ଖେଳ

ଉମାଖାନୋଭ ଅନ୍ତର୍ଜାତୀୟ ବକ୍ସିଂ: ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ନୀରଜ

ନୂଆଦିଲ୍ଲୀ,୩।୮(ପି.ଟି.)- ରୁଷିଆର କାସ୍‌ପିସ୍କଠାରେ ଚାଲିଥିବା ମାଗୋମେଡ ସଲାମ ଉମାଖାନୋଭ ସ୍ମାରକୀ ଅନ୍ତର୍ଜାତୀୟ ବକ୍ସିଂ ଟୁର୍ନାମେଣ୍ଟରେ ଭାରତ ନୀରଜ ଫାଇନାଲରେ ପ୍ରବେଶ କରିଛନ୍ତି। ଇଣ୍ଡିଆ ଓପନ ଗୋଲ୍ଡ ମେଡାଲିଷ୍ଟ ନୀରଜ ସେମିଫାଇନାଲରେ ୨୦୧୬ ବିଶ୍ୱ ଚାମ୍ପିୟନ ଆଲେସିଆ ମେସିଆନୋଙ୍କୁ ପରାସ୍ତ କରି ଏହି…

ଟେଷ୍ଟରେ ନମ୍ବର ଓ ନାମ ଚିହ୍ନିତ ଜର୍ସି ହାସ୍ୟାସ୍ପଦ ମନେ ହେଉଛି: ଲୀ

ମେଲବୋର୍ନ,୩।୮(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ କ୍ରିକେଟକୁ ଲୋକପ୍ରିୟ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହା ସ୍ବାଗତଯୋଗ୍ୟ। ତେବେ ଟେଷ୍ଟ ମ୍ୟାଚ୍‌ରେ ନମ୍ବର ଓ ନାମ ଚିହ୍ନିତ ଶାର୍ଟ ନିହାତି ହାସ୍ବସ୍ପଦ ମନେ ହେଉଛି ବୋଲି ପୂର୍ବତନ…

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ଆରମ୍ଭ: ପ୍ରଥମ ଟି୨୦ ଆଜି

ଲଡରରହିଲ୍‌ (ଆମେରିକା), ୩।୮(ପି.ଟି.)- ବିଶ୍ୱକପ୍‌ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପ୍ରଥମଥର ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବାକୁ ଯାଉଛି। ବିଶକପ୍‌ରେ ହଟ୍‌ ଫେଭରାଇଟ ବିବେଚିତ ହେଉଥିବା ଭାରତ ସେମିଫାଇନାଲରେ ଅପ୍ରତ୍ୟାସିତ ଭାବେ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ…

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ଇନିଂସରେ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୧୪୪ ରନର ଶତକୀୟ…

୩ ମାସ ବାସନ୍ଦ ମେସି

ବୁଏନସ ଏରିଜ,୩।୮- ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଜାତୀୟ ଦଳରୁ ୩ ମାସ ପାଇଁ ବାସନ୍ଦ ହୋଇଛନ୍ତି। ଏଥିସହ ତାଙ୍କୁ ଜରିମାନା ବାବଦକୁ ୫୦ ହଜାର ଆମେରିକୀୟ ଡଲାର ଦେବାକୁ ଦକ୍ଷିଣ ଆମେରିକାନ ଫୁଟ୍‌ବଲ ପରିଚାଳନା ସଂସ୍ଥା ପକ୍ଷରୁ କୁହାଯାଇଛି। କୋପା…

ରୋହିତଙ୍କ ପାଇଁ ରେକର୍ଡ ଭାଙ୍ଗିବା ସୁଯୋଗ

ଲୌଡରହିଲ(ଆମେରିକା), ୨।୮(ପି.ଟି.)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ ଶନିବାର ଏଠାରେ ଖେଳାଯିବ। ଏଥିରେ ଭାରତର ରନ୍‌ ମେସିନ ରୋହିତ ଶର୍ମାଙ୍କ ପାଇଁ ଏକ ରେକର୍ଡ ଭାଙ୍ଗିବା ସୁଯୋଗ ରହିଛି। ରୋହିତ ଆଉ ୪ଟି ଛକା ମାରିପାରିଲେ…

ବିବାହ ତାରିଖ ଘୋଷଣା କଲେ ହସନ ଅଲି

କରାଚୀ, ୨ା୮ (ପି.ଟି.)-ପାକିସ୍ତାନ ପେସ୍‌ ବୋଲର ହସନ ଅଲିଙ୍କ ଜଣେ ଭାରତୀୟଙ୍କୁ ବିବାହ ନେଇ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା, ତାହାର ଅବସାନ ଘଟିଛି। ଅଗଷ୍ଟ ୨୦ରେ ଦୁବାଇରେ ଶାମିଆ ଆର୍‌ଜୁଙ୍କ ସହିତ ତାଙ୍କର ବିବାହ ସମ୍ପନ୍ନ ହେବ ବୋଲି…

ପଦକ ନିଶ୍ଚିତ କଲେ ଗୌରବ, ଗୋବିନ୍ଦ

ନୂଆଦିଲ୍ଲୀ,୨।୮(ପିଟି)- ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକଧାରୀ ଗୌରବ ସୋଲାଙ୍କି ଓ ଇଣ୍ଡିଆନ ଓପନ୍‌ ରୌପ୍ୟ ପଦକ ବିଜେତା ଗୋବିନ୍ଦ ସାହାଣି ରୁଷିଆର କାସପିୟସ୍କଠାରେ ଚାଲିଥିବା ମାଗମେଦ ସଲାମ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ…

ସେମିରେ ରାନ୍‌କୀରେଡ୍ଡୀ-ଶେଟି

ବ୍ୟାଙ୍କକ୍‌,୨।୮(ପିଟି)- ଭାରତୀୟ ସାତ୍ୱିକ ସାଇରାଜ ରାନ୍‌କୀରେଡ୍ଡୀ ଓ ଚିରାଗ ଶେଟିଙ୍କ ପୁରୁଷ ଡବଲ୍ସ ଯୋଡ଼ି ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ୍‌ର ସେମିଫାଇନାଲରେ ପ୍ରବେଶ କରିଥିଲେ। ରାନ୍‌କୀରେଡ୍ଡୀ ଓ ଶେଟି ୨୧-୧୭, ୧୭-୨୧, ୨୧-୧୯ ଗେମ୍‌ରେ ଯୋଗ୍ୟତା ପର୍ଯ୍ୟାୟରୁ ଉତ୍ତୀର୍ଣ୍ଣ ହୋଇଥିବା ଚୋଇ…

କୋହଲିଙ୍କ ଫେଭରାଇଟ୍‌ ରୋନାଲ୍ଡୋ

ଜୁରିକ୍‌,୨।୮(ପିଟି)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଜଣେ ବଡ଼ ଫୁଟ୍‌ବଲ ପ୍ରଶଂସକ। ଏ କଥା କାହାକୁ ଅଛପା ନାହିଁ। ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସିଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଫୁଟ୍‌ବଲ ପ୍ରଶଂସକଙ୍କ…

ହାତ ଛାଡ଼ି କାର ଚଳାଇଲେ ମାଷ୍ଟର ବ୍ଲାଷ୍ଟର

ନୂଆଦିଲ୍ଲୀ,୨।୮: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ସୌଖୀନ ଗାଡ଼ିର ମଧ୍ୟ ସଉକ ରହିଛି ବୋଲି କିଏ ବା ନ ଜାଣିଛି। ଶୁକ୍ରବାର ସଚିନ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତେନ୍ଦୁଲକର ଏକ କାରରେ ବସିଛନ୍ତି ଯାହାକି ନିଜେ…

ବାଇକ୍‌ରୁ ପଡ଼ିଲେ କୁଶାଲ ମେଣ୍ଡିସ

କଲମ୍ବୋ,୨।୮- ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁଶାଲ ମେଣ୍ଡିସ ଆର. ପ୍ରେମଦାସ ଷ୍ଟାଡିୟମ୍‌ରେ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ୩ୟ ମ୍ୟାଚ୍‌ ଜିତିବା ସହ ଦିନିକିଆ ସିରିଜ୍‌କୁ ୩-୦ରେ କ୍ଲିନ ସୁଇପ କରିବା ପରେ ବିଜେତା ଶ୍ରୀଲଙ୍କା ଦଳକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri