ଖେଳ

ଦୂତୀଙ୍କୁ ଏ ବର୍ଷ ମିଳିବ ନାହିଁ ଅର୍ଜୁନ ସମ୍ମାନ

ନୂଆଦିଲ୍ଲୀ,୨୪।୭- ଷ୍ଟାର ସ୍ପିଣ୍ଟର ଦୂତୀ ଚାନ୍ଦ ଚଳିତ ବର୍ଷ ଅର୍ଜୁନ ପୁରସ୍କାର ଅଧିକାରୀ ହୋଇପାରିବେ ନାହିଁ। ତାଙ୍କ ବ୍ୟତୀତ ପୁରୁଷ ୮୦୦ ମିଟର ଦୌଡ଼ରେ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜେତା ମନଜିତ ସିଂ ମଧ୍ୟ ଏହି ସମ୍ମାନ ତାଲିକାରୁ ବାଦ୍‌…

ଅଲିମ୍ପିକ ପ୍ରସ୍ତୁତି: ମସାଲାଯୁକ୍ତ, ମିଠା ଖାଦ୍ୟ ମନା

ନୂଆଦିଲ୍ଲୀ,୨୪ା୭(ପି.ଟି.):ଭାରତୀୟ ମହିଳା ହକି ଦଳ ଟୋକିଓ ଅଲିମ୍ପିକ ୨୦୨୦ ପାଇଁ ଯୋଗ୍ୟତା ହାସଲ କରିବା ଲକ୍ଷ୍ୟରେ ରହିଛି। ଏହି ପରିପ୍ରେକ୍ଷୀରେ ଖେଳାଳିମାନଙ୍କ ଖାଦ୍ୟରେ ପରିବର୍ତ୍ତନ କରାଯାଇଛି। ସେମାନଙ୍କୁ ମସାଲାଯୁକ୍ତ ଏବଂ ମିଠାଯୁକ୍ତ ଖାଦ୍ୟ ନ ଖାଇବା ଲାଗି ପରାମର୍ଶ ଦିଆଯାଇଛି। ଗତମାସରେ…

ଅଭିଷେକଙ୍କୁ ବିଶ୍ୱ ଆଇରନ୍‌ ମ୍ୟାନ୍‌ ଟାଇଟଲ

ଧର୍ମଗଡ,୨୪।୭(ଡି.ଏନ.ଏ.)-ବିଶ୍ୱ ଟ୍ରାଇଥଲନ୍‌ କର୍ପୋରେଶନ ଦ୍ୱାରା ସୁଇଜରଲାଣ୍ଡର ଜୁରିଚ୍‌ଠାରେ ଆୟୋଜିତ ବିଶ୍ୱ ଆଇରନ ମ୍ୟାନ ପ୍ରତିଯୋଗିତାରେ କଳାହାଣ୍ଡି ଜିଲା ଅନ୍ତର୍ଗତ ଧର୍ମଗଡ଼ର ଅଭିଷେକ ପଟ୍ଟଯୋଶୀ ଟାଇଟଲ ହାସଲ କରିଛନ୍ତି। ପ୍ରତିଯୋଗିତାରେ ବିଶ୍ୱର ବିଭିନ୍ନ ଦେଶର ପ୍ରତିଯୋଗୀ ଭାଗ ନେଇଥିଲେ। ଏହା ଏକ ପ୍ରକାର…

ଜାଡେଜାଙ୍କ ଉପରେ ଆସ୍ଥା ବଢ଼ିଛି

ମୁମ୍ବାଇ, ୨୪।୭-ଭାରତୀୟ କ୍ରିକେଟ ଦଳରେ ଏକଦା ଉପେକ୍ଷିତ ଥିଲେ ତାରକା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା। ମାତ୍ର ଗତ ଆଇସିସି ବିଶ୍ୱକପ ପରେ ତାଙ୍କ ଉପସ୍ଥିତିର ମୂଲ୍ୟ ବୁଝିଛି ଟିମ୍‌ ମ୍ୟାନେଜମେଣ୍ଟ। ଫଳ ସ୍ବରୂପ କାରିବିୟନ ଗସ୍ତର ତିନୋଟି ଯାକ ଫର୍ମାଟ ପାଇଁ…

ୟୁରୋପିଆନ ମାଷ୍ଟର୍ସ ଗେମ୍ସ: ଇଟାଲୀ ଯିବେ ପାର୍ବତୀ

କଟକ ଅଫିସ,୨୪ା୭-ଓଡ଼ିଶା କ୍ରୀଡ଼ା ଜଗତର ଡିସ୍‌କସ୍‌ ରାଣୀ ଭାବେ ପରିଚିତ ଅନ୍ତର୍ଜାତୀୟ ଆଥଲେଟ୍‌ ପାର୍ବତୀ ସେଠୀ ବୁଧବାର ଇଟାଲୀ ଯାତ୍ରା କରିବେ । ଇଟାଲୀର ଟୋରିନୋ ସହରରେ ହେବାକୁ ଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ପାର୍ବତୀ ରାଜ୍ୟ ପକ୍ଷରୁ ଏକମାତ୍ର ଖେଳାଳି…

ଏହସାନ ମାନି ଆଇସିସି କମିଟି ଅଧ୍ୟକ୍ଷ

କରାଚୀ,୨୪।୭(ପି.ଟି.)- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଧ୍ୟକ୍ଷ ଏହସାନ ମାନିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। ସେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ତଥା ପ୍ରଭାବୀ ଫାଇନାନ୍ସ ଓ କମର୍ସିଆଲ ଆଫେୟାର୍ସ (ଏଫ୍‌ ଆଣ୍ଡ ସିଏ) କମିଟି ଅଧ୍ୟକ୍ଷ…

ଟି୨୦ ଫର୍ମାଟ୍‌ରେ ସକ୍ରିୟ ରହିବେ ମାଲିଙ୍ଗା

କଲମ୍ବୋ, ୨୪।୭(ଏ.ଏଫ୍‌.ପି.)- ଶ୍ରୀଲଙ୍କା ଅଭିଜ୍ଞ ଦ୍ରୁତ ବୋଲର ତଥା ଉଇକେଟଟେକର ଲସିଥ୍‌ ମାଲିଙ୍ଗା ଏବେ ଅବସର ନେବାକୁ ଯାଉଛନ୍ତି। ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଘରୋଇ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଖେଳିବା ପରେ ମାଲିଙ୍ଗା ଦିନିକିଆ ଫର୍ମାଟରୁ ସବୁଦିନ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି

ଦୁବାଇ,୨୪।୭(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ସେ ପୂର୍ବପରି ୧ ନମ୍ବର ସ୍ଥାନରେ ରହିଛନ୍ତି। କୋହଲିଙ୍କ ନେତୃତ୍ୱରେ ଭାରତ ଗତ ଅଷ୍ଟ୍ରେଲିଆ…

ମେଓ୍ବେଦର ଚାଇନା ବକ୍ସିଂ ଟିମ୍‌ର ସ୍ବତନ୍ତ୍ର ପରାମର୍ଶଦାତା ନିଯୁକ୍ତ, ରିଙ୍ଗ୍‌ରେ ରହିଛି ୫୦-୦ ରେକର୍ଡ

ସାଂଘାଇ, ୨୩ା୭ (ଏଏଫ୍‌ପି)- ଚାଇନା ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଏହାର ପଦକ ସଂଖ୍ୟା ବୃଦ୍ଧି କରିବା ଲକ୍ଷ୍ୟରେ ରହିଛି। ଏହି ପରିପ୍ରେକ୍ଷୀରେ ଚାଇନିଜ ବକ୍ସିଂ ଫେଡେରେଶନ ଅବସରପ୍ରାପ୍ତ ସୁପରଷ୍ଟାର ଫ୍ଲଏଡ୍‌ ମେଓ୍ବେଦରଙ୍କୁ ଚାଇନା ବକ୍ସିଂ ଟିମ୍‌ର ’ସ୍ବତନ୍ତ୍ର ପରାମର୍ଶଦାତା’ ଭାବେ ନିଯୁକ୍ତି…

ଡେଜାନ ପାପିକ୍‌ ଟିଟି’ର ନୂଆ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୨୩ା୭ (ପି.ଟି.)-କାନାଡାର ଡେଜାନ୍‌ ପାପିକ୍‌ ଜାତୀୟ ଟେବୁଲ ଟେନିସ (ଟିଟି) ଦଳର ନୂଆ ମୁଖ୍ୟ କୋଚ୍‌ ହେବେ। ମଙ୍ଗଳବାର ତାହା ସ୍ପଷ୍ଟ ହୋଇଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ତାଙ୍କୁ ଦିଆଯାଇଥିବା ବର୍ଷିକିଆ ଚୁକ୍ତିପତ୍ରକୁ ସେ ଗ୍ରହଣ…

ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟରୁ ଓହରିଲେ ଆଣ୍ଡରସନ

ଲଣ୍ଡନ, ୨୩।୭ (ଏଏଫ୍‌ପି)- ଘରୋଇ ଇଂଲଣ୍ଡ ଓ ଆୟର୍ଲାଣ୍ଡ ମଧ୍ୟରେ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ସ୍ଥାନୀୟ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଆରମ୍ଭ ହେବ। ତେବେ ଡାହାଣ ଗୋଡ଼ର ମାଂସପେଶୀରେ ଆଘାତଜନିତ ସମସ୍ୟା ଲାଗି ଇଂଲଣ୍ଡ ଦଳର ଅଭିଜ୍ଞ ଦ୍ରୁତ ବୋଲର…

ପ୍ରଥମ ଦୁଇଟି ଟି୨୦ ପାଇଁ ନାରିନ, ପୋଲାର୍ଡ ଓ୍ବେଷ୍ଟଇଣ୍ଡିଜ ଦଳରେ ସାମିଲ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୩।୭ (ପି.ଟି.)- ଭାରତ ବିପକ୍ଷ ଟି୨୦ ସିରିଜର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଘରୋଇ ଓ୍ବେଷ୍ଟଇଣ୍ଡିଜ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ରହସ୍ୟମୟୀ ଭେଟେରାନ ସ୍ପିନର ସୁନୀଲ ନାରିନ ଓ ଅଲ୍‌ରାଉଣ୍ଡର କିରନ ପୋଲାର୍ଡ ପ୍ରଥମ ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri