ଖେଳ

ଓଡବ୍ଲ୍ୟୁଏସିର ମହିଳା ବାଇକ୍‌ ରାଲି

ଭୁବନେଶ୍ୱର, ୨୩।୯(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଓମେନ୍ସ ଆଡ୍‌ଭେଞ୍ଚର କ୍ଲବ (ଓଡବ୍ଲ୍ୟୁଏସି) ଆନୁକୂଲ୍ୟରେ ରବିବାର ଏକ ମହିଳା ବାଇକ୍‌ ରାଲି ଆୟୋଜିତ ହୋଇଛି। ଏହି ରାଲି ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ରାମମନ୍ଦିର, ରୂପାଲି, ଆଚାର୍ଯ୍ୟବିହାର ଛକ ଦେଇ ରବୀନ୍ଦ୍ରମଣ୍ଡପଠାରେ ଶେଷ ହେଇଥିଲା। ମହାତ୍ମାଗାନ୍ଧୀଙ୍କ…

ପୁଅ ବିଶ୍ୱର ଜଣେ ସର୍ବଶ୍ରେଷ୍ଠ କ୍ରିକେଟର, କୋଟି କୋଟି ଟଙ୍କା ରୋଜଗାର: ବାପା ଏବେ ବି ରେଳ ଷ୍ଟେଶନରେ ବିକୁଛନ୍ତି ବିସ୍କୁଟ

କୁହାଯାଏ, ପୁଅ କିମ୍ବା ଝିଅଟିଏ ଯଦି ରୋଜଗାରକ୍ଷମ ହୋଇ ନିଜ ଆୟରେ ଚଳିବା ସହ ପରିବାର ଚଳାଇଥାନ୍ତି ସେତେବେଳେ ମାବାପାଙ୍କ ଦୁଃଖ ଦୂର ହୁଏ। କିନ୍ତୁ ସିନ୍ନାସ୍ବାମୀଙ୍କ କ୍ଷେତ୍ରରେ ଏହା ବିପରୀତ ଘଟିଛି। ରେଳ ଷ୍ଟେଶନରେ ବିସ୍କୁଟ ବିକି ପୁଅକୁ ବିଶ୍ୱର…

ଧୋନୀ କିଣିଲେ ନୂଆ ଜିପ୍‌: ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ଦିନ ଦୂରେଇ ଯାଇଛନ୍ତି। ଏବେ ସେ ନିଜ ପରିବାରକୁ ସମୟ ଦେଉଛନ୍ତି। ସମସ୍ତେ ଜାଣନ୍ତି ଧୋନୀ ଗାଡି ପ୍ରିୟ। ବାଇକ୍‌ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ…

ଟି୨୦ ସିରିଜ ଅମୀମାଂସିତ

ବେଙ୍ଗାଲୁରୁ,୨୨।୯(ପି.ଟି.)- ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଓ ଅଧିନାୟକ କ୍ୱିଣ୍ଟନ ଡିକକ୍‌ଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତକୁ ୧୯ଟି ବଲ୍‌ ବାକିଥାଇ ୯ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଫଳରେ…

ମୋତେ ଦରକାର ନାହିଁ, ମୋ କୋଚ୍‌ଙ୍କୁ ସମ୍ମାନ ଦିଅ: ଅମିତ୍‌ ପଙ୍ଘାଲ

ନୂଅଦିଲ୍ଲୀ,୨୨।୯(ପି.ଟି.): ମୋତେ କୌଣସି ବ୍ୟକ୍ତିଗତ ସମ୍ମାନ କିମ୍ବା ପୁରସ୍କାର ଦରକାର ନାହିଁ। କିନ୍ତୁ ମୋ କୋଚ୍‌ ଅନିଲ ଧାଙ୍କରଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାରରେ ସମ୍ମାନିତ କରାଯାଉ ବୋଲି ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଅମିତ୍‌ ପଙ୍ଘାଲ କହିଛନ୍ତି। ନିକଟରେ ରୁଷିଆର…

ଧୋନୀଙ୍କ ସହ ସମକକ୍ଷ ରୋହିତ

ବାଙ୍ଗାଲୋର,୨୨।୯: ଭାରତୀୟ ଓପନର ରୋହିତ ଶର୍ମା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମକକ୍ଷ ହୋଇଛନ୍ତି। ଉଭୟେ ଏପର୍ଯ୍ୟନ୍ତ ଟି୨୦ ଫର୍ମାଟରେ ଦେଶ ପାଇଁ ସର୍ବାଧିକ ୯୮ ମ୍ୟାଚ୍‌ ଖେଳି ସାରିଛନ୍ତି। ଏହି ତାଲିକାରେ ୭୮ ମ୍ୟାଚ୍‌ ଖେଳିଥିବା ସୁରେଶ ରାଇନା…

ତୃତୀୟ ଟି-୨୦: ଟସ୍‌ ଜିଣି ଭାରତର ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି

ବେଙ୍ଗାଲୁରୁ, ୨୨।୯: ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ଅନ୍ତିମ ମ୍ୟାଚ ଖେଳାଯାଉଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ ପାଇଁ ଭାରତୀୟ…

ଚାଇନା ଓପନ ଟାଇଟଲ ସହ ଫେରିଲେ ମାରିନ

ଚାଙ୍ଗ୍‌ଝୋ,୨୨।୯: ଅଲିମ୍ପିକ୍‌ ଚାମ୍ପିୟନ କାରୋଲିନା ମାରିନ ସଫଳତାର ସହ ଆହତ ସମସ୍ୟାରୁ ଫେରି ନିଜର ଚାଇନା ଓପନ ଟାଇଟଲ ଡିଫେଣ୍ଡ କରିଛନ୍ତି। ରିଓ ଅଲିମ୍ପିକ୍‌ ଚାମ୍ପିୟନ ମାରିନ ୧୪-୨୧, ୨୧-୧୭, ୨୧-୧୮ ଗେମ୍‌ରେ ଚାଇନିଜ ତାଇପେର ତାଇ ଜୁ ୟିଙ୍ଗଙ୍କୁ ହରାଇ…

ଫାଇନାଲରୁ ଓହରିଲେ ଦୀପକ ପୁନିଆ

ନୁର-ସୁଲତାନ(କାଜାଖସ୍ତାନ),୨୨।୯(ପି.ଟି.): ଯୁବ ଭାରତୀୟ କୁସ୍ତିଯୋଦ୍ଧା ଦୀପକ ପୁନିଆ ରବିବାର ବିଶ୍ୱ ଚାମ୍ପିୟନଶିପର ୮୬ କେଜି ବର୍ଗର ଫାଇନାଲରୁ ଓହରି ଯାଇଛନ୍ତି। ଫାଇନାଲରେ ସେ ଇରାନର କିମ୍ବଦନ୍ତୀ ହାଜସାନ ୟାଜଦାନିଙ୍କୁ ଭେଟିବାର ଥିଲା। କିନ୍ତୁ ସେମିଫାଇନାଲରେ ତାଙ୍କ ବାମଗୋଡ଼ ଗୋଇଠିରେ ଆଘାତ ଲାଗିଥିଲା।…

ଧୋନୀ, ଗିଲଖ୍ରୀଷ୍ଟଙ୍କଠାରୁ ଉନ୍ନତର ଉଇକେଟକିପର ବ୍ୟାଟ୍ସମ୍ୟାନ

କରାଚୀ,୨୨।୯: କ୍ରିକେଟ ଇତିହାସରେ ସର୍ବଶ୍ରେଷ୍ଠ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ବିବେଚିତ ଅଷ୍ଟ୍ରେଲିଆର ଆଡାମ ଗିଲଖ୍ରୀଷ୍ଟ ଓ ଭାରତର ମହେନ୍ଦ୍ର ସିଂ ଧୋନୀ। ଏମାନଙ୍କୁ ପଛରେ ପକାଇଛନ୍ତି ପାକିସ୍ତାନର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ କମରାନ ଆକମଲ। ଫଇସଲାବାଦଠାରେ ନର୍ଦ୍ଦନ ବିପକ୍ଷରେ ଅନୁଷ୍ଠିତ ପ୍ରଥମ…

ଦୁଇ ବର୍ଷ ପୂର୍ବରୁ ଜୋତା କିଣିବାକୁ ପାଖରେ ଟଙ୍କା ନ ଥିଲା, ଏବେ ଭାରତ ପାଇଁ ରଚିଲେ ଇତିହାସ

ଭାରତୀୟ ବକ୍ସର ଅମିତ ପଂଘାଲ ଯଦିଓ ବିଶ୍ୱ ବକ୍ସିଂ ଚାମ୍ପିଅନ୍‌ସିପ୍‌ର ଫାଇନାଲରେ ପରାସ୍ତ ହୋଇଛନ୍ତି। କିନ୍ତୁ ରୌପ୍ୟ ପଦକ ଜିତି ସେ ଇତିହାସ ରଚିଛନ୍ତି। ୧୯୭୪ରୁ ଆରମ୍ଭ ହୋଇଥିବା ବିଶ୍ୱ ବକ୍ସିଂ ଚାମ୍ପିଅନ୍‌ସିପ୍‌ରେ ୪୫ ବର୍ଷ ପରେ ପ୍ରଥମଥର ପାଇଁ ଅମିତ…

କ୍ରିକେଟରେ ଦେଶକୁ ଚାମ୍ପିଅନ୍‌ କରିବା ପରେ ଗଲ୍ଫରେ ବି କମାଲ୍‌ କଲେ ଏହି ଖେଳାଳି

ପୁନେ,୨୨।୯: ଭାରତୀୟ ଦଳର ପୂର୍ବତନ ଅଧିନାୟକ କପିଳ ଦେବ କ୍ରିକେଟ୍‌ ଦୁନିଆରେ କମାଲ କରିବା ପରେ ଏବେ ଗଲ୍ଫରେ ବି ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛନ୍ତି। ୧୯୮୩ରେ ଟିମ୍‌ ଇଣ୍ଡିଆ ପ୍ରଥମଥର ବିଶ୍ୱ ଚାମ୍ପିଅନ୍‌ କରାଇଥିବା କପିଳ ଏଭିଟି ଗଲ୍ଫ ଟୁର୍ନାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?