ଖେଳ

ଡେନମାର୍କ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ, ଡବଲ୍ସ ସେମିରେ ପ୍ରମୋଦ

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)- ଡେନମାର୍କର କୋପେନହାଗେନଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର ଅନୁଷ୍ଠିତ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ସେ ପେରୁର ପେତ୍ରୋ ପାବ୍‌ଲୋ ଡେଭିନାଟିଙ୍କୁ…

ସୁଲତାନ ଜୋହର କପ୍‌ ହକି :ଭାରତ-ବ୍ରିଟେନ ଫାଇନାଲ ମୁକାବିଲା

ଜୋହର ବାହରୁ(ମାଲେସିଆ), ୧୯।୧୦- ଏଠାରେ ଚାଲିଥିବା ସୁଲତାନ ଜୋହର କପ୍‌ ଜୁନିୟର ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଭାରତ-ଗ୍ରେଟ୍‌ ବ୍ରିଟେନ ମ୍ୟାଚ ୩-୩ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ମଧ୍ୟରେ ଶନିବାର ଫାଇନାଲ ମୁକାବିଲା ହେବ। ପୂର୍ବରୁ ଫାଇନାଲରେ…

ବାଦ୍‌ ପଡ଼ିଲେ ବୀରେନ୍ଦ୍ର

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ ଶୁକ୍ରବାର ଘୋଷିତ ଦଳରୁ ଅଭିଜ୍ଞ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା ବାଦ୍‌ ପଡ଼ିଛନ୍ତି। ଏହା ଓଡ଼ିଶା କ୍ରୀଡ଼ାପ୍ରେମୀଙ୍କୁ ନିରାଶ କରିଛି। ମ୍ୟାଚ କଳିଙ୍ଗ ଷ୍ଟାଡିୟମରେ ହେବାକୁଥିବାବେଳେ ଅଭିଜ୍ଞ ବୀରେନ୍ଦ୍ର ଦଳରେ ସ୍ଥାନ ନ…

ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ ଭାରତୀୟ ହକି ଦଳ

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)- ଆଗାମୀ ନଭେମ୍ବର ୧ ଓ ୨ ତାରିଖରେ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏଥିରେ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଖେଳିବେ। ମହିଳା ଦଳର ପ୍ରତିଦ୍ୱନ୍ଦ୍ୱୀ ଆମେରିକା ଥିବାବେଳେ ପୁରୁଷ…

ସିରିଜ କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ରାଞ୍ଚି,୧୯।୧୦(ପି.ଟି.)- ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍‌ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଆୟୋଜନ ହେବାକୁ ଯାଉଛି। ପ୍ରଥମ ଦୁଇଟି ମ୍ୟାଚ୍‌ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ…

ମହିଳା ସପୋର୍ଟ ଷ୍ଟାଫ୍‌ ନିଯୁକ୍ତି ନେଇ ଇଦୁଲଜୀ, ଶାନ୍ତାଙ୍କ ଆପତ୍ତି

ନୂଆଦିଲ୍ଲୀ,୧୯।୧୦(ପି.ଟି.)- କ୍ରିକେଟ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଏନା ଇଦୁଲଜୀ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନୂଆ ଆପେକ୍ସ କାଉନ୍‌ସିଲ ସଦସ୍ୟା ଶାନ୍ତା ରଙ୍ଗାସ୍ବାମୀ ଭାରତୀୟ ମହିଳା କ୍ରିକେଟ ଦଳର ସପୋର୍ଟ ଷ୍ଟାଫ୍‌ ନିଯୁକ୍ତି ନେଇ ଅସନ୍ତୋଷ ଜାହିର…

ପ୍ରୋ କବାଡ଼ି ଲିଗ୍‌: ଦବଙ୍ଗ- ଓ୍ବାରିୟର୍ସ ଟାଇଟଲ ମୁକାବଲା

ଅହମ୍ମଦାବାଦ,୧୯।୧୦(ପି.ଟି.)-ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ର ଚଳିତ ସପ୍ତମ ସଂସ୍କରଣ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଟାଇଟଲ ପାଇଁ ଦବଙ୍ଗ ଦିଲ୍ଲୀ ଓ ବେଙ୍ଗଲ ଓ୍ବାରିୟର୍ସ ଫାଇନାଲ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଉଭୟ ଦଳ ପ୍ରଥମ ଫାଇନାଲ ଖେଳିବାକୁ ଯାଉଥିବାରୁ ଏଥର କେପିଏଲ୍‌ରେ…

