ଖେଳ

ଡି’ ଲିଟ୍‌ ଦାମୀ ଡିଫେଣ୍ଡର

ରୋମ୍‌, ୧୯|୭ (ଏଏଫ୍‌ପି)- ଡଚ୍‌ ସେଣ୍ଟ୍ରାଲ ଡିଫେଣ୍ଡର ମ୍ୟାଥିସ୍‌ ଡି’ ଲିଟ୍‌ ୭୫ ନିୟୁତ ୟୁରୋ (୮୪.୨ ନିୟୁତ ଡଲାର) ଫି ବିନିମୟରେ ଆଜାକ୍ସ ଫୁଟ୍‌ବଲ ଟିମ୍‌ରୁ ଆସି ଜୁଭେଣ୍ଟସ୍‌ ଦଳରେ ଯୋଗଦେଇଛନ୍ତିି। ଇଟାଲିଆନ ଚାମ୍ପିୟନ ଦଳ ପକ୍ଷରୁ ଏହି ସୂଚନା…

ପିଟି ଉଷା ଆଇଏଏଫ୍‌ର ଭେଟେରାନ ପିନ୍‌ ମନୋନୀତ

ନୂଆଦିଲ୍ଲୀ,୧୯|୭(ପିଟି)- ଦେଶର ଟ୍ରାକ୍‌ ଓ ଫିଲ୍ଡ କିମ୍ବଦନ୍ତୀ ପି.ଟି. ଉଷାଙ୍କୁ ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍‌ ଆଥ୍‌ଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌)ର ଭେଟେରାନ ପିନ ଭାବେ ମନୋନୀତ କରାଯାଇଛି। ଉଷା ଭାରତର ଅନ୍ୟତମ ଶ୍ରେଷ୍ଠ ଧାବିକା। ଟ୍ରାକ୍‌ରେ ଚମକପ୍ରଦ କ୍ୟାରିୟର ଯୋଗୁ ତାଙ୍କୁ କୁଇନ୍‌…

ହଲ ଅଫ୍‌ ଫେମ ଓପନରୁ ରାମକୁମାର ବାଦ୍‌

ନ୍ୟୁପୋର୍ଟ(ୟୁଏସ୍‌ଏ),୧୮ା୭(ପିଟି)- ଏଠାରେ ଚାଲିଥିବା ହଲ ଅଫ୍‌ ଫେମ ଓପନ ଟେନିସ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରୁ ରାମକୁମାର ରମାନାଥନ ସିଧାସଳଖ ସେଟ୍‌ରେ ଫ୍ରାନ୍ସର ଉଗୋ ହମବର୍ଟଙ୍କଠାରୁ ପରାଜୟ ବରଣ କରିଛନ୍ତି। ଗତ ବର୍ଷ ଏଠାରେ ରନର୍ସ ଅପ୍‌ ହୋଇଥିବା ରାମକୁମାର ୬(୫)-୭, ୦-୬…

ସିନ୍ଧୁ କ୍ୱାର୍ଟରଫାଇନାଲରେ

ଜାକର୍ତ୍ତା, ୧୮ା୭ (ପି.ଟି.)- ଭାରତର ଟପ୍‌ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି. ଭି. ସିନ୍ଧୁ ଏଠାରେ ଚାଲିଥିବା ଇଣ୍ଡୋନେସିଆନ ଓପନ୍‌ ମହିଳା ସିଙ୍ଗଲ୍ସ ପ୍ରତିଯୋଗିତାର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ସେ ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଅଣ ସିଡ୍‌ ତଥା…

ଏକାଧିକ ମହିଳାଙ୍କ ସହ ସମ୍ପର୍କ ରଖିଥିବା ସ୍ବୀକାର କଲେ ରଜାକ

ନୂଆଦିଲ୍ଲୀ, ୧୮।୭- ଆଇସିସି ବିଶ୍ୱକପ୍‌ ସମୟରେ ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟାକୁ ପ୍ରଶିକ୍ଷଣ ପ୍ରଦାନ କରିବାକୁ ଅଫର୍‌ କରି ଚର୍ଚ୍ଚାକୁ ଆସିଥିଲେ ପୂର୍ବତନ ପାକିସ୍ତାନ ଅଲ୍‌ରାଉଣ୍ଡର ଅବଦୁଲ ରଜାକ। ପାଣ୍ଡ୍ୟାଙ୍କୁ ପ୍ରଶିକ୍ଷଣ ଦେବା ସହ ତାଙ୍କୁ ବିଶ୍ୱର ଶ୍ରେଷ୍ଠ ଅଲ୍‌ରାଉଣ୍ଡର ବନାଇବାକୁ…

ସ୍ବଦେଶ ଫେରିଲା ନ୍ୟୁଜିଲାଣ୍ଡ ଟିମ୍‌

ଅକ୍‌ଲାଣ୍ଡ, ୧୮।୭- ଆଇସିସି ବିଶ୍ୱକପ୍‌ର ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ନିକଟରୁ ବାଉଣ୍ଡାରୀ ବ୍ୟବଧାନରେ ହାରି ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିବା ନ୍ୟୁଜିଲାଣ୍ଡ ଦଳ ଗୁରୁବାର ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛି। ସିନିୟର ଖେଳାଳି ତଥା ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କ ସମେତ…

୩ ବର୍ଷର ବ୍ୟବଧାନ ପରେ ଦୁରାଣ୍ଡ କପ୍‌

କୋଲକାତା, ୧୮।୭- ବିଶ୍ୱର ୩ୟ ତଥା ଏସିଆର ସର୍ବପୁରାତନ ଫୁଟ୍‌ବଲ ଟୁର୍ନାମେଣ୍ଟ ଦୁରାଣ୍ଡ କପ୍‌ର ୧୨୯ତମ ସଂସ୍କରଣ ଅଗଷ୍ଟ ୨ରୁ ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମଠାରେ ଆରମ୍ଭ ହେବ। ଉଦ୍‌ଘାଟନୀ ଦିବସରେ କୋଲକାତାର ଦୁଇ ଜଣାଶୁଣା କ୍ଲବ ମୋହନ ବାଗାନ ଓ ମହମ୍ମଦାନ…

ହିର୍‌ଓ୍ବାନୀ ମହିଳା ଦଳର ସ୍ପିନ ବୋଲିଂ ପରାମର୍ଶଦାତା

ନୂଆଦିଲ୍ଲୀ, ୧୮।୭ (ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ତଥା ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ) ସ୍ପିନ କୋଚ୍‌ ନରେନ୍ଦ୍ର ହିରଓ୍ବାନୀଙ୍କୁ ଗୁରୁବାର ନୂଆ ଦାୟିତ୍ୱ ମିଳିଛି। ସେ ଭାରତୀୟ ମହିଳା କ୍ରିକେଟ୍‌ ଦଳର ସ୍ପିନ ବୋଲିଂ ପରାମର୍ଶଦାତା ଭାବେ ନିଯୁକ୍ତ ପାଇଛନ୍ତି।…

ଧୋନୀ ଆଉ କ୍ରିକେଟ ଖେଳନ୍ତୁ, ଚାହୁଁନାହାନ୍ତି ମାତାପିତା

ରାଞ୍ଚି, ୧୮।୭: ଆଇସିସି ବିଶ୍ୱକପରେ ଭାରତ ସେମିଫାଇନାଲରୁ ବିଦା ହେବା ପରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରିକେଟ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଧୋନୀଙ୍କ କ୍ରିକେଟରୁ ସନ୍ନ୍ୟାସକୁ ନେଇ ଆଲୋଚନା ଚାଲିଥିବାବେଳେ ତାଙ୍କ ପିତା ପାନ୍‌…

ନିଶାମଙ୍କ ଛକା ସମୟରେ ଚାଲିଗଲା କୋଚ୍‌ଙ୍କ ଜୀବନ

ଅକ୍‌ଲାଣ୍ଡ, ୧୮।୭ (ପି.ଟି.)- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଆଇସିସି ବିଶ୍ୱକପ୍‌ର ରୋମାଞ୍ଚକଭରା ଫାଇନାଲରେ ଉଭୟ ମ୍ୟାଚ୍‌ ଓ ସୁପର ଓଭର ଟାଇ ରହିବା ପରେ ଅଧିକ ବାଉଣ୍ଡାରୀ ଭିତ୍ତିରେ ଇଂଲଣ୍ଡକୁ ଚାମ୍ପିୟନ ଘୋଷିତ କରାଯାଇଥିଲା। ତେବେ ସୁପର୍‌ ଓଭରରେ ଇଂଲଣ୍ଡ ପକ୍ଷରୁ…

ଟେଷ୍ଟ ପଦାର୍ପଣ କରିବେ ରୟ

ଲଣ୍ଡନ, ୧୮।୭ (ଏଏଫ୍‌ପି)- ଇଂଲଣ୍ଡକୁ ବିଶ୍ୱକପ୍‌ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଷ୍ଟାର୍‌ ଖେଳାଳି ଜାସନ ରୟ ଟେଷ୍ଟ ପଦାର୍ପଣ କରିବାକୁ ଯାଉଛନ୍ତି। ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ଲାଗି ଘୋଷିତ ୧୩ ଜଣିଆ ଇଂଲଣ୍ଡ ଦଳରେ…

ନୂଆ କୋଚ୍‌ ଚୟନ ଦୌଡ଼ରେ ଆଡହକ କମିଟି ସବୁଠାରୁ ଆଗରେ; ପରବର୍ତ୍ତୀ ଶୁଣାଣି ପରେ ଅନ୍ତିମ ନିଷ୍ପତ୍ତି ନିଆଯିବ

ନୂଆଦିଲ୍ଲୀ,୧୮।୭(ପି.ଟି.)- ପୂର୍ବତନ ଅଧିନାୟକ କପିଳଦେବଙ୍କ ଅଧ୍ୟକ୍ଷତାରେ ଗଠିତ ଆଡ୍‌ହକ୍‌ କମିଟି ଟିମ୍‌ ଇଣ୍ଡିଆର ନୂଆ କୋଚ୍‌ ନିଯୁକ୍ତ କରିବା ପ୍ରକ୍ରିୟା ଦୌଡ଼ରେ ସବୁଠାରୁ ଆଗରେ ରହିଛି। କପିଳଙ୍କ ସମେତ ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍‌ଓ୍ବାଡ୍‌ ଓ ଶାନ୍ତା ରଙ୍ଗାସ୍ବାମୀଙ୍କୁ ନେଇ ଗଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri