ଉତ୍ତର କୋରିଆ ଜିତିଲା ଇଣ୍ଟରକଣ୍ଟିନେଣ୍ଟାଲ କପ୍
ଅହମ୍ମଦାବାଦ, ୨୦ା୭ (ପି.ଟି.)-ଉତ୍ତର କୋରିଆ ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍ବଲ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଦଳ ୧-୦ ଗୋଲରେ ତାଜିକ୍ସ୍ତାନକୁ ହରାଇ ଦେଇଥିଲା। ଚାରୋଟି ଦେଶକୁ ନେଇ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ଫାଇନାଲ ଦୁଇ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ…
୧୯ ବର୍ଷରୁ କମ୍ ଫୁଟବଲ: ଓମାନଠାରୁ ହାରିଲା ଭାରତ
ନୂଆଦିଲ୍ଲୀ,୨୦।୭ (ପି.ଟି.)- ଆଗକୁ ଆୟୋଜନ ହେବାକୁଥିବା ଏଏଫ୍ସି ୧୯ ବର୍ଷରୁ କମ୍ ଟୁର୍ନାମେଣ୍ଟ ପାଇଁ ପ୍ରସ୍ତୁତି ଚଳାଇଥିବା ଭାରତୀୟ ଦଳ ଶୁକ୍ରବାର ଓମାନଠାରୁ ପରାସ୍ତ ହୋଇଛି। ତୁର୍କୀରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଭାରତ ଲଢ଼ୁଆ ପ୍ରଦର୍ଶନ କରିଥିଲେ ମଧ୍ୟ ୨-୧ ଗୋଲରେ…
ମେଘନା ମହିଳା, ମିକ୍ସଡ ଡବଲ୍ସ ସେମିଫାଇନାଲରେ
ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.)- ଭାରତୀୟ ବ୍ୟାଡ୍ମିଣ୍ଟନ ଖେଳାଳି ମେଘନା ଜାକାମପୁଡିଙ୍କ ପାଇଁ ଶୁକ୍ରବାର ଥିଲା ଏକ ଭଲ ଦିନ। ଏଠାରେ ଚାଲିଥିବା ୭୫,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ରଷିଆନ ଓପନ୍ ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ନାମେଣ୍ଟରେ ଉଭୟ…
ଇଂଲଣ୍ଡ କବ୍ଜାରୁ ଟାଇଟଲ ଛଡ଼ାଇଲେ ଶରଥ
କଟକ ଅଫିସ,୨୦ା୭- ପୁରୁଷ ବିଭାଗରେ ଭାରତର ସ୍ବର୍ଣ୍ଣ ପଦକ ଜିତିବାର ଆଶା କିଛି ସମୟ ପାଇଁ ମଉଳି ଯାଇଥିଲା। ପ୍ରାରମ୍ଭରୁ ଇଂଲଣ୍ଡ ଦମଦାର ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଥିଲା । ହେଲେ ଅନ୍ତିମ ସେଟରେ ପୁରୁଷ ଦଳର ଅଧିନାୟକ ତଥା ଭେଟେରାନ…
ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଦଳଗତ ଇଭେଣ୍ଟରେ ଭାରତକୁ ଡବଲ ସ୍ବର୍ଣ୍ଣ
କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି । ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ଏହି ମେଗା ପ୍ରତିଯୋଗିତାର ଶୁକ୍ରବାର ଉଭୟ ପୁରୁଷ…
ଗୁରୁକୁଳ ଟେନିସ: ଓମିନ୍ଦରଙ୍କୁ ଡବଲ ଟାଇଟଲ
ଭୁବନେଶ୍ୱର, ୨୦।୭(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ମେଣ୍ଢାଶାଳସ୍ଥିତ ଗୁରୂକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଗତ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଉଭୟ ସିଙ୍ଗଲ୍ସ…
‘ଅବସର ନେଇ ଏବେ ଧୋନୀଙ୍କର ଯୋଜନା ନାହିଁ’
ନୂଆଦିଲ୍ଲୀ,୨୦।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କର ଏବେ ଅବସର ନେଇ କୌଣସି ଯୋଜନା ନାହିଁ। ଏ ସଂକ୍ରାନ୍ତରେ ସୂଚନା ଦେଇଛନ୍ତି ତାଙ୍କ ଦୀର୍ଘଦିନର ବନ୍ଧୁ ତଥା ବିଜ୍ନେସ୍ ପାର୍ଟନର ଅରୁନ ପାଣ୍ଡେ। ବିଶ୍ୱକପ୍ରେ…
ଆଇସିସି ନିଷ୍ପତ୍ତି ଦୁଃଖଦାୟକ: ଅଶ୍ୱିନ
ନୂଆଦିଲ୍ଲୀ,୨୦।୭(ପି.ଟି.)- ଆଇସିସି ଜିମ୍ବାଓ୍ବେକୁ ବାସନ୍ଦ କରିବା ପରେ ଏହାର ପ୍ରଭାବ କ୍ରିକେଟ ପାଓ୍ବାର ହାଉସ୍ କୁହାଯାଉଥିବା ଭାରତରେ ମଧ୍ୟ ଦେଖିବାକୁ ମିଳିଛି। ଅଭିଜ୍ଞ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ୍ ମଧ୍ୟ ଆଇସିସିର ଏହି ନିଷ୍ପତ୍ତିକୁ ହୃଦୟ ବିଦାରକ ଓ କଠୋର ବୋଲି…
ଜିମ୍ବାଓ୍ବେ ବ୍ୟାନ୍: ଅକ୍ଟୋବର ପରେ ବିସିସିଆଇ ନିଷ୍ପତ୍ତି ନେବ
ନୂଆଦିଲ୍ଲୀ,୨୦।୭(ପି.ଟି.)- ଜିମ୍ବାଓ୍ବେକୁ ଆଇସିସି ବାସନ୍ଦ କରିବା ପରେ ଆସନ୍ତା ଜାନୁୟାରୀରେ ଖେଳାଯିବାକୁ ଥିବା ଭାରତ- ଜିମ୍ବାଓ୍ବେ ସୀମିତ ଓଭର ସିରିଜ ନେଇ ଆଶଙ୍କା ପ୍ରକାଶ ପାଇଛି। ତେବେ ବିକଳ୍ପ ପଦକ୍ଷେପ ବା ନିଷ୍ପତ୍ତି ନେବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…
ଆଇସିସି ବାସନ୍ଦ ପରେ ଜିମ୍ବାଓ୍ବେ କ୍ରିକେଟର ନିରାଶ
ହରାରେ, ୨୦।୭(ପି.ଟି.)- କ୍ରିକେଟ ବ୍ୟାପାରରେ ସରକାରଙ୍କ ଅବାଞ୍ଚିତ ହସ୍ତକ୍ଷେପ କାରଣରୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଜିମ୍ବାଓ୍ବେକୁ ବାସନ୍ଦ କରିଛି। ଆଇସିସିର ଏହି କଠୋର ପଦକ୍ଷେପରେ ଜିମ୍ବାଓ୍ବେ ଓ ତା’ର ତାରକା କ୍ରିକେଟରମାନେ ଚକିତ ହେବା ସହ ନିରାଶ ହୋଇଛନ୍ତି। ଏହି…
ଇଣ୍ଡୋନେସିଆ ଓପନ୍ ବ୍ୟାଡ୍ମିଣ୍ଟନ: ସେମିରେ ସିନ୍ଧୁ
ଜାକର୍ତ୍ତା,୧୯।୭(ପି.ଟି.)-ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ୍ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ତାରକା ପି.ଭି. ସିନ୍ଧୁ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ସେ ଜାପାନର ନୋଜୋମି ଓକୁହାରାଙ୍କୁ ପରାସ୍ତ କରି ଅଗ୍ରଗତି କରିଛନ୍ତି। ଟୁର୍ନାମେଣ୍ଟରେ ପଞ୍ଚମ ସିଡ ମାନ୍ୟତା ପାଇଥିବା ଅଲିମ୍ପିକ୍ସ ରୌପ୍ୟପଦକ…
ଡୋପିଙ୍ଗ୍: ସଞ୍ଜିବନୀ ଯାଦବ ୨ ବର୍ଷ ସସ୍ପେଣ୍ଡ
ନୂଆଦିଲ୍ଲୀ, ୧୮ା୭ (ପି.ଟି.)-ଡୋପିଙ୍ଗ ନିୟମ ଉଲ୍ଲଂଘନ କରିଥିବାରୁ ଲଙ୍ଗ୍ ଡିଷ୍ଟାନ୍ସ ଧାବିକା ସଞ୍ଜିବନୀ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍ ଆଥଲେଟିକ୍ସ ଫେଡେରେଶନ୍ସ(ଆଇଏଏଏଫ୍)ର ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍(ଏଆଇୟୁ) ଦ୍ୱାରା ଦୁଇ ବର୍ଷ ସସ୍ପେଣ୍ଡ ହୋଇଛନ୍ତି। ଏହି ୨୩ ବର୍ଷୀୟା ଆଥଲେଟ୍ ୨୦୧୯ ଏସିଆନ ଚାମ୍ପିୟନଶିପ୍…
Archives