ପୂର୍ବତନ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନଙ୍କୁ ୫ ବର୍ଷ ଜେଲ୍‌

ଜୋହାନ୍ସବର୍ଗ, ୧୮ା୧୦ (ଏଏଫ୍‌ପି)-ଦୁର୍ନୀତି ଅଭିଯୋଗରେ ଦକ୍ଷିଣ ଆଫ୍ରିକାର ଜଣେ ପୂର୍ବତନ ବ୍ୟାଟ୍ସମ୍ୟାନ ଗୁଲାମ ବୋଦିଙ୍କୁ ୫ବର୍ଷ ଜେଲ୍‌ ଦଣ୍ଡ ହୋଇଛି। ବୋଦି ନିଜ ଦେଶ ତରଫରୁ ମାତ୍ର ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିଛନ୍ତି। ତାଙ୍କ ବିରୋଧରେ ହୋଇଥିବା ୮ଟି ଦୁର୍ନୀତି…

ଟ୍ରେଭର ବେଲିସ୍‌ ଟିମ୍‌ ଆବୁଧାବି କୋଚ୍‌

ଆବୁଧାବି, ୧୮ା୧୦ (ପି.ଟି.)-ଏଠାରେ ନଭେମ୍ବର ୧୫ରୁ ଆରମ୍ଭ ହେବାକୁଥିବା ଟି୧୦ ଟୁର୍ନାମେଣ୍ଟ ଲାଗି ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଆବୁଧାବି ଟିମ୍‌ର ଅଧିନାୟକ ଦାୟିତ୍ୱ ତୁଲାଇବାକୁ ଥିବାବେଳେ ବିଶ୍ୱକପ୍‌ ବିଜୟୀ କୋଚ୍‌ ଟ୍ରେଭର ବେଲିସ୍‌ ଦଳର କୋଚ୍‌ ଦାୟିତ୍ୱ ତୁଲାଇବେ। ବାର୍ଷିକ…

ଲେଗ୍‌ ସ୍ପିନର ନ ଖେଳାଇବାରୁ ବିଦା ହେଲେ ଦୁଇ କୋଚ୍‌

ଢାକା,୧୮।୧୦(ପି.ଟି.)- ଅନ୍ତର୍ଜାତୀୟ ସ୍ତରରେ ବାଂଲାଦେଶର ବ୍ୟାଟ୍ସମ୍ୟାନମାନେ ଲେଗ୍‌ ସ୍ପିନରଙ୍କ ସାମ୍ନାରେ ସଂଘର୍ଷ କରୁଥିତ୍ବାରୁ ବିସିବି ଏବେ ଲେଗ୍‌ ସ୍ପିନରଙ୍କୁ ଏବେ ଅଧିକ ଗୁରୁତ୍ୱ ଦେଉଛି। ଜାତୀୟ କ୍ରିକେଟ ଲିଗ୍‌ର ଦୁଇ ଦଳରେ ଲେଗ୍‌ ସ୍ପିନରଙ୍କୁ ସାମିଲ ନ କରିବାରୁ ଦୁଇ କୋଚ୍‌ଙ୍କୁ…

ସର୍ଫରାଜଙ୍କ ହାତରୁ ଗଲା ଟେଷ୍ଟ, ଟି୨୦ ନେତୃତ୍ୱ

କରାଚୀ,୧୮।୧୦- ସର୍ଫରାଜ ଅହମ୍ମଦଙ୍କୁ ଶୁକ୍ରବାର ପାକିସ୍ତାନ ଟେଷ୍ଟ ଓ ଟି୨୦ ଦଳର ଅଧିନାୟକ ପଦରୁ ବିଦା କରାଯାଇଛି। ଶ୍ରୀଲଙ୍କା ବିପକ୍ଷ ଘରୋଇ ସିରିଜ୍‌ରେ ପରାଜୟ ଯୋଗୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଶୁକ୍ରବାର ହୋଇଥିବା ବିଧିବଦ୍ଧ…

ଭିନ୍ନ ଲୁକ୍‌ରେ ହିଟ୍‌ମ୍ୟାନ୍‌

ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା। କରବାଚୌଥରେ ସ୍ତ୍ରୀ ରିତିକା ସଜଦେହଙ୍କ ସହ ଫଟୋ ନିଜ ଇନଷ୍ଟାଗ୍ରାମରେ ଅପଲୋଡ କରିଥିଲେ ରୋହିତ। ଯେଉଁଥିରେ ତାଙ୍କୁ କ୍ଲିନ୍‌ସେଭ୍‌ରେ ଦେଖିବାକୁ ମିଳିଥିଲା। ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?