ଖେଳ

ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଅଲିମ୍ପିକ ସନ୍ତରଣକାରୀ

ମିଲାନ, ୧୦ା୭ (ଏପି)- ଇଟାଲୀଦେଶର ସାର୍ଡିନିଆ ନିକଟବର୍ତ୍ତୀ ସମୁଦ୍ର ବକ୍ଷରେ ବୁଡ଼ିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଅଲିମ୍ପିକ ସନ୍ତରଣକାରୀ ଫିଲିପୋ ମାଗ୍‌ନିନି। ଖବର ଅନୁସାରେ ପୁରୁଷ ପର୍ଯ୍ୟଟକ ଜଣକ ଏକ ଭାସମାନ କୃତ୍ରିମ ହଂସ ଉପରେ ଉପବିଷ୍ଟ ହୋଇ ସମୁଦ୍ରକୂଳରେ…

ସେରେନା, ହାଲେପ୍‌ ସେମିଫାଇନାଲରେ

ଲଣ୍ଡନ, ୧୦ା୭- ସେରେନା ଓ୍ବିଲିୟମ୍ସ ଓ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ଏହି ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ୬-୪, ୪-୬, ୬-୩ ସେଟ୍‌ରେ ନିଜ…

ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମ ‘ନୋ ଫ୍ଲାଏ ଜୋନ୍‌’ରେ ପରିଣତ

ମାଞ୍ଚେଷ୍ଟର,୧୦।୭(ପି.ଟି.)- ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ର ଭେନ୍ୟୁ ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମକୁ ‘ନୋ ଫ୍ଲାଏ ଜୋନ୍‌’ରେ ପରିଣତ କରାଯାଇଥିଲା। ସୁରକ୍ଷା ତଥା ନିରାପତ୍ତା ଦୃଷ୍ଟିକୋଣରୁ ଏପରି କରାଯାଇଥିଲା ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ…

ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ରେକର୍ଡ ଭଲ ରହିଛି

ବର୍ମିଂହାମ,୧୦।୭(ପି.ଟି.)- ଚଳିତ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟେଲିଆ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ପରସ୍ପରକୁ ଭେଟିବେ। ଗତ ୪ ବର୍ଷରେ ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ପ୍ରଦର୍ଶନ ଅପେକ୍ଷାକୃତ ଭଲ ରହିଛି। ଲିଗ୍‌ ପର୍ଯ୍ୟାୟରେ ଅଷ୍ଟ୍ରେଲିଆଠାରୁ ଇଂଲଣ୍ଡ…

ଆଇସିସି ବିଶ୍ୱକପ୍‌: ପ୍ରଥମ ସେମିଫାଇନାଲ; ମାଞ୍ଚେଷ୍ଟରରେ ବର୍ଷାର ଖେଳ

ମାଞ୍ଚେଷ୍ଟର,୧୦।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୁଣି ଥରେ ବର୍ଷା ବାଧକ ସାଜିଛି। ବର୍ଷାଯୋଗୁ ଟୁର୍ନାମେଣ୍ଟର ଲିଗ୍‌ ପର୍ଯ୍ୟାୟରେ ୪ଟି ମ୍ୟାଚ୍‌ ବାତିଲ ହୋଇସାରିଥିବା ବେଳେ ମଙ୍ଗଳବାର ଖେଳାଯାଇଥିବା ଭାରତ- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ମଧ୍ୟ ସମାନ କାରଣରୁ ପ୍ରଭାବିତ ହୋଇଛି।…

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ ମାଗାଜିନ୍‌ର…

ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗ: ସେରେନାଙ୍କୁ ଜରିମାନା

ଲଣ୍ଡନ, ୯ା୭- ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗରେ ସେରେନା ଓ୍ବିଲିୟମ୍ସଙ୍କୁ ୧୦,୦୦୦ ଡଲାର(୭,୯୮୮ ପାଉଣ୍ଡ) ଜରିମାନା କରାଯାଇଛି। ଅଲ୍‌ ଇଂଲଣ୍ଡ କ୍ଲବରେ ଚଳିତ ବର୍ଷର ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ପ୍ରାକ୍ଟିସ ସେସନ ବେଳେ ଏହି ଘଟଣା ଘଟିଛି।…

