ଖେଳ

ସଚିନ, ସେହ୍ବାଗଙ୍କ କ୍ଲବରେ ରୋହିତ

ରାଞ୍ଚି,୨୦।୧୦- ଦିନିକିଆ ଓ ଟେଷ୍ଟ ଫର୍ମାଟରେ ଦ୍ୱିଶତକ କରିବାରେ ରୋହିତ ଶର୍ମା ବିଶ୍ୱର ୪ର୍ଥ ବ୍ୟାଟ୍ସମ୍ୟାନ। ନୂଆ କରି ଓପନର ଭାବେ ଟେଷ୍ଟରେ ଖେଳୁଥିବା ରୋହିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ତଥା ୩ୟ ଟେଷ୍ଟରେ ୨୧୨ ରନ୍‌ର ଇନିଂସ ଖେଳି…

ରୋହିତଙ୍କ ପ୍ରଥମ ଟେଷ୍ଟ ଦ୍ୱିଶତକ

ରୋହିତଙ୍କ ପ୍ରଥମ ଟେଷ୍ଟ ଦ୍ୱିଶତକ ରାଞ୍ଚି,୨୦।୧୦- ଦିନିକିଆ ଫର୍ମାଟରେ ୩ ଦ୍ୱିଶତକ କରିସାରିଥିବା ଭାରତୀୟ ଓପନର ରୋହିତ ଶର୍ମା ନିଜ କ୍ୟାରିୟରରେ ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟର ୮୭ତମ ଓଭରର…

୩ ବର୍ଷ ପରେ ରାହାନେଙ୍କ ଶତକ

ରାଞ୍ଚି,୨୦।୧୦- ଭାରତୀୟ ଟେଷ୍ଟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରହାନେ ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ଘରୋଇ ମାଟିରେ ଶତକ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟର ରାହାନେ ୬୯ତମ ଓଭରରେ ପେସର ଆନରିଚ ନର୍ଟଜେଙ୍କ…

ବାଂଲାଦେଶ ଟି୨୦ ସିରିଜ୍‌: କୋହଲିଙ୍କୁ ଦିଆଯାଇପାରେ ବିଶ୍ରାମ

ନୂଆଦିଲ୍ଲୀ,୨୦।୧୦(ପି.ଟି.)- ଆସନ୍ତା ନଭେମ୍ବର ୩ ତାରିଖରୁ ବାଂଲାଦେଶ ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳାଯିବ। ଏହି ସିରିଜ୍‌ ଲାଗି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇପାରେ। ଗତବର୍ଷ ଅକ୍ଟୋବରଠାରୁ ଭାରତୀୟ ଦଳ ଏପର୍ଯ୍ୟନ୍ତ ୫୬…

ମୁମ୍ବାଇ ଇଣ୍ଡିଆନ୍ସରୁ ପପୁଙ୍କୁ ଡାକରା

କଟକ ଅଫିସ,୨୦ା୧୦- ଓଡ଼ିଶା ସିନିୟର କ୍ରିକେଟ ଦଳର ବାମହାତୀ ଅର୍ଥୋଡକ୍ସ ପପୁ ରାୟଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଦଳରୁ ଡାକରା ଆସିଛି। ଭାରତୀୟ ପ୍ରିମିୟର ଲିଗ୍‌(ଆଇପିଏଲ)ର ସର୍ବାଧିକ ଟାଇଟଲ ବିଜୟୀ ଦଳ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଆସନ୍ତା ୨୩ ଓ ୨୪ ତାରିଖରେ…

ଦ୍ୱିପାକ୍ଷିକ ଟେଷ୍ଟ ସିରିଜରେ ସର୍ବାଧିକ ଛକା

ରାଞ୍ଚତ୍, ୨୦।୧୦- ରୋହିତ୍‌ ଶର୍ମାଙ୍କ ନାମରେ ଆଉ ଏକ ରେକର୍ଡ ଯୋଡ଼ି ହୋଇଛି। କୌଣସି ଦ୍ୱିପାକ୍ଷିକ ଟେଷ୍ଟ ସିରିଜରେ ସର୍ବାଧିକ ଛକା ମାରିବାର ରେକର୍ଡର ଅଧିକାରୀ ରୋହିତ୍‌ ହୋଇଛନ୍ତି। ଏଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ୩ୟ ଟେଷ୍ଟ…

ଚେଲସି ଏଫ୍‌ସି ଭାରତ ଆମ୍ବାସାଡର ଅର୍ଜୁନ କପୁର

ନୂଆଦିଲ୍ଲୀ,୨୦।୧୦- ବଲିଉଡ ଷ୍ଟାର ଅଜୁର୍ନ କପୁରଙ୍କୁ ଇଂଲିଶ ପ୍ରିମିୟର ଲିଗ୍‌ କ୍ଲବ ଚେଲସି ଏଫ୍‌ସି ଦଳର ଭାରତ ପାଇଁ ଆମ୍ବାସାଡର ନିଯୁକ୍ତ କରାଯାଇଛି। ଏ ନେଇ ଅର୍ଜୁନ ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରି ସୂଚନା ଦେଇଛନ୍ତି। ଫଟୋରେ ଅର୍ଜୁନଙ୍କ ସହ ରହିଛନ୍ତି…

ମହିଳା ବିବିଏଲ: ପଡ଼ିଆରେ ମହିଳା କ୍ରିକେଟରଙ୍କୁ ବିବାହ ନିବେଦନ

ଆଡିଲେଡ୍‌,୨୦।୧୦- ଚଳିତ ମହିଳା ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ଶନିବାର ମେଲବୋର୍ନ ରେନେଗାଡେସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ ଜିତିବା ପରେ ଆଡିଲେଡ୍‌ ଷ୍ଟ୍ରାଇକର୍ସ ଲେଗ୍‌ ସ୍ପିନର ଆମାଣ୍ଡା ଜାଡେ ଓ୍ବେଲିଂଟନ ଦଳୀୟ ଖେଳାଳିଙ୍କ ସହ ଫଟୋ ନେଉଥିବାବେଳେ ତାଙ୍କୁ ଆଶ୍ଚର୍ଯ୍ୟ କଲା…

ଏମ୍‌ଏସ୍‌ଜିଙ୍କ ଗୋଲରେ ଜିତିଲା ବାର୍ସିଲୋନା

ମାଡ୍ରିଡ୍‌,୨୦।୧୦(ଏଏଫ୍‌ପି)- ଏମ୍‌ଏସ୍‌ଜି ଭାବେ ଜଣାଶୁଣା ବାର୍ସିଲୋନାର ଫରଓ୍ବାର୍ଡ ଲାଇନ ଲିଓନେଲ ମେସି, ଲୁଇସ ସୁଆରେଜ ଓ ଆଣ୍ଟିନୋ ଗ୍ରିଜମ୍ୟାନ ଏଠାରେ ଇବର ବିପକ୍ଷରେ ଶନିବାର ଖେଳାଯାଇଥିବା ଲା ଲିଗା ମ୍ୟାଚ୍‌ରେ ଗୋଲ କରିବାକୁ ସକ୍ଷମ ହୋଇଛନ୍ତି। ପ୍ରତ୍ୟେକ ଗୋଟିଏ ଲେଖାଏ ଗୋଲ…

ଭାରତ ରନର୍ସ ଅପ୍‌

ଜୋହର ବାହରୁ (ମାଲେସିଆ), ୨୦ା୧୦- ଭାରତୀୟ ଜୁନିୟର ପୁରୁଷ ହକି ଦଳ ଏଠାରେ ଚାଲିଥିବା ୯ମ ସୁଲ୍‌ତାନ ଅଫ୍‌ ଜୋହର କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ହାରିଯାଇଛି। ଗ୍ରେଟ୍‌ ବ୍ରିଟେନ ୨-୧ ଗୋଲରେ ବିଜୟ ଲାଭ କରି ଚାମ୍ପିୟନ ହୋଇଛି। ଶନିବାର ଖେଳାଯାଇଥିବା…

ବେଙ୍ଗଲ ଓ୍ବାରିୟର୍ସକୁ ପ୍ରଥମ ଟାଇଟଲ

ଅହମ୍ମଦାବାଦ, ୨୦ା୧୦ (ପି.ଟି.)-ବେଙ୍ଗଲ ଓ୍ବାରିୟର୍ସ ପ୍ରଥମ ଥର ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌)ଟାଇଟଲ ହାସଲ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଫାଇନାଲରେ ଦଳ ୩୯-୩୪ ପଏଣ୍ଟ ବ୍ୟବଧାନରେ ଦବଙ୍ଗ ଦିଲ୍ଲୀକୁ ହରାଇ ଦେଇଛି। ଦିଲ୍ଲୀ ତରଫରୁ ନବୀନ କୁମାର ପୁଣି ଚମତ୍କାର ପ୍ରଦର୍ଶନ…

ମୋଟେଗିରେ ମାର୍କ୍ୱେଜଙ୍କୁ ପ୍ରଥମ ପୋଲ୍‌ ପୋଜିଶନ

ମୋଟେଗି (ଜାପାନ),୧୯ା୧୦ (ପି.ଟି.): ଟିମ୍‌ ରେପ୍‌ସୋଲ ହୋଣ୍ଡାର ମାର୍କ ମାର୍କ୍ୱେଜ ଟ୍ବିନ ରିଙ୍ଗ୍‌ ମୋଟେଗିରେ ପ୍ରଥମ ଥର ମୋଟୋ ଜିପି ପୋଲ୍‌ ପୋଜିଶନ ହାସଲ କରିଛନ୍ତିି। ମାର୍କ୍ୱେଜ କ୍ରମାଗତ ଚତୁର୍ଥ ଥର ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିସାରିଛନ୍ତି। ଚଳିତ କ୍ୟାଲେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?