ଖେଳ

ରେକର୍ଡ ଭାଙ୍ଗିବାରୁ କୋହଲି, ବାବରଙ୍କୁ କ୍ଷମା ମାଗିଲେ ବ୍ୟାଟ୍ସମ୍ୟାନ

ଆମଷ୍ଟରଡାମ,୪।୧୦: ନେଦରଲାଣ୍ଡ କ୍ରିକେଟର ରାୟାନ ଟେନ୍‌ ଡୋସଚେଟଙ୍କଠାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପାକିସ୍ତାନ ସେନସେଶନ ବାବର ଆଜମ ପଛରେ ରହିଛନ୍ତି। ଦିନିକିଆ କ୍ରିକେଟରେ ଅତିକମ୍‌ରେ ଏକ ହଜାର ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଡୋସଚେଟଙ୍କ ଆଭରେଜ ସର୍ବାଧିକ। ନିର୍ଦ୍ଦିଷ୍ଟ…

ଭାରତର ସ୍ଥିତି ଦୃଢ଼

ବିଶାଖାପାଟଣା,୪।୧୦: ଏଠାରେ ଭାରତ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଡିନ ଏଲଗାର ଓ କ୍ୱିଣ୍ଟନ ଡି’ କକ୍‌ଙ୍କ ଶତକ ଲଗାଇଛନ୍ତି। ଏହାସତ୍ତ୍ୱେ ଭାରତୀୟ ଦଳ ଦୃଢ଼ ସ୍ଥିତିରେ ରହିଛି। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୫୦୨ ରନ୍‌…

ଜାଡେଜାଙ୍କ ରେକର୍ଡ

ବିଶାଖାପାଟଣା,୪।୧୦: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡ ରବୀନ୍ଦ୍ର ଜାଡେଜା ଏକ ସ୍ବତନ୍ତ୍ର ରେକର୍ଡ ଅଧିକାରୀ ହୋଇଛନ୍ତି। ମ୍ୟାଚ୍‌ର ୩ୟ ଦିନ ତଥା ଶୁକ୍ରବାର ଜାଡେଜା ଟେଷ୍ଟ କ୍ୟାରିୟରର ୨୦୦ତମ ଉଇକେଟ ନେଇଛନ୍ତି।…

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଆରସିଏ ସଭାପତି

ଜୟପୁର,୪।୧୦: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବ ଗେହଲଟ ରାଜସ୍ଥାନ କ୍ରିକେଟ ଆସୋସିଏଶନ (ଆରସିଏ) ସଭାପତି ନିର୍ବାଚିତ ହୋଇଛନ୍ତି। ଶକୁବ୍ରାର ଅନୁଷ୍ଠିତ ନିର୍ବାଚନରେ ଗେହଲଟଙ୍କୁ ୨୫ ଖଣ୍ଡ ଭୋଟ ମିଳିଛି। ବୈଭବ ଡ. ସିପି ଜୋଶୀଙ୍କ ସ୍ଥାନ ନେବେ। ସେ…

ଡିନ୍‌ ଏଲଗାରଙ୍କ ଶତକ

ବିଶାଖାପାଟଣା,୪।୧୦: ଓ୍ବାଇ.ଏସ ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଭାରତ ବିପକ୍ଷରେ ଶତକ ହାସଲ କରିଛନ୍ତି ଦକ୍ଷିଣ ଆଫ୍ରିକାର ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ଡିନ୍‌ ଏଲଗାର। ଛକା ମାରି ସେ ନିଜ କ୍ୟାରିୟର ୧୨ତମ ଶତକ ଅର୍ଜନ କରିଥିଲେ। ଦ୍ୱିତୀୟ ଦିନ…

ନୂଆ ସ୍ପ୍ରିଣ୍ଟ ସେନ୍‌ସେସନ କୋଲମେନ

ଦୋହା ବିଶ୍ୱ ଚାମ୍ପିୟନଶିପ୍‌ରେ ୧୦୦ମି.ରେ ସ୍ବର୍ଣ୍ଣ ପଦକ ହାସଲ କରି ଆମେରିକୀୟ ଯୁବ ଧାବକ ଖ୍ରୀଷ୍ଟିଆନ କୋଲମେନ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ମାତ୍ର ୯.୭୬ ସେକେଣ୍ଡ ସମୟ ନେଇ ସେ ଇତିହାସର ଷଷ୍ଠ ଦ୍ରୁତତମ ଧାବକ ସାବ୍ୟସ୍ତ ହୋଇଛନ୍ତି। ୨୩…

ଆଇରନ ମ୍ୟାନ୍‌ ସୌଭାଗ୍ୟ

ଦିନେ ସେ ଏକ ସମୟରେ ୨୦ ମିନିଟ୍‌ ଯାଏ ଦୌଡି ପାରୁ ନ ଥିଲେ । ୨୦ ମିନିଟ୍‌ ଧରି ଦୌଡି ସାରିଲା ପରେ ହାଲିଆ ହୋଇ ବସିପଡି ଭାବୁଥିଲେ ଲୋକଙ୍କ ଷ୍ଟାମିନା ଆଉ ପରଫରମାନ୍ସର କଥା। କେମିତି ଲୋକମାନେ ଏକସମୟରେ…

ଓସିଏର ନବକଳେବର

ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ନିର୍ବାଚନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘଦିନ ଧରି ନିର୍ବାଚନରେ ଭାଗ ନେଇଥିବା ଦୁଇ ପ୍ରମୁଖ ଗୋଷ୍ଠୀ ମଧ୍ୟରେ ବିଭିନ୍ନ ପଦପଦବୀକୁ ନେଇ ଚାଲିଥିବା ଅଙ୍କ କଷାକୁ ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା ତା…

ଇମ୍ରାନଙ୍କୁ ସେହ୍ବାଗଙ୍କ ଟାର୍ଗେଟ: ପାକିସ୍ତାନ ପ୍ରଧାନମନ୍ତ୍ରୀ ନିଜକୁ ଅପମାନିତ କରିବା ପାଇଁ ନୂଆ ଉପାୟ ଆପଣାଇଛନ୍ତି

ନୂଆଦିଲ୍ଲୀ,୪।୧୦: ହରଭଜନ ସିଂହ ଓ ମହମ୍ମଦ ଶାମିଙ୍କ ପରେ ଭାରତର ପୂର୍ବତନ କ୍ରିକେଟର୍‌ ବୀରେନ୍ଦ୍ର ସେହ୍ବାଗ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଟାର୍ଗେଟ କରିଛନ୍ତି। ନିଜ ଟୁଇଟରରେ ଇମ୍ରାନଙ୍କ ଏକ ଭିଡିଓ ଶେୟାର କରି ସେ କହିଛନ୍ତି, ପାକିସ୍ତାନ ପ୍ରଧାନମନ୍ତ୍ରୀ ନିଜକୁ…

ଓସିଏ ପଦାଧିକାରୀଙ୍କୁ ଭେଟିଲା ଓସ୍‌ଜା ପ୍ରତିନିଧି ଦଳ

ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ”ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ ସହ ଏକାଡେମୀ ସ୍ଥାପନ କରିବା ଏବଂ କ୍ରିକେଟ ଭିତ୍ତିଭୂମିର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ କ୍ରିକେଟର ବିକାଶ ପାଇଁ ନୂଆ ଟିମ୍‌ ନିଷ୍ଠାର ସହ କାର୍ଯ୍ୟ କରିବ। ଏଥିପାଇଁ ସମସ୍ତଙ୍କ…

ଏକାଡେମୀରେ ଖେଳିବା ପାଇଁ ପୁଅଙ୍କ ଭଳି ଚୁଟି କାଟିଥିଲେ ଶେଫାଳି

ନୂଆଦିଲ୍ଲୀ, ୪6।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷ ୪ର୍ଥ ଟି୨୦ ମ୍ୟାଚ୍‌ରେ ଭାରତକୁ ଜିତାଇବାରେ ୧୫ ବର୍ଷୀୟା ଓପନର୍‌ ଶେଫାଳି ବର୍ମାଙ୍କ ଉଲ୍ଲେଖନୀୟ ଅବଦାନ ରହିଥିଲା। ଏହି ମ୍ୟାଚ୍‌ରେ ଶେଫାଳୀ ୩୩ ବଲରୁ ୪୬ ରନର ଦ୍ରୁତ…

ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନର ଦ୍ୱିତୀୟ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନ(ଏସଏସଏସଏଫ)ର ଦ୍ୱିତୀୟ କାର୍ଯ୍ୟକ୍ରମ ଗୁରୁବାର କ୍ୟାପିଟାଲ ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୬ରୁ ୧୨ ବର୍ଷ ମଧ୍ୟରେ ୫୦ ପିଲାଙ୍କର ୧୫ ପ୍ରକାର ଶାରୀରିକ ପରୀକ୍ଷା କରାଯାଇଥିଲା। ପିଲାଙ୍କ ବୟସ ଅନୁଶୀଳନ, ଫିଟ୍‌ନେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?