ଖେଳ

ହାସନେନ କୀର୍ତ୍ତିମାନ

ଲାହୋର, ୭।୧୦- ଯୁବ ପାକିସ୍ତାନ ଦ୍ରୁତ ବୋଲର ମହମ୍ମଦ ହାସନେନ କ୍ୟାରିୟରର ୨ୟ ଟି୨୦ ମ୍ୟାଚ୍‌ରେ ନିଜ ନାମକୁ ରେକର୍ଡ ବୁକ୍‌ରେ ସ୍ଥାପନ କରିଛନ୍ତି। କ୍ରିକେଟ୍‌ର ସବୁଠାରୁ ଛୋଟିଆ ଫର୍ମାଟ୍‌ ଟି୨୦ ହ୍ୟାଟ୍ରିକ ଉଇକେଟ୍‌ ଅକ୍ତିଆର କରିବାରେ ସେ ବିଶ୍ୱର ସର୍ବକନିଷ୍ଠ…

ଜାତୀୟ ସବ୍‌ ଜୁନିଅର ଖୋଖୋ: ଓଡ଼ିଶା ବାଳିକା ଦଳ ଚାମ୍ପିୟନ, ବାଳକ ରନର୍ସଅପ୍‌

ଭୁବନେଶ୍ୱର, ୭।୧୦(ସ୍ପୋଟର୍‌ସ ବ୍ୟୁରୋ)- ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ୩୦ତମ ଜାତୀୟ ସବ୍‌ ଜୁନିୟର ବାଳିକା ଓ ବାଳକ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ପ୍ରଥମଥର ପାଇଁ ଓଡ଼ିଶା ବାଳିକା ଦଳ ଚାମ୍ପିୟନ ହୋଇଥିବା ବେଳେ ବାଳକ ଦଳ ରନର୍ସଅପ୍‌ ହୋଇଛି। ଫାଇନାଲରେ ଓଡ଼ିଶା…

ସନ୍ଦୀପଙ୍କୁ ୭ ଉଇକେଟ୍‌: ପଞ୍ଜାବ ବିଜୟୀ

ଭଦୋଦରା, ୭।୧୦ (ପି.ଟି.)- ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ଜାତୀୟ ଏକଦିବସୀୟ କ୍ରିକେଟ୍‌ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫିରେ ପଞ୍ଜାବ ଯୁବ ଦ୍ରୁତ ବୋଲର ସନ୍ଦୀପ ଶର୍ମା କ୍ୟାରିୟର ଶ୍ରେଷ୍ଠ ୭ ଉଇକେଟ୍‌ ଅକ୍ତିଆର କରିଛନ୍ତି। ସନ୍ଦୀପଙ୍କ ଏହି ମାରାତ୍ମକ ବୋଲିଂ ଯୋଗୁ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲା ଭାରତ

ଦୁବାଇ,୭।୧୦(ପି.ଟି.)- ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୨୦୩ ରନରେ ପରାସ୍ତ କରିବା ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ଦୃଢ଼ କରିଛି। ବିଜୟ ସହ ୪୦ ପଏଣ୍ଟ ହାସଲ କରି ଭାରତ ମୋଟ ୧୬୦ ପଏଣ୍ଟ…

ଓସାକାଙ୍କୁ ଚାଇନା ଓପନ ଟାଇଟଲ

ବେଜିଂ, ୭।୧୦(ଏଏଫପି)- ବିଶ୍ୱର ନମ୍ବରଓ୍ବାନ ଆଶଲେ ବାର୍ଟିଙ୍କୁ ହରାଇ ନାଓମି ଓସାକା ଚାଇନା ଓପନ ଟେନିସ ଟାଇଟଲ ଜିତିଛନ୍ତି। ପ୍ରଥମ ସେଟ୍‌ରେ ପଛୁଆ ରହିଥିଲେ ହେଁ ସେ ସଫଳ ପ୍ରତ୍ୟାବର୍ତ୍ତନ କରି କ୍ରମାଗତ ଟାଇଟଲ ହାସଲ କରିବାରେ ସକ୍ଷମ ହୋଇଛନ୍ତି। ରବିବାର…

ଜୋକୋଭିଚ୍‌ଙ୍କୁ ପ୍ରଥମ ଜାପାନ ଓପନ ଟାଇଟଲ

ଟୋକିଓ,୬।୧୦ (ଏଏଫ୍‌ପି)- ବିଶ୍ୱର ନଂ ୧ ପୁରୁଷ ସିଙ୍ଗଲ୍ସ ଖେଳାଳି ନୋଭାକ ଜୋକୋଭିଚ୍‌ ପ୍ରଥମ ଥର ପାଇଁ ଜାପାନ ଓପନ ଟାଇଟଲ ଜିତିଛନ୍ତି। ରବିବାର ଖେଳାଯାଇଥିବା ଫାଇନାଲରେ ଜୋକୋଭିଚ୍‌ ୬-୩, ୬-୨ ସେଟ୍‌ରେ ଅଷ୍ଟ୍ରେଲିଆର ଜନ ମିଲମ୍ୟାନଙ୍କୁ ହରାଇ ଦେଇଛନ୍ତି। ସର୍ବିଆ…

ଅଶ୍ୱିନ ଯୁଗ୍ମ ଦ୍ରୁତତମ

ବିଶାଖାପାଟଣା,୬।୧୦- ଭାରତୀୟ ଦଳର ଆଗଧାଡ଼ିର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଥେଉନିସ ଡି ବ୍ରୁଇନଙ୍କୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୩୫୦ ଉଇକେଟ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ଛୁଇଁବାରେ ଅଶ୍ୱିନ ଶ୍ରୀଲଙ୍କାର କିମ୍ବଦନ୍ତୀ ମୁଥିଆ ମୁରଲୀଧରନଙ୍କ ସହ ଯୁଗ୍ମ ଦ୍ରୁତତମ…

ବୁମରାଙ୍କ ସମକକ୍ଷ ସାମି

ବିଶାଖାପାଟଣା,୬୧୦- ଭାରତୀୟ ପେସର ମହମ୍ମଦ ସାମି ରବିବାର ନିଜ ସାଥୀ ପେସର ଯଶପ୍ରୀତ ବୁମରାଙ୍କ ସମକକ୍ଷ ହୋଇଛନ୍ତି ଏଠାରେ ଭାରତ ଓ ଦକ୍ଷିଣ ଅାଫ୍ରିକା ମଧ୍ୟରେ ଖେଳାଯାଇଥତ୍ବା ପ୍ରଥମ ଟେଷ୍ଟର ଅନ୍ତିମ ଦିନରେ ସାମି ଭ୍ରମଣକାରୀ ଦକ୍ଷିଣ ଅାଫ୍ରିକା ଦଳର ୪…

ରେକର୍ଡ ବୁକ୍ ରେ ଭାଇଜାଗ ଟେଷ୍ଟ

ବିଶାଖାପାଟଣା,୬।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ରେକର୍ଡ ବୁକ୍‌ରେ ସ୍ଥାନ ପାଇଛି। ଏହି ଟେଷ୍ଟରେ ଉଭୟ ଦଳ ମୋଟ ୩୬ ଛକା ଲଗାଇଛନ୍ତି। ଇତିହାସରେ ଏପର୍ଯ୍ୟନ୍ତ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ ମଧ୍ୟରେ ଏହା ସର୍ବାଧିକ…

ମହାଷ୍ଟମୀରେ ଦେଶବାସୀଙ୍କୁ ଉପହାର: ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କଲା ଭାରତ

ବିଶାଖାପାଟଣା,୬।୧୦: ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତ ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କରିଛି। ଦୁଇଟି ଇନିଂଶରେ ରୋହିତ ଶର୍ମାଙ୍କ ଶତକ ଏବଂ ଆର. ଅଶ୍ୱିନ୍‌, ମହମ୍ମଦ ସାମି, ରବିନ୍ଦ୍ର ଜାଡେଜାଙ୍କ ଘାତକ ବୋଲିଂ ଯୋଗୁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ…

ବିଜୟର ନିକଟତର ଭାରତ: ଆଉ ମାତ୍ର ଦୁଇ ଉଇକେଟ ଦୂରରେ

ବିଶାଖାପାଟଣା, ୬।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତକୁ ବିଜୟ ପାଇଁ ଆଉ ଦୁଇ ଉଇକେଟ ଦୂରରେ ଅଛି। ଲଞ୍ଚ୍‌ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ୧୧୭ ରନରେ ୮ଟି ଉଇକେଟ ହରାଇଛି। ବିଜୟ ପାଇଁ ଦଳକୁ ଆଉ ୨୭୮ରନ୍‌ ଆବଶ୍ୟକ…

ପୁରୁଷ କ୍ରିକେଟରଙ୍କୁ ପଛରେ ପକାଇଲେ ହରମନପ୍ରୀତ କୌର

ସୁରତ,୬।୧୦:ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ୬ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଶେଷ ମ୍ୟାଚରେ ଭାରତୀୟ ମହିଳା ଦଳର ଅଧିନାୟକ ହରମନପ୍ରୀତ କୌର ଇତିହାସ ରଚିଛନ୍ତି। ସୁରତରେ ଖେଳାଯାଉଥିବା ଏହି ମ୍ୟାନ୍‌ଟି ହରମନପ୍ରୀତଙ୍କ ୧୦୦ତମ ଟି-୨୦ ମ୍ୟାଚ୍‌ ଥିଲା। ଟି-୨୦ରେ ୧୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?