ଖେଳ

ବୁକ୍‌ମେକର୍ସଙ୍କ ଫେଭରାଇଟ୍‌ ଭାରତ

ଲଣ୍ଡନ, ୮ା୭ (ପି.ଟି.)- ବୁକ୍‌ ମେକର୍ସଙ୍କ ଦୃଷ୍ଟିରେ ଏଥର ଭାରତ ଜgିତିବ ଆଇସିସି ବିଶ୍ୱକପ୍‌। ରାଉଣ୍ଡ ରବିନ ପର୍ଯ୍ୟାୟରେ ଏହି ଦଳ ୯ଟି ମ୍ୟାଚରୁ ୭ଟିରେ ବିଜୟ ହାସଲ କରିଛି। ଦୁଇଥର ଚାମ୍ପିୟନ ଭାରତ ଇଂଲଣ୍ଡ ବିପକ୍ଷ ମ୍ୟାଚ ହାରିଯାଇଥିବାବେଳେ ନ୍ୟୁଜିଲାଣ୍ଡ…

ଭାରତୀୟ ହକି ଡିଫେଣ୍ଡରଙ୍କ ଲାଗି ସ୍ବତନ୍ତ୍ର କ୍ୟାମ୍ପ

ନୂଆଦିଲ୍ଲୀ,୮।୭(ପି.ଟି.)- ଦୁଇ ଥର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ହକି ଖେଳାଳି ଫର୍‌ଗୁସ କାଭାନାଗଙ୍କ ତତ୍ତ୍ୱାବଧାନରେ ବେଙ୍ଗାଲୁରୁସ୍ଥିତ ସାଇ କେନ୍ଦ୍ରଠାରେ ଭାରତୀୟ ଡିଫେଣ୍ଡରଙ୍କ ଲାଗି ଏକ ସ୍ବତନ୍ତ୍ର କ୍ୟାମ୍ପ ଆୟୋଜନ କରାଯିବ। ଜୁଲାଇ ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ଟ୍ରେନିଂ ଶିବିର…

ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦ ଛାଡ଼ିବାକୁ ମନାକଲେ ହାଥୁରାସିଙ୍ଘେ

କଲମ୍ବୋ,୮।୭(ଏଏଫ୍‌ପି)- ବାହାର ଚାପ ସତ୍ତ୍ୱେ ଚନ୍ଦିକା ହାଥୁରାସିଙ୍ଘେ ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି। ବିଶ୍ୱର ୯ମ ର଼୍ୟାଙ୍କ୍‌ ଦଳ ଭାବେ ଅଭିଯାନ ଆରମ୍ଭ କରିଥିବା ଶ୍ରୀଲଙ୍କା ବିଶ୍ୱକପ୍‌ରେ ୬ଷ୍ଠ ସ୍ଥାନରେ ରହିଥିଲା। ଶୀର୍ଷ ର଼୍ୟାଙ୍କ୍‌ଧାରୀ…

କପିଲ ଦେବ ପିନ୍ଧିଲେ ଏମିତି ପ୍ୟାଣ୍ଟ୍‌, ଫ୍ୟାନ୍‌ କହିଲେ ରଣବୀରଙ୍କଠାରୁ ଦୂରେଇ ରୁହ

୧୯୮୩ରେ ହୋଇଥିବା କ୍ରିକେଟ ବିଶ୍ୱକପରେ ଭାରତର ଐତିହାସିକ ବିଜୟକୁ ନେଇ ଫିଲ୍ମ ‘୮୩’ ନିର୍ମାଣ କରାଯାଉଛି। ଏହି ଫିଲ୍ମରେ ବଲିଉଡ ଅଭିନେତା ରଣବୀର ସିଂହ କପିଲ ଦେବଙ୍କ ଭୂମିକାରେ ନଜର ଆସୁଛନ୍ତି। ଇତିମଧ୍ୟରେ ଫିଲ୍ମର ପ୍ରଥମ ପୋଷ୍ଟର ମଧ୍ୟ ରିଲିଜ୍‌ ହୋଇଯାଇଛି।…

ପାକିସ୍ତାନ କ୍ରିକେଟ ବିଶେଷଜ୍ଞଙ୍କ ଅଭିଯୋଗ:ମହମ୍ମଦ ସାମି ମୁସଲମାନ ହୋଇଥିବାରୁ ଶେଷ ମ୍ୟାଚରେ ତାଙ୍କୁ ବସାଇଦିଆଗଲା

ଚଳିତ ବିଶ୍ୱକପରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଥିଲା। ୟୁଜବେନ୍ଦ୍ର ଚହଲ ଓ ମହମ୍ମଦ ସାମିଙ୍କୁ ବିଶ୍ରାମ ଦିଆଯାଇ ସେମାନଙ୍କ ବଦଳରେ ରବୀନ୍ଦ୍ର ଜାଡେଜା ଓ କୁଲଦୀପ ଯାଦବଙ୍କୁ ଦଳରେ ସ୍ଥାନ ମିଳିଥିଲା।…

ଏକ ସପ୍ତାହରେ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଲେ ହିମା

ନୂଆଦିଲ୍ଲୀ, ୮।୭(ପି.ଟି.)- ଭାରତୀୟ ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ଚଳିତ ସପ୍ତାହରେ ଦ୍ୱିତୀୟ ଅନ୍ତର୍ଜାତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପୋଲାଣ୍ଡଠାରେ ଚାଲିଥିବା କୁଟ୍‌ନୋ ଆଥ୍‌ଲେଟିକ୍ସ ମିଟ୍‌ର ମହିଳା ୨୦୦ ମିଟର ଦୌଡ଼ରେ ସେ ଶୀର୍ଷ ସଫଳତା ପାଇଛନ୍ତି। କିଛି ମାସ ତଳେ…

ବ୍ରାଜିଲକୁ କୋପା ଆମେରିକା ଟ୍ରଫି

ରିଓ ଡି’ଜାନିରୋ,୮।୭- ଆୟୋଜକ ବ୍ରାଜିଲ ଚଳିତ କୋପା ଆମେରିକା ଟୁର୍ନାମେଣ୍ଟ ଟ୍ରଫି ହାତେଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ୧୦ଜଣିଆ ବ୍ରାଜିଲ ଦଳ ୩-୧ ଗୋଲରେ ପେରୁକୁ ହରାଇ ଏହି ସଫଳତା ପାଇଛି। ବିଜୟୀ ଦଳ ଲାଗି ଏଭର୍ଟନ ସୋଆରେସ, ଗାବ୍ରିଏଲ ଜିସସ୍‌…

କାନାଡା ଓପନ ବ୍ୟାଡ୍‌ମିଣ୍ଟନ: କାଶ୍ୟପ ରନର୍ସ ଅପ୍‌

କାଲଗାରି,୮।୭- ପୂର୍ବତନ ରାଜ୍ୟଗୋଷ୍ଠୀ ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଚଳିତ କାନାଡା ଓପନ ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଉପବିଜେତା ଭାବେ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍‌ ବିଶିଷ୍ଟ ଫାଇନାଲରେ କାଶ୍ୟପଙ୍କୁ ଚାଇନାର ଅଣ ସିଡ୍‌ ଲି ଶି ଫେଙ୍ଗ୍‌ ହରାଇ ପୁରୁଷ…

ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଭାରତୀୟ ବୋଲର୍‌ ଜସପ୍ରୀତ୍‌ ବୁମ୍‌ରା

ଭାରତୀୟ କ୍ରିକେଟରମାନେ ବଲିଉଡ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ ମଧ୍ୟ କରିଛନ୍ତି। ଏବେ ଏହିି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଛି। ସେ ହେଉଛନ୍ତି…

ବିଶ୍ୱକପରୁ ବିଦା ହୋଇ ଘରେ ପହଞ୍ଚିଲା ପାକିସ୍ତାନ ଦଳ: ଏମିତି କରାଗଲା ସ୍ବାଗତ

ଇସଲମାବାଦ, ୮।୭: ବିଶ୍ୱକପରୁ ବିଦା ହେବାପରେ ପାକିସ୍ତାନ ଦଳର ଖେଳାଳିମାନେ ନିଜ ଦେଶରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଖେଳାଳିଙ୍କୁ ସେମାନଙ୍କ ଘରେ ଛଡାଯାଇଥିଲା। ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନ ଦର୍ଶକ ଯେଉଁଭଳି ଭାବରେ ସୋସିଆଲ ମିଡିଆରେ କ୍ରୋଧ…

ଭାରତୀୟ ବିଜୟରେ ପିନ୍ଧିଥିବା ଶାର୍ଟ ଖୋଲି ଦେଇଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଆଜି ୪୭ତମ ଜନ୍ମଦିନ। ଭାରତୀୟ କ୍ରିକେଟ ଦରବାରରେ ପହଞ୍ଚାଇବାରେ ଗାଙ୍ଗୁଲିଙ୍କ ଅବଦାନ ଅତୁଳନୀୟ। ସେହିପରି ବିରେନ୍ଦ୍ର ସେହଓ୍ବାଗ ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ଭଳି ବିଶ୍ୱବିଜୟୀ ଖେଳାଳିଙ୍କୁ ଗଢି ତୋଳିବାରେ ଗାଙ୍ଗୁଲିଙ୍କ…

ପାକିସ୍ତାନ ବିଶ୍ୱକପରୁ ବିଦା ହେବାପରେ ଏହି ଦଳ ବିଶ୍ୱକପ ଜିତୁ ବୋଲି ଚାହୁଁଛନ୍ତି ସୋଏବ ଅଖତର

ଇସଲମାବାଦ, ୮।୭:ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୋଏବ ଅଖତର ଏଥର ବିଶ୍ୱକପ୍‌ ଉପମହାଦେଶୀୟ ଦଳ ଭାରତ ଜିତୁ ବୋଲି ପ୍ରାର୍ଥନା କରୁଛନ୍ତି। ନିଜ ୟୁଟ୍ୟୁବ ଚ୍ୟାନେଲରେ ଏହି କଥା କହିଛନ୍ତି ସୋଏବ। ସେମିଫାଇନାଲ ଚାପରେ ନ୍ୟୁଜିଲାଣ୍ଡ ଦଳ ଖେଳିପାରିବ ନାହିଁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri