ଦୂର ହୋଇନି ଚାନୁଙ୍କ ଆଶଙ୍କା
ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଭାରତର ଟପ୍ ଭରୋତ୍ତୋଳିକା ମୀରାବାଇ ଚାନୁ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ହେଲେ ବର୍ତ୍ତମାନ ପିଠି ଆଘାତଜନିତ ସମସ୍ୟାରୁ ଯଦିଓ ଆରୋଗ୍ୟ ଲାଭ କରିଛନ୍ତି, ତାଙ୍କ ମନରୁ ଆଶଙ୍କା ଦୂର ହୋଇନାହିଁ। ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସ ହେବ। ସେତେ…
୬୦ ବର୍ଷରୁ କମ୍, ୨ ବର୍ଷର ଅଭିଜ୍ଞତା ଥିଲେ ହୋଇପାରିବ କୋଚ୍
ନୂଆଦିଲ୍ଲୀ, ୧୬।୭ (ପି.ଟି.)- ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକଙ୍କ ସମେତ ସପୋର୍ଟ ଷ୍ଟାଫ୍ ଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ଦରଖାସ୍ତ ଆହ୍ବାନ କରିଛି। ଭାରତୀୟ ଦଳର ହାଇପ୍ରୋଫାଇଲ ପଦ ମୁଖ୍ୟ ପ୍ରଶିକ୍ଷକ ନିଯୁକ୍ତି ପାଇଁ…
ଅଶ୍ୱିନଙ୍କ ଅଲ୍ରାଉଣ୍ଡ ପ୍ରଦର୍ଶନ ସତ୍ତ୍ୱେ ନଟ୍ଟିଂହାମ୍ଶାୟର ପରାସ୍ତ
ଟ୍ରେଣ୍ଟବ୍ରିଜ, ୧୬।୭- ପ୍ରମୁଖ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଚମତ୍କାର ଅଲ୍ରାଉଣ୍ଡ ପ୍ରଦର୍ଶନ ସତ୍ତ୍ୱେ ଏଠାରେ ଅନୁଷ୍ଠିତ କାଉଣ୍ଟି ଚାମ୍ପିୟନଶିପ୍ ଡିଭିଜନ-୧’ର ଏକ ମ୍ୟାଚ୍ରେ ନଟ୍ଟିଂହାମଶାୟର ୧୬୭ ରନରେ ସରେ ନିକଟରୁ ପରାସ୍ତ ହୋଇଛି। ନଟ୍ଟିଂହାମ୍ଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୩୨…
ଆଲ୍ଲାଙ୍କ ଯୋଗୁ ଆମେ ବିଶ୍ୱ ଚାମ୍ପିୟନ୍ ହେଲୁ:ମୋର୍ଗାନ
ଲର୍ଡସ, ୧୬।୭: ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର ପାଇଁ ଟାଇଟଲ ବିଜୟୀ ହୋଇଛି। ବିଶ୍ୱବିଜେତା ହେବା ପରେ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ…
ଦେଶକୁ ବିଶ୍ୱଚାମ୍ପିଅନ୍ କରାଇଲେ ପୁଅ, ପିତାଙ୍କୁ ପଡୁଛି ଗାଳି: ଜାଣନ୍ତୁ କାହିଁକି
ଲଣ୍ଡନ, ୧୬।୭: ଆଇସିସି ବିଶ୍ୱକପ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି। ଇଂଲଣ୍ଡକୁ ବିଶ୍ୱଚାମ୍ପିଅନ୍ କରାଇବାରେ ବେନ ଷ୍ଟୋକ୍ସଙ୍କର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଫାଇନାଲରେ ଷ୍ଟୋକ୍ସ…
ଇଂଲଣ୍ଡ ବିଶ୍ୱର ଏକମାତ୍ର ଦେଶ
ଲଣ୍ଡନ, ୧୬।୭- ଆଇସିସି ବିଶ୍ୱକପ୍ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି। ଏଥିସହ କ୍ରିକେଟ୍ ବିଶ୍ୱକପ୍ର ୪୪ ବର୍ଷର ଇତିହାସରେ ପ୍ରଥମଥର ଲାଗି କ୍ରିକେଟ୍ର ଜନକଭାବେ ପରିଚିତ…
ବିଶ୍ୱକପ୍ରୁ ଭାରତୀୟ ଦଳ ୭ କୋଟି ୩୯ ଲକ୍ଷ ଟଙ୍କା ପାଇଲା
ନୂଆଦିଲ୍ଲୀ, ୧୬।୭- କ୍ରିକେଟ୍ ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ରୋମାଞ୍ଚକ ଭାବେ ଶେଷ ହୋଇଛି। ଫାଇନାଲରେ ଉଭୟ ମ୍ୟାଚ୍ ଓ ସୁପର୍ ଓଭର ଟାଇ ରହିବା ଫଳରେ ଅଧିକ ବାଉଣ୍ଡରି ମାରିଥିବାରୁ ନ୍ୟୁଜିଲାଣ୍ଡକୁ ହରାଇ ଇଂଲଣ୍ଡ ବିଶ୍ୱକପ୍ ଚାମ୍ପିୟନ ହୋଇଛି। ପ୍ରଥମଥର ଲାଗି…
ବିଶ୍ୱକପ୍ ଫାଇନାଲରେ ଅମ୍ପାୟରିଂ ତ୍ରୁଟି
ଲଣ୍ଡନ/ମେଲବୋର୍ନ, ୧୬ା୭ (ପି.ଟି.)-ରବିବାର ଲଡର୍ସଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍ ଫାଇନାଲରେ ଅମ୍ପାୟରିଂରେ ଏକ ତ୍ରୁଟି ରହିଥିବା ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟର ସିମନ ଟଫେଲ ଏବଂ କେ. ହରିହରନ ପ୍ରକାଶ କରିଛନ୍ତି। ଏକ ଓଭର ଥ୍ରୋ ପାଇଁ ମ୍ୟାଚ ଅଫିସିଆଲମାନେ ଇଂଲଣ୍ଡକୁ ୫…
ଓ୍ବେଷ୍ଟଇଣ୍ଡିଜ ଟୁର୍ ପାଇଁ ଦଳ ଚୟନ ୧୯ରେ
ନୂଆଦିଲ୍ଲୀ, ୧୬ା୭ (ପି.ଟି.)-ଆସନ୍ତାମାସରେ ଓ୍ବେଷ୍ଟଇଣ୍ଡିଜ ଟୁର୍ ପାଇଁ ଭାରତୀୟ କ୍ରିକେଟ ଦଳ ଚୟନ ଚଳିତ ମସ ୧୯ ତାରିଖରେ ହେବ। ଅଗଷ୍ଟ ୩ରୁ ଆୟୋଜକ ଦେଶ ବିପକ୍ଷ ସୀମିତ ଓଭର ସିରିଜରେ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନା ସେ…
ଟୁର୍ ଡି ଫ୍ରାନ୍ସ: ୯ମ ଷ୍ଟେଜ୍ ସୁଦ୍ଧା ଜୁଲିଆନ ଆଗରେ
ପ୍ୟାରିସ୍, ୧୬।୭- ବିଶ୍ୱରେ ଅନୁଷ୍ଠିତ ହେଉଥିବା ତିନୋଟି ଗ୍ରାଣ୍ଡ ସାଇକ୍ଲିଂ ଟୁର୍ର ଅନ୍ୟତମ ଶ୍ରେଷ୍ଠ ପ୍ରତିଯୋଗିତା ଟୁର୍ ଡି ଫ୍ରାନ୍ସର ୧୦୬ତମ ସଂସ୍କରଣ ଇତିମଧ୍ୟରେ ୯ମ ଷ୍ଟେଜ୍ ଅତିକ୍ରମ କରିଛି। ଜୁଲାଇ ୬ରେ ଏହା ବେଲ୍ଜିୟମର ବ୍ରୁସେଲ୍ସରୁ ଆରମ୍ଭ ହୋଇଥିଲା। ୨୧…
ରାଜ୍ୟଗୋଷ୍ଠୀ ଟିଟି: ଆସିବନି ପାକିସ୍ତାନ
କଟକ ଅଫିସ,୧୬ା୭- ବୁଧବାରଠାରୁ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆରମ୍ଭ ହେବାକୁ ଥିବା ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ୨୧ତମ ସଂସ୍କରଣରୁ ଏବେ ସୁଦ୍ଧା ୫ ଦଳ ବାଦ ପଡ଼ି ସାରିଲେଣି । ପୂର୍ବରୁ ଉଗାଣ୍ଡା ଓ ଜର୍ସି ଭିଜା…
ବାଉଣ୍ଡାରିି ନିୟମକୁ ସମାଲୋଚନା
ନୂଆଦିଲ୍ଲୀ, ୧୫ା୭ (ପି.ଟି.)-ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆଇସିସି ବିଶ୍ୱକପ୍ ମ୍ୟାଚର ଯେପରି ରୋମାଞ୍ଚକ ପରିସମାପ୍ତି ଘଟିଲା, ସେନେଇ କ୍ରିକେଟ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଐତିହାସିକ ଲଡର୍ସ ଗ୍ରାଉଣ୍ଡରେ ରବିିବାର ଖେଳାଯାଇଥିବା ଏହି ମ୍ୟାଚ ଟାଇ ରହିବା ପରେ…
Archives


