ଥାଇଲାଣ୍ଡ୍ ଓପନ୍: ଆଶିଷଙ୍କୁ ସ୍ବର୍ଣ୍ଣ, ଭାରତକୁ ୮ ପଦକ
ନୂଆଦିଲ୍ଲୀ, ୨୮।୭ (ପି.ଟି.)- ଏସିଆନ୍ ଚାମ୍ପିୟନଶିପ୍ ରୌପ୍ୟ ପଦକ ବିଜେତା ଆଶିଷ କୁମାର କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍ଠାରେ ଶନିବାର ଶେଷ ହୋଇଥିବା ଥାଇଲାଣ୍ଡ୍ ଓପନ୍ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଆଶିଷ ଏହି ସଫଳତା…
ଧର୍ମସେନାଙ୍କ ସପକ୍ଷରେ ଆଇସିସି
ନୂଆଦିଲ୍ଲୀ,୨୮ା୭(ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶେଷରେ ମୁହଁ ଖୋଲିଛି। ଗତ ଆଇସିସି ବିଶ୍ୱକପ୍ ଫାଇନାଲରେ ଅମ୍ପାୟର କୁମାର ଧର୍ମସେନାଙ୍କ ବିବାଦୀୟ ନିଷ୍ପତ୍ତିକୁ ଯଥାର୍ଥ ବୋଲି କହିଛି। ଜୁଲାଇ ୧୪ରେ ଇଂଲଣ୍ଡର ଲଡର୍ସଠାରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ମଧ୍ୟରେ ଫାଇନାଲ…
ଆସେସ୍ : କାରେ ବାଦ୍ ପଡିବା ନେଇ ପୂର୍ବତନ କ୍ରିକେଟରଙ୍କ ଅସନ୍ତୋଷ
ସିଡ୍ନୀ,୨୮।୭(ଏଏଫ୍ପି)- ଆସେସ୍ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳରୁ ଆଲେକ୍ସ କାରେଙ୍କୁ ବାଦ୍ ଦିଆଯାଇଛି। ତେବେ ଏହାକୁ କେତେକ ପୂର୍ବତନ କ୍ରିକେଟର ନାପସନ୍ଦ କରିଛନ୍ତି। ପୂର୍ବତନ କ୍ରିକେଟର ମାର୍କ ଓ୍ବ, ସେନ୍ ଓ୍ବାର୍ନ କାରେ ବାଦ୍ ପଡିବା ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି।…
ଅମୀରଙ୍କ ଅବସର ନିଷ୍ପତ୍ତିକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା
କରାଚୀ,୨୮।୭(ପି.ଟି.)- ପାକିସ୍ତାନ ତାରକା ଦ୍ରୁତ ବୋଲର ମହମ୍ମଦ ଅମୀର ମାତ୍ର ୨୭ ବର୍ଷ ବୟସରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ତେବେ ଏହା ଅନେକଙ୍କର ହଜମ ହୋଇନାହିଁ। ପୂର୍ବତନ ପାକିସ୍ତାନ ମହାନ୍ ଦ୍ରୁତ ବୋଲର ଓ୍ବାସିମ ଆକ୍ରମ ଓ ସୋଏବ…
ବହୁମୂଲ୍ୟ ଚୁକ୍ତି କରିବାକୁ ଯାଉଛନ୍ତି ବାଲେ
ପ୍ୟାରିସ୍, ୨୮।୭(ଏଏଫ୍ପି)- ରିୟଲ ମାଡ୍ରିଡ ଫରଓ୍ବାର୍ଡ ଗ୍ୟାରେଥ ବାଲେ ଏକ ବହୁମୂଲ୍ୟ ଚୁକ୍ତି କରିବାକୁ ଯାଉଛନ୍ତି। ସେ ଚାଇନିଜ ସୁପର ଲିଗ୍ କ୍ଳବ୍ ଜିଆଙ୍ଗସୁ ସୁନିଙ୍ଗ ସହ ଏକ ହାଇପ୍ରୋଫାଇଲ ଚୁକ୍ତିରେ ସ୍ବାକ୍ଷର କରିବାକୁ ଯାଉଛନ୍ତି। ଗୋଟିଏ ସପ୍ତାହକୁ ସେ ୧…
କିଟ୍ରେ ସିକ୍କିମ ତା’ର ସବୁ ଘରୋଇ କ୍ରିକେଟ ମ୍ୟାଚ୍ ଖେଳିବ
ଭୁବନେଶ୍ୱର,୨୮।୭(ସ୍ପୋଟର୍ସ ବ୍ୟୁରୋ)- କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍) ଓ ସିକ୍କିମ କ୍ରିକେଟ ଆସୋସିଏଶନ (ଏସ୍ଆଇସିଏ) ମଧ୍ୟରେ ଏକ ବୁଝାମଣା ପତ୍ର ବା ଏମ୍ଓୟୁ ସ୍ବାକ୍ଷରିତ ହୋଇଛି। ଶନିବାର କିଟ୍ କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶଙ୍କ କାର୍ଯ୍ୟାଳୟରେ ଏହି ଏମ୍ଓୟୁ…
ଶ୍ରେଷ୍ଠ-୫୦ ପ୍ରଭାବଶାଳୀ ଭାରତୀୟ ତାଲିକାରେ ଦୂତୀ: କୋହଲି ସପ୍ତମ, ଅମିତାଭ ନବମ, ଦୂତୀ ୪୭ତମ ସ୍ଥାନରେ
ନୂଆଦିଲ୍ଲୀ,୨୮।୭(ପି.ଟି.)- ଦେଶର ଦ୍ରୁତତମ ଧାବିକା ତଥା ଓଡ଼ିଆ ମହିଳା ଆଥଲେଟ୍ ଦୂତୀ ଚାନ୍ଦ ଆଉ ଏକ ସମ୍ମାନର ଅଧିକାରୀ ହୋଇଛନ୍ତି। ସ୍ପ୍ରିଣ୍ଟ କୁଇନ୍ ଦୂତୀ ଦେଶର ଶ୍ରେଷ୍ଠ ଶକ୍ତିଶାଳୀ ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ନେଇ ପ୍ରକାଶିତ ହୋଇଥିବା ତାଲିକାରେ ସ୍ଥାନ ପାଇଛନ୍ତି।…
ଶ୍ରେଷ୍ଠ-୫୦ ପ୍ରଭାବଶାଳୀ ଭାରତୀୟ ତାଲିକାରେ ଦୂତୀ
ନୂଆଦିଲ୍ଲୀ,୨୮।୭(ପି.ଟି.): ଦେଶର ଦ୍ରୁତତମ ଧାବିକା ତଥା ଓଡ଼ିଆ ମହିଳା ଆଥଲେଟ୍ ଦୂତୀ ଚାନ୍ଦ ଆଉ ଏକ ସମ୍ମାନର ଅଧିକାରୀ ହୋଇଛନ୍ତି। ସ୍ପ୍ରିଣ୍ଟ କୁଇନ୍ ଦୂତୀ ଦେଶର ଶ୍ରେଷ୍ଠ ଶକ୍ତିଶାଳୀ ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ନେଇ ପ୍ରକାଶିତ ହୋଇଥିବା ତାଲିକାରେ ସ୍ଥାନ ପାଇଛନ୍ତି।…
ରିୟଲ ମାଡ୍ରିଡକୁ ହରାଇଲା ଆଟଲେଟିକୋ
ନ୍ୟୁୟର୍କ,୨୭ା୭(ଏଏଫ୍ପି)- ସ୍ଥାନୀୟ ମେଟ୍ଲାଇଫ୍ ଷ୍ଟାଡିୟମରେ ଏକ ପ୍ରାକ୍ ସିଜନ ବନ୍ଧୁତ୍ୱପୂର୍ଣ୍ଣ ଫୁଟ୍ବଲ ମ୍ୟାଚରେ ଡିଏଗୋ କୋଷ୍ଟାଙ୍କ ୪ ଗୋଲ ସହାୟତାରେ ଆଟ୍ଲେଟିକୋ ମାଡ୍ରିଡ୍ ଏହାର ଲା ଲିଗା ପ୍ରତିଦ୍ୱନ୍ଦ୍ୱୀ ରିୟଲ ମାଡ୍ରିଡକୁ ୭-୩ ଗୋଲରେ ପରାସ୍ତ କରିଛି। ଖେଳର ୬୩ତମ ମିନିଟ୍ରେ…
ଜାତୀୟ ମହିଳା ଚେସ୍ ଚାମ୍ପିୟନଶିପ୍ : ଟାଇଟଲ ବଜାୟ ରଖିଲେ ଭକ୍ତି କୁଲକର୍ନୀ
କାରାଇକୁଡି, ୨୭ା୭ (ପି.ଟି.)- ଗତଥରର ଚମ୍ପିୟନ ତଥା ଏୟାର ଇଣ୍ଡିଆର ଭକ୍ତି କୁଲକର୍ନୀ ଏଠାରେ ଚାଲିଥିବା ୪୬ତମ ଜାତୀୟ ମହିଳା ଚେସ୍ ଚାମ୍ପିୟନଶିପ୍ରେ ତାଙ୍କ ଟାଇଟଲ ବଜାୟ ରଖିଛନ୍ତି। ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରିବା ସହ ୧୧ରାଉଣ୍ଡ ଖେଳରୁ ୧୦ ପଏଣ୍ଟ…
ଟାଟାସ୍ପଞ୍ଜ ପଞ୍ଚସଖା ଫୁଟବଲ ଟୁର୍ନାମେଣ୍ଟ : ଦେଓଝର ଗ୍ରାମ ପଞ୍ଚାୟତ ଚାମ୍ପିୟନ
ଯୋଡ଼ା,୨୭।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡାବ୍ଲକ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ ଆଇରନ ଲିମିଟେଡର ଟାଟାସ୍ପଞ୍ଜ ପଞ୍ଚସଖା ପକ୍ଷରୁ ଏକ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ ଜୁଲାଇ ୧୯ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ମ୍ୟାଚ ଆୟୋଜିତ ହୋଇଥିଲା। ଫାଇନାଲ…
ବିଶ୍ୱ ସନ୍ତରଣ ଚାମ୍ପିୟନଶିପ୍ରେ ଅଘଟଣ, ୨ ମୃତ
ଗ୍ବାଙ୍ଗଜୁ(ଦକ୍ଷିଣ କୋରିଆ),୨୭।୭(ଏଏଫ୍ପି)- ଏଠାରେ ଚାଲିଥିବା ବିଶ୍ୱ ସନ୍ତରଣ ଚାମ୍ପିୟନଶିପ୍ରେ ଘଟିଛି ଅଘଟଣ। ଏକ ନାଇଟ୍ କ୍ଲବ୍ର ବାଲ୍କୋନି ଭାଙ୍ଗିପଡ଼ିବାରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଚାମ୍ପିୟନଶିପ୍ରେ ଅଂଶଗ୍ରହଣ କରିଥିବା ଆଥ୍ଲେଟ୍ ମଧ୍ୟ ଅଛନ୍ତି। ଚାମ୍ପିୟନଶିପ୍ରେ…
Archives


