌ ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ଅଧିନାୟକ ଦାୟିତ୍ୱ ତୁଲାଇବେ। କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ)ର ନୂଆ କାର୍ଯ୍ୟକାରୀ ନିର୍ଦ୍ଦେଶକ (କ୍ରିକେଟ) କୋରି ଭାନ୍‌ ଜାଇଲ ମଙ୍ଗଳବାର ପ୍ରକାଶ…

ପ୍ରମୋଦ ଶ୍ରେଷ୍ଠ, ଶୁଭମ୍‌ ଇମର୍ଜିଂ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ବିଶ୍ୱ ଚାମ୍ପିୟନ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ ଚଳିତ ବର୍ଷର ସ୍ପୋଟର୍‌ସଲଗ୍‌ଅନ୍‌ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହିପରି ପାରା ବ୍ୟାଡ୍‌ମିଣ୍ଟନ କୋଚ୍‌ ଶିବ ପ୍ରସାଦ ଦାସ ଶ୍ରେଷ୍ଠ କୋଚ୍‌,…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର: ପ୍ରମୋଦ ଶ୍ରେଷ୍ଠ କ୍ରୀଡ଼ାବିତ୍‌

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ପାରା ଆଥଲେଟ୍‌ ପ୍ରମୋଦ ଭଗତ ୨୦୧୮ ମସିହା ପାଇଁ ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ପୁରସ୍କାର ପାଇଁ କମିଟି ବୈଠକ ବସି ଏହି ନିଷ୍ପତ୍ତି ନିଆ ଯାଇଛି। ମିଳିଥିବା ସୂଚନା ଅନୁସାରେ…

ଟି୨୦ ସିରିଜ: ଭାରତର କ୍ଲିନ୍‌ ସୁଇପ୍‌

ଗୁୟାନା, ୭।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୫ଟି ବଲ୍‌ ବାକି ଥାଇ ୭ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଏଥିସହ ଭାରତ ୩-୦ରେ…

ବିଶ୍ୱ ବ୍ୟାଡମିଣ୍ଟନ୍‌ ର଼୍ୟାଙ୍କିଙ୍ଗ୍‌: ନବମସ୍ଥାନକୁ ଉଠିଲେ ରାଙ୍କିରେଡ୍ଡୀ- ସେଟ୍ଟୀ

ନୂଆଦିଲ୍ଲୀ,୭।୮(ପି.ଟି.)- ସଦ୍ୟ ପ୍ରକାଶିତ ବିଶ୍ୱ ବ୍ୟାଡିମିଣ୍ଟନ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଡବଲ୍ସ ଯୋଡି ସାତ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଉନ୍ନତି କରିଛନ୍ତି। ଡବଲ୍ସ ର଼୍ୟାଙ୍କିଙ୍ଗ୍‌ରେ ଏହି ଯୋଡି ୭ଟି ସ୍ଥାନ ଉପରକୁ ଶ୍ରେଷ୍ଠ-୧୦ରେ ପ୍ରବେଶ କରିଛନ୍ତି। ଥାଇଲାଣ୍ଡ ଓପନ୍‌ରେ ଐତିହାସିକ…

ଟୁର୍‌ ଅଫ୍‌ ପୋଲାଣ୍ଡ ସାଇକ୍ଲିଂ: ଲାମ୍ବ୍ରେଚ୍‌ଙ୍କ ମୃତ୍ୟୁ ପାଇଁ ୪ର୍ଥ ଷ୍ଟେଜ୍‌ ରେସ୍‌ ବାତିଲ

ଓ୍ବାରସ, ୬ା୮ (ଏଏଫ୍‌ପି)- ବେଲଜିୟମର ରାଇଡର ବ୍ୟର୍ଗ ଲାମ୍ବ୍ରେଚ୍‌ଙ୍କ ମୃତ୍ୟୁ କାରଣରୁ ଚଳିତ ଆୟୋଜକମାନେ ଚଳିତ ଟୁର୍‌ ଅଫ୍‌ ପୋଲାଣ୍ଡ ସାଇକେଲ ରେସ୍‌ର ଚତୁର୍ଥ ଷ୍ଟେଜ୍‌କୁ ବାତିଲ କରିଦେଇଛନ୍ତି। ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଟିମ୍‌ଗୁଡ଼ିକର ସହମତି କ୍ରମେ ବ୍ୟର୍ଗଙ୍କୁ ସମ୍ମାନ ଜଣାଇ…

ହର୍ଡଲ୍ସ ତାରକା ସାଲି ପିୟରସନଙ୍କ ଅବସର ଘୋଷଣା

ସିଡନୀ,୬।୮(ଏଏଫ୍‌ପି)- ଅଷ୍ଟ୍ରେଲିଆ ମହିଳା ହର୍ଡଲ୍ସ ବିଶ୍ୱଚାମ୍ପିୟନ ସାଲି ପିୟରସନ ମଙ୍ଗଳବାର ଅବସର ଘୋଷଣା କରିଛନ୍ତି। କ୍ରମାଗତ ଭାବେ ଇଞ୍ଜୁରିର ଶିକାର ହେବା କାରଣରୁ ସେ ସମସ୍ତଙ୍କୁ ଚକିତ କରି ଏହି ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସରେ ତାଙ୍କର…

ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ପ୍ରେମ କରି ବିବାହ କରିଥିଲେ ଏହିସବୁ କ୍ରିକେଟର୍‌

କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ୍‌। କ୍ରିକେଟର୍‌ମାନଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ମନ ଦେଇ ବସିିଛନ୍ତି। ପ୍ରଥମେ ବିବାଦ ଦେଖାଦେଇଥିଲେ ମଧ୍ୟ ଶେଷରେ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri