ଖେଳ

ଡେଭିସ୍‌ କପ୍‌: ପାକିସ୍ତାନ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୫ା୮(ପି.ଟି.)-ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ପାଇଁ ସୋମବାର ପ୍ରଜନେଶ ଗୁଣେଶ୍ୱରନଙ୍କ ନେତୃତ୍ୱରେ ଭାରତୀୟ ଟେନିସ ଦଳ ଘୋଷଣା କରାଯାଇଛି। ସୁମିତ ନାଗପାଲଙ୍କ ବ୍ୟତୀତ ଅନ୍ୟ ସମସ୍ତ ଟପ୍‌ ଖେଳାଳି ଉପଲବ୍ଧ ଥିବା ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଏଟିଏ) ସିଲେକ୍ସନ…

ଝେଙ୍ଗ୍‌ଙ୍କୁ ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ

ଲସ୍‌ଆଞ୍ଜେଲ୍ସ, ୫ା୮ (ଏଏଫ୍‌ପି): ଚାଇନାର ଝେଙ୍ଗ୍‌ ସାଇସାଇ ତାଙ୍କ ଟେନିସ କ୍ୟାରିୟରର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ସାନ୍‌ଜୋସ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଚତୁର୍ଥ ସିଡ୍‌ ତଥା ବେଲରୁଷର ଆରିନା ସାବାଲେଙ୍କାଙ୍କୁ ୬-୩,…

ବିଶ୍ୱ ଚାମ୍ପିୟନଶିପ୍‌ରୁ ଓହରିଲେ ମାରିନ

ନୂଆଦିଲ୍ଲୀ,୫।୮- ରିଓ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକଧାରୀ କାରୋଲିନା ମାରିନ ଆଗାମୀ ବିଡ୍‌ବ୍ଲୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରୁ ଓହରି ଯାଇଛନ୍ତି। ଅହତ ସମସ୍ୟା ଦେଇ ଗତି କରୁଥିବା ସ୍ପାନିଶ ଖେଳାଳି ଇଭେଣ୍ଟ ପୂର୍ବରୁ ସମ୍ପୂର୍ଣ୍ଣ ଫିଟ୍‌ ହୋଇପାରିବେ ନାହିଁ ଜାଣିବା ପରେ ଏହି ଘୋଷଣା…

ଭିଟୋରିଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୫।୮(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ସୋମବାର କିମ୍ବଦନ୍ତୀ ସ୍ପିନର ଡାନିଏଲ ଭିଟୋରିଙ୍କୁ ସମ୍ମାନ ଜଣାଇ ତାଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଇଛି। ଫଳରେ ଦେଶର ଆଉ କୌଣସି କ୍ରିକେଟର ୧୧ ନଂ ଜର୍ସି ପରିଧାନ କରିପାରିବେ ନାହିଁ। କେବଳ ଭିଟୋରି…

ଜାହିରଙ୍କ ଭଳି ଖେଳିବାକୁ ଚାହେଁ: ଖଲିଲ

ନୂଆଦିଲ୍ଲୀ,୫।୮(ପି.ଟି.)- ବର୍ଷ ବର୍ଷ ଧରି ଭାରତୀୟ ଦଳ ପାଇଁ ପ୍ରତିଭାସମ୍ପନ୍ନ ବାମହାତୀ ପେସରମାନେ ଲମ୍ବା ସମୟ ଧରି ପ୍ରତିନିଧିତ୍ୱ କରିଆସିଛନ୍ତି। ଜାହିର ଖାନ, ଆଶିଷ ନେହେରା ଓ ଇର୍ଫାନ ପଠାନ ଭାରତକୁ ବହୁତ ମ୍ୟାଚ୍‌ ଜିତାଇଛନ୍ତି। ବରିନ୍ଦର ସ୍ରନ ଓ ଜୟଦେବ…

ସଇନି ଦଣ୍ଡିତ

ନୂଆଦିଲ୍ଲୀ,୫।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଭାରତୀୟ ପେସର ନପଦୀପ ସଇନିଙ୍କୁ ଦଣ୍ଡିତ କରାଯାଇଛି। ଆମେରିକାର ଫ୍ଲୋରିଡାଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ସେ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ନିୟମ ଭଙ୍ଗ କରିଛନ୍ତି। ଏହି ଘଟଣା…

ଡେଭିସ କପ୍‌ରେ ଆମେ ଭାରତକୁ ହରାଇପାରିବୁ: ଅଖିଲ ଖାଁ

କରାଚୀ,୫।୮(ପି.ଟି.)- ପାକିସ୍ତାନ ଅପେକ୍ଷା ଭାରତରେ ଟେନିସ କ୍ରୀଡ଼ାର ଅଧିକ ଉନ୍ନତି ହୋଇଥିବା ଭେଟେରାନ ସିଙ୍ଗଲ୍ସ ଖେଳାଳି ଅକିଲ ଖାଁ ସ୍ବୀକାର କହିଛନ୍ତି। କିନ୍ତୁ ଇସଲାମାବାଦ୍‌ଠାରେ ହେବାକୁ ଥିବା ଡେଭିସ କପ୍‌ରେ ଭାରତକୁ ପାକିସ୍ତାନ ହରାଇପାରିବ ବୋଲି ସେ ବିଶ୍ୱାସ ରଖିଛନ୍ତି। ଦୁଇ…

ବଡ଼ ଭାଇଙ୍କୁ ନେଇ ଧୋନୀ ମୁହଁ ଖୋଲନ୍ତି ନାହିଁ କାହିଁକି

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ କରିଛନ୍ତି ମାହି। କେବଳ କ୍ରିକେଟ ନୁହେଁ, ଫୁଟବଲ୍‌ ଖେଳିବାରେ ମଧ୍ୟ ସେ ମାହିର୍‌। ଧୋନୀଙ୍କ…

୪୪ ବର୍ଷ ପୂର୍ବେ ଷ୍ଟାଡିୟମରେ ପଶି ଏହି ଭାରତୀୟ ଖେଳାଳିଙ୍କୁ ଚୁମ୍ବନ ଦେଇଥିଲେ ଶାଢ଼ି ପିନ୍ଧା ମହିଳା

ଏବେ ସୋସିଆଲ ମିଡିଆରେ ଶାଢ଼ି ଟ୍ରେଣ୍ଡ୍‌ ଚାଲିଛି। ସେଲିବ୍ରିଟିମାନେ ଶାଢ଼ି ପିନ୍ଧି ଫଟୋ ଶେୟାର କରୁଛନ୍ତି। ଏସବୁ ଭିତରେ ଏବେ ଏକ ଶାଢ଼ି ପିନ୍ଧା ମହିଳାଙ୍କ ୪୪ ବର୍ଷ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଶାଢି ପିନ୍ଧି…

ପାକିସ୍ତାନ ଦଳର ନେତୃତ୍ୱରେ ପରିବର୍ତ୍ତନ ଦରକାର: ଆର୍ଥର

କରାଚୀ,୫।୮(ପି.ଟି.)- ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ପଦରୁ ସର୍ଫରାଜ ଅହମ୍ମଦଙ୍କୁ ହଟାଇବାକୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟ କୋଚ୍‌ ମିକି ଆର୍ଥର। ଏଥିସହିତ ପିସିବି କ୍ରିକେଟ କମିଟିକୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି। ତାଙ୍କୁ ଆଉ ୨ ବର୍ଷ କୋଚ୍‌ ପଦରେ…

ବିବାହରେ ଭାରତୀୟ କ୍ରିକେଟରଙ୍କୁୁ ଆମନ୍ତ୍ରଣ କରିବେ ହସନ ଅଲି

କରାଚୀ,୫।୮(ପି.ଟି.)- ପାକିସ୍ତାନ ପେସର ହସନ ଅଲି ସେପ୍ଟେମ୍ବର ୨୦ରେ ଭାରତୀୟ ନାଗରିକ ସମିଆ ଆର୍ଜୁଙ୍କୁ ଦୁବାଇଠାରେ ବିବାହ କରିବେ। ତାଙ୍କ ବିବାହ ଉତ୍ସବକୁ ଭାରତୀୟ କ୍ରିକେଟରଙ୍କୁ ଆମନ୍ତ୍ରଣ କରିବେ ବୋଲି ସେ କହିଛନ୍ତି। କିନ୍ତୁ କେଉଁ ଭାରତୀୟ କ୍ରିକେଟରଙ୍କୁ ଆମନ୍ତ୍ରଣ କରିବେ,…

ବନ୍ୟା ପୀଡିତଙ୍କୁ ଖାଦ୍ୟ ବାଣ୍ଟିଲେ ପଠାନ୍‌ ବ୍ରଦର୍ସ

ଗାନ୍ଧିନଗର, ୫।୮: ଗୁଜରାଟରେ ଏବେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବଡୋଦରାରେ ବନ୍ୟା ପାଣି ଘରେ ପଶିଯିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଏଭଳି ବିପଦ ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri