ଖେଳ

ଅମିୟଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ପୁରୁଷ ୧୦୦ ମିଟର ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟପାଇଁ ଆଉ ଏକ ଖୁସି ଖବର ଆଣିଛନ୍ତି ତାରକା ସ୍ପ୍ରିଣ୍ଟର ଅମିୟ ମଲିକ। ଆହତ ସମସ୍ୟା ଏବଂ ଅନ୍ୟାନ୍ୟ…

ହାତରେ ଓଡ଼ିଆ ଟାଟୁ କରି ଚର୍ଚ୍ଚାରେ ଥିଲେ ଭାରତର ପ୍ରସିଦ୍ଧ ଅଲରାଉଣ୍ଡର

ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସବୁବେଳେ ଚର୍ଚ୍ଚାରେ ଥାନ୍ତି। କେତେବେଳେ ନିଜ ଗର୍ଲଫ୍ରେଣ୍ଡ୍‌ ପାଇଁ ତ ଆଉ କେତେବେଳେ ନିଜ ଫ୍ୟାଶନ୍‌ ଷ୍ଟାଇଲ୍‌ ପାଇଁ। ମଝିରେ ସେ ନିଜ ଟାଟୁ ପାଇଁ ମଧ୍ୟ ବେଶ୍‌ ଚର୍ଚ୍ଚାରେ ଥିଲେ। ପାଣ୍ଡ୍ୟା…

ବ୍ରାଡ୍‌ମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟର ଫାଦର କୁହାଯାଉଥିବା ଡନ୍‌ ବ୍ରାଡମ୍ୟାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ କୋହଲି ଅଧିନାୟକ ଭାବେ ସର୍ବାଧିକ ୯ ଥର ୧୫୦ରୁ ଅଧିକ ରନ୍‌ କରିସାରିଛନ୍ତି। ଏହି ଧାରାରେ ବ୍ରାଡମ୍ୟାନ ଅଧିନାୟକ ଥିବାବେଳେ…

୪୦ ଶତକ ଲଗାଇବାରେ କୋହଲି ପ୍ରଥମ ଭାରତୀୟ ଅଧିନାୟକ

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରରେ ସଫଳତାର ଆଉ ଏକ ଫଦ୍ଦର୍ଦ୍ଦ ଯୋଡ଼ିଛନ୍ତି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ କୋହଲି କ୍ୟାରିୟରର ୨୬ତମ ଶତକ ଲଗାଇଛନ୍ତି। ଏଥିସହିତ ଅଧିନାୟକ ଭାବେ…

କୋହଲିଙ୍କ ଦ୍ୱିଶତକ

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଦ୍ୱିଶତକ ଲଗାଇଛନ୍ତି। ପୂର୍ବ ଦିନ ୬୩ ରନ୍‌ କରି ଅପରାଜିତ ଥିବା କୋହଲି ୧୪୩ତମ ଓଭରରେ ସେନୁରାନ ମୁଥୁସାମିଙ୍କ ୪ର୍ଥ ବଲରେ ୨ ରନ୍‌…

ଶତକ ମାରିବା ପୂର୍ବରୁ ଇଡଲୀ, ଚଟଣୀ, ସମ୍ବର ଖାଇଥିଲେ ମୟଙ୍କ ଅଗ୍ରଓ୍ବାଲ

ପୁଣେ, ୧୧।୧୦: ଭାରତୀୟ ଦଳର ଓପନର ମୟଙ୍କ ଅଗ୍ରଓ୍ବାଲ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ପ୍ରଥମ ଟେଷ୍ଟରେ ଦ୍ୱିଶତକ ଲଗାଇବାରେ ପରେ ଦ୍ୱିତୀୟ ଟେଷ୍ଟରେ ମଧ୍ୟ ଶତକ ଅର୍ଜନ କରିଛନ୍ତି। ଏପର୍ଯ୍ୟନ୍ତ ମାତ୍ର ୬ଟି ଟେଷ୍ଟ ଖେଳିଥିବା ମୟଙ୍କ ଭାରତୀୟ ଟେଷ୍ଟ…

ବିରାଟ ଧମାଲ୍‌:ଚୌକା ମାରି ଶତକ ପୂରଣ କଲେ କୋହଲି

ପୁଣେ, ୧୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶତକ ଅର୍ଜନ କରିଛନ୍ତି। ସେ ଚୌକା ମାରି ଟେଷ୍ଟରେ ୨୬ତମ ଶତକ ପୂରଣ କରିଛନ୍ତି। ଫଳରେ ଭାରତୀୟ ଦଳ ୩ ଉଇକେଟ ହରାଇ ୩୫୬ରନ୍‌ ସଂଗ୍ରହ…

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ଅଲିମ୍ପିକ୍ସ ପରେ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଦୃଷ୍ଟିକୋଣରୁ ଦ୍ୱିତୀୟ ସର୍ବବୃହତ୍‌ କ୍ରୀଡ଼ା ମହାକୁମ୍ଭର ମାନ୍ୟତା ପାଇଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଏଥର କାତାର ରାଜଧାନୀ ଦୋହାରେ ଅନୁଷ୍ଠିତ ହୋଇଛି। ପ୍ରତି ଦୁଇବର୍ଷରେ ଥରେ ଆୟୋଜିତ ହେଉଥିବା ଏହି ମେଗା ଇଭେଣ୍ଟର ୧୭ତମ…

ମିଶନ୍‌ ଟି୨୦

ଦକ୍ଷିଣ ଆଫ୍ରିକା ସହିତ ଟେଷ୍ଟ ସିରିଜରେ ଟିମ୍‌ ଇଣ୍ଡିଆର ସୁପର ଶୋ ଅବ୍ୟାହତ ରହିଛି। ପ୍ରଥମ ଟେଷ୍ଟକୁ ୨୦୩ ରନ୍‌ର ବିଶାଳ ବ୍ୟବଧାନରେ ଜିତିବାରେ ଉଭୟ ଅଭିଜ୍ଞ ଏବଂ ନୂତନ ଖେଳାଳିମାନଙ୍କ ସଫଳତା ଏପରି ଏକ ଚିତ୍ତାକର୍ଷକ ବିଜୟ ଆଣିଦେଇଛି। ଯେଉଁଥିରେ…

ଟ୍ରକ ଡାଲାରେ ବସି କ୍ରିକେଟ ଖେଳିବାକୁ ଯାଉଥିଲେ ଏହି ଖେଳାଳି

ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ୨୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୩ ମସିହା, ଅକ୍ଟୋବର ୧୧ରେ ଗୁଜରାଟର ସୁରତରେ ଜନ୍ମଗ୍ରହଣ କରିଥିବା ହାର୍ଦ୍ଦିକଙ୍କୁ କ୍ରିକେଟକୁ ଆସିବା ପାଇଁ ବହୁ ସଂଘର୍ଷ କରିବାକୁ ପଡିଥିଲା। ପାଣ୍ଡ୍ୟା ମାତ୍ର ନବମ…

ଜିଏସ୍‌ ଲକ୍ଷ୍ମୀ ପ୍ରଥମ ମହିଳା ରେଫରି

ଦୁବାଇ,୧୧।୧୦:ପ୍ରଥମ ମହିଳା ରେଫରୀ ଭାବେ ଭାରତର ଜି.ଏସ୍‌. ଲକ୍ଷ୍ମୀ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଇଭେଣ୍ଟରେ ମ୍ୟାଚ୍‌ ପରିଚାଳନା କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପରିଚାଳନା ଲାଗି ଆଇସିସି ପକ୍ଷରୁ ଗୁରୁବାର…

ହାର୍ଦ୍ଦିକଙ୍କୁ ଭେଟିଲେ ନୀତା ଅମ୍ବାନି

ଲଣ୍ଡନ,୧୧।୧୦:ନିକଟରେ ସଫଳତାର ସହ ଅଣ୍ଟାରେ ଅସ୍ତ୍ରୋପଚାର କରାଇଥିବା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏଠାରେ ଗୁରୁବାର ଭେଟିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ମାଲିକିଆଣୀ ନୀତା ଅମ୍ବାନି। ଏ ନେଇ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ନୀତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?