ଖେଳ

ଅଲିମ୍ପିକ୍ସକୁ ଆଉ ବର୍ଷେରୁ କମ୍‌ ସମୟ ଥିବାବେଳେ ଯୋଗଦେଇ ନାହଁନ୍ତି ବିଦେଶୀ କୋଚ୍‌

ନୂଆଦିଲ୍ଲୀ,୨୨ା୭(ପିଟି)- ଟୋକିଓ ଅଲିମ୍ପିକ୍ସକୁ ପୂର୍ବରୁ ଭାରତୀୟ ଟେବୁଲ ଟେନିସ ଦଳ ହାତରେ ପ୍ରସ୍ତୁତି ପାଇଁ ଆଉ ମାତ୍ର ବର୍ଷେ ସମୟ ରହିଛି। କିନ୍ତୁ ଦଳର ନୂଆ ବିଦେଶୀ କୋଚ୍‌ ଡେଜାନ ପାପିକ ଏପର୍ଯ୍ୟନ୍ତ ଦାୟିତ୍ୱ ସମ୍ଭାଳି ନାହାନ୍ତି। ଏହା ଭାରତୀୟ ଦଳର…

ବଲିଉଡ୍‌ ଗୀତରେ ନାଚିଲେ ଆମେରିକୀୟ ଟେନିସ ଷ୍ଟାର

ଓ୍ବାଶିଂଟନ,୨୨।୧୭- ଆମେରିକାନ ଟେନିସ ଖେଳାଳି ଆଲିସନ ରିସ୍କେ ସଭିଙ୍କୁ ଚକିତ କରିଦେଇଛନ୍ତି। ବିଶ୍ୱର ନଂ ମହିଳା ସିଙ୍ଗଲ୍ସ ଖେଳାଳି ଆଶଲେ ବାର୍ଟିଙ୍କୁ ଓ୍ବିମ୍ବେଲଡନ ଓପନରେ ହରାଇବା ପରେ ସେ ତାଙ୍କ ବନ୍ଧୁ ଷ୍ଟିଫେନ ଅମ୍ରିତରାଜଙ୍କୁ ବିବାହ କରିଛନ୍ତି। ଷ୍ଟିଫେନ ଭାରତକୁ ଟେନିସ…

ଅନ୍‌ଫିସିଆଲ ସିରିଜ ଜିତିଲା ଭାରତ

ଆଣ୍ଟିଗୁଆ,୨୨ା୭- ରବିବାର ଖେଳାଯାଇଥିବା ଅନ୍‌ଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ ଏ’ ଦଳ ୮ ଉଇକେଟରେ ଓ୍ବେଷ୍ଟଇଣ୍ଡିଜ ଏ’କୁ ହରାଇ ଦେଇଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ ୪-୧ ବ୍ୟବଧାନରେ ଜିତିନେଇଛି। ୨୩୭ ରନ୍‌ର ପିଛା କରୁଥିବା ଭାରତୀୟ ଦଳ ଲାଗି…

ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ହିମା

ନୂଆଦିଲ୍ଲୀ,୨୨।୭- ଚଳିତ ମାସରେ ଗୋଟିଏ ପରେ ଗୋଟିଏ ସ୍ବର୍ଣ୍ଣିମ ସଫଳତା ପାଇ ଚାଲିଥିବା ଭାରତୀୟ ସ୍ପ୍ରିଣ୍ଟର ହିମା ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନିକଟରେ ହିମା ଚଳିତ ମାସରେ ୫ମ ସ୍ବର୍ଣ୍ଣ ଜିତିବା ପରେ ରବିବାର ପ୍ରଧାନମନ୍ତ୍ରୀ ମୋଦି…

ପ୍ରଥମ ଥର ଭାରତୀୟ ଦଳରେ ୩ ରାଜସ୍ଥାନ ଖେଳାଳି

ଜୟପୁର,୨୨।୭-ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା ହୋଇସାରିଛି। ଏହି ଦଳରେ ପ୍ରଥମ ଥର ପାଇଁ ୩ ଜଣ ରାଜସ୍ଥାନ ଖେଳାଳି ସ୍ଥାନ ପାଇଛନ୍ତି। ବାମହାତୀ ପେସର ଖଲିଲ ଅହମ୍ମଦ, ଡାହାଣହାତୀ ସିମର ଦୀପକ ଚହର ଓ ଲେଗ୍‌ ସ୍ପିନର ରାହୁଲ…

ଭାରତୀୟ କ୍ରିକେଟ ଅଧିନାୟକଙ୍କ ଲାଗି ସ୍ବତନ୍ତ୍ର ନମ୍ବର ୧୮୩

ଭାରତୀୟ ଦିନିକିଆ କ୍ରିକେଟ ଦଳର ସଫଳତମ ଅଧିନାୟକଙ୍କ ଲକି ନମ୍ବର ହେଉଛି ୧୮୩ । ଏହାର କାରଣ ଭାରତୀୟ କ୍ରିକେଟ ଦଳର ପ୍ରଶଂସକମାନଙ୍କୁ ଜଣାଥିବ। ସୌରଭ ଗାଙ୍ଗୁଲି, ମହେନ୍ଦ୍ର ସିଂ ଧୋନୀ ଓ ବିରାଟ କୋହଲିଙ୍କ ଦିନିକିଆ କ୍ୟାରିୟରର ସର୍ବାଧିକ ସ୍କୋର…

