ଖେଳ

ପାକିସ୍ତାନ ଖେଳୁଥିଲା ମ୍ୟାଚ୍‌, ଷ୍ଟାଡିୟମରେ ପହଞ୍ଚିଲେ କୋହଲିଙ୍କ ପ୍ରଶଂସକ

ଲାହୋର, ୧୦।୧୦:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ସମୟର ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରେ ଅନ୍ୟତମ। ମାତ୍ର ୩୦ ବର୍ଷ ବୟସରେ ସେ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିସାରିଲେଣି। ତାଙ୍କ ପ୍ରଶଂସକ କେବଳ ଭାରତରେ ନାହାନ୍ତି, ସାରା ବିଶ୍ୱରେ…

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟେଷ୍ଟ:ଭାରତ ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି

ପୁଣେ,୧୦।୧୦: ପୁଣେର ଏମସିଏ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତ ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଟିମରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ହନୁମା ବିହାରୀଙ୍କ ସ୍ଥାନରେ…

ଏଜିଏମ୍‌ରେ ଭାଗ ନେଇପାରିବେ ନାହିଁ ଟିଏନ୍‌ସିଏ, ହରିୟାଣା, ମହାରାଷ୍ଟ୍ର

ପୁଣେ,୧୦।୧୦(ପି.ଟି.)- ମୁମ୍ବାଇରେ ଆସନ୍ତା ୨୩ ତାରିଖରେ ଆରମ୍ଭ ହେବାକୁ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌)ରେ ଅଂଶଗ୍ରହଣ କରିବାକୁ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ), ହରିୟାଣା କ୍ରିକେଟ ଆସୋସିଏଶନ (ଏଚ୍‌ସିଏ) ଓ ମହାରାଷ୍ଟ୍ର କ୍ରିକେଟ…

ବିଜୟ ହଜାରେ ଟ୍ରଫି: ଶୁଭ୍ରାଂଶୁଙ୍କ ଶତକରେ ଜିତିଲା ଓଡ଼ିଶା

ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ଅପରାଜିତ ଶତକ ବଳରେ ଓଡ଼ିଶା ସୋମବାର ଭଦୋଦରାରେ ଅନୁଷ୍ଠିତ ବିଜୟ ହଜାରେ ଟ୍ରଫି ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚରେ ମହାରାଷ୍ଟ୍ରକୁ ୩ ଉଇକେଟରେ ପରାସ୍ତ କରିଛି। ମହାରାଷ୍ଟ୍ର ପକ୍ଷରୁ ଧାର୍ଯ୍ୟ ୨୬୦…

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ପୁଣେ,୧୦।୧୦ (ପି.ଟି.)- ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଗ୍ରାଉଣ୍ଡରେ ଗୁରୁବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ। ଚଳିତ ଟେଷ୍ଟ ଶୃଙ୍ଖଳାରେ ଭାରତ ଏବେ ସିରିଜ ବିଜୟଠାରୁ ଆଉ ଗୋଟିଏ ପାଦ…

ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍‌ଯାପିତ

ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- କିଟ୍‌ ଓ କିସ୍‌ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ବୁଧବାର ଉଦ୍‌ଯାପିତ ହୋଇଛି। ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଅନ୍ତର୍ଗତ ସଫ୍ଟ ଟେନିସ ପୁରୁଷ ବିଭାଗରେ ପଞ୍ଜାବ ବିଶ୍ୱବିଦ୍ୟାଳୟ (ଚଣ୍ଡିଗଡ଼) ଚାମ୍ପିୟନ ଏବଂ ପଞ୍ଜାବୀ…

ବିଶ୍ୱ ବିଚ୍‌ ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌: ଭବାନୀଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ ବିଚ୍‌ ପେନ୍‌ଚାକ୍‌ ସିଲାଟ ଚାମ୍ପିୟନଶିପ୍‌ର ପ୍ରଥମ ସଂସ୍କରଣ ଥାଇଲାଣ୍ଡର ଫୁକେଟଠାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ଭବାନୀ କୁମାରୀ ସାହୁ ଟେନ୍‌ଡିଗ୍‌ (ଫାଇଟ୍‌) ଇଭେଣ୍ଟର ୫୦-୫୫…

ମିଥାଲ ରାଜଙ୍କ କୃତୀତ୍ୱ

ଭଦୋଦରା, ୧୦।୧୦ (ପି.ଟି.)- ଭାରତୀୟ ମହିଳା କ୍ରିକେଟ୍‌ ଦଳର ଅଧିନାୟିକା ମିଥାଲି ରାଜ ବୁଧବାର ଏକ ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ ମହିଳା କ୍ରିକେଟର୍‌ ଭାବେ ମିଥାଲି ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଦୁଇ ଦଶନ୍ଧି ଖେଳିବାର ରେକର୍ଡ କରିଛନ୍ତି। ବୁଧବାର…

ଟି୨୦: ଶ୍ରୀଲଙ୍କାର କ୍ଲିନ୍‌ ସୁଇପ୍‌: ହାସରଙ୍ଗା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ୍‌

ଲାହୋର,୧୦।୧୦- ପାକିସ୍ତାନ ବିପକ୍ଷ ଟି୨୦ ସିରିଜରେ ଭ୍ରମଣକାରୀ ଶ୍ରୀଲଙ୍କା ସବୁ ୩ଟି ଯାକ ମ୍ୟାଚ୍‌ରେ ବିଜୟୀ ହୋଇ ୩-୦ରେ କ୍ଲିନ୍‌ ସୁଇପ୍‌ କରିଛି। ଏଥିସହିତ ଦିନିକିଆ ସିରିଜ ପରାଜୟର ପ୍ରତିଶୋଧ ଶ୍ରୀଲଙ୍କା ଟି୨୦ରେ ନେଇଛି। ବୁଧବାର ସ୍ଥାନୀୟ ଗଦ୍ଦାଫି ଷ୍ଟାଡିୟମରେ ଖେଳାଯାଇଥିବା…

ମହିଳା କ୍ରିକେଟ୍‌: ପ୍ରଥମ ଦିନିକିଆରେ ଭାରତ ବିଜୟୀ

ଭଦୋଦରା, ୧୦।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌କୁ ଭାରତ ୮ ଉଇକେଟ୍‌ରେ ଜିତିନେଇଛି। ଏହି ବିଜୟ ସହ ଘରୋଇ ଭାରତ ୩ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ…

ସିଜନର ପ୍ରଥମ ଘରୋଇ ମ୍ୟାଚ୍‌ ହାରିଲା ଯୋଦ୍ଧା

ଗ୍ରେଟର୍‌ ନୋଏଡା, ୧୦।୧୦ (ପି.ଟି.)- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ତେଲଗୁ ଟାଇଟନ୍ସ ୪୧-୩୬ ପଏଣ୍ଟରେ ଘରୋଇ ୟୁପି ଯୋଦ୍ଧାକୁ ପରାସ୍ତ କରିଛି। ଚଳିତ ସିଜନରେ ଘରୋଇ ଗ୍ରାଉଣ୍ଡରେ ଯୋଦ୍ଧାର ଏହା ପ୍ରଥମ ପରାଜୟ। ଯୋଦ୍ଧାର…

ଏମ୍‌ସିଏ ମୁଖ୍ୟଙ୍କୁ ଭେଟିବେ ସଚିନ

ମୁମ୍ବାଇ,୯।୧୦(ପି.ଟି.): କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଗୁରୁବାର ମୁମ୍ବାଇ କ୍ରିକେଟ ଏକାଡେମୀ (ଏମ୍‌ସିଏ) ସଭାପତି ବିଜୟ ପାଟିଲଙ୍କୁ ଭେଟିବେ। ମିଳିଥିବା ସୂଚନା ଅନୁଯାୟୀ, ଏମ୍‌ସିଏ ପକ୍ଷରୁ ତେନ୍ଦୁଲକରଙ୍କୁ ଏକ ବୈଠକରେ ଯୋଗଦେବା ଲାଗି ଅନୁରୋଧ କରାଯାଇଥିଲା। ଜଣେ ସିନିୟର କର୍ମକର୍ତ୍ତା କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?