ଖେଳ

ପ୍ରଥମ ଟେଷ୍ଟ: ଇନିଂସ ଓପନ୍‌ କରିବେ ରୋହିତ

ବିଶାଖାପାଟଣା,୨।୧୦(ପି.ଟି.)- ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ସ୍ଥାନୀୟ ଓ୍ବାଇ.ଏସ୍‌. ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଟେଷ୍ଟ ମ୍ୟାଚ୍‌। ଏହି ମ୍ୟାଚ୍‌ରେ ଦୁଇଟି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ…

ଏହି ଖେଳାଳିଙ୍କୁ ହୋଇଛି ବ୍ରେନ୍‌ ଟ୍ୟୁମର୍‌:କହିଲେ, ଯୁବରାଜଙ୍କ ଭଳି ରୋଗ ସହ ଲଢିବି

ଢାକା,୧।୧୦: ବାଲାଂଦେଶର ବାମହାତୀ ସ୍ପିନର୍‌ ମୋଶରଫ ହୁସେନ୍‌ ମାରାତ୍ମକ ରୋଗ ବ୍ରେନ୍‌ ଟ୍ୟୁମର୍‌ ସହ ଲଢୁଛନ୍ତି। ଭାରତର ପୂର୍ବତନ ଖେଳାଳି ଯୁବରାଜ ସିଂଙ୍କ ପରି ରୋଗ ସହ ଲଡିବାକୁ ଚାହିଁଛନ୍ତି ହୁସେନ୍‌। ରୋଗ ପାଇଁ ଖର୍ଚ୍ଚ କରିବାକୁ ପାଖରେ ଟଙ୍କା ନ…

ଇଞ୍ଜୁରି କାରଣରୁ ହାର୍ଦ୍ଦିକ ଦୀର୍ଘ ଦିନ ବାଦ୍‌ ପଡିବା ସମ୍ଭାବନା

ନୂଆଦିଲ୍ଲୀ,୧।୧୦(ପି.ଟି.)- ଭାରତର ପ୍ରଥମ ପସନ୍ଦର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇଞ୍ଜୁରି କାରଣରୁ ଦୀର୍ଘ ଦିନଧରି କ୍ରିକେଟରୁ ବାଦ୍‌ ପଡିବା ସମ୍ଭାବନା ସୃଷ୍ଟି ହୋଇଛି। ପିଠିର ନିମ୍ନ ଭାଗରେ ଥିବା ଅଘାତ ସମସ୍ୟା କାରଣରୁ ସେ ଆଗକୁ ଆୟୋଜନ ହେବାକୁ ଥିବା ବାଂଲାଦେଶ…

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁକୁ ଜିତାଇଲେ କାର୍ତ୍ତିକ

ଜୟପୁର, ୧।୧୦ (ପି.ଟି.)- ବିଜୟ ହଜାରେ ଟ୍ରଫିର ୬ଷ୍ଠ ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ କର୍ନାଟକ ୭୪ ରନରେ ବେଙ୍ଗଲକୁ ପରାସ୍ତ କରିଛି। ଜୟପୁର ବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏଲିଟ୍‌ ଗ୍ରୁପ୍‌-ସି’ର ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ତାମିଲନାଡ଼ୁ…

ବିଗ୍‌ ବାସ ଲିଗ୍‌ରେ ପଦାର୍ପଣ କରିବେ ଡି ଭିଲର୍ସ

ସିଡ୍‌ନୀ, ୧।୧୦ (ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ଅଷ୍ଟ୍ରେଲିଆ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ରେ ପଦାର୍ପଣ କରିବେ। ବିବିଏଲ୍‌ର ଆଗାମୀ ସଂସ୍କରଣ ୨୦୧୯-୨୦ରେ ସେ ବ୍ରିସବେନ ହିଟ୍‌ ପକ୍ଷରୁ ପ୍ରତିନିଧିତ୍ୱ…

ପନ୍ତଙ୍କ ସ୍ଥାନରେ ଖେଳିବେ ରିଦ୍ଧିମାନ

ବିଶାଖାପାଟନମ, ୧।୧୦ (ପି.ଟି.)- ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବୁଧବାରଠାରୁ ସ୍ଥାନୀୟ ଡ. ଓ୍ବାଇ.ଏସ୍‌. ରାଜଶେଖର ରେଡ୍ଡୀ କ୍ରିକେଟ୍‌ ଷ୍ଟାଡିୟମଠାରେ ଆରମ୍ଭ ହେବ। ଖରାପ ପ୍ରଦର୍ଶନ ଦେଇ ଗତି କରୁଥିବା ଯୁବ ଉଇକେଟ୍‌କିପର…

ସର୍ଜରୀରୁ ପ୍ରତ୍ୟାବର୍ତ୍ତନ ପରେ ମୁରେଙ୍କ ଶ୍ରେଷ୍ଠ ପ୍ରଦର୍ଶନ

ବେଜିଂ, ୧।୧୦ (ଏଏଫ୍‌ପି)- ବ୍ରିଟେନ ଟେନିସ ଷ୍ଟାର୍‌ ଆଣ୍ଡି ମୁରେ ସର୍ଜରୀରୁ ପ୍ରତ୍ୟାବର୍ତ୍ତନ କରିବା ପରେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଚାଇନା ଓପନ୍‌ର ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ ୩୨ ବର୍ଷୀୟ ମୁରେ ୭-୬ (୭/୨), ୭-୬ (୯/୭)…

ବ୍ରାଥଓ୍ବେଟଙ୍କୁ ଆଇସିସିର ସବୁଜ ସଙ୍କେତ

ଦୁବାଇ, ୧।୧୦ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର କ୍ରେଗ୍‌ ବ୍ରାଥଓ୍ବେଟ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବୋଲିଂ କରିବା ପାଇଁ ସବୁଜ ସଙ୍କେତ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ମଙ୍ଗଳବାର ବ୍ରାର୍ଥଓ୍ବେଟ୍‌ଙ୍କ ବୋଲିଂ ଶୈଳୀ ତ୍ରୁଟିଶୂନ୍ୟ ଥିବା କହିଛି। କିଙ୍ଗ୍ସଷ୍ଟନରେ ଗତ ସେପ୍ଟେମ୍ବର ୨ରେ…

ଆଇପିଏଲ ୧୩: ଘୋଷଣା ହେଲା ଖେଳାଳି ନିଲାମୀ ତାରିଖ

ମୁମ୍ବାଇ,୧।୧୦: ଆଇପିଏଲର ୧୩ତମ ସଂସ୍କରଣ ପାଇଁ ଖେଳାଳି ନିଲାମୀ ତାରିଖ ଘୋଷଣା କରାଯାଇଛି। ଆସନ୍ତା ଡିସେମ୍ବର ୧୯ରେ ଖେଳାଳି ନିଲାମୀ ପ୍ରକ୍ରିୟା କରାଯିବ। ସବୁଥର ବେଙ୍ଗାଲୁରୁରେ ନିଲାମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାବେଳେ ଏଥର କୋଲକାତାରେ ଏହା ଅନୁଷ୍ଠିତ ହେବ। ଗତବର୍ଷ ୮ଟି…

ଇମ୍ରାନ ଖାନ୍‌ ଆତଙ୍କବାଦୀଙ୍କ ରୋଲ୍‌ ମଡେଲ୍‌: ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧।୧୦: ଭାରତର ପୂର୍ବତନ ଖେଳାଳି ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ପୁଣି ପାକିସ୍ତାନ ଉପରେ ବର୍ଷିଛନ୍ତି। ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଆତଙ୍କବାଦୀଙ୍କ ରୋଲ୍‌ ମଡେଲ୍‌ ବୋଲି କହିଛନ୍ତି। ଗମ୍ଭୀର ଇମ୍ରାନଙ୍କ ବିରୋଧରେ ଟୁଇଟ କରି କହିଛନ୍ତି, ସାଧାରଣତଃ…

ପାକିସ୍ତାନରେ ଅନ୍ତର୍ଜାତୀୟ ମ୍ୟାଚ୍‌ ଚାଲିଥିବାବେଳେ ଦୁଇଥର ଚାଲିଗଲା ଲାଇଟ୍‌, ଅନ୍ଧାରରେ ଖେଳାଳି

କରାଚି,୧।୧୦: ଦୀର୍ଘ ୪ ବର୍ଷ ପରେ ପାକିସ୍ତାନରେ କୌଣସି ଅନ୍ତର୍ଜାତୀୟ କ୍ରିକେଟ ସିରିଜ୍‌ ଖେଳାଯାଉଛି। ଏହି ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। କଚାଚିରେ ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍‌ ଚାଲିଥିବାବେଳେ ଷ୍ଟାଡିୟମର ଅଧା ଫ୍ଲଡ୍‌ଲାଇଟ୍‌ ବନ୍ଦ ହୋଇଯାଇଥିଲା। ଥରେ…

ମହିଳା ଜାଭେଲିନ୍‌ ଥ୍ରୋ ଜାତୀୟ ରେକର୍ଡ ସହ ଫାଇନାଲରେ ଅନୁ

ଦୋହା, ୧।୧୦(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଭାରତର ଶୀର୍ଷସ୍ଥାନୀୟ ମହିଳା ଜାଭେଲିନ ଥ୍ରୋୟର ଅନୁ ରାଣୀ ନିଜ ନାମରେ ଥିବା ଜାତୀୟ ରେକର୍ଡ ଭାଙ୍ଗିଛନ୍ତି। ସୋମବାର ଅନୁଷ୍ଠିତ ଯୋଗ୍ୟତା ପର୍ଯାୟ ରାଉଣ୍ଡରେ ସେ ଏହି ସଫଳତା ପାଇଛନ୍ତି। ୨୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?