ଖେଳ

ଜେଲ୍‌ ଗଲେ ସେଲ୍ଫି ଫ୍ୟାନ

ମୋହାଲି, ୨୨।୯- ମ୍ୟାଚ୍‌ ମଝିରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସେଲଫି ଉଠାଇବାକୁ ଚେଷ୍ଟା କରିଥିବା ୩ଜଣ କ୍ରିକେଟ୍‌ ପ୍ରଶଂସକଙ୍କୁ ଶେଷରେ ଜେଲ୍‌ ଯିବାକୁ ପଡ଼ିଛି। ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳ ମଧ୍ୟରେ ଗତ…

କବିରଙ୍କୁ ଟାଇଟଲ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଅହମ୍ମଦାବାଦସ୍ଥିତ ର଼୍ୟାକେଟ ଏକାଡେମୀରେ ଅନୁଷ୍ଠିତ ଏଆରଏ-ଏଆଇଟିଏ ନ୍ୟାଶନାଲ ସିରିଜ ଟେନିସ ଟୁର୍ନାମେଣ୍ଟର ୧୮ ବର୍ଷରୁ କମ୍‌ ବାଳକ ବର୍ଗରେ ଓଡ଼ିଶାର କବିର ହଂସ ଟାଇଟଲ ବିଜୟୀ ହୋଇଛନ୍ତି। ଫାଇନାଲରେ କବିର ଅହମ୍ମଦାବାଦର ମୋହିତ ବୋନ୍ଦେରେଙ୍କୁ ୬-୨, ୫-୭,…

ଓସିଏ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ: ଚୂଡ଼ାନ୍ତ ତାଲିକା ଘୋଷଣା ଆଜି

କଟକ ଅଫିସ,୨୨ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନର ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶନିବାର ଶେଷ ହୋଇଛି। ଦାଖଲ ହୋଇଥିବା ୧୨ଟି ଯାକ ପ୍ରାର୍ଥିପତ୍ର ଯାଞ୍ଚ ହୋଇଥିବା ବେଳେ କେବଳ ଗୋଟିଏ ପ୍ରାର୍ଥିପତ୍ରକୁ ନେଇ ସମସ୍ୟା ସୃଷ୍ଟି ହୋଇଥିଲା। ପ୍ରଦୀପ ଚୌହ୍ବାନଙ୍କ ଗୋଷ୍ଠୀ…

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌: ଅମିତଙ୍କୁ ରୌପ୍ୟ ପଦକ

ଏକଟେରିନବର୍ଗ(ରୁଷିଆ), ୨୨।୯(ପି.ଟି.)- ପ୍ରଥମ ଭାରତୀୟ ବକ୍ସରଭାବେ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଥିବା ଅମିତ ପଙ୍ଘାଲ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ସେ ୫୨ କେଜି ଫାଇନାଲରେ ଅଲିମ୍ପିକ୍‌ ଚାମ୍ପିୟନ ଉଜ୍‌ବେକିସ୍ତାନର ଶାଖୋବିଦିନ ଜୋଇରୋଭଙ୍କଠାରୁ ହାରି ଯାଇଛନ୍ତି। ଜୋଇରୋଭ ଅଭିଜ୍ଞତାର…

ଦକ୍ଷିଣ ଆଫ୍ରିକା-ବୋର୍ଡ ଏକାଦଶ ଦ୍ୱିତୀୟ ଓ୍ବାର୍ମଅପ୍‌: ପେସର, ସୁଶ୍ରୀଙ୍କ ଉପରେ ନଜର

ସୁରଟ, ୨୨।୯- ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଦ୍ୱିତୀୟ ମହିଳା ଓ୍ବାର୍ମଅପ୍‌ କ୍ରିକେଟ ମ୍ୟାଚ ରବିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ମ୍ୟାଚ ଖରାପ ପାଗ ଯୋଗୁ ବାତିଲ ହୋଇଥିବାବେଳେ ଦ୍ୱିତୀୟ ମ୍ୟାଚରେ ବୋର୍ଡ ଏକାଦଶର ପେସର…

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ:ପ୍ରମୋଦଙ୍କୁ ୨ ରୌପ୍ୟ ପଦକ

ଭୁବନେଶ୍ୱର, ୨୨।୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ଠାରେ ଶନିବାର ଶେଷ ହୋଇଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ୨ଟି ରୌପ୍ୟ ପଦକ ପାଇଛନ୍ତି। ସିଙ୍ଗଲ୍ସ ଫାଇନାଲରେ ସେ ଅନ୍ୟତମ ଭାରତୀୟ ଖେଳାଳି ତଥା ତାଙ୍କ ଡବଲ୍ସ ପାର୍ଟନର ମନୋଜ ସରକାରଙ୍କ…

ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ନିର୍ବାଚନ ଜୟଦେବ ସଭାପତି, ହିମାଂଶୁ ସମ୍ପାଦକ

ରାଜକୋଟ,୨୨।୯(ପି.ଟି.)- ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କ୍ରିକେଟ ପ୍ରଶାସକ ନିରଞ୍ଜନ ଶାହାଙ୍କ ପୁଅ ଜୟଦେବ ଶାହା ଏସ୍‌ସିଏ ସଭାପତି ରୂପେ ନିର୍ବାଚିତ ହୋଇଛନ୍ତି। ସେହିପରି ହିମାଂଶୁ ଶାହ ନୂଆ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି ବୋଲ…

ସିଙ୍ଗାପୁର ଗ୍ରାଁପ୍ରି: ଚାଲର୍‌ସଙ୍କୁ ପୋଲ ପୋଜିଶନ

ସିଙ୍ଗାପୁର, ୨୨।୯ (ଏଏଫ୍‌ପି)- ଫେରାରି ଡ୍ରାଇଭର ଚାଲର୍‌ସ ଲେକ୍ଲର୍କ ସିଙ୍ଗାପୁର ଗ୍ରାଁପ୍ରି ଫର୍ମୁଲା-୧ ରେସ୍‌ରେ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଇଟାଲୀ ଓ ବେଲଜଜିୟମ ଗ୍ରାଣ୍ଡପ୍ରିକ୍ସ ଫର୍ମୁଲା-୧ ରେସ୍‌ରେ ଟାଇଟଲ ହାସଲ କରିବା ପରେ ଚାଲର୍‌ସ ଏବେ କ୍ରମାଗତ ତୃତୀୟ ଗ୍ରାଣ୍ଡପ୍ରିକ୍ସ…

ଜାତୀୟ ରାଲି ଚାମ୍ପିୟନଶିପ:ଗୌରବଙ୍କ କାର୍‌ ଦୁର୍ଘଟଣାରେ ୩ ମୃତ

ବାରମେର(ରାଜସ୍ଥାନ),୨୧।୯(ପି.ଟି.)- ଏକ ଅଭାବନୀୟ ଘଟଣାକ୍ରମେରେ ଭାରତୀୟ ରାଲି ଡ୍ରାଇଭର ଗୌରବ ଗିଲ୍‌ଙ୍କ କାର୍‌ ଏକ ମୋଟରସାଇକେଲଙ୍କୁ ଧକ୍କା ଦେବା ଫଳରେ ୩ଜଣ ମୃତ୍ୟୁ ବରଣ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଗୌରବ ଦେଶର ପ୍ରଥମ ମୋଟରସ୍ପୋଟର୍‌ସ ଡ୍ରାଇଭର ହିସାବରେ ଅର୍ଜୁନ ପୁରସ୍କାର…

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୨୧।୯ (ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରବିବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବା ପରେ ଭାରତ…

ପାକିସ୍ତାନ-ଶ୍ରୀଲଙ୍କା ସିରିଜ୍‌: ମ୍ୟାଚ୍‌ ରେଫରି ଡେଭିଡ ବୁନ

କରାଚୀ,୨୧।୯: ଆସନ୍ତା ୨୭ ତାରିଖରୁ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ ଖେଳାଯିବ। ଏହି ସିରିଜ୍‌ ଲାଗି ଆଇସିସି ଅଷ୍ଟ୍ରେଲିଆର ଡେଭିଡ୍‌ ବୁନଙ୍କୁ ମ୍ୟାଚ୍‌ ରେଫରି ନିଯୁକ୍ତ କରିଛି। ଆଇସିସି ରେଫରିଙ୍କ ମଧ୍ୟରେ…

ଦୀପକ ପୁନିଆଙ୍କୁ ଅଲିମ୍ପିକ ଯୋଗ୍ୟତା

ନୁର-ସୁଲତାନ(କାଜାଖସ୍ତାନ),୨୧।୯: ଜୁନିୟର ବିଶ୍ୱ ଚାମ୍ପିୟନ ଦୀପକ ପୁନିଆ ୪ର୍ଥ ରେସଲର ଭାବେ ଟୋକିଓ ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ ରେସଲିଂ ଚାମ୍ପିୟନଶିପର ୮୬ କେଜି ଓଜନ ବର୍ଗରେ ସେମିଫାଇନାଲରେ ପ୍ରବେଶ କରି ସେ ଏହି ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?