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ: ବର୍ଷା ବାଧକ, ୪୬.୧ ଓଭରରେ ନ୍ୟୁଜିଲାଣ୍ଡ କରିଛି ୨୧୧ ରନ; ଆଜି ଖେଳାଯିବ ମ୍ୟାଚର ଅବଶିିଷ୍ଟାଂଶ

ମାଞ୍ଚେଷ୍ଟର, ୧୦।୭ (ପି.ଟି.)- ଏଠାରେ ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳଯାଉଥିବା ବେଳେ ବର୍ଷା ବାଧା ଦେଇଛି। ଖେଳ ଅଟକ ରଖାଯିବା ବେଳକୁ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୪୬.୧ ଓଭରରେ…

ସେମିଫାଇନାଲ ପୂର୍ବରୁ ଖାଲି ପାଦରେ ଅଭ୍ୟାସ କରୁଛନ୍ତି ଅଷ୍ଟ୍ରେଲିଆ ଖେଳାଳି

ଲଣ୍ଡନ, ୯।୭: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଜୁଲାଇ ୧୧ରେ ହେବାକୁ ଥିବା ଏହି ହାଇପ୍ରୋଫାଇଲ୍‌ ମ୍ୟାଚ୍‌ ପାଇଁ ଉଭୟ ଦଳ ଜୋରଦାର ପ୍ରାକ୍ଟିସ୍‌ ଚଳାଇଛନ୍ତି। ଅଷ୍ଟ୍ରେଲିଆ ଖେଳାଳିମାନେ ଏଜବେଷ୍ଟନ କ୍ରିକେଟ…

ପ୍ରଥମଥର ପାଇଁ କେନ୍ଦ୍ରୀୟ ଚୁକ୍ତିରେ ପୁରାନ, ଆଲେନ, ଥୋମାସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୯।୭(ପି.ଟି.)- ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିବା ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ପକ୍ଷରୁ ମଙ୍ଗଳବାର ନୂତନ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଫାବିଆନ୍‌ ଆଲେନ, ନିକୋଲାସ ପୁରାନ…

ଭାରତ ବିଶ୍ୱକପ ଜିତିଲେ ଖେଳାଳିଙ୍କ ମା’, ସ୍ତ୍ରୀଙ୍କୁ ଦିଆଯିବ ଏହି ସ୍ବତନ୍ତ୍ର ଉପହାର

ଲକ୍ଷ୍ନୌ, ୯।୭:ଆଇସିସି ବିଶ୍ୱକପରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ଚଳିତଥର ଯଦି ଭାରତ ବିଶ୍ୱବିଜୟୀ ହୁଏ, ତେବେ ବନାରସର ଶାଢୀ ବ୍ୟବସାୟୀ ସଂଘ ଖେଳାଳିଙ୍କ ସ୍ତ୍ରୀ ଏବଂ ମା’ଙ୍କୁ ସ୍ବତନ୍ତ୍ର ଶାଢି ଉପହାର ଦିଆଯିବ ବୋଲି ଘୋଷଣା…

ମୀରାବାଈଙ୍କୁ ସ୍ବର୍ଣ୍ଣ

ଆପିଆ (ସାମୋଆ), ୯।୭ (ପି.ଟି.)- ପ୍ରାକ୍ତନ ବିଶ୍ୱ ବିଜୟିନୀ ତଥା ଭାରତର ତାରକା ଭାରୋତ୍ତୋଳିକା ମୀରାବାଈ ଚାଣୁ ଏଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ସମ୍ମାନଜନକ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନିୟର ମହିଳା ୪୯ କିଗ୍ରା ବର୍ଗରେ ମୀରାବାଈ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri