ଖେଳ

ନ୍ୟୁଜିଲାଣ୍ଡକୁ ପ୍ରାରମ୍ଭିକ ଝଟକା

ମାଞ୍ଚେଷ୍ଟର୍‌, ୯।୭: ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପ୍ରାରମ୍ଭିକ ଝଟକା ଲାଗିଛି। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ନ୍ୟୁଜିଲାଣ୍ଡ ଦଳର ଓପନର ମାର୍ଟିନ ଗୁପ୍ଟିଲ ମାତ୍ର ୧ରନ୍‌ କରି ବୁମରାଙ୍କ ବଲରେ ଆଉଟ୍‌…

ଅଜଣା ମହିଳାଙ୍କୁ ମେସେଜ କରି ଫଶିଲେ ସାମି: ସ୍କ୍ରିନ୍‌ସଟ୍‌ ଭାଇରାଲ

ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ସାମି ପୁଣି ଏକ ବିବାଦରେ ଫଶିଯାଇଛନ୍ତି। ଜଣେ ଅଜଣା ମହିଳାଙ୍କୁ ‘ଗୁଡ୍‌ ମର୍ଣ୍ଣିଙ୍ଗ୍‌’ ଲେଖି ମେସେଜ୍‌ କରିଛନ୍ତି ସାମି। ଉକ୍ତ ମେସଜେର ସ୍କ୍ରିନ୍‌ସଟ୍‌ ମହିଳା ଜଣଙ୍କ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଛନ୍ତି ଭାରତୀୟ…

ପ୍ରଥମ ସେମିଫାଇନାଲ: ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ଏହି ମହାମୁକାବିଲା ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। କୂଳଦୀପ ଯାଦବଙ୍କ ସ୍ଥାନରେ…

୧୬ଥର ଡବ୍ଲୁଡବ୍ଲୁଇ ବିଶ୍ୱଚାମ୍ପିଅନ୍‌ ଛାଡିଲେ କୋହଲିଙ୍କ ଏମିତି ଫଟୋ, ୟୁଜର୍ସ ଦେଖି ହେଲେ ଆଶ୍ଚର୍ଯ୍ୟ

ମ୍ୟାଞ୍ଚେଷ୍ଟର୍‌: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ଦୁଇଥରର ଚାମ୍ପିଅନ ଟିମ ଇଣ୍ଡିଆର ସାମ୍ନା ନ୍ୟୁଜିଲ୍ୟାଣ୍ଡ ସହ ହେବ। ଭାରତର ନଜର ତୃତୀୟ ବିଶ୍ୱକପ ଟାଇଟଲ ଉପରେ ରହିଥିବାବେଳେ ନ୍ୟୁଜିଲ୍ୟାଣ୍ଡ ପ୍ରଥମଥର ପାଇଁ ଏହି ଟ୍ରଫି ପାଇବା ଆଶା ରହିଛି। ମଙ୍ଗଳବାର…

ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତୀୟ ଖେଳାଳି କରିଥାନ୍ତି ଏହିସବୁ କାମ

ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତୀୟ ଦଳ ଦମଦାର ପ୍ରଦର୍ଶନ କରି ସେମିଫାଇନାଲକୁ ଉନ୍ନୀତ ହୋଇଛି। ମଙ୍ଗଳବାର ମାଞ୍ଚେଷ୍ଟରରେ ଫାଇନାଲ ଟିକେଟ୍‌ ପାଇଁ ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ। ତେବେ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତୀୟ ଖେଳାଳିମାନଙ୍କ ଅନ୍ଧବିଶ୍ୱାସକୁ ନେଇ କିଛି ଖାସ୍‌…

ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଲେ ୧୭ ବର୍ଷୀୟ ରାଜ୍‌

ନ୍ୟୁୟର୍କ, ୯।୭: ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଛନ୍ତି ୧୭ ବର୍ଷୀୟ ବୋଲର ରାଜ୍‌ ବ୍ୟାସ। ୟୁଏସ୍‌ ଅଣ୍ଡର-୧୯ ଦଳ ପକ୍ଷରୁ ଖେଳୁଥିବା ରାଜ୍‌ ଭାରତରେ ଜନ୍ମ ହୋଇଛନ୍ତି। ଆମେରିକାର ଆରିଜୋନାରେ ରହୁଥିବା ରାଜ୍‌…

ସେମିଫାଇନାଲରେ ଭାରତ ହାରିଲେ କ’ଣ ହେବ ଦର୍ଶକଙ୍କ ପ୍ରତିକ୍ରିୟା, ଜବାବ ଦେଲେ କୋହଲି

ମାଞ୍ଚେଷ୍ଟର୍‌, ୯।୭: ମାଞ୍ଚେଷ୍ଟରରେ ଖେଳାଯିବ ୨୦୧୯ ବିଶ୍ୱକପ କ୍ରିକେଟର ପ୍ରଥମ ସେମିଫାଇନାଲ ମ୍ୟାଚ। ଏହି ମହାମୁକାବିଲାରେ ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ। ଲିଗ ପର୍ଯ୍ୟାୟରେ ବର୍ଷା ପାଇଁ ଏହି ଦୁଇ ଦଳ ମଧ୍ୟରେ ମ୍ୟାଚ ହୋଇପାରି ନ ଥିଲା। ହେଲେ…

ଆଇସିସି ବିଶ୍ୱକପ ପ୍ରଥମ ସେମିଫାଇନାଲ: ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ଲିଗ୍‌ ପର୍ଯ୍ୟାୟ ପରେ ଏବେ ଆସିଛି ଅସଲ ପରୀକ୍ଷାର ବେଳ। ସେମିଫାଇନାଲରେ ପ୍ରବେଶ କରିଛନ୍ତି କ୍ରିକେଟ ଜଗତର ୪ ଶ୍ରେଷ୍ଠ ଦଳ ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ। ମଙ୍ଗଳବାର ହେବ ପ୍ରଥମ ସେମିଫାଇନାଲ।…

ଡ୍ରାଭିଡଙ୍କୁ ନିଯୁକ୍ତି ମିଳିଲା

ନୂଆଦିଲ୍ଲୀ, ୯ା୭ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡଙ୍କୁ ସୋମବାର ଜାତୀୟ କ୍ରିକେଟ ଏକାଡେମୀ (ଏନସିଏ)ର କ୍ରିକେଟ ମୁଖ୍ୟ ଭାବେ ନିଯୁକ୍ତି ଦେଇଛି। ଡ୍ରାଭିଡ ପ୍ରକୃତରେ ଜୁଲାଇ ୧ରୁ ଏନସିଏ ମୁଖ୍ୟ ଭାବେ ଦାୟିତ୍ୱ…

ଏଆଇଏଫ୍‌ଏଫ୍‌ ବିରୋଧରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି

ନୂଆଦିଲ୍ଲୀ, ୯ା୭ (ପି.ଟି.)-ଭାରତୀୟ ଫୁଟ୍‌ବଲ ଏବେ ସଙ୍କଟରେ, ଯେଉଁଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପର ଆବଶ୍ୟକ ପଡ଼ିଛି। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର କାର୍ଯ୍ୟଶୈଳୀରେ ଅସନ୍ତୋଷ ପ୍ରକାଶ କରିଛନ୍ତି କେତେକ ଆଇ-ଲିଗ୍‌ କ୍ଲବ। ତଦନ୍ତ ପାଇଁ ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।…

୨୭ ରନ ଦୂରରେ ରୋହିତ୍‌

ମାଞ୍ଚେଷ୍ଟର, ୯।୭- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ତାରକା ଓପନର୍‌ ରୋହିତ୍‌ ଶର୍ମା ପୁଣି ଏକ ବିଶ୍ୱକପ୍‌ କିର୍ତ୍ତୀମାନଠାରୁ ୨୭ ରନ ଦୂରରେ ରହିଛନ୍ତି। ବିଶ୍ୱକପ୍‌ ଇତିହାସର ଗୋଟିଏ ସଂସ୍କରଣରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର ସୁଯୋଗ…

ବାର୍ଟିଙ୍କୁ ହରାଇଲେ ଆଲିସନ

ଲଣ୍ଡନ,୯ା୭-ଆମେରିକାର ଷ୍ଟାର ଖେଳାଳି ସେରେନା ଓ୍ବିଲିୟମ୍ସ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ୭ଥର ଚାମ୍ପିୟନ ତଥା ୧୧ତମ ସିଡ୍‌ ସେରେନା ଏକ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡ ମ୍ୟାଚରେ ସ୍ପେନର କାର୍ଲା ସୁଆରେଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri