ହ୍ୟାଟ୍ରିକ ଛକା ଲଗାଇଲେ ରୋହିତ
ବିଶାଖାପାଟଣା,୫।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟର ପ୍ରଥମ ଭଳି ଦ୍ୱିତୀୟ ଇନିଂସ(୧୨୭)ରେ ମଧ୍ୟ ଭାରତୀୟ ଦଳର ଓପନର ରୋହିତ ଶର୍ମା ଶତକ ଲଗାଇଛନ୍ତି। ଶନିବାର ଶତକ ପୂର୍ଣ୍ଣ କରିବା ପରେ ରୋହିତ ଗିଅର ଚେଞ୍ଜ କରି ଖେଳିଥିଲେ। ୫୬ତମ…
ସ୍ବତନ୍ତ୍ର ରେକର୍ଡ ବୁକ୍ରେ ରୋହିତ
ବିଶାଖାପାଟଣା,୫।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟର ପ୍ରଥମ ଭଳି ଦ୍ୱିତୀୟ ଇନିଂସରେ ମଧ୍ୟ ଭାରତୀୟ ଦଳର ଓପନର ରୋହିତ ଶର୍ମା ଶତକ ଲଗାଇଛନ୍ତି। ୧୨୭ ରନ୍ର ପାଳି ଖେଳିଥିବା ରୋହିତ ଏକ ସ୍ବତନ୍ତ୍ର ରେକର୍ଡ ବୁକ୍ରେ ସ୍ଥାନ ପାଇଛନ୍ତି।…
ପୁଣି ଶତକ ନିକଟରେ ରୋହିତ
ପୁଣି ଶତକ ନିକଟରେ ରୋହିତ ବିଶାଖାପାଟଣା,୫।୧୦: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ୧୭୬ ରନ୍ର ଶତକୀୟ ଇନିଂସ ଖେଳିଥିବା ରୋହିତ ଶର୍ମା ଦ୍ୱିତୀୟ ପାଳିରେ ମଧ୍ୟ ଶତକ ଆଡ଼େ ଅଗ୍ରସର ହେଉଛନ୍ତି। ମ୍ୟାଚ୍ର ୪ର୍ଥ…
ପ୍ରଥମ ଟେଷ୍ଟ: ୪୩୧ ରନ୍ରେ ଦକ୍ଷିଣ ଆଫ୍ରିକା ଅଲ୍ଆଉଟ୍; ଦ୍ୱିତୀୟ ଇନିଂସରେ ଭାରତ ୧୦୨/୧
ବିଶାଖାପାଟଣା,୫।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ର ପ୍ରଥମ ମୁକାବିଲା ସ୍ଥାନୀୟ ଏସିଏ-ବିଡିସିଏ ଷ୍ଟାଡିଏମ୍ରେ ଖେଳାଯାଉଛି। ଭାରତ ପ୍ରଥମେ ଟସ୍ ଜିତି ବ୍ୟାଟିଂ କରି ୭ ଓ୍ବିକେଟ ହରାଇ ୫୦୨ ରନ୍ ସଂଗ୍ରହ…
ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ
ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ମ୍ୟାଚରେ ବାଙ୍କୀର ବ୍ରହ୍ମପୁରା କ୍ରିକେଟ କ୍ଲବ ୧୮ ରନରେ…
ବିଜୟ ହଜାରେ ଟ୍ରଫି : ହରିୟାଣାଠାରୁ ହାରିଲା ଓଡ଼ିଶା
କଟକ ଅଫିସ,୫ା୧୦- ଭଦୋଦରାର ଏସ୍ଜିଏସ୍ଏ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫି ଲିଗ ପର୍ଯ୍ୟାୟର ଏକ ମ୍ୟାଚ୍ରେ ଓଡ଼ିଶା ୪ ଉଇକେଟରେ ହରିୟାଣାଠାରୁ ପରାସ୍ତ ହୋଇଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ୯ ଉଇକେଟ ବିନିମୟରେ…
ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍: ତେଜିନ୍ଦର, ଜିନସନ ବିଫଳ
ଦୋହା, ୫।୧୦(ପି.ଟି.)- ଏସିଆନ ଗେମ୍ସ ଗୋଲ୍ଡ ମେଡାଲିଷ୍ଟ ଭାରତୀୟ ଶଟ୍ପୁଟର ତେଜିନ୍ଦର ପାଲ୍ ସିଂ ତୁର୍ ଏବଂ ୧୫୦୦ ମିଟର ରନର ଜିନସନ ଜିନସନ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ର ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରୁ ବିଦାୟ ନେଇଛନ୍ତି। ୨୪ ବର୍ଷୀୟ ତୁର୍ ସିଜନ…
କ୍ରିକେଟରୁ ଦୂରେଇ ରହିବା କଷ୍ଟକର: ଅଶ୍ୱିନ
ବିଶାଖାପାଟଣା,୫।୧୦(ପି.ଟି.)- ଭାରତୀୟ ଅଭିଜ୍ଞ ସ୍ପିନର ଦୀର୍ଘଦିନ ପରେ ପ୍ରତ୍ୟାବର୍ତ୍ତନ କରି ଚଳିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ର ପ୍ରଥମ ଇନିଂସରେ ୫ ଉଇକେଟ ଅକ୍ତିଆର କରିଛନ୍ତି। ଗତବର୍ଷ ଡିସେମ୍ବରରେ ସେ ଶେଷଥର ପାଇଁ ଟେଷ୍ଟ ଖେଳିଥିଲେ। ପାଖାପାଖି ୧୦…
ଭାରତରେ ଏନ୍ବିଏ ମ୍ୟାଚ୍
ମୁମ୍ବାଇ, ୫।୧୦(ପି.ଟି.)- ସ୍ଥାନୀୟ ନ୍ୟାଶନାଲ ସ୍ପୋଟର୍ସ କ୍ଲବ୍ ଅଫ୍ ଇଣ୍ଡିଆ (ଏନ୍ଏସ୍ସିଆଇ) ଡୋମଠାରେ ଶୁକ୍ରବାର ଏନ୍ବିଏର ଐତିହାସିକ ମ୍ୟାଚ୍ ଆୟୋଜିତ ହୋଇଛି। ଆମେରିକାର ହାଇପ୍ରୋଫାଇଲ ବାସ୍କେଟ ବଲ୍ ଲିଗ୍ ଏନ୍ବିଏ (ନ୍ୟାଶନାଲ ବାସ୍ପେଟବଲ ଆସୋସିଏଶନ)ର ଦୁଇ ଦଳ ସାକ୍ରାମେଣ୍ଟୋ କିଙ୍ଗ୍ସ ଓ…
ଏନ୍ବିଏ: ସାକ୍ରାମେଣ୍ଟୋକୁ ହରାଇଲା ଇଣ୍ଡିଆନା
ମୁମ୍ବାଇ,୫।୧୦(ପି.ଟି.)- ଆମେରିକାର ଜଣାଶୁଣା ବାସ୍କେଟବଲ୍ ଲିଗ୍ ଏନ୍ବିଏ ଭାରତରେ ପଦାର୍ପଣ କରିଛି। ଶୁକ୍ରବାର ଏଠାରେ ପ୍ରଥମ ଏନ୍ବିଏ ମ୍ୟାଚ୍ ଅନୁଷ୍ଠିତ ହୋଇଛି। ଏହି ଐତିହାସିକ ମ୍ୟାଚ୍ରେ ଇଣ୍ଡିଆନା ପେସର୍ସ ୧୩୨-୧୩୧ ବ୍ୟବଧାନରେ ସାକ୍ରାମେଣ୍ଟୋ କିଙ୍ଗ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଜବରଦସ୍ତ…
ସବିତା ଖେଳିଲେ ୨୦୦ତମ ମ୍ୟାଚ୍
ମାର୍ଲୋ(ୟୁକେ),୪।୧୦(ପି.ଟି.)- ଇଂଲଣ୍ଡ ଗସ୍ତର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ମହିଳା ହକି ମ୍ୟାଚରେ ଭାରତୀୟ ଗୋଲକିପର ସବିତା କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ମ୍ୟାଚ ପୂର୍ବରୁ କୋଚ୍ ଜୋର୍ଡ ମାରିଜନେ ତାଙ୍କୁ ୨୦୦ ନମ୍ବର ଲେଖାଥିବା ଜର୍ସି ପ୍ରଦାନ କରିଥିଲେ। ସବିତା…
୨୨ ବର୍ଷରେ ପନ୍ତ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଶୁକ୍ରବାର ୨୨ ବର୍ଷରେ ପାଦ ଦେଇଛନ୍ତି। ୪ ଅକ୍ଟୋବର ୧୯୯୭ରେ ଜନ୍ମ ହୋଇଥିବା ଏହି ଖେଳାଳି ଏବେ ଭାରତୀୟ ଟେଷ୍ଟ ଦଳରୁ ବାହାରେ ଅଛନ୍ତି। କିନ୍ତୁ ଗତ ଏକବର୍ଷ ହେଲା ତାଙ୍କ…

