ଭାରତୀୟ ମହିଳା ରଗ୍ବୀ ଦଳର ଐତିହାସିକ ବିଜୟ
ନୂଆଦିଲ୍ଲୀ,୨୨।୬: ଭାରତୀୟ ମହିଳା ରଗ୍ବୀ ଦଳ ଇତିହାସ ସୃଷ୍ଟି କରିଛି। ଦଳ ଶନିବାର ତା’ର ପ୍ରଥମ ଅନ୍ତର୍ଜାତୀୟ ୧୫ଏସ୍ ବିଜୟ ହାସଲ କରିଛି। ଭାରତୀୟ ଦଳ ଏସିଆ ରଗ୍ବୀ ମହିଳା ଚାମ୍ପିୟନଶିପ୍ ଡିଭିଜନ ଓ୍ବାନରେ ସିଙ୍ଗାପୋରକୁ ହରାଇଛି। ଅନ୍ତିମ ମିନିଟ୍ରେ...
୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଓହରିପାରେ ଆଇଓଏ
ନୂଆଦିଲ୍ଲୀ,୨୨।୬: ୨୦୨୨ରେ ବର୍ମିଂହାମଠାରେ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଭାରତୀୟ ଅଲିମ୍ପିକ୍ ଆସୋସିଏଶନ (ଆଇଓଏ) ଓହରିଯାଇପାରେ। ପ୍ରତିଯୋଗିତାର ଇଭେଣ୍ଟ ତାଲିକାରେ ଶୁଟିଂ ଓ ଆର୍ଚେରି (ରିକର୍ଭ) ସାମିଲ ହେଉନାହିଁ। ଏହାକୁ ବିରୋଧ କରି ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହଟା...
ସେମିରେ ଫେଡ୍ରର
ହାଲେ (ଜର୍ମାନୀ),୨୨।୬(ଏଏଫ୍ପି): ରୋଜର ଫେଡ୍ରର ଏକ ତିନି ସେଟ୍ ବିଶିଷ୍ଟ ମ୍ୟାଚ୍କୁ ଜିତି ଏଠାରେ ଚାଲିଥିବା ହାଲେ ଓପନ ଏଟିପି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୬-୩, ୪-୬, ୬-୪ ସେଟ୍ରେ ରବର୍ଟୋ ବୌତିସ୍ତା ଅଗୁତଙ୍କୁ ହରାଇ ଦେଇଛନ୍ତି।...
କୋପା ଆମେରିକା: କ୍ୱାର୍ଟରରେ ଚିଲି
ସାଲ୍ଭାଡର (ବ୍ରାଜିଲ),୨୨।୬(ଏଏଫ୍ପି): ଆଲେକ୍ସିସ ସାଞ୍ଚେଜଙ୍କ ଗୋଲ ବଳରେ ଚିଲି ୨-୧ ଗୋଲରେ ଇକ୍ୱେଡରକୁ ହରାଇ ଦେଇଛି। ବିଜୟ ସହ ଚଳିତ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ପୂର୍ବତନ ଚାମ୍ପିୟନ ଚିଲି ପାଇଁ ମ୍ୟାଚ୍ର ୮ମ...
ଭାରତୀୟ ମହିଳା ହକି ଦଳକୁ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ଯୋଗ୍ୟତା
ହିରୋଶିମା,୨୨।୬(ପିଟି): ଭାରତୀୟ ମହିଳା ହକି ଦଳ ଶନିବାର ଟୋକିଓ ଅଲିମ୍ପିକ୍ କ୍ୱାଲିଫାୟର୍ସ ଫାଇନାଲ ରାଉଣ୍ଡରେ ସ୍ଥାନ ପକ୍କା କରିଛି। ଶନିବାର ଏଠାରେ ଖେଳାଯାଇଥିବା ଏଫ୍ଆଇଏଚ୍ ସିରିଜ୍ ଫାଇନାଲ୍ସର ସେମିଫାଇନାଲରେ ଭାରତୀୟ ଦଳ ନିମ୍ନ ର଼୍ୟାଙ୍କ ଚିଲକିୁ ୪-୨ ବ୍ୟବଧାନରେ ହରାଇ...
ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ବାସନ୍ଦ
ହାରରେ,୨୨।୬(ଏପି): ଦୁର୍ନୀତି ଅଭିଯୋଗ ଆସିବା ପରେ ଦେଶରେ କ୍ରୀଡ଼ା ପରିଚାଳନା କରୁଥିବା ସରକାରୀ ସଂସ୍ଥା ପକ୍ଷରୁ ଜିମ୍ବାଓ୍ବେ କ୍ରିକେଟ୍ (ଜେଡ୍ସି) ବୋର୍ଡକୁ ବାସନ୍ଦ କରାଯାଇଛି। ସ୍ପୋଟର୍ସ ଓ ରିକ୍ରିଏଶନ କମିଶନ (ଏସ୍ଆରସି)ର ନିର୍ଦ୍ଦେଶକୁ ଅବହେଳା କରିଥିବାରୁ ଜେଡ୍ସିକୁ ଏଭଳି ସ୍ଥିତିର...
ସ୍ବତନ୍ତ୍ର କ୍ଲବରେ ମାଲିଙ୍ଗା
ଲିଡ୍ସ,୨୧।୬: ଶ୍ରୀଲଙ୍କାର ଅଭିଜ୍ଞ ପେସର ଲସିଥ ମାଲିଙ୍ଗା ଏକ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ସେ ୪ ଉଇକେଟ ନେଇ ବିଶ୍ୱକପ୍ ଇତିହାସରେ ୫୦ ଉଇକେଟ ପୂରଣ କରିଛନ୍ତି। ସେ ବିଶ୍ୱର ୪ର୍ଥ...
ପ୍ରଥମେ ବ୍ୟାଟିଂ କରିବ ଭାରତ
ସାଉଥାମ୍ପଟନ,୨୨।୬: ଏଠାରେ ଖେଳାଯାଉଥିବା ଆଫଗାନିସ୍ତାନ ବିପକ୍ଷ ବିଶ୍ୱକପ୍ ମ୍ୟାଚ୍ରେ ଭାରତୀୟ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ବଡ଼ ସ୍କୋର ଛିଡ଼ କରିବା ଉଦ୍ଦେଶ୍ୟ ରଖି ଏହି ନିଷ୍ପତ୍ତି ନେଇଥିବା ଅଧିନାୟକ ବିରାଟ କୋହଲି କହିଛନ୍ତି।...
ଓ୍ବାର୍ନରଙ୍କ ରେକର୍ଡ
ନଟିଂହାମ, ୨୨।୬- ଆଇସିସି ବିଶ୍ୱକପ୍ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍ରେ ଅଷ୍ଟ୍ରେଲିଆ ୪୮ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଓପନର ବ୍ୟାଟ୍ସମ୍ୟାନ ଡେଭିଡ୍ ଓ୍ବାର୍ନର ୧୪୭ ବଲରୁ ୧୬୬ ରନର ମାରାଥନ ଇନିଂସ ଖେଳି ଅଷ୍ଟ୍ରେଲିଆ ବିଜୟରେ ପ୍ରମୁଖ...
ଅମିତ୍, ବ୍ରଜ ଭୂଷଣ ଓସ୍ଜା ପୁରସ୍କାର ପାଇଁ ମନୋନୀତ
ଭୁବନେଶ୍ୱର, ୨୨।୬ (ସ୍ପୋଟର୍ସ ବ୍ୟୁରୋ)- ପ୍ରତିବର୍ଷ ଭଳି ୨୦୧୮ ବର୍ଷ ଲାଗି କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ରାଜ୍ୟର ଦୁଇ କ୍ରୀଡ଼ାବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ଓଡ଼ିଶା ସ୍ପୋଟର୍ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍ଜା) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଉଦୀୟମାନ...
ରାହୁଲଙ୍କୁ ସମସ୍ୟା କରିବନି ନୂଆ ବଲ୍
ମୁମ୍ବାଇ, ୨୨ା୬ (ପି.ଟି.)-ଚଳିତ ବିଶ୍ୱକପ୍ରେ ନୂଆ ବଲ୍କୁ ସାମ୍ନା କରିବା କେ.ଏଲ୍. ରାହୁଲଙ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ। ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଏକଥା କହିଛନ୍ତି। ଜଣେ ଡାହାଣହାତୀ ବ୍ୟାଟ୍ସମ୍ୟାନ ରୂପେ ତାଙ୍କ ଟେକ୍ନିକ୍...
କ୍ୟୁ ସ୍ପୋଟର୍ସରେ ଆଡଭାନୀଙ୍କୁ ସମ୍ପୂର୍ଣ୍ଣ କ୍ୟାରିୟର ଗ୍ରାଣ୍ଡସ୍ଲାମ୍
ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଶୁକ୍ରବାର ୩୫ତମ ପୁରୁଷ ଏସିଆନ ସ୍ନୁକର ଚାମ୍ପିୟନଶିପ୍ ଜିତିଛନ୍ତି। ଏଥିସହିତ ସେ ଏକ କ୍ୟାରିୟର ଗ୍ରାଣ୍ଡସ୍ଲାମ ଶେଷ କରିଛନ୍ତି। ଆଡଭାନୀ ଏସିବିଏସ ଏସିଆନ ସ୍ନୁକର ଇଭେଣ୍ଟ୍ସ-୬-ରେଡ୍ (ଶର୍ଟ ଫର୍ମାଟ) ଏବଂ...
Archives


