ଖେଳ

‘ଧୋନୀଙ୍କ ପାଖରେ ଏବେ ବହୁତ କ୍ରିକେଟ ବାକି ଅଛି’

ନୂଆଦିଲ୍ଲୀ,୧୨।୭(ପି.ଟି.)- ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଶ୍ୱକପ୍‌ରୁ ବାଦ୍‌ ପଡିଥିଲେ ମଧ୍ୟ ଭାରତୀୟ ଦଳକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କାର୍ଯକାରୀ ସଭାପତି ସି.କେ. ଖାନ୍ନା ଓ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଇନା…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ଫାଇନାଲ

ବର୍ମିଂହାମ୍‌,୧୨।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଦ୍ୱିତୀୟ ଦଳ ଭାବେ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ୧୦୭ଟି ବଲ୍‌ ବାକିରଖି ୮ ଉଇକେଟରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ଅତି…

ଜାଡେଜାଙ୍କୁ କ୍ଷମା ମାଗିଲେ ମଞ୍ଜରେକର

ମାେଷ୍ଟେର,୧୧।୭(ପି.ଟି.)- ଶେଷରେ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର ତାରକା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ କ୍ଷମା ମାଗିଛନ୍ତି। ଜାଜେଡାଙ୍କ ବିରୋଧରେ ମନ୍ତବ୍ୟ ଦେବାପରେ ମଞ୍ଜରେକର ବେଶ୍‌ ବିବାଦୀୟ ହୋଇ ପଡିଥିଲେ। ଜାଜେଡା ଏକ ସମ୍ପୂର୍ଣ୍ଣ କ୍ରିକେଟର ନୁହଁନ୍ତି। ତାଙ୍କ ସ୍ଥାନରେ ଭାରତୀୟ ଟିମ୍‌…

ଧୋନୀଙ୍କୁ ଲତା ମଙ୍ଗେସ୍କରଙ୍କ ସମର୍ଥନ

ମୁମ୍ବାଇ,୧୧।୭ (ପି.ଟି.)- ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କ ପାଇଁ ଏବେ କୋକିଳ କଣ୍ଠୀ ଲତା ମଙ୍ଗେସ୍କର ବାହାରିଛନ୍ତି। ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ପରେ ଏବେ ଟିମ୍‌ ଇଣ୍ଡିଆ ଓ ଭାରତୀୟ କ୍ରିକେଟରଙ୍କୁ ସବୁ ମହଲରୁ ସମାଲୋଚନା କରାଯାଉଛି। ଧୋନୀଙ୍କୁ ମଧ୍ୟ କେତେକ…

ଧୋନୀଙ୍କୁ କିମ୍ବଦନ୍ତୀ କହିଲେ ଅଖତର

ମାଞ୍ଚେଷ୍ଟର,୧୧ା୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳ ୬ ରନ୍‌ରେ ୩ ଉଇକେଟ ହରାଇ ନିଶ୍ଚିତ ପରାଜୟ ମୁହଁା ହୋଇଥିଲା। ରବୀନ୍ଦ୍ର ଜାଡେଜା ଓ ମହେନ୍ଦ୍ର ସିଂ ଧୋନୀ ଲଢ଼ୁଆ ବ୍ୟାଟିଂ ମ୍ୟାଚ୍‌ରେ ଭାରତର ବିଜୟ ହେବାର ସମ୍ଭାବନା ସୃଷ୍ଟି କରିଥିଲା।…

୨୦୧୪ଠାରୁ ଭାରତ ଜିତି ନାହିଁ ବଡ଼ ଟ୍ରଫି

ମାଞ୍ଚେଷ୍ଟର,୧୧ା୭(ପିଟି)- ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ହୋଇଛି…

କ୍ରିକେଟ ଇତିହାସରେ ପ୍ରଥମ ଥର

ମାଞ୍ଚେଷ୍ଟର,୧୧ା୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ଓପନର ରୋହିତ ଶର୍ମା, ଲୋକେଶ ରାହୁଲ ଓ ବିରାଟ କୋହଲି ପ୍ରତ୍ୟେକ ୧ ରନ୍‌ ଲେଖାଏ କରି ଆଉଟ୍‌ ହୋଇଥିଲେ। କୌଣସି ଦଳର ପ୍ରଥମ ୩ ଜଣ ବ୍ୟାଟ୍ସମ୍ୟାନ ୧ ରନ୍‌ କରି…

ଆଫଗାନିସ୍ତାନ ପେସର ଆଲାମ ଏକବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୧ା୭(ପିଟି)- ପେସର ଆଫତାବ ଆଲାମଙ୍କୁ ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟରୁ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି)ର ଡିସିପ୍ଲିନାରି କମିଟି ଏକବର୍ଷ ଲାଗି ବାସନ୍ଦ କରିଛି। ସେ ଚଳିତ ବିଶ୍ୱକପ୍‌ରେ ଆଇସିସି କୋଡ୍‌ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଥିଲେ। ଏଥିଯୋଗୁ ତାଙ୍କୁ ବିଶ୍ୱକପ୍‌…

ଅଷ୍ଟ୍ରେଲିଆକୁ ପ୍ରାରମ୍ଭିକ ଝଟ୍‌କା

ବର୍ମିଂହାମ,୧୧ା୭- ସ୍ଥାନୀୟ ଏଜବାଷ୍ଟନଠାରେ ଚଳିତ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ୧୦ ରନ୍‌ରେ ଦୁଇ ଇନ୍‌ଫର୍ମ ଓପନରଙ୍କ ଉଇକେଟ ହରାଇ ଦେଇଛି। ଅଧିନାୟକ ଆରୋନ ଫିଞ୍ଚଙ୍କୁ ମ୍ୟାଚ୍‌ର…

ଭିନ୍ନ ଭିନ୍ନ ସ୍ଥାନକୁ ଯିବେ ଭାରତୀୟ ଖେଳାଳି

ଲଣ୍ଡନ,୧୧ା୭(ପିଟି)- ଭାରତୀୟ ଦଳର ବିଶ୍ୱକପ୍‌ ଜିତିବା ଆଶା ଶେଷ ହୋଇସାରିଛି। ପରବର୍ତ୍ତୀ ସିରିଜ ପୂର୍ବରୁ ଦଳୀୟ ଖେଳାଳିଙ୍କ ହାତରେ ଆଉ ୨ ସପ୍ତାହ ରହିଛି। ଦୀର୍ଘ ୭ ସପ୍ତାହ ଏକାଠି ରହିବା ପରେ ଦଳୀୟ ଖେଳାଳି ଏଠାରୁ ଭିନ୍ନ ଭିନ୍ନ ସ୍ଥାନକୁ…

ଫିଜିଓ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ଶେଷ

ମାଞ୍ଚେଷ୍ଟର,୧୧।୭(ପିଟି)- ଭାରତୀୟ ଦଳର ଫିଜିଓଥେରାପିଷ୍ଟ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ସହ ଶେଷ ହୋଇଛି। ଭାରତୀୟ ଦଳ ବୁଧବାର ଓଲ୍ଡ ଟ୍ରାଫୋର୍ଡଠାରେ ନ୍ୟୁଜିଲାଣ୍ଡଠାରୁ ହୃଦୟ ବିଦାରକ ପରାଜୟ ବରଣ କରିଛି। ଦଳ ସହ ଶେଷ ଦିନ ମୁଁ ଯେଉଁ…

ପରାଜୟ ପରେ ଟିମ୍‌ ଇଣ୍ଡିଆକୁ ସମର୍ଥନ ଜଣାଇଲେ ପ୍ରଶଂସକ

ନୂଆଦିଲ୍ଲୀ,୧୧ା୭- ଭାରତୀୟ ଦଳ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ଚଳିତ ଆଇସିସି ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛି। ଏହି ପରାଜୟ ପରେ ପ୍ରଶଂସକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ କଳାକାର ଓ ପୂର୍ବତନ ଖେଳାଳି ଭାରତୀୟ ଦଳକୁ ସହାନୁଭୂତି ଜଣାଇଛନ୍ତି। ମ୍ୟାଚ୍‌ରେ ସାହସିକ ବ୍ୟାଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri