କୋହଲି- ଓ୍ବିଲିୟମସନ ଲଢ଼େଇ: ୧୧ ବର୍ଷପରେ ଏକ ବିରଳ ସଂଯୋଗ
ମାଞ୍ଚେଷ୍ଟର, ୮।୭(ପି.ଟି.)- ଚଳିତ ବିଶ୍ୱକପ୍ରେ ଭାରତ ଓ ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲରେ ମଙ୍ଗଳବାର ମାଞ୍ଚେଷ୍ଟରରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷ ସ୍ଥାନରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ଚତୁର୍ଥ ସ୍ଥାନରେ ରହିଛି। ସେହିପରି ଦ୍ୱିତୀୟ ଓ ତୃତୀୟ…
ଇଣ୍ଟରକଣ୍ଟିନେଣ୍ଟାଲ କପ୍ ଫୁଟ୍ବଲଛେତ୍ରୀଙ୍କ ଡବଲ ଗୋଲ ସତ୍ତ୍ୱେ ଭାରତ ପରାସ୍ତ
ଅହମ୍ମଦାବାଦ, ୮।୭-ଇଣ୍ଟରକଣ୍ଟିନେଣ୍ଟାଲ କପ୍ ଫୁଟ୍ବଲ ଟୁର୍ନାମେଣ୍ଟର ଉଦ୍ଘାଟନୀ ମ୍ୟାଚରେ ଶନିବାର ଭାରତ ୨-୪ ଗୋଲ ବ୍ୟବଧାନରେ ତାଜିକ୍ସ୍ତାନଠାରୁ ହାରିଯାଇଛି। ମ୍ୟାଚରେ ସୁନୀଲ ଛେତ୍ରୀ ଦୁଇଟି ଗୋଲ୍ ସ୍କୋର କରି ଭାରତକୁ ପ୍ରଥମାର୍ଦ୍ଧ ସୁଦ୍ଧା ୨-୦ ଗୋଲରେ ଅଗ୍ରଣୀ କରିଥିଲେ। ମାତ୍ର ଦ୍ୱିତୀୟାର୍ଦ୍ଧରେ…
ଜାତୀୟ ବାଳିକା ଚେସ୍: ସାଇନା ସାଲୋନିକାଙ୍କୁ ରୌପ୍ୟ
ଭୁବନେଶ୍ୱର, ୮।୭ (ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଆ ଚେସ୍ ପ୍ରତିଭା ତଥା ଓ୍ବିମେନ ଫିଡେ ମାଷ୍ଟର (ଡବ୍ଲ୍ୟୁଏଫ୍ଏମ୍) ସାଇନା ସାଲୋନିକା ତାଙ୍କ ଜ୍ୱାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। କୋଚିରେ ରବିବାର ଶେଷ ହୋଇଥିବା ଜାତୀୟ ୧୭ ବର୍ଷରୁ କମ୍…
ଫିଫା ମହିଳା ବିଶ୍ୱକପ: ଆମେରିକାକୁ ଚତୁର୍ଥ ଟାଇଟଲ
ଲିଅନ, ୮।୭-ଫିଫା ମହିଳା ବିଶ୍ୱକପ୍ର ଅଷ୍ଟମ ସଂସ୍କରଣରେ ଏଥର ଗତଥରର ଚାମ୍ପିୟନ ଆମେରିକା ବାଜି ମାରିଛି। ଏଠାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ ଆମେରିକା ୨-୦ ଗୋଲରେ ନେଦରଲାଣ୍ଡ୍ସକୁ ହରାଇ ଚାମ୍ପିୟନ ହେବା ସହ ପ୍ରଥମ ଦଳ ଭାବେ ଟାଇଟଲ ବଜାୟ…
ଜାତୀୟ ପୁରୁଷ ହକି କୋଚିଂ କ୍ୟାମ୍ପରେ ୫ ଓଡ଼ିଆ
ନୂଆଦିଲ୍ଲୀ, ୮।୭- ବେଙ୍ଗାଲୁରୁ ସ୍ଥିତ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) କ୍ୟାମ୍ପସରେ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଜାତୀୟ ପୁରୁଷ ହକି ପ୍ରଶିକ୍ଷଣ ଶିବିର ପାଇଁ ହକି ଇଣ୍ଡିଆ ଏକ ୩୪ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ଘୋଷଣା କରିଛି। ୬…
ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍: କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ରୋହିତ
ଲଣ୍ଡନ, ୮।୭(ପି.ଟି.)- ଚଳିତ ବିଶ୍ୱକପ୍ରେ ଜବରଦସ୍ତ ପ୍ରଦର୍ଶନ କରି ଭାରତୀୟ ତାରକା ଓପନର ରୋହିତ ଶର୍ମା ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍ରେ ଅଧିନାୟକ ବିରାଟ କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ହୋଇଛନ୍ତି। କୋହଲି ବ୍ୟାଟିଂ ତାଲିକାର ଶୀର୍ଷ…
ଭାରତରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପୂର୍ଣ୍ଣାଙ୍ଗ ସିରିଜ ଖେଳିବ ଆଫଗାନିସ୍ତାନ
ନୂଆଦିଲ୍ଲୀ, ୭ା୭ (ପି.ଟି.)-ଆଫଗାନିସ୍ତାନ ନଭେମ୍ବରରେ ଏହାର ପୋଷ୍ୟ ଘରୋଇ ଦେଶ ଭାରତରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏକ ପୂର୍ଣ୍ଣାଙ୍ଗ କ୍ରିକେଟ ସିରିଜ ଖେଳିବ। ଏହି ଦେଶର କ୍ରିକେଟ ବୋର୍ଡ ତରଫରୁ ସୂଚନା ମିଳିଛି। କ୍ୟାରିବିୟନ୍ସଙ୍କ ବିପକ୍ଷ ଘରୋଇ ସିରିଜରେ ଆଫଗାନିସ୍ତାନ ୩ ଅନ୍ତର୍ଜାତୀୟ…
ଭାରତ ଉଦ୍ଦେଶ୍ୟମୂଳକ ଭାବେ ପରାସ୍ତ ହୋଇନି: ସର୍ଫରାଜ
କରାଚୀ, ୭ା୭ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍ରେ ପାକିସ୍ତାନକୁ ସେମିଫାଇନାଲରୁ ବଞ୍ଚତ୍ତ କରିବା ଉଦ୍ଦେଶ୍ୟରେ ଭାରତ ଇଂଲଣ୍ଡ ବିପକ୍ଷରେ ଜାଣିଶୁଣି ଖେଳିଲା ନାହିଁ ବୋଲି ଯାହା କୁହାଯାଉଛି ତାହା ବିଶ୍ୱାସଯୋଗ୍ୟ ନୁହେଁ। ଏକଥା କହିଛନ୍ତି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ।…
ବ୍ୟାଟିଂ କରୁଛନ୍ତି ଭଗବାନ ଗଣେଶ
ଚେନ୍ନାଇ, ୭।୭: ଇଂଲଣ୍ଡରେ ଚାଲିଥିବା କ୍ରିକେଟ୍ ବିଶ୍ୱକପରେ ଭାରତୀୟ ଦଳ ଦମ୍ଦାର ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ଭାରତରେ ବିଶ୍ୱକପକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଜୋର ଧରିଛି। ଫ୍ୟାନ୍ମାନେ ନିଜ ଦଳକୁ ଚିୟର୍ କରିବା ପାଇଁ ଅଭିନବ ଉପାୟ…
ମେସି ଆଣିଲେ ଦୁର୍ନୀତି ଅଭିଯୋଗ
କୋପା ଆମେରିକାର ପ୍ଲେ ଅଫ୍ ମ୍ୟାଚ୍ର ୩୭ତମ ମିନିଟ୍ରେ ୫ ଥର ବାଲୋନ ଡି’ ଅର ପୁରସ୍କାରପ୍ରାପ୍ତ ଆର୍ଜେଣ୍ଟିନାର ଲିଓନେଲ ମେସି ଓ ଚିଲି ଅଧିନାୟକ ଗାରି ମେଡେଲ ଫିଲ୍ଡରେ ଯୁକ୍ତିତର୍କ କରିଥିଲେ। ଏଥିରେ ମେଡେଲ ଛାତିରେ ମେସିଙ୍କୁ ଧକ୍କା ମାରିଥିଲେ।…
ଓ୍ବାଦେ, ମାର୍ଶଙ୍କୁ ଡକାରା
ମାଞ୍ଚେଷ୍ଟର,୭।୭(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଦେ ଓ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ବିଶ୍ୱକପ୍ ଦଳରେ ଯୋଗଦେବାକୁ ଡାକରା ଦିଆଯାଇଛି। ଏମାନେ ଅଷ୍ଟ୍ରେଲିଆ ଦଳର ଉସ୍ମାନ ଖ୍ବାଜା ଓ ମାର୍କସ ଷ୍ଟୋଇନିସଙ୍କ ସ୍ଥାନ ନେଇପାରନ୍ତି। ଖ୍ବାଜା ଓ ଷ୍ଟୋଇନିସ ଆହତ ସମସ୍ୟା ଦେଇ…
ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍ ଅମ୍ପାୟର ଇଲିଂଓ୍ବର୍ଥ, କେଟିଲବର୍ଗ
ଲିଡ୍ସ,୭।୭(ପିଟି)- ଚଳିତ ବିଶ୍ୱକପ୍ର ପ୍ରବଳ ଦାବୀଦାର ଭାରତ ଓ ଗତ ଥରର ଉପବିଜେତା ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ମାଞ୍ଚେଷ୍ଟରଠାରେ ପ୍ରଥମ ସେମିଫାଇନାଲ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍କୁ ଇଂଲିଶ ଅମ୍ପାୟର ରିଚାର୍ଡ ଇଲିଂଓ୍ବର୍ଥ ଓ ରିଚାର୍ଡ କେଟିଲବର୍ଗ ପରିଚାଳନା…
Archives


