ଖେଳ

ଅବସର ନେଲେ ହଳଧର

କଟକ ଅଫିସ,୨୧ା୧୦- ହଳଧର ଦାସ ରାଜ୍ୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଆଉ ରାଜ୍ୟ ଦଳରୁ ଖେଳିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଏ ନେଇ ହଳଧର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ପାଦକ ସଞ୍ଜୟ ବେହେରାଙ୍କୁ ରବିବାର…

ପ୍ରମୋଦଙ୍କ ପଏଣ୍ଟ ୬୩୦୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଡେନ୍‌ମାର୍କର କୋପେନହାଗେନଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ୨ଟି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଏଥି ସହିତ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ତାଙ୍କର ର଼୍ୟାଙ୍କିଙ୍ଗ ପଏଣ୍ଟ ୬,୩୦୦ରେ ପହଞ୍ଚିଛି। ଫଳରେ…

ଦୂତୀ ଭୋଗ୍‌ ଇଣ୍ଡିଆ ସ୍ପୋର୍ଟ୍ସପର୍ଶନ ଅଫ୍‌ ଦି ଇୟର

ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଭୋଗ୍‌ ଇଣ୍ଡିଆ ମାଗାଜିନ ପକ୍ଷରୁ ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦଙ୍କୁ ସ୍ପୋର୍ଟ୍ସ ପର୍ଶନ ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଛି। ବମ୍ବେଠାରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ବିଭିନ୍ନ ବିଭାଗରେ ଶ୍ରେଷ୍ଠତ୍ୱ ପାଇଁ…

ବସ୍‌ ଦୁର୍ଘଟଣା: ଓଡ଼ିଶା ଜୁଡୋ ଖେଳାଳି ଆହତ

ଭୁବନେଶ୍ୱର, ୨୧ା୧୦ (ସ୍ପୋଟର୍‌ସ ବ୍ୟୁରୋ)-ଶନିବାର ରାତିରେ ଏକ ବସ୍‌ ଦୁର୍ଘଟଣାରେ ଓଡ଼ିଶା ଜୁଡୋ ଖେଳାଳିମାନେ ଆହତ ହୋଇଛନ୍ତି। ଖବର ଅନୁସାରେ ଅକ୍ଟୋବର ୧୪ରୁ ୧୯ ପର୍ଯ୍ୟନ୍ତ ଆୟୋଜିତ ଜାତୀୟ ସବ୍‌ଜୁନିୟର ଏବଂ କ୍ୟାଡେଟ୍‌ ଜୁଡୋ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ ଲାଗି ଏକ ୨୯…

ଉମେଶ ଯାଦବଙ୍କ କୃତିତ୍ୱ

ରାଞ୍ଚି, ୨୧।୧୦- ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏଠାରେ ଚାଲିଥିବା ଅନ୍ତିମ ତଥା ୩ୟ ଟେଷ୍ଟର ୨ୟ ଦିବସରେ ଭାରତର ଉମେଶ ଯାଦବ ତାଙ୍କ ବ୍ୟାଟିଂ ଦକ୍ଷତା ପାଇଁ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଭାରତ ଇନିଂସର ଶେଷ ଭାଗରେ ବ୍ୟାଟିଂ କରିବାକୁ ଆସିଥିବା…

ରଗ୍‌ବୀ ବିଶ୍ୱକପ: ଜାପାନ ଯିବେ ଓଡ଼ିଶାର ମନ୍ଦୁଇ

ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଜାପାନରେ ହେବାକୁ ଯାଉଥିବା ରଗ୍‌ବୀ ବିଶ୍ୱକପକୁ ନିକଟରୁ ଦେଖିବା ପାଇଁ ଓଡ଼ିଶାର ପ୍ରତିଭା ସମ୍ପନ୍ନ ଖେଳାଳି ମନ୍ଦୁଇ ସଏଙ୍କ ପାଇଁ ସୁଯୋଗ ଆସିଛି। ଇଣ୍ଡିଆନ ରଗ୍‌ବୀ ୟୁନିୟନ ପକ୍ଷରୁ ଲକି ଡ୍ର ଜରିଆରେ ୮ (୪ ବାଳିକା,…

ଟାଇଟଲ ବଜାୟ ଲକ୍ଷ୍ୟରେ ବେଙ୍ଗାଲୁରୁ ଏଫ୍‌ସି

ବେଙ୍ଗାଲୁରୁ, ୨୦ା୧୦ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ରେ ଗତଥରର ଚାମ୍ପିୟନ ବେଙ୍ଗାଲୁରୁ ଏଫ୍‌ସି ଏହାର ପ୍ରଥମ ମ୍ୟାଚ ସୋମବାର ନର୍ଥଇଷ୍ଟ ୟୁନାଇଟେଡ୍‌ ବିପକ୍ଷରେ ଖେଳିବ। ଭାରତର ଘରୋଇ ଫୁଟ୍‌ବଲ ଇତିହାସରେ ସ୍ଥିର ପ୍ରଦର୍ଶନ କରିଆସୁଥିବା ଏହି ଦଳରେ ଅଧିନାୟକ ସୁନୀଲ…

ମାର୍କ୍ୱେଜଙ୍କୁ ସିଜନର ୧୦ମ ଟାଇଟଲ

ମୋଟେଗି (ଜାପାନ), ୨୦ା୧୦ (ପି.ଟି.)-ରେପସୋଲ ହୋଣ୍ଡା ଟିମ୍‌ର ବିଶ୍ୱ ଚାମ୍ପିୟନ ମାର୍କ ମାର୍କ୍ୱେଜ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ଜାପାନର ଟ୍ବିନ ରିଙ୍ଗ୍‌ ମୋଟେଗିଠାରେ ଅନୁଷ୍ଠିତ ମୋତୁଲ ଗ୍ରାଁ ପ୍ରିରେ ସେ ଚଳିତ ସିଜନରେ ତାଙ୍କର ୧୦ମ ଟାଇଟଲ ହାସଲ…

ହିଜାବ ପରିହିତା ଫୁଟ୍‌ବଲରଙ୍କୁ ସାହାଯ୍ୟ କଲେ ପ୍ରତିପକ୍ଷ ଖେଳାଳି

ପ୍ୟାରିସ,୨୦।୧୦- ନିକଟରେ ଏକ ମହିଳା ଫୁଟବଲ ମ୍ୟାଚ୍‌ରେ ଘଟିଥିବା ଘଟଣା ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଧୁ ପାଲଟିଛି। ଜୋର୍ଡାନର ଶାବାବ ଅଲ ଓର୍ଡନ କ୍ଲବ ଓ ଆରବ ଅର୍ଥଡକ୍ସ କ୍ଲବ ମଧ୍ୟରେ ଓ୍ବାଫ ମହିଳା କ୍ଲବ ଚାମ୍ପିୟନଶିପ୍‌ ମ୍ୟାଚ୍‌ ଖେଳାଯାଇଥିଲା।…

ରୋହିତଙ୍କ ଦ୍ୱିଶତକ: ଖେଳ ରୋକିଲା ଖରାପ ଆଲୋକ

ରାଞ୍ଚି,୨୦।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନ ମଧ୍ୟ ଖରାପ ଆଲୋକ ଯୋଗୁ ଶୀଘ୍ର ଖେଳ ବନ୍ଦ ହୋଇଯାଇଛି। ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୪/୩ରୁ ବ୍ୟାଟିଂ ଆରମ୍ଭ…

ସେହ୍ବାଗ ପାଳିଲେ ଜନ୍ମଦିନ

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ରବିବାର ୪୧ତମ ଜନ୍ମଦିନ ପାଳନ କରିଛନ୍ତି। ନିଜ କ୍ରିକେଟିଂ କ୍ୟାରିୟରରେ ବୋଲରଙ୍କ ଦୁଃସ୍ବପ୍ନ ପାଲଟିଥିବା ସେହ୍ବାଗ ଭାରତ ପାଇଁ ସମସ୍ତ ଫର୍ମାଟରେ ମ୍ୟାଚ୍‌ ଓ୍ବିନର ଥିଲେ। ଏକମାତ୍ର ଭାରତୀୟ ଭାବେ ଟେଷ୍ଟରେ ଦୁଇ…

୬ ବର୍ଷୀୟା ପାକିସ୍ତାନ ଝିଅକୁ ସାହାଯ୍ୟର ହାତ ବଢ଼ାଇଲେ ଗମ୍ଭୀର

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ହସ୍ତକ୍ଷେପ ପରେ ଜଣେ ୬ ବର୍ଷୀୟା ପାକିସ୍ତାନ ଝିଅର ମେଡିକାଲ ଭିଜାକୁ ମଞ୍ଜୁରି ମିଳିଛି। ଏ ସମ୍ପର୍କରେ ଗମ୍ଭୀର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଯୋଗାଯୋଗ କରିଥିଲେ। ପରେ ଓମାଇମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?