ଖେଳ

ଡୋପିଂ ମାମଲା: ‘ଓପନ’ ହିଅରିଂ ଦାବି କଲେ ସନ୍‌

ବେଜିଂ, ୨୧ା୭ (ଏଏଫ୍‌ପି)-ସୁଇମିଂ ସୁପରଷ୍ଟାର ସନ୍‌ ୟାଙ୍ଗ୍‌ ତାଙ୍କ ଡୋପିଂ ମାମଲାର ଶୁଣାଣି ସର୍ବସାଧାରଣରେ କରିବା ଲାଗି ନିବେଦନ କରିଛନ୍ତି। ସନ୍‌ ଏକମାତ୍ର ସନ୍ତରଣକାରୀ ଭାବେ ୨୦୦, ୪୦୦ ଏବଂ ୧,୫୦୦ ମିଟର ଅଲିମ୍ପିକ ସ୍ବର୍ଣ୍ଣ ଜିତିଛନ୍ତି। ସେ ତାଙ୍କ କ୍ୟାରିୟରରେ…

ଆଲଜେରିଆକୁ ଦ୍ୱିତୀୟ ଆଫ୍ରିକା କପ୍‌

କାଇରୋ,୨୧ା୭(ପି.ଟି.): ବାଗ୍‌ଦାଦ୍‌ ବୈନେଦଜାଙ୍କ ପ୍ରାରମ୍ଭିକ ଗୋଲ ଜରିଆରେ ଆଲଜେରିଆ ଆଫ୍ରିକା କପ୍‌ ଅଫ ନେସନସ ଟୁର୍ନାମେଣ୍ଟର ଦ୍ୱିତୀୟ ଟାଇଟଲ ହାସଲ କରିଛି। ଫାଇନାଲ ମ୍ୟାଚ୍‌ରେ ଏହି ଟିମ୍‌ ସେନେଗାଲକୁ ୧-୦ ଗୋଲରେ ପରାସ୍ତ କରିଥିବାବେଳେ ଦଳର କୋଚ ଜାମେଲ ବେଲମାଡ଼ି ଏହି…

ପ୍ରୋ-କବାଡ଼ି ଲିଗ: ଉଦ୍‌ଘାଟନୀ ମ୍ୟାଚରେ ୟୁ ମୁମ୍ବାର ବିଜୟ

ହାଇଦ୍ରାବାଦ,୨୧ା୭: ସ୍ଥାନୀୟ ଗୋଚିବାଓ୍ବଲି ଇନ୍‌ଡୋର ଷ୍ଟାଡ଼ିୟମରେ ପ୍ରୋ-କବାଡ଼ି ଲିଗ୍‌ର ସିଜନ-୭ ଶନିବରଠାରୁ ଆରମ୍ଭ ହୋଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ ୟୁ ମୁମ୍ବା ୬ ପଏଣ୍ଟରେ ତେଲଗୁ ଟାଇଟାନ୍ସକୁ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫାଜଲ ଆଟ୍ରାଚାଲିଙ୍କ ନେତୃତ୍ୱାଧୀନ ୟୁ…

ରଷିଆନ ଓପନ ବ୍ୟାଡ୍‌ମିଣ୍ଟନ : ଭାରତର ଅଭିଯାନ ଶେଷ

ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.): ଏଠାରେ ଚାଲିଥିବା ରଷିଆନ ଓପନ୍‌ ବିଡଡ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ମେଘନା ଜାକାମ୍‌ପୁଡିଙ୍କ ପାଇଁ ଶନିବାର ଥିଲା ଖରାପ ଦିବସ। ସେ ତାଙ୍କର…

ହଲ୍‌ ଅଫ୍‌ ଫେମ୍‌ ଓପନ୍‌ପେସ୍‌-ଡାନିଏଲ୍‌ ସେମିଫାଇନାଲରେ

ନ୍ୟୁପୋର୍ଟ, ୨୦ା୭ (ପି.ଟି.): ଭାରତର ଭେଟେରାନ ଟେନିସ ଖେଳାଳି ଲିଆଣ୍ଡର ପେସ୍‌ ଏଟିପି ହଲ୍‌ ଅଫ୍‌ ଫେମ୍‌ ଓପନ ଟେନିସ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପେସ୍‌ ଓ ତାଙ୍କ ନ୍ୟୁଜିଲାଣ୍ଡ ପାର୍ଟନର ମାର୍କସ ଡାନିଏଲ୍‌ ୬-୪, ୫-୭, ୧୪-୧୨ ସେଟ୍‌ରେ…

ବଦଳିପାରେ ଓଭରଥ୍ରୋ ନିୟମ

ଲଣ୍ଡନ,୨୦।୭(ପି.ଟି.)- କ୍ରିକେଟ ନିୟମ ପ୍ରସ୍ତୁତକାରୀ ମାରିଲେବୋନ କ୍ରିକେଟ କ୍ଲବ (ଏମ୍‌ସିସି) ଓଭରଥ୍ରୋ ନିୟମରେ ପରିବର୍ତ୍ତନ କରିପାରେ। ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ୍‌ ଫାଇନାଲରେ ଓଭରଥ୍ରୋ ବିବାଦ ଉପୁଯିବା ପରେ ଏହି ନିୟମ ଉପରେ ବିଚାର କରାଯିବା ନେଇ ଏକ ଖବରକାଗଜ…

ଆଲଜେରିଆକୁ ଦ୍ୱିତୀୟ ଆଫ୍ରିକାନ କପ୍‌

କାଇରୋ,୨୦।୭(ଏଏଫ୍‌ପି)- ଦୀର୍ଘ ୨୯ ବର୍ଷ ପରେ ଆଲଜେରିଆ ପ୍ରଥମ ଥର ପାଇଁ ଆଫ୍ରିକାନ କପ୍‌ ହାତେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ସେନେଗାଲକୁ ୧-୦ ଗୋଲରେ ହରାଇ ଆଲଜେରିଆ ଏହି ସଫଳତା ପାଇଛି। ଚାମ୍ପିୟନ ଦଳ ଲାଗି ବାଗଦାଦ ବୌନେଡଜା ଏକମାତ୍ର ଗୋଲ…

ଫାଇନାଲରେ ସିନ୍ଧୁ

ଜାକର୍ତ୍ତା,୨୦।୭(ପି.ଟି.)- ଅଲିମ୍ପିକ୍‌ ରୌପ୍ୟ ପଦକଧାରୀ ପି. ଭି. ସିନ୍ଧୁ ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ହାଇଦ୍ରାବାଦ ଖେଳାଳି ଅଲ ଇଂଲଣ୍ଡ ଚାମ୍ପିୟନ ଚାଇନାର ଚେନ ୟୁଫେଇଙ୍କୁ…

ପୁଣି ପ୍ରଶଂସକଙ୍କୁ ଚକିତ କଲେ ଅଶ୍ୱିନ

ଚେନ୍ନାଇ,୨୦।୭- ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ପ୍ରଶଂସକଙ୍କୁ ଚକିତ କରିଛନ୍ତି। ଏଠାରେ ଅଶ୍ୱିନ ଡିଣ୍ଡିଗୁଲ ଡ୍ରାଗନ୍ସ ଓ ଚେପକ ସୁପର ଗିଲ୍‌ସ ମଧ୍ୟରେ ଶୁକ୍ରବାର ଖେଳାଯାଇଥିବା ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ)ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଅଶ୍ୱିନ ଭିନ୍ନ…

ହାରିଲା ଭାରତ ଏ’

ଆଣ୍ଟିଗୁଆ,୨୦।୭- ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ବିସ୍ଫୋରକ ୮୧ ରନ୍‌ର ଇନିଂସ ବେକାର ସାବ୍ୟସ୍ତ ହୋଇଛି। ଓ୍ବେଷ୍ଟଇଣ୍ଡିଜ ଏ’ ଦ୍ୱାରା ଧାର୍ଯ୍ୟ ୨୯୯ ରନ୍‌ର ବିଜୟଲକ୍ଷ୍ୟ ପିଛା କରୁଥିବା ଭାରତ ଏ’ ୨୯୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ୫ ମ୍ୟାଚ୍‌…

ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଲେ ଧୋନୀ

ନୂଆଦିଲ୍ଲୀ,୨୦।୭- ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଓ୍ବେଷ୍ଟଇଣ୍ଡିଜ ସିରିଜରୁ ଓହରିଯାଇଛନ୍ତି। ଇଣ୍ଡିଜ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା ହେବାର ଗୋଟିଏ ଦିନ ପୂର୍ବରୁ ଭେଟେରାନ ଉଇକେଟ କିପର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ତାଙ୍କ…

ଦଳରୁ କେମିତି ବିଦା ହୋଇଥିଲେ ଗାଙ୍ଗୁଲି, ଡ୍ରାଭିଡ୍‌, ସେହ୍ବାଗ, ଗମ୍ଭୀର

ନୂଆଦିଲ୍ଲୀ,୨୦।୭- ଟେଷ୍ଟ ଫର୍ମାଟ୍‌ରୁ ଅବସର ନେଇସାରିଥିବା ମହେନ୍ଦ୍ର ସିଂ ଧୋନୀ ନିଜର ଅନ୍ତିମ ଦିନିକିଆ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ତାଙ୍କ ଭବିଷ୍ୟତ ସମ୍ପର୍କରେ ଚୟନ କମିଟି ରବିବାର ବୈଠକରେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ଲାଗି ଦଳ ଘୋଷଣା କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri