ଖେଳ

ଓଡ଼ିଶା ଏଫସି ଜର୍ସି ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ର ନୂଆ ଦଳ ଓଡ଼ିଶା ଏଫସିର ଜର୍ସି ଉନ୍ମୋଚନ ଉତ୍ସବ ବୁଧବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇ ଯାଇଛି। ଏଥିସହିତ ଆନୁଷ୍ଠାନିକଭାବେ ଓଡ଼ିଶାର ଏକ ଜାତୀୟ ଫୁଟବଲ କ୍ଲବର କାର୍ଯ୍ୟାରମ୍ଭ ହୋଇଛି।…

‘ଆଇଏସଏଲରେ ଶ୍ରେଷ୍ଠ ପ୍ରଦର୍ଶନ ପ୍ରଥମ ଲକ୍ଷ୍ୟ’

ଶୁଭମ୍‌ ଷଡ଼ଙ୍ଗୀ, ଜାତୀୟ ଫୁଟବଲରେ ଏବେ ଏକ ପରିଚିତ ନାମ। ପୂର୍ବରୁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ରେ ଦିଲ୍ଲୀ ଡାଇନାମସ ପକ୍ଷରୁ ଖେଳି ଆସିଥିଲେ ଏହି ଓଡ଼ିଆ ଖେଳାଳି। ଏହି ଫୁଟବଲ କ୍ଲବ ଏବେ ଓଡ଼ିଶା ଏଫସିରେ ପରିଣତ ହୋଇଛି। ତେଣୁ…

ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ: ଆଜିଠାରୁ ଟିକେଟ ବିକ୍ରି ଆଉଟଲେଟ, ବକ୍ସ ଅଫିସରେ ମିଳିବ ଟିକେଟ

ଭୂବନେଶ୍ୱର, ୧୭।୧୦(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆଉ ଦୁଇ ସପ୍ତାହ ପରେ ଆୟୋଜନ ହେବାକୁ ଯାଉଛି ଅନ୍ତଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ) ଅଲିମ୍ପିକ୍‌ କ୍ୱାଲିଫାୟର୍ସ। ଏଥିରେ ଉଭୟ ଭାରତୀୟ ପୁରୁଷ ଓ ମହିଳା ଦଳ ୨୦୨୦ ଟୋକଓ ଅଲିମ୍ପିକ୍ସ ପାଇଁ…

ସୁଲତାନ ଅଫ୍‌ ଜୋହର କପ୍‌: ଶିଳାନନ୍ଦଙ୍କ ଡବଲ୍‌ ଗୋଲ; ଫାଇନାଲରେ ଭାରତ

ଜୋହୋର ବାହରୁ(ମାଲେସିଆ),୧୭।୧୦(ପି.ଟି.)- ଏଠାରେ ଚାଲିଥିବା ନବମ ସୁଲତାନ ଜୋହର କପ୍‌ ହକି ଟୁର୍ନାମେଣ୍ଟରେ ଭାରତୀୟ ଜୁନିୟର ଦଳ ଫାଇନାଲରେ ପ୍ରବେଶ କରିଛି। ଅନ୍ତିମ ରାଉଣ୍ଡ ରବିନ୍‌ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତ ଫାଇନାଲ ଟିକେଟ ହାସଲ କରିଛି। ସ୍ଥାନୀୟ…

ପଡୋଶୀ ଝିଅଙ୍କୁ ଉଠାଇ ଆଣିଥିଲେ ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ପ୍ରିନ୍ସ ଅଫ୍‌ କୋଲକାତା ନାମରେ ପରିଚିତ ସୌରଭ ଗାଙ୍ଗୁଲି ବିସିସିଆଇର ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଯାଇଛି। ପଡିଆରେ ସଫଳ ଥିବା ଗାଙ୍ଗୁଲି ନୂଆ ଇନିଂସ ଆରମ୍ଭ ପୂର୍ବରୁ ତାଙ୍କୁ ନେଇ ବେଶ୍‌ ଚର୍ଚ୍ଚା…

ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ବୀରମହାରାଜପୁର

ଅମରପାଲି, ୧୬।୧୦ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପଣ୍ଡିଆପାଲି ଖେଳ ପଡିଆରେ ଚାଲିଥିବା ୧୦ମ ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟରେ ବୁଧବାର ତିନୋଟି ମ୍ୟାଚ ଖେଳା ହୋଇଛି। ପ୍ରଥମ ମ୍ୟାଚ ମହଦା ପଞ୍ଚାୟତ ଦଳ ଓ ସହରାପାଲି…

ଡେନମାର୍କ ଓପନ୍‌: ପ୍ରଥମ ରାଉଣ୍ଡରୁ ସାଇନାଙ୍କ ବିଦାୟ

ଓଡେନସେ, ୧୬।୧୦ (ପି.ଟି.): ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ୭ ଲକ୍ଷ ୭୫ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଡେନମାର୍କ ଓପନ୍‌ର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ବୁଧବାର ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ପ୍ରଥମ…

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁର କ୍ରମାଗତ ୯ମ ବିଜୟ

ଜୟପୁର, ୧୬।୧୦ (ପି.ଟି.): ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ଚଳିତ ବିଜୟ ହଜାରେ ଟ୍ରଫିରେ ତାମିଲନାଡ଼ୁ ଦଳ କ୍ରମାଗତ ୯ମ ବିଜୟ ଲାଭ କରିଛି। ବୁଧବାର ଏଠାରେ ଖେଳାଯାଇଥିବା ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ତାମିଲନାଡ଼ୁ ୭୮ ରନରେ ଗୁଜରାଟକୁ ପରସ୍ତ କରିଛି। ଏଥିସହ…

ସଚିନଙ୍କ ପୁଅଙ୍କ ଯୋଗୁ ଏହି ଖେଳାଳିଙ୍କ ଭାଗ୍ୟ ଫିଟିଲା

ମୁମ୍ବାଇ,୧୬।୧୦: ଚଳିତ ବିଜୟ ହଜାରେ ଟ୍ରଫିରେ ଯଦିଓ ମୁମ୍ବାଇ ଦଳର ପ୍ରଦର୍ଶନ ସେତେଟା ଖାସ୍‌ ନାହିଁ ତଥାପି ଦଳର ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଯଶଓ୍ବାଲ୍‌ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଦିନେ ଠେଲା ଗାଡିରେ ଗୁପଚୁପ୍‌ ବିକୁଥିବା ଏହି ୧୭ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌…

ଦ୍ୱିଶତକ କରିବାରେ ଯଶସ୍ବୀ ସର୍ବକନିଷ୍ଠ

ବେଙ୍ଗାଲୁରୁ,୧୬୧୦- ମୁମ୍ବାଇ ଟିନଏଜର ଯଶସ୍ବୀ ଜୈସ୍ବାଲ ଏଠାରେ ବୁଧବାର ଖେଳାଯାଇଥିବା ଝାଡ଼ଖଣ୍ଡ ବିପକ୍ଷ ବିଜୟ ହଜାରେ ଟ୍ରଫିର ମ୍ୟାଚ୍ରେ ଦ୍ୱିଶତକ କରି ରେକର୍ଡ ବୁକ୍ରେ ସ୍ଥାନ ପାଇଛନ୍ତି ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ୱିଶତକ କରିବାରେ ସେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ପ୍ରଥମ ଥର…

ଦ ହଣ୍ଡରେଡ୍‌: ସ୍ମିଥ, ଓ୍ବାର୍ନର ସବୁଠୁ ଦାମୀ ଖେଳାଳି

ଲଣ୍ଡନ,୧୬।୧୦(ପି.ଟି.)- ଆସନ୍ତା ବର୍ଷ ଜୁଲାଇରେ ହେବାକୁ ଥିବା ଭିନ୍ନ କ୍ରିକେଟ ଲିଗ୍‌ ‘ଦ ହଣ୍ଡରେଡ୍‌’ର ଖେଳାଳିଙ୍କ ଡ୍ରାଫ୍ଟରେ ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ଓ ଡେଭିଡ ଓ୍ବାର୍ନର ସବୁଠୁ ଦାମୀ ଖେଳାଳି। ଉଭୟ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନଙ୍କ ବେସିକ୍‌ ପ୍ରାଇସ ୧.୨୫ ଲକ୍ଷ ପାଉଣ୍ଡ।…

ଟଲିଉଡ୍‌ ସୁପରଷ୍ଟାର ବିକ୍ରମଙ୍କ ଫଲ୍ମରେ ଇର୍ଫାନ

ହାଇଦ୍ରାବାଦ୍‌,୧୬।୧୦- ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନ ଏବେ କ୍ୟାରିୟରର ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଥିବା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଦକ୍ଷିଣ ଭାରତୀୟ ସୁପରଷ୍ଟାର ବିକ୍ରମଙ୍କ ସହ ଫିଲ୍ମରେ ସେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଫିଲ୍ମକୁ ନିର୍ଦ୍ଦେଶନା ଦେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?