ଖେଳ

ପ୍ରଥମ ଟି୨୦: ଭାରତ ୪ ଉଇକେଟରେ ବିଜୟୀ

ଲଡରହିଲ,୪।୮(ପି.ଟି.)- ବିଶ୍ୱକପ୍‌ ବିପର୍ଯ୍ୟୟ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ବିଜୟ ହାସଲ କରିଛି। ସ୍ଥାନୀୟ ସେଣ୍ଟ୍ରାଲ ବ୍ରୋଓ୍ବାର୍ଡ ରିଜିଓନାଲ ପାର୍କ ଷ୍ଟାଡିୟମର ଟର୍ଫ ଗ୍ରାଉଣ୍ଡରେ ଶନିବାର ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଲୋ-ସ୍କୋରିଂ…

ବ୍ୟାଟିଂ କୋଚ୍‌ ପାଇଁ ରାଠୋରଙ୍କ ଆବେଦନ

ନୂଆଦିଲ୍ଲୀ, ୩।୮ (ପି.ଟି.)- ପୂର୍ବତନ ଜାତୀୟ ଚୟନକର୍ତ୍ତା ବିକ୍ରମ ରାଠୋର ଭାରତୀୟ ସିନିୟର କ୍ରିକେଟ୍‌ ଦଳର ବ୍ୟାଟିଂ କୋଚ୍‌ ପାଇଁ ଆଶାବାଦୀ ରହିଛନ୍ତି। ଏହି ସମ୍ମାନଜନକ ପଦ ଲାଗି ସେ ଆବେଦନ କରିଥିବା ଜଣାପଡ଼ିଛି। ପୂର୍ବରୁ ଆଇପିଏଲ୍‌ ଦଳ ଦିଲ୍ଲୀ ଡେୟାରଡେଭିଲ୍ସ…

ଟପ୍‌ ୫ରେ ତିସିତ୍‌ସିପାସ୍‌

ଓ୍ବାଶିଂଟନ, ୩ା୮ (ଏଏଫ୍‌ପି)- ଏଠାରେ ଚାଲିଥିବା ଓ୍ବାଶିଂଟନ ଏଟିପି ଓପନ୍‌ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ ଯୋଗୁ ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ସିଙ୍ଗଲ୍ସକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଅଧିକ ସ୍ପଷ୍ଟ ହୋଇଛି। ଅନ୍ୟପକ୍ଷରେ ଗ୍ରୀସ୍‌ର ଷ୍ଟିଫାନସ ତିସିତ୍‌ସିପାସ୍‌ ବିଶ୍ୱର ଟପ୍‌…

ପାକିସ୍ତାନ ହକିର ସହାୟତା ଲାଗି ଆଗେଇ ଆସିଲେ ଅଭିନେତ୍ରୀ ମଓ୍ବେିଶ

କରାଚୀ,୩।୮(ପିଟି)- ଲୋକପ୍ରିୟ ପାକିସ୍ତାନୀ ଅଭିନେତ୍ରୀ ମଓ୍ବେିଶ ହୟାତ ଦେଶରେ ଫିଲ୍ଡ ହକିକୁ ଉଜ୍ଜୀବିତ ରଖିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ହୟାତ ସ୍ଥାନୀୟ ଅବଦୁଲ ସତ୍ତାର ଇଧି ହକି ଷ୍ଟାଡିୟମଠାରେ ଚାଲିଥିବା ଜାତୀୟ ଚାମ୍ପିୟନଶିପବେଳେ ପହଞ୍ଚତ୍ ସଭିଙ୍କୁ ଚକିତ କରିଦେଇଥିଲେ। ସେଠାରେ…

‘ଆରମ୍ଭ ହେଲା ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତି’

ଲଡରହିଲ,୩।୮(ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରୁ ପ୍ରସ୍ତୁତି ଆରମ୍ଭ କଲା ବୋଲି ଅଧିନାୟକ ବିରାଟ କୋହଲି କହିଛନ୍ତି। ମେଗା ଇଭେଣ୍ଟ ପୂର୍ବରୁ ଆମ ନିକଟରେ…

ଶରନ-ଏର୍ଲିଚଙ୍କ ବିଦାୟ

ଲସ୍‌ କାବୋସ(ମେକ୍ସିକୋ),୩।୮(ପି.ଟି.)- ଭାରତର ଡିଭିଜ ଶରନ ଓ ତାଙ୍କ ସାଥୀ ଜୋନାଥନ ଏର୍ଲିଚ ଏଠାରେ ଚାଲିଥିବା ଏଟିପି ୨୫୦ ଲସ୍‌ କାବୋସ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶରନ ଓ ଏର୍ଲିଚ ୨-୬, ୬-୩, ୩-୧୦…

ଫାଇନାଲରେ ରାଙ୍କୀରେଡ୍ଡୀ-ଶେଟ୍ଟି

ବ୍ୟାଙ୍କକ୍‌,୩।୮(ପି.ଟି.)- ସାତ୍ୱିକସାଇରାଜ ରାଙ୍କୀରେଡ୍ଡୀ ଓ ଚିରାଗ ଶେଟ୍ଟି ଶନିବାର ଥାଇଲାଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ପ୍ରଥମ ଭାରତୀୟ ଯୋଡ଼ି ଭାବେ ରାଙ୍କୀରେଡ୍ଡୀ ଓ ଶେଟ୍ଟିଙ୍କ ଯୋଡ଼ି ବିଡବ୍ଲ୍ୟୁଏଫ୍‌ ସୁପର ୫୦୦ ଟୁର୍ନାମେଣ୍ଟ…

ନିରପେକ୍ଷ ଅମ୍ପାୟରଙ୍କୁ ପଣ୍ଟିଂଙ୍କ ସମାଲୋଚନା

ସିଡ୍‌ନୀ,୩।୮(ଏଏଫ୍‌ପି)- ଇଂଲଣ୍ଡର ବର୍ମିଂହାମଠାରେ ଚାଲିଥିବା ପ୍ରଥମ ଆଶେସ ଟେଷ୍ଟରେ ଅମ୍ପାୟରଙ୍କ ବହୁ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିଯୋଗୁ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ରିକି ପଣ୍ଟିଂ ଶନିବାର ନିରପେକ୍ଷ ଅମ୍ପାୟରଙ୍କ ନିୟମକୁ ସମାଲୋଚନା କରିଛନ୍ତି। ଚଳିତ ଟେଷ୍ଟରେ ପାକିସ୍ତାନର ଅଲିମ ଦାର ଓ…

ପାକିସ୍ତାନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ ଶ୍ରୀଲଙ୍କା ପ୍ରତିନିଧି

କରାଚୀ,୩।୮(ପିଟି)- ଶ୍ରୀଲଙ୍କା କ୍ରିକେଟର ଦୁଇଜଣିଆ ପ୍ରତିନିଧି ଦଳ ବୁଧବାର ପାକିସ୍ତାନ ଗସ୍ତ କରିବେ। ସେମାନେ ସେଠାକାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ। ସେମାନଙ୍କ ନିଷ୍ପତ୍ତି ଉପରେ ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ସିରିଜ୍‌ର ଭାଗ୍ୟ ନିର୍ଦ୍ଧାରଣ…

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର କୋଚ୍‌ ପଦ ପାଇଁ ଆବେଦନ କରିବି- ଗାଙ୍ଗୁଲି

କୋଲକାତା,୩।୮- ଆଗାମୀ ଭବିଷ୍ୟତରେ ମୁଁ ଭାରତୀୟ ଦଳର କୋଚ୍‌ ହେବାକୁ ଚାହିଁବି। ହେଲେ ବର୍ତ୍ତମାନ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଲାଗି ଇଚ୍ଛା ନାହିଁ ବୋଲି ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି କହିଛନ୍ତି। ଦାଦା ଭାବେ ପରିଚିତ ୪୭ ବର୍ଷୀୟ ପୂର୍ବତନ କ୍ରିକେଟର…

ଓସିଏ: ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ

କଟକ ଅଫିସ, ୩ା୮- ଖେଳାଳି ଚୟନରେ ପୁଣି ହୋଇଛି ଅନିୟମିତତା। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଲୋଧା କମିଟିର ସୁପାରିସକୁ ଉଲ୍ଲଙ୍ଘନ କରିଛି। ବିନା ଟ୍ରାଏଲ ମ୍ୟାଚ୍‌ କିମ୍ବା ମନୋନୟନ କମିଟିର ପରାମର୍ଶରେ ଗତ ୧୭ ତାରିଖରେ ରାଜ୍ୟ ସିନିୟର ସମ୍ଭାବ୍ୟ ଦଳ…

ଅଲ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: କ୍ୱାର୍ଟର ଫାଇନାଲରେ ଆଶୁତୋଷ

ଚେନ୍ନାଇ, ୩।୮(ପି.ଟି.)- ଏଠାରେ ଚାଲିଥିବା କ୍ୟୁ-ଲଙ୍ଗ୍‌ ଅଲ୍‌ ଇଣ୍ଡିଆ ଓପନ୍‌ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶା କ୍ୟୁ ସ୍ପୋଟର୍‌ସ ତାରକା ଆଶୁତୋଷ ପାଢ଼ୀଙ୍କ ଆକର୍ଷଣୀୟ ପ୍ରଦର୍ଶନ ଅବ୍ୟାହତ ରହିଛି। ଶୁକ୍ରବାର ଅନୁଷ୍ଠିତ ପ୍ରି-କ୍ୱାର୍ଟର ଫାଇନାଲରେ ଏହି ଓଡ଼ିଆ ଖେଳାଳି ଜାତୀୟ ଜୁନିୟରର ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri