ଖେଳ

ରଶ୍ମି, ଲଖି, ପ୍ରଶାନ୍ତ, ରୋଶନାରା ସମ୍ବର୍ଦ୍ଧିତ ହେବେ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- ଜଗତଜ୍ଜନନୀ ମା’ ଦୁର୍ଗାଙ୍କର ଶାରଦୀୟ ଉତ୍ସବ ଅବସରରେ ଶହିନ ନଗର ଦୁର୍ଗାପୂଜା କମିଟି ପକ୍ଷରୁ ୪ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧିତ କରାଯିବ। ୨୦୦୭ରୁ ଏହି ଧାରା ଆରମ୍ଭ ହୋଇଛି ଏବଂ ଏଥର ମହାସପ୍ତମୀରୁ ବିଜୟା ଦଶମୀ ମଧ୍ୟରେ ଓଡ଼ିଶାର…

ପ୍ରୋ କବାଡ଼ି ଲିଗ୍‌: ଦିଲ୍ଲୀ- ବେଙ୍ଗାଲୁରୁ ମ୍ୟାଚ ଟାଇ

ଜୟପୁର,୨୪।୯(ପି.ଟି.)- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ରେ ସୋମବାର ବେଙ୍ଗାଲୁରୁ ବୁଲ୍ସ ଓ ଦବଙ୍ଗ ଦିଲ୍ଲୀ ପରସ୍ପରକୁ ଭେଟିଥିଲେ। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ଏହି ମ୍ୟାଚ୍‌ ୩୯-୩୯ରେ ଅମୀମାଂସିତ ରହିଥିଲା। ଦିଲ୍ଲୀ…

ଡ୍ରାଇଭିଂରୁ ଓ୍ବର୍ନ ବର୍ଷେ ବାସନ୍ଦ

ଲଣ୍ଡନ,୨୪।୯(ପି.ଟି.)- ଅଷ୍ଟ୍ରେଲୀୟ ସ୍ପିନ୍‌ କିମ୍ବଦନ୍ତୀ ଶେନ୍‌ ଓ୍ବର୍ନ ଡ୍ରାଇଭିଂରୁ ୧୨ ମାସ ବାସନ୍ଦ ହୋଇଛନ୍ତି। ଗତ ଦୁଇ ବର୍ଷ ମଧ୍ୟରେ ସେ ଷଷ୍ଠଥର ପାଇଁ ଦ୍ରୁତ ଗତିରେ ଗାଡି ଚଳାଇବା ହେତୁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଲଣ୍ଡନର ଏକ କୋର୍ଟ ତାଙ୍କୁ…

ସାଫ ୧୮ ବର୍ଷରୁ କମ୍‌ ଫୁଟବଲ୍‌ : ଭାରତ- ବାଂଲାଦେଶ ମ୍ୟାଚ୍‌ ଡ୍ର

କାଠମାଣ୍ଡୁ,୨୪।୯(ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ସାଫ୍‌ ୧୮ ବର୍ଷରୁ କମ୍‌ ଫୁଟବଲ ଟୁର୍ନାମେଣ୍ଟରେ ଭାରତ ଡ୍ର’ ଅଭିଯାନ ଆରମ୍ଭ କରିଛି। ସୋମବାର ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶକୁ ଭେଟିଥିଲା। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର…

ଫିକ୍ସିଂ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ ହୋଇପାରିବନି: ଗାଭାସ୍କର

ନୂଆଦିଲ୍ଲୀ,୨୪।୯(ପି.ଟି.)- ଲୋଭର କୌଣସି ଉପାଚର କିମ୍ବା ସୀମା ନାହିଁ। ତେଣୁ କ୍ରୀଡ଼ାରେ ଫିକ୍ସିଂ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ ଆସିପାରିବ ନାହିଁ ବୋଲି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଗାଭାସ୍କର କହିଛନ୍ତି। କ୍ରିକେଟରେ ମ୍ୟାଚ୍‌ ଫିକ୍ସିଂ ଭଳି କଳଙ୍କକୁ ସମ୍ପୂର୍ଣ୍ଣ ଭାବେ ସଫା କରିହେବ ନାହିଁ…

ଭାରତରେ ଏନ୍‌ବିଏର ପଦାର୍ପଣ ନେଇ ଚର୍ଚ୍ଚା :ମୁମ୍ବାଇରେ ଖେଳାଯିବ ଇଣ୍ଡିଆନା ପେସର୍ସ ଓ ସାକ୍ରାମୋଣ୍ଟୋ କିଙ୍ଗ୍ସ ମ୍ୟାଚ୍‌

ମୁମ୍ବାଇ,୨୪।୯(ପି.ଟି.)- ହାଇପ୍ରୋଫାଇଲ ବାସ୍କେଟ ବଲ୍‌ ଲିଗ୍‌ ଏନ୍‌ବିଏ(ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ) ଏଥର ଭାରତରେ ପଦାର୍ପଣ କରିବାକୁ ଯାଉଛି। ଏବେ ଏହାକୁ ନେଇ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଛି। ଆସନ୍ତା ଅକ୍ଟୋବର ୪ ଓ ୫ ତାରିଖରେ ମୁମ୍ବାଇରେ ଏନ୍‌ବିଏର କୋତୋଟି ପ୍ରି-…

ମାତ୍ର ୯ମ ଯାଏ ପଢିଛନ୍ତି ଭାରତର ଏହି ଷ୍ଟାର୍‌ ଅଲରାଉଣ୍ଡର

ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଦମଦାର ପ୍ରଦର୍ଶନ କରୁଥିଲେ ମଧ୍ୟ ପାଠ ପଢ଼ାରେ ସେତେଟା ଭଲ ନୁହନ୍ତି। ଭାରତୀୟ ଦଳର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମାତ୍ର ନବମ ଶେଣୀ ଯାଏ ପାଠ ପଢିଛନ୍ତି। ତାଙ୍କ ପିତା ହିମାଂଶୁ ପାଣ୍ଡ୍ୟା ଜଣେ…

ରିଷଭ୍‌ ପନ୍ତଙ୍କୁ ‘ଆଇ ଲଭ୍‌ ୟୁ’ କହିଲେ ଯୁବତୀ: ଏହାର ଉତ୍ତରରେ ସେ କ’ଣ କହିଲେ ଜାଣନ୍ତୁ

ଭାରତୀୟ କ୍ରିକେଟ ଦଳର ଉଇକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ ରିଷଭ୍‌ ପନ୍ତଙ୍କ ‘ଆଇ ଲଭ୍‌ ୟୁ’ କହିଛନ୍ତି ତାଙ୍କର ଜଣେ ମହିଳା ଫ୍ୟାନ୍‌। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବା ପୂର୍ବରୁ କିଛି ଫ୍ୟାନଙ୍କୁ…

ପୁଅ ବିଶ୍ୱର ଜଣେ ସର୍ବଶ୍ରେଷ୍ଠ କ୍ରିକେଟର, କୋଟି କୋଟି ଟଙ୍କା ରୋଜଗାର: ବାପା ଏବେ ବି ରେଳ ଷ୍ଟେଶନରେ ବିକୁଛନ୍ତି ବିସ୍କୁଟ

କୁହାଯାଏ, ପୁଅ କିମ୍ବା ଝିଅଟିଏ ଯଦି ରୋଜଗାରକ୍ଷମ ହୋଇ ନିଜ ଆୟରେ ଚଳିବା ସହ ପରିବାର ଚଳାଇଥାନ୍ତି ସେତେବେଳେ ମାବାପାଙ୍କ ଦୁଃଖ ଦୂର ହୁଏ। କିନ୍ତୁ ସିନ୍ନାସ୍ବାମୀଙ୍କ କ୍ଷେତ୍ରରେ ଏହା ବିପରୀତ ଘଟିଛି। ରେଳ ଷ୍ଟେଶନରେ ବିସ୍କୁଟ ବିକି ପୁଅକୁ ବିଶ୍ୱର…

ଭଲ ଫଳାଫଳା ପାଇଁ ରିସ୍କ ନେବାକୁ ହେବ: କୋହଲି

ବେଙ୍ଗାଲୁରୁ,୨୩।୯(ପି.ଟି.)- ଆସନ୍ତାବର୍ଷ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ ଆୟୋଜନ ହେବାକୁ ଯାଉଥିବା ବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ସନ୍ତୁଳିତ ତଥା ଶକ୍ତିଶାଳୀ ଦଳ ଗଠନ ଉପରେ ଗୁରୁତ୍ୱ ଦେଇଛନ୍ତି। ତେବେ ଏଥିପାଇଁ ରିସ୍କ ନେବାକୁ ହେବ ବୋଲି ସେ ସ୍ପଷ୍ଟ…

ମାଳବିକାଙ୍କୁ କ୍ୟାରିୟରର ପ୍ରଥମ ଟାଇଟଲ

ମାଲେ(ମାଳଦୀପ),୨୩।୯(ପିଟି): ଯୁବା ଭାରତୀୟ ଶଟଲର ମାଳବିକା ବନସୋଦ ସୋମବାର ମାଳଦୀପ ଅନ୍ତର୍ଜାତୀୟ ଫ୍ୟୁଚର ସିରିଜ୍‌ରେ କ୍ୟାରିୟରର ପ୍ରଥମ ଟାଇଟଲ ହାସଲ କରିଛନ୍ତି। ମହିଳା ସିଙ୍ଗଲ୍ସ ବର୍ଗର ଫାଇନାଲରେ ସେ ମ୍ୟାନମାରର ଟପ୍‌ ସିଡ୍‌ ଥେଟ ତାର ଥୁଜାରଙ୍କୁ ସିଧାସଳଖ ସେଟ୍‌ରେ ହରାଇ…

ଟିମ୍‌ ଇଣ୍ଡିଆ ସମର୍ଥନରେ ବେଙ୍ଗାଲୁରୁ ପୋଲିସର ଟୁଇଟକୁ ସମାଲୋଚନା

ବେଙ୍ଗାଲୁରୁ,୨୩।୯: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳକୁ ସମର୍ଥନ କରିବା ପାଇଁ ବେଙ୍ଗାଲୁରୁ ସହର ପୋଲିସ ପକ୍ଷରୁ ଏକ ଟୁଇଟ୍‌ କରାଯାଇଥିଲା। ବେଙ୍ଗାଲୁରୁ ସିଟି ପୋଲିସ ପକ୍ଷରୁ ନୋଟିସ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?