ଖେଳ

ସେମିରେ କାଶ୍ୟପ

ଇଞ୍ଚିଅନ,୨୭।୯(ପିଟି):ଭାରତୀୟ ଶଟଲର ପାରୁପଲ୍ଲୀ କାଶ୍ୟପ ଏଠାରେ ଚାଲିଥିବା କୋରିଆ ଓପନ ଓ୍ବାଲର୍‌ଡ ଟୁର ସୁପର ୫୦୦ ଟୁର୍ନାମେଣ୍ଟର ସେମିଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ କାଶ୍ୟପ ବିଶ୍ୱ ୨ୟ ର଼୍ୟାଙ୍କ ଡେନମାର୍କର ଜାନ ଓ ଜୋର୍ଗେନସେନଙ୍କୁ ସିଧାସଳଖ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ରୋମାଞ୍ଚ କ୍ରମେ ବଢ଼ିବାରେ ଲାଗିଛି। ଏହି ଚାମ୍ପିୟନଶିପ୍‌ ଅନ୍ତର୍ଗତ ବର୍ତ୍ତମାନ ସୁଦ୍ଧା ୩ଟି ସିରିଜ ଖେଳାଯାଇ ସାରିଛି। ସେଥିରୁ ନ୍ୟୁଜିଲାଣ୍ଡ-ଶ୍ରୀଲଙ୍କା ଓ ଇଂଲଣ୍ଡ-ଅଷ୍ଟ୍ରେଲିଆ ସିରିଜ ଡ୍ର ରହିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ସିରିଜ ବିଜୟୀ ହେବାରେ ସକ୍ଷମ…

ଓଡ଼ିଶାରେ ଆଇଏସ୍‌ଏଲ୍‌ ଉତ୍ସାହ

ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ପ୍ରଥମଥର ପାଇଁ ଓଡ଼ିଶାର ନିଜ ଦଳ ଅଂଶଗ୍ରହଣ କରିବ। ପୂର୍ବରୁ ଦିଲ୍ଲୀ ଡାଇନାମସ ଏଫ୍‌ସି ଥିବା ଦଳ ଏବେ ଓଡ଼ିଶା ଏଫ୍‌ସିରେ ପରିଣତ ହୋଇଛି। ହେଡ୍‌ କୋଚ୍‌ ଜୋସେଫ୍‌ ଗାମ୍ବାଉଙ୍କ ତତ୍ତ୍ୱାବଧାନରେ ଓ ଅଧିନାୟକ…

ଭାଜପାରେ ସାମିଲ ହେଲେ ଏହି ଦୁଇ ଖେଳାଳି

ନୂଆଦିଲ୍ଲୀ,୨୭।୯: ଅଲିମ୍ପିକ ପଦକ ବିଜେତା ରେସଲର୍‌ ତଥା ପଦ୍ମଶ୍ରୀ ଯୋଗେଶ୍ୱର ଦତ୍ତ ଏବଂ ପୂର୍ବତନ ହକି ଅଧିନାୟକ ସନ୍ଦୀପ ସିଂହ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ହରିଆଣା ଭାଜପା ମୁଖ୍ୟ ସୁଭାଷ ବରାଲାଙ୍କ ଉପସ୍ଥିତିରେ ଏହି ଦୁଇ ଖେଳାଳି ଭାଜପାରେ ଯୋଗ…

ମହିଳା ଟି୨୦: ବର୍ଷା ଯୋଗୁ ୨ୟ ମ୍ୟାଚ୍‌ ବାତିଲ

ସୁରତ, ୨୭।୯- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ମଧ୍ୟରେ ଗୁରୁବାର ଖେଳାଯିବାକୁ ଥିବା ୨ୟ ଟି୨୦ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ପ୍ରବଳ ବର୍ଷା କାରଣରୁ ମ୍ୟାଚ୍‌ର ଟସ୍‌…

ଏଆରଆରସିରେ ପଏଣ୍ଟ ଜିତିଲେ ରାଜୀବ

ଭୁବନେଶ୍ୱର, ୨୭।୯(ସ୍ପୋଟର୍‌ସ ବ୍ୟୁରୋ)- ମାଲେସିଆର ସେପଙ୍ଗ ଇଣ୍ଟରନ୍ୟାଶନାଲ ସର୍କିଟରେ ଅନୁଷ୍ଠିତ ଏସିଆନ ରୋଡ ରେସିଂ ଚାମ୍ପିୟନଶିପ(ଏଆରଆରସି)ର ଚୂଡ଼ାନ୍ତ ତଥା ଷଷ୍ଠ ପର୍ଯ୍ୟାୟ ରେସରେ ଇଡିମିତ୍‌ସୁ ହୋଣ୍ଡା ରେସିଂ ଇଣ୍ଡିଆ ଚାଳକ ରାଜୀବ ସେଥୁ ଭାରତ ପାଇଁ ପଏଣ୍ଟ ଜିତିଛନ୍ତି। ଏପି ୨୫୦…

ପ୍ରମୋଦ କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- ଚାଇନାର ୟୁହାଙ୍ଗ ହାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଗୁରୁବାର ଅନୁଷ୍ଠିତ ସିଙ୍ଗଲ୍ସର ଦ୍ୱିତୀୟ ରାଉଣ୍ଡରେ ସେ ଫ୍ରାନ୍ସର ମାଥ୍ୟୁ…

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ହରିୟାଣା ଚାମ୍ପିୟନ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ୫-ଏ-ସାଇଡ୍‌ ହକି (ମିଳିତ ମହିଳା-ପୁରୁଷ) ପ୍ରଦର୍ଶନୀ ଟୁର୍ନାମେଣ୍ଟର ସେମିଫାଇନାଲରେ ଓଡ଼ିଶା ପରାଜିତ ହୋଇଛି। ଫାଇନାଲରେ ଉତ୍ତରପ୍ରଦେଶକୁ ୫-୪ ଗୋଲରେ ହରାଇ ହରିୟାଣା ଚାମ୍ପିୟନ ହୋଇଛି। ପ୍ରଥମ ସେମିଫାଇନାଲରେ ହରିୟାଣା…

ଆଜି ଓସିଏ ନିର୍ବାଚନ

କଟକ ଅଫିସ,୨୭ା୯- ଅନେକ ବାଦ, ବିବାଦ, ଅଭିଯୋଗର ପୂର୍ଣ୍ଣଚ୍ଛେଦ ପଡ଼ି ଶେଷରେ ଶୁକ୍ରବାର ହେବାକୁ ଯାଉଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ବହୁ ପ୍ରତୀକ୍ଷିତ କର୍ମକର୍ତ୍ତା ନିର୍ବାଚନ। ରାଜ୍ୟ କ୍ରୀଡ଼ା ସଙ୍ଗଠନ ଜଗତରେ ଏହା ହେଉଛି ସବୁଠାରୁ ହାଇଭୋଲଟେଜ ନିର୍ବାଚନ। ମୋଟ ୬ଟି…

‘ଇନିଂସ ଓପନ୍‌ ପାଇଁ ନିବେଦନ କରିବାକୁ ପଡ଼ିଥିଲା’

ନୂଆଦିଲ୍ଲୀ, ୨୭।୯ (ପି.ଟି.)- ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ବିଶ୍ୱ କ୍ରିକେଟ୍‌ର ସବୁଠାରୁ ମହାନ୍‌ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ। ମଧ୍ୟକ୍ରମରୁ ଜଣେ ଦକ୍ଷ ଓପନର୍‌ ଭାବେ ସଚିନ ନିଜକୁ ଗଢ଼ି ବେଶ୍‌ ଖ୍ୟାତି ଅର୍ଜନ କରିପାରିଥିଲେ। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ରେ…

ଏହି କାରଣରୁ ସଚିନ ତେନ୍ଦୁଲକରଙ୍କୁ ଦିନେ ହାତଯୋଡିବାକୁ ପଡିଥିଲା

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକରଙ୍କୁ କ୍ରିକେଟରେ ସର୍ବଶ୍ରେଷ୍ଠ ହେବା ପାଇଁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏକଦା କ୍ରିକେଟ୍‌ ଦୁନିଆରେ ରାଜ୍‌ କରୁଥିବା ସଚିନ ପୂର୍ବରୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଥିଲେ। ଏଥିରେ ତାଙ୍କୁ ଏତେଟା ସଫଳତା ମିଳି ନ…

ମ୍ୟାଚ୍‌ ଖେଳିବାବେଳେ ଚିୟର୍‌ଲିଡର୍ସଙ୍କୁ ପ୍ରେମ କରିବସିଥିଲେ ଏହି ଖେଳାଳି

ଭାରତ ଗସ୍ତରେ ଆସିଛି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ। ଅଧିନାୟକ କ୍ୱିଣ୍ଟନ ଡିକକ୍‌ଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜକୁ ବରାବର କରିଛି। ଏବେ ଟେଷ୍ଟ ସିରିଜ ପାଇଁ ଉଭୟ ଦଳ ପ୍ରସ୍ତୁତି ଆରମ୍ଭ ଚଳାଇଛନ୍ତି। ଡିକକ୍‌ ଜଣେ ଭଲ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?