୨୦୦ ଟଙ୍କା ପାଇଁ କ୍ରିକେଟ ଖେଳୁଥିଲେ, ଏବେ ମିଳିଲା ଭାରତୀୟ ଦଳରେ ସ୍ଥାନ

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ଭାରତୀୟ ଦଳରେ ଅନେକ ନୂଆ ଚେହେରା ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ନବଦୀପ ସଇନି ଅନ୍ୟତମ। ୨୦୧୯ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଖେଳୁଥିବା ନବଦୀପ…

ବିଶ୍ୱକପ୍‌ ଫାଇନାଲ ଟାଇ ହେଲେ ଚାମ୍ପିୟନ ନିର୍ଣ୍ଣୟ ଲାଗି ଦଳୀୟ ପଏଣ୍ଟକୁ ହିସାବକୁ ନିଆଯାଉ: ଚାପେଲ

ନୂଆଦିଲ୍ଲୀ,୨୨।୭(ପି.ଟି.)- ନିକଟରେ ଶେଷ ହୋଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ଯେଉଁଭଳି ବିଜେତା ନିର୍ଣ୍ଣୟ ହେଲା, ତାହାକୁ ନାପସନ୍ଦ କରିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ଇଆନ ଚାପେଲ। ସେ କହିଛନ୍ତି ଯେ, ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଟାଇ ହେଲେ ଅଙ୍କ ତାଲିକାରେ ଦୁଇ…

ଅଲଗା ଅଧିନାୟକ, କୋଚ୍‌ ସପକ୍ଷରେ ପିସିବି

କରାଚି, ୨୨।୭ (ପି.ଟି.)- ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି) ଉଭୟ ଦିନିକିଆ ଓ ଟେଷ୍ଟ ଫର୍ମାଟ୍‌ ପାଇଁ ଭିନ୍ନ ଭିନ୍ନ ଅଧିନାୟକ ଓ କୋଚ୍‌ ନିଯୁକ୍ତ କରିବା ସପକ୍ଷରେ ରହିଛି। ପିସିବିର…

କଟକରେ ହୋଇପାରେ ଇଣ୍ଡିଆ ଓପନ ଟେବୁଲ ଟେନିସ

କଟକ ଅଫିସ,୨୨।୭- ଓଡ଼ିଶା ପୁଣି ଏକ ବିଶ୍ୱସ୍ତରୀୟ ଟେବୁଲ ଟେନିସ ଟୁର୍ନାମେଣ୍ଟ ଆୟୋଜନ କରିବା ସମ୍ଭାବନା ସୃଷ୍ଟି ହୋଇଛି। ଆଗାମୀ ଇଣ୍ଡିଆ ଓପନ ଟେବୁଲ ଟେନିସ ଏଠାରେ ହେବାର ଯୋଜନା ରହିଛି ବୋଲି ଟେବୁଲ ଟେନିସ ଫେଡେରେଶନ ଅଫ ଇଣ୍ଡିଆ(ଟିଟିଏଫ୍‌ଆଇ)ର ପରାମର୍ଶଦାତା…

ମିକ୍ସଡ ଡବଲ୍ସରୁ ଭାରତକୁ ୩ୟ ସ୍ବର୍ଣ୍ଣ

କଟକ ଅଫିସ,୨୨।୭- ରାଜ୍ୟଗୋଷ୍ଠୀ ଟେବୁଲ ଟେନିସର ୨୧ତମ ସଂସ୍କରଣରେ ଭାରତ ମିକ୍ସଡ ଡବଲ୍ସ ଇଭେଣ୍ଟରୁ ତୃତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛି । ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ପ୍ରତିଯୋଗିତାର ମିକ୍ସଡ ଡବଲରେ ଜ.ି ସାଥିୟାଁ ଓ ଅର୍ଚ୍ଚନା କାମଥଙ୍କ…

ଜର୍ମାନୀ ଆଇରନ ମ୍ୟାନ ପ୍ରତିଯୋଗିତାରେ ସୌଭାଗ୍ୟ

କଟକ ଅଫିସ,୨୨।୭- ଆସନ୍ତା ୨୮ରୁ ଜର୍ମାନୀର ହାମବର୍ଗଠାରେ ଆଇରନ ମ୍ୟାନ ପ୍ରତିଯୋଗିତା ହେବ। ଏଥିରେ ଓଡ଼ିଶାରୁ ଭାଗ ନେବେ ସୌଭାଗ୍ୟ କୁମାର ରଥ । ରବିବାର ପୂର୍ବାହ୍ନରେ ସୌଭାଗ୍ୟ ଜର୍ମାନୀ ଅଭିମୁଖେ ଯାତ୍ରା କରିଛନ୍ତି । ୩.୮ କିମି ସନ୍ତରଣ, ୧୮୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri