ଖେଳ

ଅଧିନାୟକ କୋହଲିଙ୍କ ଅପେକ୍ଷାରେ କୃତିତ୍ୱ

ନୂଆଦିଲ୍ଲୀ,୯।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ ପୁଣେରେ ଖେଳାଯିବ। ୩ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌ରେ ୧-୦ରେ ଆଗୁଆ ଥିବା ବିରାଟ କୋହଲିଙ୍କ ଦଳ ଏବେ ସିରିଜ୍‌ ହାତେଇବାକୁ ଲକ୍ଷ୍ୟ ରଖିଛି। ଏହି ମ୍ୟାଚ୍‌ ଅଧିନାୟକ କୋହଲିଙ୍କ ପାଇଁ…

ଦିନଥିଲା ଗୁପ୍‌ଚୁପ୍‌ ବିକୁଥିଲେ, ଏବେ ୧୭ ବର୍ଷ ବୟସରେ ଧୂଆଁଧାର ବ୍ୟାଟିଂ କରି ଦଳକୁ ଜିତାଇଲେ

ବେଙ୍ଗାଲୁରୁ,୯।୧୦:ଆଲୁର ଷ୍ଟାଡିୟମରେ ଚାଲିଥିବା ବିଜୟ ହଜାରେ ଟ୍ରଫି ଗ୍ରୁପ୍‌ ଏର ଏକ ମ୍ୟାଚ୍‌ରେ ମୁମ୍ବାଇ ୧୩୦ ରନରେ ଗୋଆକୁ ପରାସ୍ତ କରିଛନ୍ତି। ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୪ ଉଇକେଟ ହରାଇ ୩୬୨ ରନ୍‌ ସଂଗ୍ରହ କରିଥିଲା।…

ଅଭିନନ୍ଦନଙ୍କୁ ଦେଖି ସଚିନ ତେନ୍ଦୁଲକରଙ୍କ ଲୋମ ଟାଙ୍କୁରି ଉଠିଲା

ଗାଜିଆବାଦ,୯।୧୦:ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ସୋମବାର ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଗାଜିଆବାଦରେ ହିଣ୍ଡୋନ ଏୟାର ବେସ୍‌ରେ ପହଞ୍ଚିଥିଲେ। ଏହି ଅବସରରେ ପାକିସ୍ତାନର ଏଫ-୧୬ ଯୁଦ୍ଧ ବିମାନକୁ ଖସାଇ ଦେଇଥିବା ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ମଧ୍ୟ ନିଜ ଯୁଦ୍ଧ କୌଶଳ…

ଅନ୍ୟ ସମ୍ପ୍ରଦାୟରେ ବିବାହ କରିଛନ୍ତି ଏହିସବୁ କ୍ରିକେଟର

ଭାରତୀୟ କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନେ ଅନ୍ୟ ସମ୍ପ୍ରଦାୟରେ ବିବାହ କରି ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେମିତି କିଛି କ୍ରିକେଟଙ୍କ ସମ୍ପର୍କରେ ଜାଣନ୍ତୁ ମହମ୍ମଦ କୈଫ୍‌ ଭାରତୀୟ କ୍ରିକେଟରେ ଜଣେ ଜବରଦସ୍ତ ଫିଲ୍ଡର ଭାବେ…

ମନ୍ଧାନାଙ୍କ ଗୋଡ଼ ଆଙ୍ଗୁଠି ଫ୍ରାକ୍‌ଚର

ନୂଆଦିଲ୍ଲୀ,୮।୧୦(ପି.ଟି.): ଭାରତୀୟ ମହିଳା କ୍ରିକେଟ ଦଳର ଓପନର ସ୍ମୃତି ମନ୍ଧାନା ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଅଭ୍ୟାସବେଳେ ତାଙ୍କ ଡାହଣ ଗୋଡ଼ର ଆଙ୍ଗୁଠି ଫ୍ରାକ୍‌ଚର ହୋଇଯାଇଛି। ତାଙ୍କ ସ୍ଥାନରେ ଅଲରାଉଣ୍ଡର ପୂଜା ବସ୍‌ତ୍ରକାର…

ଅଲୋଡ଼ା କ୍ଲବରେ ରୋହିତ

ଭାଇଜାଗ,୮।୧୦(ପି.ଟି.): ନିକଟରେ ଶେଷ ହୋଇଥିବା ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟରେ ଭାରତୀୟ ଓପନର ରୋହିତ ଶର୍ମା ଉଭୟ ଇନିଂସରେ ଓପନର ଭାବେ ଶତକ ଲଗାଇ ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। କିନ୍ତୁ ଏହି ମ୍ୟାଚ୍‌ରେ ସେ ଏକ ଅଲୋଡ଼ା ତାଲିକାରେ ସ୍ଥାନ…

ଆଇଏଏଫ୍‌ ଦିବସ ପରେଡ୍‌ରେ ସଚିନ

ହିନଡନ, ୮।୧୦(ପି.ଟି.): ଦେଶର ପ୍ରଥମ କ୍ରୀଡ଼ାବିତ୍‌ ଭାବେ ଇଣ୍ଡିଆନ ଏୟାର ଫୋର୍ସ (ଆଇଏଏଫ୍‌) ଗ୍ରୁପ କ୍ୟାପଟେନ ପଦବୀ ପାଇଥିବା କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ମଙ୍ଗଳବାର ଏଠାରେ ଅନୁଷ୍ଠିତ ୮୭ତମ ବାୟୁସେନା ଦିବସରେ ଯୋଗଦେଇଛନ୍ତି। ତାଙ୍କୁ ୨୦୧୦ରେ ଗ୍ରୁପ କ୍ୟାପଟେନ ର଼୍ୟାଙ୍କ…

ବିଶ୍ୱ ମହିଳା ବକ୍ସିଂ: କ୍ୱାର୍ଟରରେ ମେରୀକମ୍‌

ଉଲାନ-ଉଡେ(ରୁଷିଆ),୮।୧୦(ପି.ଟି.): ଛ’ ଥର ବିଶ୍ୱ ଚାମ୍ପିୟନ ମହିଳା ବକ୍ସର ଏମ୍‌.ସି. ମେରୀକମ୍‌ ଏଠାରେ ଚାଲିଥିବା ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ପ୍ରି-କ୍ୱାର୍ଟର ଫାଇନାଲର କଡ଼ା ସଂଘର୍ଷପୂର୍ଣ୍ଣ ଫାଇନାଲରେ ଥାଇଲାଣ୍ଡର ଜୁଟାମସ ଜିଟପଙ୍ଗଙ୍କୁ ୫-୦…

ଟି୨୦ରେ ସର୍ବାଧିକ ଥର ୦ କରିବାର ରେକର୍ଡ

ଅନ୍ତର୍ଜାତୀୟ କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ଟି୨୦ରେ କିଛି ଅଲୋଡ଼ା ରେକର୍ଡ ରହିଛି। ସେଗୁଡ଼ିକ ମଧ୍ୟରୁ ସବୁଠୁ ଅଧିକ ଥର ଶୂନ୍ୟ(୦)ରେ ଆଉଟ୍‌ ହେବାର ରେକର୍ଡ ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ଓ ଶ୍ରୀଲଙ୍କା ପୂର୍ବତନ ବ୍ୟାଟ୍ସମ୍ୟାନ ତିଲକରତ୍ନେ ଦିଲଶାନଙ୍କ ନାମରେ…

ହାର୍ଦ୍ଦିକଙ୍କୁ ସମାଲୋଚନା

ନୂଆଦିଲ୍ଲୀ,୮।୧୦: ପୂର୍ବତନ ପେସର ଜାହିର ଖାନ ସୋମବାର ୪୧ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ତାଙ୍କୁ ସାଥୀ ଖେଳାଳି ଓ ବର୍ତ୍ତମାନ ଖେଳାଳିମାନେ ଶୁଭେଚ୍ଛା ଦେଇଥିଲେ। ଶୁଭେଚ୍ଛୁଙ୍କ ତାଲିକାରେ ରହିଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ସେ ଏକ ଭିଡିଓ ପୋଷ୍ଟ କରିଥିଲେ,…

ଡେନମାର୍କ ଭିଜା ଲାଗି ସହାୟତା ଲୋଡ଼ିଲେ ସାଇନା

ହାଇଦ୍ରାବାଦ, ୮।୧୦: ଭାରତୀୟ ଷ୍ଟାର ଶଟଲର ସାଇନା ନେହ୍ବାଲ ଓ କିଡାମ୍ବି ଶ୍ରୀକାନ୍ତ ଆସନ୍ତା ସପ୍ତାହରେ ହେବାକୁ ଥିବା ଡେନମାର୍କ ଓପନରେ ଅଂଶଗ୍ରହଣ କରି ନ ପାରନ୍ତି। ସେମାନଙ୍କୁ ଏ ପର୍ଯ୍ୟନ୍ତି ଭିଜା ମିଳିନାହିଁ। ଅଲିମ୍ପିକ୍‌ ଯୋଗ୍ୟତା ପ୍ରଦାନ କରାଯାଉଥିବା ବର୍ଷରେ…

କୋହଲିଙ୍କ ମ୍ୟାଥ୍‌ ଘର ଶୂନ

ଅନ୍ତର୍ଜାତୀୟ କ୍ରିକେଟରେ ଶତକ ପରେ ଶତକ ଲଗାଇ ଚାଲିଥିବା ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସମ୍ପର୍କରେ ଏମିତି ଏକ ରୋଚକ କଥା ରହିଛି, ତାହା ତାଙ୍କ ପ୍ରଶଂସକଙ୍କୁ ଜଣା ନ ଥିବ। ଦିଲ୍ଲୀ ସ୍କୁଲରେ ପଢ଼ୁଥିବାବେଳେ କୋହଲି ମ୍ୟାଥ୍‌ (ଗଣିତ)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?