ରିଲ୍ରେ ବକ୍ସିଂ କୋଚ୍ଙ୍କ ପୁଅ ଜିତିଲେ ଏସିଆନ ଚାମ୍ପିୟନଶିପ୍ ରୌପ୍ୟ
ମୁମ୍ବାଇ,୨୬।୯: ଟଲିଉଡ୍ ଫିଲ୍ମରେ ବକ୍ସିଂ କୋଚ୍ ଅଭିନୟ କରିଥିବା ଆର. ମାଧବନଙ୍କ ପୁଅ ବେଦାନ୍ତ ଅନ୍ତର୍ଜାତୀୟ ସ୍ତରରେ ଦେଶକୁ ଗର୍ବିତ କରିଛନ୍ତି। ବିଭିନ୍ନ ବୟସ ବର୍ଗରେ ଚାଲିଥିବା ଏସିଆନ ଚାମ୍ପିୟନଶିପରେ ବେଦାନ ରୌପ୍ୟ ପଦକ ଜିତିଛନ୍ତି। ମାଧବନଙ୍କ ପୁଅ ଓ ଅନ୍ୟ…
ଏହି ମହିଳା ହେଲେ କ୍ରିକେଟ ଆସୋସିଏଶନ୍ର ପ୍ରଥମ ସଭାପତି
ଚେନ୍ନାଇ,୨୧।୯: ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନସିଏ)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ସାଇ ଗୁରୁନାଥ। ଟିଏନସିଏର ୮୭ତମ ବାର୍ଷିକ ସାଧାରଣ ବୈଠକରେ ରୂପାଙ୍କୁ ସଭାପତି ଭାବେ ଚୟନ କରାଯାଇଛି। ଫଳରେ ରାଜ୍ୟ କ୍ରିକେଟ ଆସୋସିଏଶନର ପ୍ରଥମ ମହିଳା ସଭାପତି ହେବାର କୃତିତ୍ୱ…
ମୋଦିଙ୍କ ପରେ ଏହି ଖେଳାଳି ଦେଶରେ ସବୁଠୁ ଅଧିକ ଲୋକପ୍ରିୟ
ନୂଆଦିଲ୍ଲୀ,୨୬।୯: ଦେଶରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସକଙ୍କ ସଂଖ୍ୟା ସବୁଠୁ ଅଧିକ। ତାଙ୍କ ପଛକୁ ରହିଛନ୍ତି ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନି। କ୍ରିକେଟରୁ କିଛିଦିନ ଦୂରେଇ ରହିଥିବା ଧୋନିଙ୍କ ଲୋକପ୍ରିୟତା ପୂର୍ବଭଳି ଅତୁଟ ରହିଛି। ୟୁଗୋଭ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଏକାଦଶତମ ଦିବସ: ଷ୍ଟାର ଇଲେଭେନ୍ ବନାମ୍ ଆଇଆରବି ନାଇନଥ୍ ବେଟାଲିୟନ୍ ମ୍ୟାଚ୍ ଡ୍ର
ଭବାନୀପାଟଣା,୨୬।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ବୁଧବାର ଏକାଦଶତମ ମ୍ୟାଚ୍ ଷ୍ଟାର ଇଲେଭେନ୍ ବନାମ୍ ଆଇଆରବି ନାଇନଥ୍ ବେଟାଲିୟନ୍ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଉଭୟ ଦଳ ଗୋଟାଏ ଲେଖାଏଁ…
ସୁମରିଓ୍ବାଲା ଆଇଏଏଏଫ୍ କାଉନସିଲ ମେମ୍ବର ନିର୍ବାଚିତ
ଦୋହା,୨୬।୯(ପି.ଟି.)- ଆଥଲେଟିକ ଫେଡେରେଶନ ଅଫ୍ ଇଣ୍ଡିଆ (ଏଏଫ୍ଆଇ) ଅଧ୍ୟକ୍ଷ ଆଦିଲେ ସୁମରିଓ୍ବାଲା କ୍ରମାଗତ ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍ ଆଥଲେଟିକ୍ସ ଫେଡେରେଶନ (ଆଇଏଏଏଫ୍) କାଉନସିଲ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ସେ ଆଗାମୀ ୪ ବର୍ଷ ପାଇଁ ଏହି…
କୋ ଆଇଏଏଏଫ୍ ମୁଖ୍ୟ ଭାବେ ପୁନଃ ନିର୍ବାଚତ
ଦୋହା,୨୬।୯(ଏଏଫ୍ପି)- ବ୍ରିଟେନର ବରିଷ୍ଠ କ୍ରୀଡ଼ା ପ୍ରଶାସକ ସେବାଷ୍ଟିଆନ କୋ ବିନା ପ୍ରତିଦ୍ୱନ୍ଦ୍ୱିତାରେ ବୁଧବାର ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍ ଆଥଲେଟିକ୍ସ ଫେଡେରେଶନ (ଆଇଏଏଏଫ୍)ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚତ ହୋଇଛନ୍ତି। ପୂର୍ବତନ ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ମିଡ୍ ଡିଷ୍ଟାନ୍ସ ରନର ୬୨…
ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍: କୋହଲି, ଧାଓ୍ବନ ଟପ୍-୧୦ ନିକଟତର
ଦୁବାଇ,୨୬।୯(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗରେ ଭାରତୀୟ ତାରକା ଓପନର ରୋହିତ ଶର୍ମା ଗୋଟିଏ ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ଅଷ୍ଟମ ସ୍ଥାନରେ ରହିଛନ୍ତି। ଅନ୍ୟପଟେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅଭିଜ୍ଞ ଓପନର ଶିଖର…
୧୮ ବର୍ଷରୁ କମ୍ ସାଫ୍ ଚାମ୍ପିୟନଶିପ୍: ଶ୍ରୀଲଙ୍କାକୁ ହରାଇ ସେମିରେ ଭାରତ
କାଠମାଣ୍ଡୁ,୨୬।୯(ପି.ଟି)- ଏଠାରେ ଚାଲିଥିବା ୧୮ ବର୍ଷରୁ କମ୍ ସାଫ୍ ଚାମ୍ପିୟନଶିପ୍ରେ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ବୁଧବାର ଭାରତ ୩-୦ ଗୋଲରେ ଶ୍ରୀଲଙ୍କାକୁ ପରାସ୍ତ କରି ସେମିକୁ ଉଠିଛି। ଅନ୍ତିମ ଲିଗ୍ ମ୍ୟାଚ୍ରେ ଭାରତ ତରଫରୁ ଗୁର୍କୀରତ ସିଂ ଦୁଇଟି ଗୋଲ…
ଅଭ୍ୟାସ ମ୍ୟାଚ୍ ଆଜିଠାରୁ; ଇନିଂସ ଓପନ୍ କରିବେ ରୋହିତ
ବିଜୟନଗରମ, ୨୬।୯(ପି.ଟି.)- ସ୍ଥାନୀୟ ଡ. ପିଭିଜି ରାଜୁ ଏସିଏ ସ୍ପୋଟର୍ସ କମ୍ପ୍ଲେକ୍ସରେ ଭାରତୀୟ ବୋର୍ଡ ସଭାପତି ଏକାଦଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ଦିନିଆ ଓ୍ବାର୍ମଅପ୍ ମ୍ୟାଚ୍ ଆରମ୍ଭ ହେବ। ଅକ୍ଟୋବର ୨ ତାରିଖରୁ ଟେଷ୍ଟ ସିରିଜ ଆରମ୍ଭ ହେବାକୁ…
ଜାତୀୟ ସିନିୟର ୫-ଏ-ସାଇଡ୍ ମହିଳା ହକି: ଓଡ଼ିଶା-ହରିୟାଣା ସେମିଫାଇନାଲ
ଭୁବନେଶ୍ୱର, ୨୬।୯ (ସ୍ପୋଟର୍ସ ବ୍ୟୁରୋ)- ଉତ୍ତରପ୍ରଦେଶ କାନପୁରସ୍ଥିତ ଗ୍ରୀନ ପାର୍କ ଷ୍ଟାଡିୟମଠାରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍ ମହିଳା ହକି ଟୁର୍ନାମେଣ୍ଟରେ ଓଡ଼ିଶା ଦଳ ସେମିଫାଇନାଲରେ ପ୍ରବେଶ କରିଛି। ବୁଧବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମୁକାବିଲାରେ ଓଡ଼ିଶା ପେନାଲ୍ଟି ଶୁଟ୍ଆଉଟ୍ରେ…
ଇଣ୍ଡିପେଣ୍ଡେସ୍ କପ୍ ହ୍ୟାଣ୍ଡବଲ୍ରେ ଭାରତକୁ ରୌପ୍ୟ
ଭୁବନେଶ୍ୱର, ୨୬।୯ (ସ୍ପୋଟର୍ସ ବ୍ୟୁରୋ)- ଉଜବେକିସ୍ତାନର ରାଜଧାନୀ ତାସ୍କେଣ୍ଟଠାରେ ଚଳିତ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୨୮ତମ ଇଣ୍ଡିପେଣ୍ଡେସ୍ କପ୍ ହ୍ୟାଣ୍ଡବଲ୍ ଚାମ୍ପିୟନଶିପ୍ରେ ଭାରତୀୟ ଦଳ ରନର୍ସଅପ୍ ହୋଇ ରୌପ୍ୟ ପଦକ ହାସଲ କରିଛି। ଫାଇନାଲ ମ୍ୟାଚ୍ରେ ଭାରତ ଆୟୋଜକ…
ପ୍ରୋ କବାଡ଼ି ଲିଗ୍: ବେଙ୍ଗଲ୍, ଜୟପୁର ବିଜୟୀ
ଜୟପୁର, ୨୬।୯(ପି.ଟି.)- ଏଠାରେ ଚାଲିଥିବା ପ୍ରୋ କବାଡ଼ି ଲିଗ୍ରେ ବୁଧବାର ଅନୁଷ୍ଠିତ ମ୍ୟାଚ୍ ଗୁଡିକରେ ବେଙ୍ଗଲ ଓ୍ବାରିୟର୍ସ ଓ ଜୟପୁର ପିଙ୍କ ପାନ୍ଥର୍ସ ବିଜୟୀ ହୋଇଛନ୍ତି। ପ୍ରଥମ ମ୍ୟାଚ୍ରେ ବେଙ୍ଗଲ ୪୦-୩୯ରେ ତେଲୁଗୁ ଟାଇଟାନ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ…

