ଖେଳ

ପ୍ରମୋଦ କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- ଚାଇନାର ୟୁହାଙ୍ଗ ହାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଗୁରୁବାର ଅନୁଷ୍ଠିତ ସିଙ୍ଗଲ୍ସର ଦ୍ୱିତୀୟ ରାଉଣ୍ଡରେ ସେ ଫ୍ରାନ୍ସର ମାଥ୍ୟୁ…

ଜାତୀୟ ସିନିୟର ୫-ଏ-ସାଇଡ୍‌ ହକି: ହରିୟାଣା ଚାମ୍ପିୟନ

ଭୁବନେଶ୍ୱର, ୨୭।୯(କ୍ରୀଡ଼ା ପ୍ରତିନିଧି)- କାନପୁରର ଗ୍ରୀନ୍‌ ପାର୍କ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ୫-ଏ-ସାଇଡ୍‌ ହକି (ମିଳିତ ମହିଳା-ପୁରୁଷ) ପ୍ରଦର୍ଶନୀ ଟୁର୍ନାମେଣ୍ଟର ସେମିଫାଇନାଲରେ ଓଡ଼ିଶା ପରାଜିତ ହୋଇଛି। ଫାଇନାଲରେ ଉତ୍ତରପ୍ରଦେଶକୁ ୫-୪ ଗୋଲରେ ହରାଇ ହରିୟାଣା ଚାମ୍ପିୟନ ହୋଇଛି। ପ୍ରଥମ ସେମିଫାଇନାଲରେ ହରିୟାଣା…

ଆଜି ଓସିଏ ନିର୍ବାଚନ

କଟକ ଅଫିସ,୨୭ା୯- ଅନେକ ବାଦ, ବିବାଦ, ଅଭିଯୋଗର ପୂର୍ଣ୍ଣଚ୍ଛେଦ ପଡ଼ି ଶେଷରେ ଶୁକ୍ରବାର ହେବାକୁ ଯାଉଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ବହୁ ପ୍ରତୀକ୍ଷିତ କର୍ମକର୍ତ୍ତା ନିର୍ବାଚନ। ରାଜ୍ୟ କ୍ରୀଡ଼ା ସଙ୍ଗଠନ ଜଗତରେ ଏହା ହେଉଛି ସବୁଠାରୁ ହାଇଭୋଲଟେଜ ନିର୍ବାଚନ। ମୋଟ ୬ଟି…

‘ଇନିଂସ ଓପନ୍‌ ପାଇଁ ନିବେଦନ କରିବାକୁ ପଡ଼ିଥିଲା’

ନୂଆଦିଲ୍ଲୀ, ୨୭।୯ (ପି.ଟି.)- ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ବିଶ୍ୱ କ୍ରିକେଟ୍‌ର ସବୁଠାରୁ ମହାନ୍‌ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ। ମଧ୍ୟକ୍ରମରୁ ଜଣେ ଦକ୍ଷ ଓପନର୍‌ ଭାବେ ସଚିନ ନିଜକୁ ଗଢ଼ି ବେଶ୍‌ ଖ୍ୟାତି ଅର୍ଜନ କରିପାରିଥିଲେ। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ରେ…

ଏହି କାରଣରୁ ସଚିନ ତେନ୍ଦୁଲକରଙ୍କୁ ଦିନେ ହାତଯୋଡିବାକୁ ପଡିଥିଲା

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକରଙ୍କୁ କ୍ରିକେଟରେ ସର୍ବଶ୍ରେଷ୍ଠ ହେବା ପାଇଁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏକଦା କ୍ରିକେଟ୍‌ ଦୁନିଆରେ ରାଜ୍‌ କରୁଥିବା ସଚିନ ପୂର୍ବରୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଥିଲେ। ଏଥିରେ ତାଙ୍କୁ ଏତେଟା ସଫଳତା ମିଳି ନ…

ମ୍ୟାଚ୍‌ ଖେଳିବାବେଳେ ଚିୟର୍‌ଲିଡର୍ସଙ୍କୁ ପ୍ରେମ କରିବସିଥିଲେ ଏହି ଖେଳାଳି

ଭାରତ ଗସ୍ତରେ ଆସିଛି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ। ଅଧିନାୟକ କ୍ୱିଣ୍ଟନ ଡିକକ୍‌ଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜକୁ ବରାବର କରିଛି। ଏବେ ଟେଷ୍ଟ ସିରିଜ ପାଇଁ ଉଭୟ ଦଳ ପ୍ରସ୍ତୁତି ଆରମ୍ଭ ଚଳାଇଛନ୍ତି। ଡିକକ୍‌ ଜଣେ ଭଲ ଅଧିନାୟକ…

ନିକ୍‌ କିର୍ଗିଓସ୍‌ ୧୬ ସପ୍ତାହ ବାସନ୍ଦ

ପ୍ୟାରିସ, ୨୬।୯ (ଏଏଫ୍‌ପି)- ଦି ଆସୋସିଏଶନ ଅଫ୍‌ ଟେନିସ ପ୍ରଫେଶନାଲ (ଏଟିପି) ଅଷ୍ଟ୍ରେଲୀୟ ଷ୍ଟାର୍‌ ଖେଳାଳି ନିକ୍‌ କିର୍ଗିଓସ୍‌ଙ୍କୁ ୧୬ ସପ୍ତାହ ଲାଗି ବାସନ୍ଦ କରିଛି। ଗତ ଏକବର୍ଷ ହେବ କୋଟ୍‌ରେ ‘ଉତ୍ତେଜକ ବ୍ୟବହାର’ ଲାଗି ଏଟିପି ଗୁରୁବାର କିର୍ଗିଓସ୍‌ଙ୍କ ଉପରେ…

ଅଭ୍ୟାସ ମ୍ୟାଚ୍‌: ବର୍ଷା ଯୋଗୁ ପ୍ରଥମ ଦିନର ଖେଳି ବାତିଲ

ବିଜୟନଗରମ,୨୬।୯(ପି.ଟି.)- ସ୍ଥାନୀୟ ଡ. ଭିଭିଜି ରାଜୁ ଏସିଏ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଗୁରୁବାରଠାରୁ ଆରମ୍ଭ ହୋଇଛି। ତେବେ ପ୍ରବଳ ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ସମ୍ପୂର୍ଣ୍ଣ…

ଭାଇଙ୍କ ସହ କ୍ରିକେଟ ଅଭ୍ୟାସ ଦେଖିବାକୁ ଷ୍ଟାଡିୟମ ଯାଉଥିଲେ, ଏବେ ଭାରତୀୟ ଦଳରେ ସ୍ଥାନ ପାଇ ହାସଲ କଲେ ଏହି ରେକର୍ଡ

ନୂଆଦିଲ୍ଲୀ: ଟିମ ଇଣ୍ଡିଆ ମହିଳା ଦଳର ଅଲରାଉଣ୍ଡର ଦୀପ୍ତି ଶର୍ମା ପ୍ରଥମ ଭାରତୀୟ କ୍ରିକେଟର ଭାବେ ଟି-୨୦ରେ ରେକର୍ଡ ସୃଷ୍ଟି କରିଛିନ୍ତି। ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା ଦଳ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଖେଳା ଯାଇଥିଲା। ଏହି…

ସେରେନା @ ୩୮

ଲସ୍‌ ଏଞ୍ଜେଲ୍ସ,୨୬।୯: ଟେନିସ ଇତିହାସର ସବୁଠୁ ସଫଳତମ ମହିଳା ଖେଳାଳି ସେରେନା ଓ୍ବିଲିୟମ୍ସ ଗୁରୁବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଆମେରିକାନ ଆଥ୍‌ଲେଟ୍‌ ୧୭ ବର୍ଷ ବୟସରେ ୧୯୯୯ରେ ପ୍ରଥମ ଗ୍ରାଣ୍ଡସ୍ଲାମ ଜିତିଥିଲେ। ଏବେ ସୁଦ୍ଧା ୩୮ ବର୍ଷୀୟା ମା’ ୨୩…

ଧାରରେ ଗ୍ଲୋଭ୍ସ ନେଇ ପ୍ରାକ୍ଟିସ କରୁଥିଲେ ପଙ୍ଘାଲ

ନୂଆଦିଲ୍ଲୀ,୨୬।୯: ବିଜେନ୍ଦ୍ର କୁମାର, ଅଖିଲ କୁମାର, ବିକାଶ କ୍ରିଷ୍ଣନ ଓ ଶିବ ଥପ୍ପାଙ୍କ ପରେ ଦେଶର ଉଦୀୟମାନ ବକ୍ସର ହେଉଛନ୍ତି ରୋହତକର ଅମିତ ପଙ୍ଘାଲ। ନିକଟରେ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିବା ପଙ୍ଘାଲଙ୍କୁ ବକ୍ସର ହେବା ପାଇଁ ବହୁ ସଂଘର୍ଷ…

କୋରିଆ ଓପନ: କ୍ୱାର୍ଟରରେ କାଶ୍ୟପ

ଇଞ୍ଚତ୍ଅନ,୨୬।୯: ଭାରତୀୟ ଶଟଲର ପାରୁପଲ୍ଲୀ କାଶ୍ୟପ କୋରିଆ ଓପନ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ବର୍ଗର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ କାଶ୍ୟପ ମାଲେସିଆର ଡାରେନ ଲୁଇଙ୍କୁ ହରାଇ ଦେଇଛନ୍ତି। ୫୬ ମିନିଟ୍‌ ଧରି ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?