ଖେଳ

ଗ୍ରାଉଣ୍ଡରେ ନାଚିଲେ କୋହଲି

ଗୁୟାନା,୯।୮- ସ୍ଥାନୀୟ ବ୍ରାଏନ ଲାରା ଗ୍ରାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ମ୍ୟାଚ୍‌ରେ କେବଳ ୧୩ ଓଭର ଖେଳ ସମ୍ଭବ ହୋଇପାରିଥିଲା। କିନ୍ତୁ ଏହା ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ…

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି। ପାକିସ୍ତାନର ଅନେକ କ୍ରିକେଟର୍‌ ନିଜ ସମ୍ପର୍କିୟ ଭଉଣୀଙ୍କୁ ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେହି…

ପୃଥ୍ବୀ ଶ’ ଡୋପିଂ ମାମଲା: ବିସିସିଆଇର କାର୍ଯ୍ୟଧାରାକୁ ସମାଲୋଚନା

ନୂଆଦିଲ୍ଲୀ, ୯|୮ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗୁରୁବାର ପୃଥ୍ବୀ ଶ’ ଡୋପିଂ ଉଲ୍ଲଂଘନ ମାମଲା ଉପରେ ଏହାର ଟାଇମ୍‌ ଲାଇନ୍‌ ପ୍ରକାଶ କରିଛି। ୧୯ ବର୍ଷୀୟ ଓପନରଙ୍କଠାରୁ ସାମ୍ପଲ ସଂଗ୍ରହ ଏବଂ ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରି…

ଭାରତୀୟ ଆର୍ଚେରୀ ଆସୋସିଏଶନ ସସ୍‌ପେଣ୍ଡ

କୋଲକାତା, ୯ା୮ (ପି.ଟି.)-ବିଶ୍ୱ ଆର୍ଚେରି (ଡବ୍ଲ୍ୟୁଆଇ) ଗୁରୁବାର ଭାରତୀୟ ଆର୍ଚେରି ଆସୋସିଏଶନ (ଏଏଆଇ)କୁ ସସ୍‌ପେଣ୍ଡ କରିଛି। ଏଏଆଇରେ ଦୁଇ ପରସ୍ପର ବିରୋଧୀ ଗୋଷ୍ଠୀ ସମାନ୍ତରାଳ ନିର୍ବାଚନ କରିବା ଦ୍ୱାରା ବିଶ୍ୱ ଆର୍ଚେରିର ଗାଇଡ୍‌ଲାଇନ୍‌ ଭଙ୍ଗହୋଇଛି। ନିଷ୍ପତ୍ତି ସୋମବାରଠାରୁ କାର୍ଯ୍ୟକାରୀ ହେବ। କିନ୍ତୁ…

ପୁମା ସହ ଦୂତୀଙ୍କ ଚୁକ୍ତି

ନୂଆଦିଲ୍ଲୀ,୯।୮(ପି.ଟି.)-ଦେଶର ଦ୍ରୁତତମ ମହିଳା ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଗ୍ଲୋବାଲ ସ୍ପୋଟର୍‌ସ କମ୍ପାନୀ ପୁମା ସହ ଚୁକ୍ତି କରିଛନ୍ତି। ଗୁରୁବାର ଏ ନେଇ ପୁମା ତରଫରୁ ଘୋଷଣା କରାଯାଇଛି। ପ୍ରଥମଥର ପାଇଁ ଦୂତୀ ଏଭଳି ବିଶ୍ୱସ୍ତରୀୟ ବ୍ରାଣ୍ଡ ସହ…

ଚାଇନାରେ କ୍ରିକେଟ ଲାଗି ରହିଛି ଗୋଟିଏ ଘାସ ପିଚ୍‌

ସାଙ୍ଘାଇ,୯।୮(ଏଏଫ୍‌ପି)- ଚାଇନାରେ ପ୍ରାୟ ନାଗରିକଙ୍କୁ କ୍ରିକେଟ କ୍ରୀଡ଼ା ବିଷୟରେ ଜଣାନାହିଁ। ୧.୪ ବିଲିୟନ ଜନସଂଖ୍ୟାଙ୍କ ଲାଗି ଗୋଟିଏ ଘାସ ପିଚ୍‌ ରହିଛି। ଏବେ ସେମାନେ ଫୁଟ୍‌ବଲ ପିଚ୍‌ରେ ପ୍ଲାଷ୍ଟିକ୍‌ ଉଇକେଟ ସହ ଖେଳିବା ଆରମ୍ଭ କରିଛନ୍ତି। ସେଠାରେ କ୍ରିକେଟ ଲାଗି ରହିଛି…

ଖବର ଦେବାକୁ ଡରୁଛି ଓସିଏ

କଟକ ଅଫିସ,୯ା୮-ଖବର ଦେବାକୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଡରୁଛି। ବୟସ ଜାଲିଆତିଠାରୁ ଆରମ୍ଭ କରି ବାରମ୍ବାର ବେନିୟମ ଓ ଦୁର୍ନୀତିର ଅଭିଯୋଗ ଯୋଗୁ ଏହାର ଅଧିକାରୀମାନେ ବୋଧହୁଏ ଖବରଦାତାଙ୍କଠାରୁ ଦୂରତା ବଜାୟ ରଖୁଛନ୍ତି। ଲୁଚାଛପାରେ ସମସ୍ତ କାର୍ଯ୍ୟ ଆଗେଇ ନେଉଛନ୍ତି, ଫଳରେ…

ଭିଜା ଲାଗି ସାହାଯ୍ୟ ଲୋଡିଲେ ଦୂତୀ

ନୂଆଦିଲ୍ଲୀ,୯।୮(ପି.ଟି.):ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ୟୁରୋପରେ କେତୋଟି ରେସ୍‌ରେ ଭାଗ ନେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ତେବେ ଏଥିପାଇଁ ଭିଜା ପାଇବାରେ ସମସ୍ୟା ଉପୁଜିଛି। ଫଳରେ ସେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.…

ଅମ୍‌ଲାଙ୍କ ସନ୍ନ୍ୟାସ

ଜୋହାନ୍ସବର୍ଗ,୯।୮- ଦକ୍ଷିଣ ଆଫ୍ରିକା ଦଳର ଓପନିଂ ବ୍ୟାଟ୍ସମ୍ୟାନ ହାସିମ ଅମ୍‌ଲା ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କ ୧୫ ବର୍ଷର ଲମ୍ବା କ୍ୟାରିୟର ଶେଷ ହୋଇଛି। ପ୍ରଥମତଃ ମୋତେ ଦକ୍ଷିଣ ଆଫ୍ରିକା ଦଳ ପକ୍ଷରୁ…

ନିରପେକ୍ଷ ଭେନ୍ୟୁ ପାଇଁ ଏଆଇଟିଏ ଅନୁରୋଧର କରିବ

ନୂଆଦିଲ୍ଲୀ,୮।୮(ପି.ଟି.)- ଜମ୍ମୁ- କଶ୍ମୀରରେ ଧାରା ୩୭୦ର ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ରାଜନୈତିକ ଓ କୂଟନୈତିକ ସମ୍ପର୍କରେ ତିକ୍ତତା ଦେଖାଦେଇଛି। ଫଳରେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦ୍‌ରେ ଆସନ୍ତା ମାସରେ ଆୟୋଜନ ହେବାକୁ ଥିବା ପାକିସ୍ତାନ ବିପକ୍ଷ ଡେଭିସ୍‌ କପ୍‌…

କିଙ୍ଗ୍ସ ଇଲେଭେନ ଛାଡ଼ିଲେ ହେସନ: ଭାରତ କୋଚ୍‌ ହେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୮।୮ (ପି.ଟି.)- ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ମାଇକ୍‌ ହେସନ ଗୁରୁବାର ଆଇପିଏଲ୍‌ ଫ୍ରାଞ୍ଚାଇଜ କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁଖ୍ୟ କୋଚ୍‌ ପଦରୁ ଅବ୍ୟାହତି ନେଇଛନ୍ତି। ଫଳରେ ହେସନ ଭାରତୀୟ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ହେବା ନେଇ ଚର୍ଚ୍ଚା ଜୋର୍‌…

ଜାତୀୟ କ୍ରୀଡ଼ା ପୁରସ୍କାର: ଚୟନ କମିଟିରେ ମେରୀକମ୍‌, ବାଇଚୁଙ୍ଗ୍‌

ନୂଆଦିଲ୍ଲୀ, ୮।୮ (ପି.ଟି.)- ଚଳିତ ବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ଚୟନ ଲାଗି ଗୋଟିଏ ମାତ୍ର କମିଟି ଗଠନ କରାଯାଇଛି। ଯେଉଁଥିରେ ୬ଥର ବିଶ୍ୱ ଟାଇଟଲ ବିଜୟିନୀ ଷ୍ଟାର୍‌ ବକ୍ସର ଏମ୍‌.ସି. ମେରୀକମ୍‌ ଓ ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri