ଖେଳ

ବିବାଦରେ ଧୋନୀଙ୍କ ରନ୍‌ଆଉଟ୍‌

ନୂଆଦିଲ୍ଲୀ, ୧୧।୭- ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇସାରିଛି। କିନ୍ତୁ ମ୍ୟାଚ୍‌ ପରେ ଏକ ବିବାଦୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଯାହାକୁ ନେଇ ସୋସିଆଲ…

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ: ଚାପ ସ୍ଥିତିରେ ସର୍ବଦା ଭଲ ପ୍ରଦର୍ଶନ କରି ଆସିଛି -ଦୂତୀ

ଭୁବନେଶ୍ୱର, ୧୧।୭(କ୍ରୀଡ଼ା ପ୍ରତିନିଧି)- ”ଇଟାଲି ପ୍ରତିଯୋଗିତାରେ ୧୦୦ ମିଟର ପ୍ରତିଦ୍ୱନ୍ଦ୍ୱିତା ବହୁତ ଟପ୍‌ ଥିଲା। ଟାଇମିଂ ଅନୁସାରେ ମୁଁ ୫ ନମ୍ବରରେ ଥିଲି। ୩ ପ୍ରତିଯୋଗି ୧୧ ସେକେଣ୍ଡ, ୧୧.୦୩ ଓ ୧୧.୧୫ ଥିଲେ। ତେଣୁ ପଦକ ଜିତିବା ଆଶା ନ…

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଭାରତୀୟ ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରାଶବ୍ୟକ୍ତ…

‘୪୫ ମିନିଟ୍‌ ଖରାପ କ୍ରିକେଟ୍‌ ଖେଳ ବଦଳାଇ ଦେଇଥିଲା’

ମାଞ୍ଚେଷ୍ଟର, ୧୧।୭ (ପି.ଟି.)- ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ନିକଟରୁ ହୃଦୟ ବିଦାରକ ପରାଜୟ ପରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମ୍ୟାଚ୍‌ର ‘ପ୍ରଥମ ୪୫ ମିନିଟ୍‌ ଖରାପ କ୍ରିକେଟ୍‌’ ଖେଳ ବଦଳାଇ ଦେଇଥିଲା ବୋଲି କହିଛନ୍ତି। ୨୪୦…

ଓ୍ବିମ୍ବେଲଡନ ଓପନ୍‌: ଫେଡରର-ନାଡାଲ ସେମି

ଲଣ୍ଡନ, ୧୧।୭ (ଏଏଫ୍‌ପି)- ଏଠାରେ ଚାଲିଥିବା ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଓ୍ବିମ୍ବେଲଡନ ଓପନ୍‌ରେ ଚାରିଥରର ଚାମ୍ପିୟନ ସର୍ବିୟା ତାରକା ନୋଭାକ ଜୋକୋଭିଚ୍‌ଙ୍କ ସମେତ ସୁଇଜରଲାଣ୍ଡର ରୋଜର ଫେଡରର ଓ ସ୍ପେନର ରାଫାଲ ନାଡାଲ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ଏକ…

ଅବସର ନେବେ ନାହିଁ ହାଫିଜ୍‌

କରାଚୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଲିଗ୍‌ ପର୍ଯ୍ୟାୟରୁ ବିଦାୟ ନେଇଥିଲେ ମଧ୍ୟ ପାକିସ୍ତାନ ଭେଟେରାନ ଅଲ୍‌ରାଉଣ୍ଡର ମହମ୍ମଦ ହାଫିଜ ବର୍ତ୍ତମାନ ସୀମିତ ଓଭର କ୍ରିକେଟ୍‌ରୁ ଅବସର ନେବାର କୌଣସି ପ୍ଲାନ ନାହିଁ ବୋଲି ଜଣାପଡ଼ିଛି।…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲ

ବର୍ମିଂହାମ,୧୧।୭(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ଗୁରୁବାର ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ହାଇଭୋଲ୍‌ଟେଜ ତଥା ହାଇପ୍ରୋଫାଇଲ ମ୍ୟାଚ୍‌ ଉପରେ ସମସ୍ତଙ୍କ…

ଆଇସିସି ବିଶ୍ୱକପ୍‌: ଭାରତ ଆଶା ଧୂଳିସାତ୍‌, ଫାଇନାଲରେ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍‌ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ ବାଦ୍‌ ପଡିବା ପରେ ସାରା ଦେଶରେ ନୈରାଶ୍ୟ ଖେଳିଯାଇଛି। କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ…

ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇଛି। ଏଥିସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ବିଶ୍ୱକପ୍‌ରୁ ଏହାର…

ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କଲେ ବିରାଟ

ମାଞ୍ଚେଷ୍ଟର,୧୦।୭(ପିଟି)- ଶୀର୍ଷ ର଼୍ୟାଙ୍କ୍‌ଧାରୀ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ବୁଧବାର ନଂ.୧ ବୋଲର ଯଶ୍‌ପ୍ରୀତ ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କରିବାକୁ ଉଦ୍ୟମ କରିଛନ୍ତି। ନ୍ୟୁଜିଲାଣ୍ଡ ଇନିଂସ୍‌ର ଅବଶିଷ୍ଟାଂଶ ଆରମ୍ଭ ହେବା ପୂର୍ବରୁ ବୁମ୍‌ରାଙ୍କ ଭଳି ରନ୍‌ ଅପ୍‌ ନେବାଠାରୁ ଆରମ୍ଭ…

୭୦ ବର୍ଷରେ ଗାଭାସ୍କର

ନୂଆଦିଲ୍ଲୀ,୧୦।୭- ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ବୁଧବାର ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ କ୍ରିକେଟର ଓ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଲିଟିଲ ମାଷ୍ଟର ଭାବେ ପରିଚିତ ବ୍ୟାଟ୍ସମ୍ୟାନ ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ…

ଧୋନୀଙ୍କୁ ପୁଣି ସମାଲୋଚନା କଲେ ଯୁବିଙ୍କ ବାପା

ନୂଆଦିଲ୍ଲୀ,୧୦।୭- ପ୍ରାକ୍ତନ ଅଲ୍‌ରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ବାପା ତଥା ପୂର୍ବତନ ପେସର ଯୋଗରାଜ ପୁଣିଥରେ ମହେନ୍ଦ୍ର ସିଂ ଧୋନୀଙ୍କୁ ସମାଲୋଚନା କରିଛନ୍ତି। ଏଥର ଅମ୍ବାତି ରାୟୁଡୁଙ୍କ ଅବସର ପାଇଁ ଧୋନୀଙ୍କୁ ଦାୟୀ କରିଛନ୍ତି। ବିଶ୍ୱକପ୍‌ ଦଳରୁ ବାଦ୍‌ ପଡ଼ିବା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri